output
stringlengths
1
10.9k
input
stringclasses
1 value
instruction
stringlengths
34
702
category
stringlengths
3
20
ସସ କହିଲଲ, "ଏ ଗୁଡ଼ିକ ସତ୍ଯସବାଲି ତୁମ୍ଲଭ ନିଜକୁ ପ୍ରମାଣ କରିବାକୁ ଏକ ଚିହ୍ନ ମାଗ।ସସହି ଚିହ୍ନ ଅଧୋଲଲାକରୁସହଉ କିମ୍ବା ଉର୍ଦ୍ଧଲଲାକରୁସହଉ ସଦାପ୍ରଭୁଙ୍କୁସସହି ଚିହ୍ନ ମାଗ।'
translate sentence into Odia : Ask thee a sign of the LORD thy God; ask it either in the depth, or in the height above.
isaiah
ଦେଖ ! ଆମ୍ଭମାନଙ୍କର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଅଶୂରର ମହାନ ବୃକ୍ଷସବୁ କାଟି ପକାଇବେ। ସେ ତାଙ୍କର ମହାନ ପରାକ୍ରମ ରେ ଏହା କରିବେ। ମହାନ୍ ଓ ପ୍ରଧାନ ବ୍ଯକ୍ତିମାନଙ୍କୁ ଛଦନେ କରାୟିବ। ସହେି ଉନ୍ନତମାନେ ନତ ହବେେ।
translate sentence into Odia : Behold, the Lord, the LORD of hosts, shall lop the bough with terror: and the high ones of stature shall be hewn down, and the haughty shall be humbled.
isaiah
ସେ ସମୟରେ ଇଫ୍ରଯିମ ଯିହୁଦାକୁ ଈର୍ଷା କରିବ ନାହିଁ। ଯିହୁଦାର କହେି ଶତ୍ରୁ ରହିବେ ନାହିଁ। ଯିହୁଦା ଇଫ୍ରଯିମକୁ କଷ୍ଟ ଦବେ ନାହିଁ।
translate sentence into Odia : The envy also of Ephraim shall depart, and the adversaries of Judah shall be cut off: Ephraim shall not envy Judah, and Judah shall not vex Ephraim.
isaiah
ପରମେଶ୍ବରଙ୍କ ଅବଶିଷ୍ଟାଂଶ ଲୋକେ ଏହି ରାଜପଥରେ ଗମନ କରିବେ। ଏହା ମିଶର ଦେଶରୁ ଲୋକଙ୍କୁ କାଢ଼ିବା ପରମେଶ୍ବରଙ୍କ ପରି ହବେ।
translate sentence into Odia : And there shall be an highway for the remnant of his people, which shall be left, from Assyria; like as it was to Israel in the day that he came up out of the land of Egypt.
isaiah
ସଦାପ୍ରଭୁଙ୍କ କୋରଧ ରେ ଆକାଶମଣ୍ଡଳ କମ୍ପିତ ହବେ ଓ ଦିବସ ରେ ପୃଥିବୀ ସ୍ଥାନଚ୍ଯୁତ ହବେ।'
translate sentence into Odia : Therefore I will shake the heavens, and the earth shall remove out of her place, in the wrath of the LORD of hosts, and in the day of his fierce anger.
isaiah
ଏହା ମାରେ ଯୋଜନା ସମଗ୍ର ପୃଥିବୀ ପାଇଁ ଅଛି। ମୁଁ ସମସ୍ତ ଜାତିଗଣମାନଙ୍କୁ ଦଣ୍ଡ ଦବୋ ପାଇଁ ମାରେ ଶକ୍ତି ପ୍ରଯୋଗ କରିବି।'
translate sentence into Odia : This is the purpose that is purposed upon the whole earth: and this is the hand that is stretched out upon all the nations.
isaiah
ଯେଉଁ କବୈର୍ତ୍ତମାନେ ବନଶୀ ସାହାୟ୍ଯ ରେ ନୀଳନଦୀରୁ ମାଛ ଧରୁଥିଲେ, ସମାନେେ ଦୁଃଖିତ ହବେେ ଓ କାନ୍ଦିବା ଆରମ୍ଭ କରିବେ। ଯେଉଁମାନେ ବନିଶୀ ପକାଇ ନୀଳନଦୀରୁ ମାଛ ଧରୁଥିଲେ, ବିଳାପ କରିବେ। ଯେଉଁମାନେ ପାଣି ରେ ଜାଲ ପକାଉଥିଲେ ହତାଶ ହବେ। ସମାନଙ୍କେର ଜୀବିକା ପାଇଁ ନୀଳନଦୀ ଉପ ରେ ନିର୍ଭର କରୁଥିଲେ। କିନ୍ତୁ ସେ ଶୁଖିୟିବ। isaiah For, behold, the LORD cometh out of his place to punish the inhabitants of the earth for their iniquity: the earth also shall disclose her blood, and shall no more cover her slain. ଦେଖ, ସଦାପ୍ରଭୁ ପୃଥିବୀବାସୀଙ୍କୁ ସମାନଙ୍କେର ଅପରାଧ ଲାଗି ଶାସ୍ତି ଦବୋକୁ ନିଜ ସ୍ଥାନ ପରିତ୍ଯାଗ କରିଛନ୍ତି। ପୃଥିବୀ ନିଜର ଶକ୍ତି ପ୍ରକାଶ କରିବ। ସେ ଆଉ ନିହତ ଲୋକମାନଙ୍କୁ ଆଚ୍ଛାଦନ କରି ରଖିବ ନାହିଁ। isaiah Wherefore hear the word of the LORD, ye scornful men, that rule this people which is in Jerusalem. ହେ ୟିରୁଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦୁକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ। isaiah And the eyes of them that see shall not be dim, and the ears of them that hear shall hearken. ପୁଣି ଦର୍ଶକମାନଙ୍କର ଚକ୍ଷୁ ମୁଦ୍ରିତ ହବେ ନାହିଁ ଓ ଶ୍ରୋତାମାନଙ୍କର କର୍ଣ୍ଣ ଅବଧାନ କରିବ। isaiah By the way that he came, by the same shall he return, and shall not come into this city, saith the LORD. ସଦାପ୍ରଭୁଙ୍କ ବାକ୍ଯ ଅନୁସାରେ ସେ ଯେଉଁ ବାଟଦଇେ ଆସିଥିଲା ସହେି ବାଟରେ ଫରେିୟିବ। ସେ ଏ ନଗରକୁ ଆସିବ ନାହିଁ। isaiah With whom took he counsel, and who instructed him, and taught him in the path of judgment, and taught him knowledge, and shewed to him the way of understanding? ସଦାପ୍ରଭୁ କାହାରି ସହିତ ମନ୍ତ୍ରଣା କରିଥିଲେ କି ? କହେି ତାଙ୍କୁ ଶିକ୍ଷା ଦଇେଥିଲା କି ? କିଏ ତାଙ୍କୁ ବିଚାରର ପଥ ଶିଖାଇଲା ? କିଏ ତାଙ୍କୁ ଜ୍ଞାନ ଶିକ୍ଷା ଦଲୋ ? ନା, ସଦାପ୍ରଭୁ ବିବଚେନାର ସମସ୍ତ ମାର୍ଗ ଶିକ୍ଷା କରିଥିଲେ। isaiah Fear not, thou worm Jacob, and ye men of Israel; I will help thee, saith the LORD, and thy redeemer, the Holy One of Israel. ହେ କୀଟରୂପୀ ଯାକୁବ ଓ ହେ ଇଶ୍ରାୟେଲୀୟ ନରଗଣ, ଭୟ କର ନାହିଁ। ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା ଓ ଇଶ୍ରାୟେଲର ଧର୍ମସ୍ବରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
translate sentence into Odia : The fishers also shall mourn, and all they that cast angle into the brooks shall lament, and they that spread nets upon the waters shall languish.
isaiah
ମାରେ ଦାସ ଯଦିଓ ସବୁ ଦେଖୁଅଛି, ତଥାପି ସେ ମନୋୟୋଗ କରୁ ନାହିଁ। ତା'ର କର୍ଣ୍ଣ ମୁକ୍ତ ଅଛି, ମାତ୍ର ସେ ଶୁଣୁ ନାହିଁ।'
translate sentence into Odia : Seeing many things, but thou observest not; opening the ears, but he heareth not.
isaiah
ଆମ୍ଭେ ହିଁ ସଦାପ୍ରଭୁ ଓ ଆମ୍ଭ ବ୍ଯତୀତ ତ୍ରାଣକର୍ତ୍ତା କହେି ନାହାନ୍ତି।
translate sentence into Odia : I, even I, am the LORD; and beside me there is no saviour.
isaiah
ସଯଉଁ ଶ୍ରମିକଗଣସସହି ପ୍ରତିମା ନିର୍ମାଣ କରିଛନ୍ତି,ସସମାଲନ ମନୁଷ୍ଯ ମାତ୍ର,ସସମାଲନ ପରଲମଶ୍ବର ନୁହଁନ୍ତି।ସସମାଲନ ସମସ୍ଲତ ଯଦି ଏକତ୍ରୀତସହାଇ ଆଲୋଚନା କରିଲବ,ସତଲବସସମାଲନ ସଂପୂର୍ଣ୍ଣ ଲଜ୍ଜିତସହଲବ ଏବଂ କମ୍ପିତସହଲବ।
translate sentence into Odia : Behold, all his fellows shall be ashamed: and the workmen, they are of men: let them all be gathered together, let them stand up; yet they shall fear, and they shall be ashamed together.
isaiah
ସସହି ବ୍ଯକ୍ତି ଏରସକୁ ଜାଳଲଣି ରୂଲପ ବ୍ଯବହାର କଲର।ସସ ତାକୁସଛାଟସଛାଟ ଖଣ୍ଡ କରିସସଥିସର ଅଗ୍ନି ସଂୟୋଗ କରି ତାପ ପାଏ।ସସସସହି ନିଆଁସରସରାଟୀ ତିଆରି କଲର, ଆଉ ମଧ୍ଯସସହି କାଠର କିଛି ଅଂଶସରସଦବତା କରି ତାକୁ ପୂଜା କଲର ଓ ଏକସଖାଦିତ ପ୍ରତିମା କରି ତାହା ସମ୍ମୁଖସର ଦଣ୍ଡବତ କଲର।
translate sentence into Odia : Then shall it be for a man to burn: for he will take thereof, and warm himself; yea, he kindleth it, and baketh bread; yea, he maketh a god, and worshippeth it; he maketh it a graven image, and falleth down thereto.
isaiah
ଆମ୍ଭେ ନିଜ ଲୋକମାନଙ୍କ ଉପ ରେ କ୍ରୋଧିତ ହେଲୁଁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତ ରେ ସମାନଙ୍କେୁ ସମର୍ପର କଲୁ। ତୁମ୍ଭେ ସମାନଙ୍କେ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପ ରେ ୟୁଆଳି ବଡ଼ ଭାରି କରି ଥୋଇଲ। isaiah The Lord GOD hath given me the tongue of the learned, that I should know how to speak a word in season to him that is weary: he wakeneth morning by morning, he wakeneth mine ear to hear as the learned. ମାରେପ୍ରଭୁ ସଦାପ୍ରଭୁ ମାେତେ ଶିକ୍ଷା ଦଇେଛନ୍ତି ମୁଁ ଯେପରି କ୍ଲାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରିପାରିବି, ସେ ପ୍ରତି ପ୍ରଭାତ ରେ ମାେତେ ଜାଗ୍ରତ କରାନ୍ତି ଓ ବିଦ୍ଯାର୍ଥୀପରି ଶୁଣିବା ପାଇଁ ମାରେ କର୍ଣ୍ଣକୁ ଜାଗ୍ରତ କରାନ୍ତି। isaiah Now therefore, what have I here, saith the LORD, that my people is taken away for nought? they that rule over them make them to howl, saith the LORD; and my name continually every day is blasphemed. ସଦାପ୍ରଭୁ କୁହନ୍ତି, ବର୍ତ୍ତମାନ ଦେଖ, କ'ଣ ସବୁ ଘଟୁଅଛି। ବିନା କାରଣ ରେ ମାରେ ଲୋକମାନଙ୍କୁ ନିଆ ଯାଉଅଛି। ସମାନଙ୍କେ ଉପ ରେ ର ସହେି ଶାସକଗଣ ଗର୍ଜନ କରୁଛନ୍ତି ଓ ଆମ୍ଭର ନାମକୁ ଦିନସାରା ନିରନ୍ତର ନିନ୍ଦା କରୁଛନ୍ତି।
translate sentence into Odia : I was wroth with my people, I have polluted mine inheritance, and given them into thine hand: thou didst shew them no mercy; upon the ancient hast thou very heavily laid thy yoke.
isaiah
ଏଠାକୁ ଦେଖ, ଲୋକମାନେ ତୁମ୍ଭ ବିରୁଦ୍ଧ ରେ ଏକମତ ହାଇପୋରନ୍ତି, କିନ୍ତୁ ସମାନେେ ମାେ ପ୍ରତି ଯେ କହେି ତୁମ୍ଭ ବିରୁଦ୍ଧ ରେ ୟାଏ, ସେ ସମାନଙ୍କେ ପତିତକୁ ବହନ କରିବେ।
translate sentence into Odia : Behold, they shall surely gather together, but not by me: whosoever shall gather together against thee shall fall for thy sake.
isaiah
ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ। ସଦାପ୍ରଭୁ କୁହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକପ୍ରତି "ଶାନ୍ତି' ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।
translate sentence into Odia : I create the fruit of the lips; Peace, peace to him that is far off, and to him that is near, saith the LORD; and I will heal him.
isaiah
ଏଥି ସକାେଶ ନ୍ଯାଯ ବିଚାର ଆମ୍ଭଠାରୁ ଦୂର ରେ ଥାଏ ଓ ଧାର୍ମିକତା ଆମ୍ଭମାନଙ୍କ ପାଖ ମାଡ଼େ ନାହିଁ। ଆମ୍ଭମାନେେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର କବଳେ ଅନ୍ଧକାର ଦେଖୁ। ଆଲୋକକୁ ଅପେକ୍ଷା କରୁ, ମାତ୍ର ଅନ୍ଧକାର ରେ ଭ୍ରମଣ କରୁ।
translate sentence into Odia : Therefore is judgment far from us, neither doth justice overtake us: we wait for light, but behold obscurity; for brightness, but we walk in darkness.
isaiah
କାରଣ ପୃଥିବୀ ଅନ୍ଧକାରାଚ୍ଛନ୍ନ ହବେ ଓ ଘନ ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ ; ମାତ୍ର ତୁମ୍ଭ ଉପ ରେ ସଦାପ୍ରଭୁ ଆ ଲୋକ ପ୍ରଦାନ କରିବେ ଓ ତାଙ୍କର ମହିମା ତୁମ୍ଭ ଉପ ରେ ଦଖାୟିବେ।
translate sentence into Odia : For, behold, the darkness shall cover the earth, and gross darkness the people: but the LORD shall arise upon thee, and his glory shall be seen upon thee.
isaiah
ବର୍ତ୍ତମାନ ସ୍ବର୍ଗ ଉପରୁ ଦେଖ, ତୁମ୍ଭ ପବିତ୍ରତା ଓ ତୁମ୍ଭ ପରାକ୍ରମର ବସତି ସ୍ଥାନରୁ ଦେଖ, ତୁମ୍ଭର ଶାଶ୍ବତ ପ୍ ରମେ କାହିଁ ? ତୁମ୍ଭର କୋହ ଓ ଦୟା କାହିଁ।
translate sentence into Odia : Look down from heaven, and behold from the habitation of thy holiness and of thy glory: where is thy zeal and thy strength, the sounding of thy bowels and of thy mercies toward me? are they restrained?
isaiah
ପୁନଶ୍ଚ ତୁମ୍ଭମାନେେ ଆମ୍ଭ ମନୋନୀତ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କର ନାମ ଅଭିଶାପରୂପେ ରଖାୟିବ।" ତେଣୁ ମାରେ ପ୍ରଭୁ ସଦାପ୍ରକୁ ତୁମ୍ଭକୁ ବଧ କରିବେ। ସେ ନିଜର ଦାସମାନଙ୍କୁ ଅନ୍ୟ ନାମ ରେ ନାମିତ କରିବେ।
translate sentence into Odia : And ye shall leave your name for a curse unto my chosen: for the Lord GOD shall slay thee, and call his servants by another name:
isaiah
ହେ ଯାକୁବର ବଂଶ, ଆଉ ହେ ଇଶ୍ରାୟେଲର ବଂଶର ଗୋଷ୍ଠୀସବୁ, ସଦାପ୍ରଭୁଙ୍କର ବାକ୍ଯ ଶୁଣ।
translate sentence into Odia : Hear ye the word of the LORD, O house of Jacob, and all the families of the house of Israel:
jeremiah
ସଦାପ୍ରଭୁ ଏହି କଥା କହନ୍ତି, "ତୁମ୍ଭର ପୂର୍ବପୁରୁଷଗଣ ଆମ୍ଭଠା ରେ କେଉଁ ଅନ୍ଯାଯ ଦେଖିଲେ ଯେ ସମାନେେ ଆମ୍ଭଠାରୁ ଦୂ ରଇେ ୟାଇଅଛନ୍ତି ଓ ଅସାର ଦବେତାମାନଙ୍କର ପଶ୍ଚାଦ୍ ଗମନ କରି ଅସାର ହାଇେଅଛନ୍ତି ?
translate sentence into Odia : Thus saith the LORD, What iniquity have your fathers found in me, that they are gone far from me, and have walked after vanity, and are become vain?
jeremiah
ନିଷ୍ଫଳ ପର୍ବତକୁ ଦେଖ। କେଉଁଠା ରେ ତୁମ୍ଭେ ବ୍ଯଭିଚାର କରି ନାହଁ ? ଯେପରି ଜଣେ ଆରବୀଯ ଲୋକ ପ୍ରାନ୍ତର ରେ ବ ସେ, ସହେିପରି ତୁମ୍ଭେ ସମାନଙ୍କେ ନିମନ୍ତେ ରାଜପଥରେ ବସିଅଛ। ଆଉ ତୁମ୍ଭେ ଆପଣା ଅବିଶ୍ବାସନୀଯତା ଓ ଦୁଷ୍କର୍ମ ଦ୍ବାରା ଦେଶକୁ 'ଅଶୁଚି' କରିଅଛ। jeremiah And I saw, when for all the causes whereby backsliding Israel committed adultery I had put her away, and given her a bill of divorce; yet her treacherous sister Judah feared not, but went and played the harlot also. ଆଉ ଆମ୍ଭେ ଦେଖିଲୁ ବିପଥଗାମିନୀ ଇଶ୍ରାୟେଲ ବ୍ଯଭିଚାର କରିବା ହତେୁ ଆମ୍ଭେ ତାକୁ ଛାଡ଼ପତ୍ର ଦେଲେ ହେଁ, ତାହା ବିଶ୍ବାସଘାତିନୀ ଭଉଣୀ ଯିହୁଦା ଭୟ କଲା ନାହିଁ। ସେ ମଧ୍ଯ ୟାଇ ବ୍ଯଭିଚାର କଲା। jeremiah Turn, O backsliding children, saith the LORD; for I am married unto you: and I will take you one of a city, and two of a family, and I will bring you to Zion: ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ," କାରଣ "ଆମ୍ଭେ ତୁମ୍ଭମାନଙ୍କର ସ୍ବାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ଯରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା।
translate sentence into Odia : Lift up thine eyes unto the high places, and see where thou hast not been lien with. In the ways hast thou sat for them, as the Arabian in the wilderness; and thou hast polluted the land with thy whoredoms and with thy wickedness.
jeremiah
ଯଦି ତୁମ୍ଭେ ସହେିସବୁ କରିବ, ତବେେ ତୁମ୍ଭକୁ ସଦାପ୍ରଭୁଙ୍କ ନାମ ରେ ଶପଥ କରି କହିବାକୁ ପଡ଼ିବ ଯେ 'ସଦାପ୍ରଭୁ ଜୀବିତ।' ଆଉ ତୁମ୍ଭେ ଏସବୁ ସତ୍ଯ, ନ୍ଯାଯ ଓ ଧାର୍ମିକତା ରେ ସେ ସବୁ କହିବାକୁ କ୍ଷମ ହବେ। ତାହାଦ୍ବାରା ନାନାଦେଶୀଯମାନେ ସଦାପ୍ରଭୁଙ୍କର ଆଶୀର୍ବାଦର ପାତ୍ର ହବେେ। ସମାନେେ ଗର୍ବର ସହିତ କହିବେ ସଦାପ୍ରଭୁ ତାହା କରିଛନ୍ତି।"
translate sentence into Odia : And thou shalt swear, The LORD liveth, in truth, in judgment, and in righteousness; and the nations shall bless themselves in him, and in him shall they glory.
jeremiah
ସହେିଦିନ ସଦାପ୍ରଭୁ କହିଲେ, "ରାଜା ଓ ତାଙ୍କର ଅଧିପତିଗଣ ସାହସ ହରାଇବେ। ଯାଜକଗଣ ଭୟଭୀତ ହବେେ ଓ ଭବିଷ୍ଯଦବକ୍ତାମାନେ କ'ଣ କହିବାକୁ ହବେ ଜାଣିପାରିବେ ନାହିଁ।"
translate sentence into Odia : And it shall come to pass at that day, saith the LORD, that the heart of the king shall perish, and the heart of the princes; and the priests shall be astonished, and the prophets shall wonder.
jeremiah
ଏହାଠାରୁ ଏକ ଶକ୍ତିଶାଳୀ ବାଯୁ ଆମ୍ଭ ପାଖକୁ ଆସୁଛି। ବର୍ତ୍ତମାନ ଯିହୁଦାର ଲୋକମାନଙ୍କ ବିରୁଦ୍ଧ ରେ ଆମ୍ଭେ ଆପଣା ଦଣ୍ଡ ଘାଷେଣା କରୁଅଛୁ।"
translate sentence into Odia : Even a full wind from those places shall come unto me: now also will I give sentence against them.
jeremiah
ମୁଁ ଚାହିଁ ଦେଖିଲି କୌଣସି ମନୁଷ୍ଯ ନ ଥିଲେ ଓ ଆକାଶର ପକ୍ଷୀସବୁ ପଳାଇ ୟାଇଥିଲେ।
translate sentence into Odia : I beheld, and, lo, there was no man, and all the birds of the heavens were fled.
jeremiah
ଯେପରି ପିଞ୍ଜରା ପକ୍ଷୀ ରେ ପରିପୂର୍ଣ୍ଣ ସହେିପରି ସମାନଙ୍କେ ଗୃହ ଛଳନା ରେ ପୂର୍ଣ୍ଣ। ଏହି ମିଥ୍ଯା ଯୋଗୁଁ ସମାନେେ ଉନ୍ନତ ଓ ଧନବନ୍ତ ହାଇେଛନ୍ତି।
translate sentence into Odia : As a cage is full of birds, so are their houses full of deceit: therefore they are become great, and waxen rich.
jeremiah
ତେଣୁ ସଦାପ୍ରଭୁ କହନ୍ତି, ଦେଖ, ଏପରି ଏକ ସମୟ ଆସୁଛି" "ଯେତବେେଳେ ତାହା ତୋଫାତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମ ରେ ଆଉ ଖ୍ଯାତ ନ ହାଇେ ହତ୍ଯା ଉପତ୍ୟକା ବୋଲି ଖ୍ଯାତ ହବେ। କାରଣ ଲୋକମାନେ ଆଉ ସ୍ଥାନ ନ ପାଇ ତୋଫତ ରେ କବର ଦବେେ।
translate sentence into Odia : Therefore, behold, the days come, saith the LORD, that it shall no more be called Tophet, nor the valley of the son of Hinnom, but the valley of slaughter: for they shall bury in Tophet, till there be no place.
jeremiah
ସଦାପ୍ରଭୁ ଏହା କହନ୍ତି, "ସମସ୍ତ ମନ୍ଦ ପଡ଼ୋଶୀ ଯେଉଁମାନେ କି ଆମ୍ଭେ ଉତ୍ତରାଧିକାରୀ ସୂତ୍ର ରେ ଇଶ୍ରାୟେଲୀୟମାନଙ୍କୁ ଦଇେଥିବା ଦେଶକୁ ସ୍ପର୍ଶ କରନ୍ତି ଆମ୍ଭେ ସମାନଙ୍କେୁ ତାଙ୍କ ଦେଶରୁ ଉତ୍ପାଟନ କରିବା ଏବଂ ଆମ୍ଭେ ସମାନଙ୍କେ ମଧ୍ଯରୁ ଯିହୁଦାର ଘରକୁ ହଟଇେ ଦବୋ।
translate sentence into Odia : Thus saith the LORD against all mine evil neighbours, that touch the inheritance which I have caused my people Israel to inherit; Behold, I will pluck them out of their land, and pluck out the house of Judah from among them.
jeremiah
ଅନାବୃଷ୍ଟି ବିଷଯ ରେ ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ଯ ଉପସ୍ଥିତ ହେଲା।
translate sentence into Odia : The word of the LORD that came to Jeremiah concerning the dearth.
jeremiah
ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରେତ୍ୟକକ ମନୁଷ୍ଯକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।
translate sentence into Odia : I the LORD search the heart, I try the reins, even to give every man according to his ways, and according to the fruit of his doings.
jeremiah
ମାତ୍ର ତୁମ୍ଭ ପୂର୍ବପୁରୁଷଗଣ ଆମ୍ଭ କଥାପ୍ରତି ଅବଧାନ କଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ। ସମାନେେ ଅତି ଅବାଧ୍ଯ। ତେଣୁ ସମାନେେ ଦଣ୍ଡିତ ହେଲେ। ସମାନଙ୍କେର କିଛି ମଙ୍ଗଳ ହେଲା ନାହିଁ।
translate sentence into Odia : But they obeyed not, neither inclined their ear, but made their neck stiff, that they might not hear, nor receive instruction.
jeremiah
'ମାତ୍ର ତୁମ୍ଭମାନେେ ଯବେେ ଆମ୍ଭର ବାକ୍ଯ ରେ ଅବଧାନ ନ କର। ବିଶ୍ରାମ ଦିନକୁ ପବିତ୍ରରୂପେ ପାଳନ ନ କର ଓ ବିଶ୍ରାମଦିନ ରେ ବୋଝ ବହନ କରି ୟିରୁଶାଲମର ଦ୍ବାର ରେ ପ୍ରବେଶ କର, ତବେେ ଆମ୍ଭେ ସହେି ଦ୍ବାର ସମୂହ ରେ ଅଗ୍ନି ଜଳାଇବା। ଏହା ୟିରୁଶାଲମର ଅଟ୍ଟାଳିକା ସବୁ ଗ୍ରାସ କରିବା ପର୍ୟ୍ଯନ୍ତ ଜଳି ରହିବ।'
translate sentence into Odia : But if ye will not hearken unto me to hallow the sabbath day, and not to bear a burden, even entering in at the gates of Jerusalem on the sabbath day; then will I kindle a fire in the gates thereof, and it shall devour the palaces of Jerusalem, and it shall not be quenched.
jeremiah
ଯିହୁଦାର ରାଜାଗଣ ବାଲ୍ଦବଙ୍କେ ଉଦ୍ଦେଶ୍ଯ ରେ ଉଚ୍ଚସ୍ଥଳୀ ନିର୍ମାଣ କରିଛନ୍ତି। ସମାନେେ ନିଜର ସନ୍ତାନଗଣଙ୍କୁ ବାଲଦବେ ଉଦ୍ଦେଶ୍ଯ ରେ ହାମବେଳି ରୂପେ ଉତ୍ସର୍ଗ କରିଅଛନ୍ତି। ଆମ୍ଭେ କିନ୍ତୁ ସମାନଙ୍କେୁ ଏହା କହିବାକୁ ଆଦେଶ କରିନାହୁଁ କି କହି ନାହୁଁ ଓ ଆମ୍ଭ ମନ ରେ ଏହା ଉଦଯ ହାଇେ ନାହିଁ।
translate sentence into Odia : They have built also the high places of Baal, to burn their sons with fire for burnt offerings unto Baal, which I commanded not, nor spake it, neither came it into my mind:
jeremiah
ପୁଣି ମିଥ୍ଯା ଭବିଷ୍ଯଦବକ୍ତାଗଣ ତୁମ୍ଭମାନଙ୍କୁ କହିବେ, ତୁମ୍ଭମାନେେ ବାବିଲ ରାଜାର ସବୋ କର ନାହିଁ।
translate sentence into Odia : Therefore hearken not unto the words of the prophets that speak unto you, saying, Ye shall not serve the king of Babylon: for they prophesy a lie unto you.
jeremiah
ଆଉ ହନାନିଯ ସବୁ ଲୋକଙ୍କ ସାକ୍ଷାତ ରେ ବଡ଼ ପାଟି ରେ କହିଲା, "ସଦାପ୍ରଭୁ ଏହି କଥା କହନ୍ତି, "ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇବର୍ଷ ହବୋ ପୂର୍ବରୁ ବାବିଲର ରାଜା ନବୂଖଦନିତ୍ସରର ୟୁଆଳି ସବୁ ଦେଶୀଯମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।"
translate sentence into Odia : And Hananiah spake in the presence of all the people, saying, Thus saith the LORD; Even so will I break the yoke of Nebuchadnezzar king of Babylon from the neck of all nations within the space of two full years. And the prophet Jeremiah went his way.
jeremiah
ତୁମ୍ଭମାନେେ କହିବ, "ସଦାପ୍ରଭୁ ଆମ୍ଭମାନଙ୍କ ନିମନ୍ତେ ବାବିଲକୁ ଭବିଷ୍ଯଦବକ୍ତାମାନଙ୍କୁ ପଠାଇ ଅଛନ୍ତି।"
translate sentence into Odia : Because ye have said, The LORD hath raised us up prophets in Babylon;
jeremiah
ସେତବେେଳେ ବାବିଲ ରାଜାର ସୈନ୍ଯ ୟିରୁଶାଲମ ବିରୁଦ୍ଧ ରେ, ଯିହୁଦାର ଅବଶଷ୍ଟ ସକଳ ନଗର ବିରୁଦ୍ଧ ରେ ଓ ଲାଖୀର ଏବଂ ଆ ସକୋ ବିରୁଦ୍ଧ ରେ ୟୁଦ୍ଧ କରୁଥିଲେ। କାରଣ ଯିହୁଦା ଦେଶର ନଗର ସମୂହ ମଧିଅରେ ଏହି ଦୁଇଟି ମାତ୍ର ପ୍ରାଚୀର ବେଷ୍ଟିତ ନଗର ଅବଶିଷ୍ଟ ଥିଲା।
translate sentence into Odia : When the king of Babylon's army fought against Jerusalem, and against all the cities of Judah that were left, against Lachish, and against Azekah: for these defenced cities remained of the cities of Judah.
jeremiah
ହେ ୟିରୁଶାଲମ ନିବାସୀ, ତୁମ୍ଭମାନେେ କଲଦୀଯର ସମୁଦାଯ ସୈନ୍ଯଙ୍କୁ ପରାସ୍ତ କଲେ ହେଁ, ଅବଶିଷ୍ଟ ଆହତ ସୈନ୍ଯମାନେ ନିଜ ନିଜ ତମ୍ବୁରୁ ବାହାରି ଏହି ନଗରକୁ ଅଗ୍ନି ରେ ଦଗ୍ଧ କରିବେ।"
translate sentence into Odia : For though ye had smitten the whole army of the Chaldeans that fight against you, and there remained but wounded men among them, yet should they rise up every man in his tent, and burn this city with fire.
jeremiah
ମାତ୍ର ଆମ୍ଭମାନେେ ଯେତବେେଳେ ଆକାଶ ରାଣୀ ଉଦ୍ଦେଶ୍ଯ ରେ ଧୂପ ଜଳାଇବା ଓ ପଯେ ନବୈେଦ୍ଯ ଢ଼ାଳିବା ଛାଡ଼ିଦଲେୁ, ଆମ୍ଭମାନଙ୍କ ସବୁ ବିଷଯ ରେ ଅଭାବ ଘଟିଲା ଓ ଆମ୍ଭମାନେେ ଖଡ୍ଗ ଓ ଦୁର୍ଭିକ୍ଷ ରେ ଲୁପ୍ତ ହେଲୁ।"
translate sentence into Odia : But since we left off to burn incense to the queen of heaven, and to pour out drink offerings unto her, we have wanted all things, and have been consumed by the sword and by the famine.
jeremiah
ତେଣୁ ସଦାପ୍ରଭୁ କହିଲେ, " ହେ ଯିରିମିୟ, ତୁମ୍ଭେ ବାରୂକକୁ ଏହି କଥା କୁହ, 'ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଭାଙ୍ଗି ପକାଇବୁ ଓ ଯାହା ରୋପଣ କରିଅଛୁ ତାହା ଉତ୍ପାଟନ କରିବୁ। ଆଉ ସମୁଦାଯ ଯିହୁଦା ରେ ଏହା କରିବୁ।
translate sentence into Odia : Thus shalt thou say unto him, The LORD saith thus; Behold, that which I have built will I break down, and that which I have planted I will pluck up, even this whole land.
jeremiah
ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, "ମୁଁ ଜୀବିତ ଥିବା ପ୍ରମାଣେ ଜଣେ ଆସୁଅଛି, ୟିଏକି ତାବୋର ପର୍ବତ ସଦୃଶ ମହାନ କିଅବା ସମୁଦ୍ର ନିକଟସ୍ଥ କର୍ମିଲ ପର୍ବତ ସଦୃଶ।
translate sentence into Odia : As I live, saith the King, whose name is the LORD of hosts, Surely as Tabor is among the mountains, and as Carmel by the sea, so shall he come.
jeremiah
ମାଯାେବ ବଡ଼ ଅହଙ୍କାରୀ, ଆମ୍ଭମାନେେ ତାହାର ଅହଙ୍କାରର କଥା, ତାହାର ଉଦ୍ଧତ ଭାବ, ତାହାର ଗର୍ବ, ତାହାର ଦର୍ପ ଓ ତାହାର ଚିତ୍ତର ଅହମିକା କଥା ଶୁଣିଅଛୁ।
translate sentence into Odia : We have heard the pride of Moab, (he is exceeding proud) his loftiness, and his arrogancy, and his pride, and the haughtiness of his heart.
jeremiah
ତାହାର ବୃଷଭ ସବୁକୁ ବଧ କର। ସେସବୁ ବଧ ସ୍ଥାନକୁ ୟାଆନ୍ତୁ। ସମାନେେ ସନ୍ତାପର ପାତ୍ର, କାରଣ ସମାନଙ୍କେର ଦିନ ଓ ପ୍ରତିଫଳର ସମୟ ଉପସ୍ଥିତ ହେଲା।
translate sentence into Odia : Slay all her bullocks; let them go down to the slaughter: woe unto them! for their day is come, the time of their visitation.
jeremiah
ବାବିଲର ସୈନ୍ଯମାନେ କଲଦୀଯ ଦେଶ ରେ ମୃତ୍ଯୁବରଣ କରିବେ ଓ ରାଜପଥରେ ଆହତ ହାଇପେଡ଼ିବେ।"
translate sentence into Odia : Thus the slain shall fall in the land of the Chaldeans, and they that are thrust through in her streets.
jeremiah
ପୁଣି ସହେି ଦୁଇସ୍ତମ୍ଭ ପ୍ରେତ୍ୟକକର ଉଚ୍ଚତା ସତଇେଶ ଫୁଟ, ପରିଧି ଅଠର ପୁଟ, ସ୍ଥୁଳତା ତିନି ଇଞ୍ଚ ମାଟୋ ଓ ତାହା ଫମ୍ପା ଥିଲା।
translate sentence into Odia : And concerning the pillars, the height of one pillar was eighteen cubits; and a fillet of twelve cubits did compass it; and the thickness thereof was four fingers: it was hollow.
jeremiah
ଏହି ଜୀବିତ ପ୍ରାଣୀମାନେ ପ୍ରଜ୍ବଳିତ ଅଙ୍ଗାର ଓ ମଶାଲଗୁଡ଼ିକ ସଦୃଶ ଏବଂ ଅଗ୍ନି ସମାନଙ୍କେର ମଧିଅରେ ବୁଲୁଥିବାର ଦଖାଯାେଉଥିଲା।
translate sentence into Odia : As for the likeness of the living creatures, their appearance was like burning coals of fire, and like the appearance of lamps: it went up and down among the living creatures; and the fire was bright, and out of the fire went forth lightning.
ezekiel
ତା'ପ ରେ ପରମେଶ୍ବର ମାେତେ କହିଲେ, " ହେ ମନୁଷ୍ଯ ପୁତ୍ର, ଆମ୍ଭେ ୟିରୁଶାଲମକୁ ଖାଦ୍ୟ ଯୋଗଣ ବନ୍ଦ କରିବା। ସମାନେେ ଉତ୍କଣ୍ଠା ରେ ସୀମିତ ପରିମାଣର ଅନ୍ନ ଭୋଜନ କରିବେ ଓ ମହାଭୟ ରେ ସୀମିତ ପରିମାଣ ରେ ଜଳପାନ କରିବେ।
translate sentence into Odia : Moreover he said unto me, Son of man, behold, I will break the staff of bread in Jerusalem: and they shall eat bread by weight, and with care; and they shall drink water by measure, and with astonishment:
ezekiel
ୟିରୁଶାଲମର ଲୋକମାନେ ଏପରି କ୍ଷୁଧାର୍ତ୍ତ ହବେ ଯେ ସମାନଙ୍କେ ମଧ୍ଯରୁ ପିତାମାତା ନିଜର ସନ୍ତାନମାନଙ୍କୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାମାତାଙ୍କୁ ଭୋଜନ କରିବେ। ଏବଂ ଆମ୍ଭେ ତୁମ୍ଭର ବିଚାର କରିବା ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ପୃଥିବୀର ଶଷେ ସୀମା ରେ ଛିନ୍ନଭିନ୍ନ କରିବା।"
translate sentence into Odia : Therefore the fathers shall eat the sons in the midst of thee, and the sons shall eat their fathers; and I will execute judgments in thee, and the whole remnant of thee will I scatter into all the winds.
ezekiel
ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ମହାମାରୀ ରେ ଓ ଦୁର୍ଭିକ୍ଷ ରେ ନଗର ମଧିଅରେ ମରିବେ। ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ୟୁଦ୍ଧ ରେ ନଗର ବାହା ରେ ମୃତ୍ଯୁବରଣ କରିବେ ; ଆଉ ଅବଶିଷ୍ଟ ଏକ ତୃତୀଯାଂଶ ଛିନ୍ନଭିନ୍ନ ହବେେ। ଯେ ହତେୁ ଆମ୍ଭେ ଖଡ୍ଗ ନଇେ ଗୋଡ଼ାଇବା।
translate sentence into Odia : A third part of thee shall die with the pestilence, and with famine shall they be consumed in the midst of thee: and a third part shall fall by the sword round about thee; and I will scatter a third part into all the winds, and I will draw out a sword after them.
ezekiel
ଆଉ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଦୁର୍ଭିକ୍ଷ ଓ ବନ୍ଯ ଜନ୍ତୁମାନଙ୍କୁ ପଠାଇବା, ସମାନେେ ତୁମ୍ଭକୁ ନିଃସନ୍ତାନ କରି ଛାଡ଼ି ଦବେେ। ମହାମାରୀ ଓ ରକ୍ତପାତ ତୁମ୍ଭମାନଙ୍କର ମଧ୍ଯ ଦଇେ ୟିବ। ଏବଂ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଖଡ୍ଗ ଉଠାଇବା। ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।"
translate sentence into Odia : So will I send upon you famine and evil beasts, and they shall bereave thee; and pestilence and blood shall pass through thee; and I will bring the sword upon thee. I the LORD have spoken it.
ezekiel
ସେ ଆହୁରି କହିଲେ, "ତୁମ୍ଭେ ଯଦି ଆମ୍ଭ ସହିତ ଆସିବ ତବେେ ସମାନଙ୍କେର ଆହୁରି ଅନକେ ଜଘନ୍ଯ ଘୃଣ୍ଯ କର୍ମମାନ ଦେଖିବ।"
translate sentence into Odia : He said also unto me, Turn thee yet again, and thou shalt see greater abominations that they do.
ezekiel
ଏବଂ ପରମେଶ୍ବର ମାେତେ କହିଲେ, " ହେ ମନୁଷ୍ଯ ପୁତ୍ର, ଏହି ଲୋକମାନେ ପାପପୂର୍ଣ୍ଣ ଯୋଜନା କରନ୍ତି ଓ ଏ ନଗର ମଧିଅରେ କୁମନ୍ତ୍ରଣାସବୁ ଦିଅନ୍ତି।
translate sentence into Odia : Then said he unto me, Son of man, these are the men that devise mischief, and give wicked counsel in this city:
ezekiel
ତା'ପ ରେ ସଦାପ୍ରଭୁଙ୍କର ଆତ୍ମା ମାେ ଉପ ରେ ଅଧିଷ୍ଠିତ ହେଲେ ଓ ମାେତେ କହିଲେ, "ତୁମ୍ଭେ ସମାନଙ୍କେୁ କୁହ, ସଦାପ୍ରଭୁ ଏହିକଥା କହନ୍ତି, ହେ ଇସ୍ରାଯଲବୋସୀ, ତୁମ୍ଭେ ଏହି କଥା କହୁଅଛ। କିନ୍ତୁ ତୁମ୍ଭମାନଙ୍କ ମନ ରେ ଯେଉଁ ବିଷଯ ଉଠୁଅଛି, ଆମ୍ଭେ ତାହା ଜାଣୁ।
translate sentence into Odia : And the Spirit of the LORD fell upon me, and said unto me, Speak; Thus saith the LORD; Thus have ye said, O house of Israel: for I know the things that come into your mind, every one of them.
ezekiel
ତା'ପ ରେ କାନ୍ଥ ରେ ଗୋଟିଏ ଗାତ ଖୋଳ ଓ ତାହା ମଧ୍ଯ ଦଇେ ବାହାର କରି ନିଅ, ସମାନେେ ତୁମ୍ଭମାନଙ୍କୁ ଦେଖୁଥିବା ସମୟରେ।
translate sentence into Odia : Dig thou through the wall in their sight, and carry out thereby.
ezekiel
ତା'ପ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
translate sentence into Odia : And the word of the LORD came unto me, saying,
ezekiel
ତତ୍ପ ରେ ସଦାପ୍ରଭୁଙ୍କ ବାକ୍ଯ ଆମ୍ଭ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
translate sentence into Odia : Again the word of the LORD came to me, saying,
ezekiel
ଏଣୁ ସମାନଙ୍କେୁ କୁହ, 'ସଦାପ୍ରଭୁ ମାରେ ପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯାହା ଘାଷେଣା କରୁଛୁ ତାହା ବିଳମ୍ବ ହବେ ନାହିଁ। ସଦାପ୍ରଭୁ ଆମ୍ଭେ କହୁଛୁ ସେସବୁ ଘଟିବାକୁ ଯାଉଛି।"' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।
translate sentence into Odia : Therefore say unto them, Thus saith the Lord GOD; There shall none of my words be prolonged any more, but the word which I have spoken shall be done, saith the Lord GOD.
ezekiel
ପୁଣି ପରମେଶ୍ବର କହିଲେ, "ଆମ୍ଭେ ଯବେେ ସହେି ଦେଶକୁ ମହାମାରୀ ପଠାଉ ଓ ଆମ୍ଭର କୋପ ତା' ଉପ ରେ ଢ଼ାଳି ଦେଉ, ତବେେ ମନୁଷ୍ଯ ଓ ପଶୁକୁ ତା' ମଧ୍ଯରୁ ଉଚ୍ଛନ୍ନ କରୁ।
translate sentence into Odia : Or if I send a pestilence into that land, and pour out my fury upon it in blood, to cut off from it man and beast:
ezekiel
ତେଣୁ ବର୍ତ୍ତମାନ ତୁମ୍ଭର ପାପ ସହିତ ଅପମାନକୁ ମଧ୍ଯ ବହନ କର। ଯେଉଁଗୁଡ଼ାକ ସମାନଙ୍କେର ଅପେକ୍ଷା ଅଧିକ। ତୁମ୍ଭେ ତୁମ୍ଭର ଭଉଣୀମାନଙ୍କୁ କିଛି କ୍ଷମା କଲ ଯେଉଁମାନେ କି ତୁମ୍ଭ ଅପେକ୍ଷା ବେଶୀ ଧାର୍ମିକ ଥିଲେ। ତେଣୁ ବର୍ତ୍ତମାନ ତୁମ୍ଭକୁ ଧିକ୍। ତୁମ୍ଭର ଭଉଣୀମାନଙ୍କୁ ନ୍ଯାଯ ଦବୋ ସକାେଶ ଅପମାନ ବହନ କର।"
translate sentence into Odia : Thou also, which hast judged thy sisters, bear thine own shame for thy sins that thou hast committed more abominable than they: they are more righteous than thou: yea, be thou confounded also, and bear thy shame, in that thou hast justified thy sisters.
ezekiel
ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
translate sentence into Odia : Moreover the word of the LORD came unto me, saying,
ezekiel
ସେ ଲୋକଙ୍କ ପ୍ରତି ଅନ୍ଯାଯ ଆଚରଣ କରେ ନାହିଁ, କୌଣସି ବନ୍ଧକ ଦ୍ରବ୍ଯ ଗ୍ରହଣ କରେ ନାହିଁ, ଚୋରି କରେ ନାହିଁ କିନ୍ତୁ କ୍ଷୁଧାର୍ତ୍ତକୁ ନିଜର ଖାଦ୍ୟ ପ୍ରଦାନ କରେ ଓ ଉଲଗ୍ନକୁ ବସ୍ତ୍ର ଦିଏ।
translate sentence into Odia : Neither hath oppressed any, hath not withholden the pledge, neither hath spoiled by violence, but hath given his bread to the hungry, and hath covered the naked with a garment,
ezekiel
ହେ ମନୁଷ୍ଯ ପୁତ୍ର, ବାବିଲ ରାଜାର ଖଡ୍ଗ ଆସିବା ପାଇଁ ତୁମ୍ଭେ ଆହୁରି ଦୁଇପଥ ନିରୂପଣ କର। ଦୁଇ ପଥ ଗୋଟିଏ ଦେଶରୁ ଆସିବ। ନଗର ଆଡ଼କୁ ୟାଇଥିବା ସଡ଼କର ମୁଣ୍ଡ ରେ ଏକ ପଥ ନିର୍ଦ୍ଦଶେ କରୁଥିବା ପ୍ରସ୍ତର ଫଳକ ରଖ। ezekiel The men of Dedan were thy merchants; many isles were the merchandise of thine hand: they brought thee for a present horns of ivory and ebony. ଦଦାନର ଲୋକମାନେ ମଧ୍ଯ ତୁମ୍ଭର ବ୍ଯବସାଯୀ ଥିଲେ। ତୁମ୍ଭର ଅନକେ ଦ୍ବୀପ ସହ ବାଣିଜ୍ଯ ଥିଲା। ସମାନେେ ତୁମ୍ଭର ବାଣିଜ୍ଯ ଦ୍ରବ୍ଯ ବଦଳ ରେ ହାତୀଦାନ୍ତ ଓ ଅବଲୁସ୍ କାଠ ଆଣିଲେ। ezekiel Son of man, say unto the prince of Tyrus, Thus saith the Lord GOD; Because thine heart is lifted up, and thou hast said, I am a God, I sit in the seat of God, in the midst of the seas; yet thou art a man, and not God, though thou set thine heart as the heart of God: ହେ ମନୁଷ୍ଯ ପୁତ୍ର, ତୁମ୍ଭେ ସୋରର ଅଧିପତିକୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି,
translate sentence into Odia : Also, thou son of man, appoint thee two ways, that the sword of the king of Babylon may come: both twain shall come forth out of one land: and choose thou a place, choose it at the head of the way to the city.
ezekiel
ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
translate sentence into Odia : Moreover the word of the LORD came unto me, saying,
ezekiel
ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, " ଦେଖ ମୁଁ ତୁମ୍ଭ ବିରୁଦ୍ଧ ରେ ଖଡ୍ଗ ଆଣିବି ଓ ତୁମ୍ଭ ମଧ୍ଯରୁ ମନୁଷ୍ଯ କଥା ପଶୁମାନଙ୍କୁ ବିନାଶ କରିବି।
translate sentence into Odia : Therefore thus saith the Lord GOD; Behold, I will bring a sword upon thee, and cut off man and beast out of thee.
ezekiel
କାରଣ ସଦେିନ ନିକଟବର୍ତ୍ତୀ, ହଁ ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସଦେିନ ମଘାେଚ୍ଛନ୍ନ ଦିନ। ତାହା ରାଷ୍ଟ୍ରମାନଙ୍କ ପାଇଁ କାଳ ହବେ।
translate sentence into Odia : For the day is near, even the day of the LORD is near, a cloudy day; it shall be the time of the heathen.
ezekiel
ଏଣିକି ଆକାଶର ପକ୍ଷୀମାନେ ତାହାର ଭାଙ୍ଗି ୟାଇଥିବା ଶାଖା ଉପ ରେ ବାସ କରିବେ ଓ କ୍ଷେତ୍ରସ୍ଥ ପଶୁମାନେ ତାହାର ଭଗ୍ନ ଶାଖାମାନଙ୍କ ମଧିଅରେ ରହିବେ।
translate sentence into Odia : Upon his ruin shall all the fowls of the heaven remain, and all the beasts of the field shall be upon his branches:
ezekiel
ସଦାପ୍ରଭୁ କହନ୍ତି, " ଦେଖ, ମୁଁ ମଷେପାଳକମାନଙ୍କର ବିରୁଦ୍ଧ ରେ ଅଛି। ମୁଁ ସମାନଙ୍କେୁ ମାରେ ମଷେମାନଙ୍କ ପାଇଁ ଦାଯୀ କରିବି। ମୁଁ ସମାନଙ୍କେୁ ମଷଗେୁଡ଼ିକ ପାଖରୁ ଦୂରକୁ ନଇୟିବେି ଏବଂ ସମାନେେ ଆଉ ସଗେୁଡ଼ିକର ମଷେପାଳକ ହବେେ ନାହିଁ। ସମାନଙ୍କେର ପାଟିରୁ ମୁଁ ମାରେ ମଷଗେୁଡ଼ିକୁ ଉଦ୍ଧାର କରିବି ଏବଂ ସମାନେେ ସମାନଙ୍କେର ଖାଦ୍ୟ ହବେେ ନାହିଁ।
translate sentence into Odia : Thus saith the Lord GOD; Behold, I am against the shepherds; and I will require my flock at their hand, and cause them to cease from feeding the flock; neither shall the shepherds feed themselves any more; for I will deliver my flock from their mouth, that they may not be meat for them.
ezekiel
ତେଣୁ ଲୋକମାନେ କହିବେ, "ଏହି ଧ୍ବଂସସ୍ଥାନ ଏଦନ ଉଦ୍ୟାନ ସଦୃଶ ହାଇେଅଛି। ଆଉ ଏହି ଶୂନ୍ଯ, ଧ୍ବଂସ ଓ ଉତ୍ପାଟିତ ନଗରଗୁଡ଼ିକ ପ୍ରାଚୀର ବେଷ୍ଟିତ ଓ ବସତି ଯୋଗ୍ଯ ହାଇେଅଛି।"'
translate sentence into Odia : And they shall say, This land that was desolate is become like the garden of Eden; and the waste and desolate and ruined cities are become fenced, and are inhabited.
ezekiel
ତା'ପ ରେ ସଦାପ୍ରଭୁ, ମାରେ ପ୍ରଭୁ ମାେତେ ପଚାରିଲେ, " ହେ ମନୁଷ୍ଯ ପୁତ୍ର, ଏହି ଅସ୍ଥି ସମୂହ ସଜୀବ ହାଇପୋରିବେ କି ?"
translate sentence into Odia : And he said unto me, Son of man, can these bones live? And I answered, O Lord GOD, thou knowest.
ezekiel
ଇଶ୍ରାୟେଲର ପର୍ବତଗୁଡ଼ିକ ଉପ ରେ ତୁମ୍ଭେ ପତିତ ହବେ। ତୁମ୍ଭର ସମସ୍ତ ସୈନ୍ଯ ସାମନ୍ତ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ମଧ୍ଯ ପତିତ ହବେେ। ମୁଁ ସବୁପ୍ରକାର ମାଂସାସୀ ପକ୍ଷୀ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ଗ୍ରାସ ନିମନ୍ତେ ତୁମ୍ଭମାନଙ୍କୁ ସମର୍ପଣ କରିବି।
translate sentence into Odia : Thou shalt fall upon the mountains of Israel, thou, and all thy bands, and the people that is with thee: I will give thee unto the ravenous birds of every sort, and to the beasts of the field to be devoured.
ezekiel
ପୁଣି ଦକ୍ଷିଣ ଦିଗସ୍ଥିତ କଠାେରୀଗୁଡ଼ିକର ଦ୍ବାର ତୁଲ୍ଯ ପଥ ଶଷେ ରେ ଗୋଟିଏ ଦ୍ବାର ଥିଲା। ସହେି ପଥ କାନ୍ଥର ସମ୍ମୁଖ ରେ ଅର୍ଥାତ୍ ୟିବା ଲୋକର ପୂର୍ବ ଦିଗ ରେ ପଡ଼ିଲା।
translate sentence into Odia : And according to the doors of the chambers that were toward the south was a door in the head of the way, even the way directly before the wall toward the east, as one entereth into them.
ezekiel
ତା'ପ ରେ କହେି ଜଣେ ମାେତେ କହିବାର ମୁଁ ଶୁଣିଲି, ଯେତବେେଳେ ଲୋକଟି ମାେ ପାଖ ରେ ଛିଡ଼ା ହେଉଥିଲେ।
translate sentence into Odia : And I heard him speaking unto me out of the house; and the man stood by me.
ezekiel
ଏବଂ ସହେି ଅଧିପତି ସପ୍ତମ ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସାତଦିନ ୟାଏ ଏହିରୂପ ଅର୍ଥାତ୍ ପାପାର୍ଥକ ବଳି, ହାମେର୍ଥକ ବଳି, ଶସ୍ଯ ନବୈେଦ୍ଯ ଆଉ ତୈଳ ଦାନର ବିଧି ଅନୁୟାଯୀ ଉତ୍ସର୍ଗ କରିବେ।"
translate sentence into Odia : In the seventh month, in the fifteenth day of the month, shall he do the like in the feast of the seven days, according to the sin offering, according to the burnt offering, and according to the meat offering, and according to the oil.
ezekiel
ନଗରର ପୂର୍ବଦିଗ ରେ , ହାତ ପରିମିତ ଭୂମି ହବେ ଓ ସଠାେ ରେ ତିନି ଦ୍ବାର ହବେ। ଯଥା : ଯୋଷଫେର ଦ୍ବାର, ବିନ୍ଯାମୀନର ଦ୍ବାର ଓ ଦାନର ଦ୍ବାର। daniel I saw in the visions of my head upon my bed, and, behold, a watcher and an holy one came down from heaven; ମୁଁ ଶୟ୍ଯା ଉପ ରେ ଥିଲା ବେଳେ ଦର୍ଶନ ପାଇଲି। ଏକ ପବିତ୍ର ସ୍ବର୍ଗଦୂତ ସ୍ବର୍ଗରୁ ଓହ୍ଲାଇ ଆସିଲେ।
translate sentence into Odia : And at the east side four thousand and five hundred: and three gates; and one gate of Joseph, one gate of Benjamin, one gate of Dan.
ezekiel
ଅନ୍ୟ ପବିତ୍ର ବ୍ଯକ୍ତି ଉତ୍ତର କଲେ, "ଏହା , ଦିନ ପର୍ୟ୍ଯନ୍ତ ଗ୍ଭଲିବ। ତା'ପ ରେ ଧର୍ମଧାମ ପ୍ରତିଷ୍ଠିତ ହବେ।"
translate sentence into Odia : And he said unto me, Unto two thousand and three hundred days; then shall the sanctuary be cleansed.
daniel
ହେ ସଦାପ୍ରଭୁ, ତୁମ୍ଭେ ପରମ ଧାର୍ମିକ ଓ ଧାର୍ମିକତା ତୁମ୍ଭର ଅଟେ। ମାତ୍ର ଆଜିକାର ନ୍ଯାଯ ରେ ଆମ୍ଭମାନେେ ଲଜ୍ଜାର ପାତ୍ର। ଆଉ ତୁମ୍ଭ ବିରୁଦ୍ଧ ରେ ସତ୍ଯ ଲଙ୍ଘନ ଯୋଗୁଁ ଯିହୁଦାର ଲୋକ ଓ ୟିରୁଶାଲମ ନିବାସୀ, ତୁମ୍ଭ ଦ୍ବାରା ବିତାଡିତ ସମସ୍ତ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇଶ୍ରାୟେଲ ଲୋକ ଲଜ୍ଜାର ପାତ୍ର। daniel At the beginning of thy supplications the commandment came forth, and I am come to shew thee; for thou art greatly beloved: therefore understand the matter, and consider the vision. ଯେତବେେଳେ ତୁମ୍ଭେ ପ୍ରାର୍ଥନା କରିବାକୁ ଆରମ୍ଭ କଲ, ମୁଁ ତୁମ୍ଭକୁ ଜଣାଇବାକୁ ଆସିଲି। କାରଣ ତୁମ୍ଭେ ପରମେଶ୍ବରଙ୍କର ଅତ୍ଯନ୍ତପ୍ରିଯପାତ୍ର। ଏହି ଆଦେଶକୁ ବୁଝ ଓ ଏହି ଦର୍ଶନକୁ ମଧ୍ଯ ବୁଝ। daniel Know therefore and understand, that from the going forth of the commandment to restore and to build Jerusalem unto the Messiah the Prince shall be seven weeks, and threescore and two weeks: the street shall be built again, and the wall, even in troublous times. ଏହା ଜାଣ ଏବଂ ଏହା ବୁଝ, ଆଦେଶ ହବୋଠାରୁ ଫରୋଇବାକୁ ଏବଂ ୟିରୁଶାଲମ ନିର୍ମିତ କର, ଯେପର୍ୟ୍ଯନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହ ରେ, ସହର ପୂର୍ଣ୍ଣ ନିର୍ମିତ ହବେ। କିନ୍ତୁ ଏହାର ମୁଖ୍ଯ ରାସ୍ତା ଓ କାନ୍ଥ, ଅସୁବାଧା ସମୟରେ ହବେ।
translate sentence into Odia : O LORD, righteousness belongeth unto thee, but unto us confusion of faces, as at this day; to the men of Judah, and to the inhabitants of Jerusalem, and unto all Israel, that are near, and that are far off, through all the countries whither thou hast driven them, because of their trespass that they have trespassed against thee.
daniel
ତହିଁରେ ମୁଁ ଏକାକୀ ରହି ସହେି ମହା ଦର୍ଶନ ଦେଖିଲି। ମୁଁ ଅତ୍ଯନ୍ତ ଭୟଭୀତ ହାଇେ ମାରେ ସମସ୍ତ ଶକ୍ତି ହରାଇଲି। ମାରେ ମୁଖ ମୃତ ବ୍ଯକ୍ତିର ମୁଖପରି ରକ୍ତହୀନ ହାଇଗେଲା ଓ ମୁଁ ଅସହାୟ ବୋଧ କଲି।
translate sentence into Odia : Therefore I was left alone, and saw this great vision, and there remained no strength in me: for my comeliness was turned in me into corruption, and I retained no strength.
daniel
ସହେି ସମୟରେ ଆମ୍ଭେ ଇଶ୍ରାୟେଲକୁ ପାଇଲୁ, ସମାନେେ ମରୁଭୂମିରେ ସତଜେ ଦ୍ରାକ୍ଷାଲତା ସଦୃଶ ଥିଲେ। ସମାନେେ ଡିମିରି ଗଛର ପ୍ରଥମ ଫଳ ସଦୃଶ ଥିଲେ। କିନ୍ତୁ ସମାନେେ ଯେତବେେଳେ ବାଲ-ପିୟୋର ନିକଟକୁ ଆସିଲେ ସମାନେେ ଲଜ୍ଜାସ୍ପଦ ମୂର୍ତ୍ତିଗୁଡିକୁ ଭକ୍ତି କଲେ। ତା'ପ ରେ ସମାନେେ ଭଲ ପାଉଥିବା ଜିନିଷଗୁଡିକ ଘୃଣ୍ଯ ହେଲା।
translate sentence into Odia : I found Israel like grapes in the wilderness; I saw your fathers as the firstripe in the fig tree at her first time: but they went to Baalpeor, and separated themselves unto that shame; and their abominations were according as they loved.
hosea
ହେ ଇଶ୍ରାୟେଲ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କଲୁ କିନ୍ତୁ ତୁମ୍ଭେ ଆମ୍ଭର ବିରୁଦ୍ଧ ରେ ଗଲ। ତେଣୁ ଆମ୍ଭେ ତୁମ୍ଭକୁ ଧ୍ବଂସ କରିବା। joel The appearance of them is as the appearance of horses; and as horsemen, so shall they run. ସମାନେେ ଅଶ୍ବ ସଦୃଶ ଦଖାୟୋଆନ୍ତି। ୟୁଦ୍ଧ ଅଶ୍ବ ପରି ସମାନେେ ଦୌଡିବେ। joel The LORD also shall roar out of Zion, and utter his voice from Jerusalem; and the heavens and the earth shall shake: but the LORD will be the hope of his people, and the strength of the children of Israel. ପୁଣି ସଦାପ୍ରଭୁ ପରମେଶ୍ବର ସିୟୋନରୁ ଚିତ୍କାର କରିବେ, ସେ ୟିରୁଶାଲମରୁ ମଧ୍ଯ ଚିତ୍କାର କରିବେ। ସହେି ଚିତ୍କାର ରେ ଆକାଶ ଓ ପୃଥିବୀ ଥରି ଉଠିବ। ମାତ୍ର ମଦାପ୍ରଭୁ ପରମେଶ୍ବର ତାଙ୍କ ସନ୍ତାନଗଣଙ୍କ ପାଇଁ ନିରାପଦ ସ୍ଥାନ ହବେ। ସେ ମଧ୍ଯ ଇଶ୍ରାୟେଲର ଲୋକମାନଙ୍କ ପାଇଁ ନିରାପଦ ସ୍ଥାନ ହବେେ। amos For thus saith the LORD unto the house of Israel, Seek ye me, and ye shall live: ଇଶ୍ରାୟେଲକୁ ସଦାପ୍ରଭୁ ଏହାହିଁ କୁହନ୍ତି: ଆସ, ଆମ୍ଭର ଅନୁସନ୍ଧାନ କର ଏବଂ ବଞ୍ଚ।
translate sentence into Odia : O Israel, thou hast destroyed thyself; but in me is thine help.
hosea
ତୁମ୍ଭମାନେେ ଦରିଦ୍ରମାନଙ୍କଠାରୁ ଅସାଧୁ ଉପାଯ ରେ କର ନେଉଅଛ ଏବଂ ସମାନଙ୍କେର ଗହମ ବଳପୂର୍ବକ ନେଉଅଛ। ତୁମ୍ଭମାନେେ କାରୁକାର୍ୟ୍ଯ ପଥର ରେ ସୁନ୍ଦର ଘର ନିର୍ମାଣ କରିଛ, କିନ୍ତୁ ତୁମ୍ଭମାନେେ ସହେି ଘ ରେ ରହିପାରିବ ନାହିଁ। ତୁମ୍ଭମାନେେ ସୁନ୍ଦର ଦ୍ରାକ୍ଷାଗଛ କ୍ଷେତ୍ର ରେ ଲଗାଇଛ କିନ୍ତୁ ସେ ଦ୍ରାକ୍ଷାରସ ପାନ କରିପାରିବ ନାହିଁ।
translate sentence into Odia : Forasmuch therefore as your treading is upon the poor, and ye take from him burdens of wheat: ye have built houses of hewn stone, but ye shall not dwell in them; ye have planted pleasant vineyards, but ye shall not drink wine of them.
amos
ସଦାପ୍ରଭୁଙ୍କର ବିଶଷଦେିନଟି ଆନନ୍ଦର ଦିନ ନ ହାଇେ ଦୁଃଖମଯ ହବେ। ଏହା ଆଲୋକିତ ନ ହାଇେ ଅନ୍ଧକାର ପୂର୍ଣ୍ଣ ହବେ।
translate sentence into Odia : Shall not the day of the LORD be darkness, and not light? even very dark, and no brightness in it?
amos
ତୁମ୍ଭମାନଙ୍କର ସହେି ଉଚ୍ଚସ୍ବର ସଙ୍ଗୀତ ବନ୍ଦ କର। କାରଣ ଆମ୍ଭେ ସଗେୁଡିକୁ ଶୁଣିବାକୁ ଗ୍ଭହୁଁ ଓ ତୁମ୍ଭର ବୀଣାବାଦନଗୁଡିକ ଦୁର କର।
translate sentence into Odia : Take thou away from me the noise of thy songs; for I will not hear the melody of thy viols.
amos
ସଦାପ୍ରଭୁ ଏହା କହିଥିଲେ: " ସଦେିନ ମଧ୍ଯାହ୍ନ ରେ ସୂର୍ୟ୍ଯଙ୍କୁ ଅସ୍ତ କରାଇବା ଓ ଏକ ନିର୍ମଳ ଦିନ ରେ ପୃଥିବୀକୁ ଅନ୍ଧକାରମଯ କରାଇବା।
translate sentence into Odia : And it shall come to pass in that day, saith the Lord GOD, that I will cause the sun to go down at noon, and I will darken the earth in the clear day:
amos
ସହେି ସମସ୍ତେ, ଯେଉଁମାନେ କି ତୁମ୍ଭର ପ୍ରକୃତ ବନ୍ଧୁ, ତୁମ୍ଭକୁ ବଳପୂର୍ବକ ତୁମ୍ଭର ଭୂମିରୁ ତଡି ଦବେେ। ତୁମ୍ଭର ବନ୍ଧୁ ତୁମ୍ଭକୁ ପ୍ରଲୋଭନ ଦଖାଇବେେ ଏବଂ ତୁମ୍ଭକୁ ଭୂଲ୍ କାର୍ୟ୍ଯ କରିବାକୁ ବାଧ୍ଯ କରିବେ। ତୁମ୍ଭର ବନ୍ଧୁ ଯେଉଁମାନଙ୍କ ସହିତ ମିଶି ସଂଗ୍ରାମ କରିଛ ଓ ଯେଉଁମାନଙ୍କ ସହିତ ମିଶି ଖାଅ, ସମାନେେ ତୁମ୍ଭ ପାଦତଳେ ଏକ ଫାଶ ବସାଇବା ପାଇଁ ଯୋଜନା କରନ୍ତି। ସମାନେେ କୁହା କୁହି ହୁଅନ୍ତି, ' ସେ କୌଣସି ବସ୍ତୁକୁ ସନ୍ଦହେ କରନ୍ତି ନାହିଁ।"'
translate sentence into Odia : All the men of thy confederacy have brought thee even to the border: the men that were at peace with thee have deceived thee, and prevailed against thee; they that eat thy bread have laid a wound under thee: there is none understanding in him.
obadiah
ଖାଦେିତ ପ୍ରତିମା ରେ କି ଲାଭ ଯେ, ଏହା ଜଣେ ଲୋକ ନିର୍ମାଣ କଲା ଏବଂ ଏହାକୁ ଖାଦେନ କଲା। ଧାତୁର ମୂର୍ତ୍ତି ରେ କଣ ଲାଭ ଅଛି? ଏହା ମିଥ୍ଯା ଶିକ୍ଷା ଦିଏ। ତେଣୁ ନିର୍ମାଣକାରୀ କାହିଁକି ଏଥି ରେ ବିଶ୍ବାସ କରିବ? ଏପରିକି ସେ ମୂର୍ତ୍ତି କଥା କହିପାରିବ ନାହିଁ।
translate sentence into Odia : What profiteth the graven image that the maker thereof hath graven it; the molten image, and a teacher of lies, that the maker of his work trusteth therein, to make dumb idols?
habakkuk
ପାରସ୍ଯ ରାଜା ଦାରିଯାବସଙ୍କର ରାଜତ୍ବର ଦ୍ବିତୀୟ ବର୍ଷର ଛଅମାସର ପ୍ରଥମ ଦିବସ ରେ ହାଗଯ ପରମେଶ୍ବରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶଲ୍ଟୀଯଲଙ୍କେ ପୁତ୍ର ୟିରୁଦ୍ଦାବିଲ ଓ ୟିହୋଷାଦଙ୍କ ପୁତ୍ର ଯିହାଶୂେୟଙ୍କ ପାଇଁ ଥିଲା। ୟିରୁଦ୍ଦାବିଲ ଯିହୁଦାର ଦଶାେଧ୍ଯକ୍ଷ ଓ ଯିହାଶୂେୟ ଜଣେ ମହାନ୍ ଯାଜକ ଥିଲେ। ଭବିଷ୍ଯଦ୍ବକ୍ତା ହାଗଯଙ୍କ ଦ୍ବାରା କୁହାୟାଇଥିବା ବାର୍ତ୍ତା ଏହାହିଁ ଅଟେ।
translate sentence into Odia : In the second year of Darius the king, in the sixth month, in the first day of the month, came the word of the LORD by Haggai the prophet unto Zerubbabel the son of Shealtiel, governor of Judah, and to Joshua the son of Josedech, the high priest, saying,
haggai
ସର୍ବଶକ୍ତିମାନ ସଦାପ୍ରଭୁ ଏହା କହନ୍ତି: "ଲୋକେ କହୁଛନ୍ତି ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବାର ଏପର୍ୟ୍ଯନ୍ତ ପ୍ରକୃଷ୍ଟ ସମୟ ହାଇନୋହିଁ।"
translate sentence into Odia : Thus speaketh the LORD of hosts, saying, This people say, The time is not come, the time that the LORD's house should be built.
haggai
ପୁନର୍ବାର ହାଗଯ ଆଉ ଏକ ବାର୍ତ୍ତା ସଦାପ୍ରଭୁଙ୍କଠାରୁ ଗ୍ରହଣ କଲେ। ହାଗଯ ବାର୍ତ୍ତାଟି କହିଲେ:
translate sentence into Odia : Then came the word of the LORD by Haggai the prophet, saying,
haggai
ତୁମ୍ଭମାନେେ ଭାବୁଛ ଯେ ସୁନ୍ଦର ଘ ରେ ବାସ କରିବାକୁ ଠିକ୍ ସମୟ ଆସିୟାଇଛି। ସୁନ୍ଦର କାନ୍ଥ ରେ କାଠ ଫଳକ ଲାଗିଥିବା ଘ ରେ ବାସ କରୁଛ। କିନ୍ତୁ ସଦାପ୍ରଭୁଙ୍କର ଗୃହ ତଥାପି ଭଗ୍ନ ଅବସ୍ଥା ରେ ଅଛି। haggai Now therefore thus saith the LORD of hosts; Consider your ways. ବର୍ତ୍ତମାନ ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, 'କ'ଣ ଘଟୁଛି ଚିନ୍ତା କର। haggai Ye have sown much, and bring in little; ye eat, but ye have not enough; ye drink, but ye are not filled with drink; ye clothe you, but there is none warm; and he that earneth wages earneth wages to put it into a bag with holes. ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ଯ ଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପଟେ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀଯ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଚାହିଦା ପୂରଣ ପାଇଁ ୟଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ୟଥେଷ୍ଟ ନୁହେଁ। ତୁମ୍ଭମାନେେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡେ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁନାହଁ, ଯେପରିକି ତୁମ୍ଭ ପକଟେ ରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।
translate sentence into Odia : Is it time for you, O ye, to dwell in your cieled houses, and this house lie waste?
haggai
ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, "ତୁମ୍ଭମାନେେ ଯାହା କରୁଛ, ସେ ବିଷଯ ରେ ଚିନ୍ତା କର।
translate sentence into Odia : Thus saith the LORD of hosts; Consider your ways.
haggai
ପର୍ବତ ଉପରକୁ ୟାଅ ଓ କାଠ ନଇେ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କର। ତା'ପ ରେ ଆମ୍ଭେ ଏହି ଗୃହ ନିମନ୍ତେ ଆନନ୍ଦିତ ହବୋ ଓ ଗୌରବାନ୍ବିତ ହବୋ।" ସଦାପ୍ରଭୁ ଏହା କହିଲେ।
translate sentence into Odia : Go up to the mountain, and bring wood, and build the house; and I will take pleasure in it, and I will be glorified, saith the LORD.
haggai
ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, "ତୁମ୍ଭମାନେେ ପ୍ରଚୁର ଶସ୍ଯ ଅମଳ କରିବାକୁ ଖୋଜୁଛ, କିନ୍ତୁ ଯେତବେେଳେ ଶସ୍ଯ ସଂଗ୍ରହ କରିବାକୁ ଯାଉଛ ସଠାେ ରେ ଅତି ଅଳ୍ପ ଶସ୍ଯ ଦେଖୁଛ। ତୁମ୍ଭମାନେେ ସେ ଶସ୍ଯ ଘରକୁ ଆଣୁଛ, ତା'ପ ରେ ଆମ୍ଭେ ପବନକୁ ପଠାଇ ସେ ସମସ୍ତକୁ ଉଡାଇଦେଉଛୁ। ଏହା କାହିଁକି ଘଟୁଛି? କାରଣ ତୁମ୍ଭେ ପ୍ରେତ୍ୟକକ ଯେତବେେଳେ ନିଜ ନିଜ ଘରର ଯତ୍ନ ନବୋକୁ ତତ୍ପର ହେଉଛ ସେତବେେଳେ ଆମ୍ଭ ଗୃହ ଧ୍ବଂସ ହେଉଛି।
translate sentence into Odia : Ye looked for much, and lo, it came to little; and when ye brought it home, I did blow upon it. Why? saith the LORD of hosts. Because of mine house that is waste, and ye run every man unto his own house.
haggai
ସେଥିସକାେଶ ଆକାଶ ବର୍ଷା ଫରୋଇ ନେଉଛି ଓ ପୃଥିବୀ ଆଉ ଶସ୍ଯ ଦେଉନାହିଁ।"
translate sentence into Odia : Therefore the heaven over you is stayed from dew, and the earth is stayed from her fruit.
haggai
ସଦାପ୍ରଭୁ କୁହନ୍ତି, "ପର୍ବତ ଓ ପୃଥିବୀ ଶୁଷ୍କ ହବୋକୁ ଆମ୍ଭେ ଆଦେଶ ଦଲେୁ। ଶସ୍ଯ, ସଦ୍ଯ ଦ୍ରାକ୍ଷାରସ, ଅଲିଭ ତଲେ ଏବଂ ପୃଥିବୀ ଉତ୍ପାଦନ କରୁଥିବା ସମସ୍ତ ଜିନିଷ ଶୁଷ୍କ ହାଇଯେିବ। ଏହି ମରୁଡି ମଧ୍ଯ ପ୍ରେତ୍ୟକକ ପଶୁ, ମନୁଷ୍ଯ ଓ ତୁମ୍ଭର ଶ୍ରମିକ ଉପ ରେ ପ୍ରଭାବ ପକାଇବ।"
translate sentence into Odia : And I called for a drought upon the land, and upon the mountains, and upon the corn, and upon the new wine, and upon the oil, and upon that which the ground bringeth forth, and upon men, and upon cattle, and upon all the labour of the hands.
haggai
ଶଲ୍ଟୀଯଲଙ୍କ ପୁତ୍ର ୟିରୁଦ୍ଦାବିଲଙ୍କୁ ଓ ୟିହୋଷାଦକଙ୍କ ପୁତ୍ର ମହାୟାଜକ ଯିହାଶୂେୟଙ୍କୁ କହିବାକୁ ସଦାପ୍ରଭୁ ପରମେଶ୍ବର ହାଗଯଙ୍କୁ ପ୍ ରରଣେ କଲେ। ତେଣୁ ଏହି ଲୋକମାନେ ଓ ଅନ୍ୟସବୁ ଲୋକମାନେ ଭବିଷ୍ଯଦ୍-ବକ୍ତା ହାଗଯଙ୍କଠାରୁ ସଦାପ୍ରଭୁ ଦଇେଥିବା ବାର୍ତ୍ତା ଶୁଣିଲେ। ସମାନେେ ସମାନଙ୍କେର ଭୟ ଓ ସମ୍ମାନ ସଦାପ୍ରଭୁ ପରମେଶ୍ବରଙ୍କୁ ଜଣାଇଲେ।
translate sentence into Odia : Then Zerubbabel the son of Shealtiel, and Joshua the son of Josedech, the high priest, with all the remnant of the people, obeyed the voice of the LORD their God, and the words of Haggai the prophet, as the LORD their God had sent him, and the people did fear before the LORD.
haggai
ହାଗଯ ସଦାପ୍ରଭୁ ପରମେଶ୍ବରଙ୍କ ଜଣେ ଦୂତ ଥିଲେ, ଯାହା ମାଧ୍ଯମ ରେ ସେ ଏହି ବାର୍ତ୍ତା ଲୋକମାନଙ୍କ ପାଖକୁ ପଠାଇଥିଲେ। ସଦାପ୍ରଭୁ କୁହନ୍ତି, "ଆମ୍ଭେ ତୁମ୍ଭମାନଙ୍କ ସହିତ ଅଛୁ।"
translate sentence into Odia : Then spake Haggai the LORD's messenger in the LORD's message unto the people, saying, I am with you, saith the LORD.
haggai
ତା'ପ ରେ ସଦାପ୍ରଭୁ ତାଙ୍କର ନିର୍ମାଣ ବିଷଯ ରେ ଲୋକମାନଙ୍କୁ ଉତ୍ତଜେିତ କଲେ। ଯିହୁଦାର ଶାସକ ଶଲ୍ଟୀଯଲଙ୍କ ପୁତ୍ର ୟିରୁଦ୍ଦାବିଲଙ୍କୁ ଓ ମହାୟାଜକ ୟିହୋଷାଦକଙ୍କ ପୁତ୍ର ଯିହାଶୂେୟଙ୍କୁ ମଧ୍ଯ ସଦାପ୍ରଭୁ ଉତ୍ତଜେିତ କଲେ। ତାଙ୍କର ମନ୍ଦିର ନିର୍ମାଣ କରିବା ବିଷଯ ରେ ସଦାପ୍ରଭୁ ସବୁ ଲୋକଙ୍କୁ ଉତ୍ତଜେିତ କଲେ। ସମାନେେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାମ ଆରମ୍ଭ କଲେ।
translate sentence into Odia : And the LORD stirred up the spirit of Zerubbabel the son of Shealtiel, governor of Judah, and the spirit of Joshua the son of Josedech, the high priest, and the spirit of all the remnant of the people; and they came and did work in the house of the LORD of hosts, their God,
haggai
ପାରସ୍ଯର ରାଜାଙ୍କର ରାଜତ୍ବର ଦ୍ବିତୀୟ ବର୍ଷ ରେ ଏବଂ ଦାରିଯାବସଙ୍କ ଶାସନର ଛଅମାସ ପୂର୍ତ୍ତିର ଚତୁର୍ବିଂଶ ଦିବସ ରେ ସମାନେେ କାର୍ୟ୍ଯ ଆରମ୍ଭ କଲେ।
translate sentence into Odia : In the four and twentieth day of the sixth month, in the second year of Darius the king.
haggai
ସପ୍ତମ ମାସର ଏକବିଂଶ ଦିବସ ରେ ସଦାପ୍ରଭୁଙ୍କଠାରୁ ଏହି ବାର୍ତ୍ତା ହାଗଯଙ୍କ ନିକଟକୁ ଆସିଲା।
translate sentence into Odia : In the seventh month, in the one and twentieth day of the month, came the word of the LORD by the prophet Haggai, saying,
haggai
ଏହି ବାର୍ତ୍ତା ଯିହୁଦାର ଦଶାେଧ୍ଯକ୍ଷ ଶଲ୍ଟୀଯଲଙ୍କେ ପୁତ୍ର ୟିରୁଦ୍ଦାବିଲଙ୍କୁ ଓ ମହାୟାଜକ ୟିହୋଷାଦକଙ୍କ ପୁତ୍ର ଯିହାଶୂେୟଙ୍କୁ ଏବଂ ସମସ୍ତ ଲୋକଙ୍କୁ କୁହ।
translate sentence into Odia : Speak now to Zerubbabel the son of Shealtiel, governor of Judah, and to Joshua the son of Josedech, the high priest, and to the residue of the people, saying,
haggai