output
stringlengths
1
10.9k
input
stringclasses
1 value
instruction
stringlengths
34
702
category
stringlengths
3
20
ମାେ ଭାଇ ଓ ଭଉଣୀମାନେ !ଯଦି ଜଣେ କୁ ହେ, ଯେ, ସେ ଜଣେ ବିଶ୍ବାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା ହେଲେ ତାହାର ବିଶ୍ବାସ ମୂଲ୍ଯହୀନ। କ'ଣ ଏହି ଭଳି ବିଶ୍ବାସ ତାହାକୁ ରକ୍ଷା କରିପାରିବ ? ନା !
translate sentence into Odia : What doth it profit, my brethren, though a man say he hath faith, and have not works? can faith save him?
james
ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ଜଣେ ଭାଇ ଓ ଭଉଣୀ, ପିନ୍ଧିବାକୁ ଲୁଗା ବା ଖାଇବାକୁ ଖାଦ୍ୟ ଆବଶ୍ଯକ କରିପା ରେ।
translate sentence into Odia : If a brother or sister be naked, and destitute of daily food,
james
ଏବଂ ତୁମ୍ଭେ ତାହାକୁ କହୁଛ, "ପରମେଶ୍ବର ତୁମ୍ଭ ସହିତ ଥାଆନ୍ତୁ ! ତୁମ୍ଭେ ଉଷ୍ମ ରୁହ ଓ ଖାଇବାକୁ ପ୍ରଚୁର ପାଅ।" ତୁମ୍ଭେ ଏଗୁଡ଼ିକ ବିଷୟ ରେ ଖାଲି କହୁଛ, କିନ୍ତୁ ତାହାର ଆବଶ୍ଯକ ଥିବା ଜିନିଷ ତାହାକୁ ଦେଉ ନାହଁ। ଯଦି ତୁମ୍ଭେ ତାହାକୁ ସାହାୟ୍ଯ କରୁ ନାହଁ, ତାହାହେଲେ ତୁମ୍ଭର କଥାଗୁଡ଼ିକ ସମ୍ପୂର୍ଣ୍ଣ ମୂଲ୍ଯହୀନ ଅଟେ।
translate sentence into Odia : And one of you say unto them, Depart in peace, be ye warmed and filled; notwithstanding ye give them not those things which are needful to the body; what doth it profit?
james
ବିଶ୍ବାସ ବିଷୟ ରେ ମଧ୍ଯ ଠିକ୍ ସହେି କଥା ଅଟେ। ଯଦି ବିଶ୍ବାସ କିଛି କାର୍ୟ୍ଯ ଉତ୍ପନ୍ନ ନ କରେ, ତବେେ ସେ ବିଶ୍ବାସ ମୃତ ଅଟେ।
translate sentence into Odia : Even so faith, if it hath not works, is dead, being alone.
james
ଜଣେ ଲୋକ କହିପା ରେ, "ତୁମ୍ଭ ପାଖ ରେ ବିଶ୍ବାସ ଅଛି, ପୁଣି ମାେ ପାଖ ରେ କର୍ମ ଅଛି। ତୁମ୍ଭେ କର୍ମବିନା ତୁମ୍ଭର ବିଶ୍ବାସ ମାେତେ ଦଖାେଅ, ଆଉ ମୁଁ ମାେ କର୍ମଗୁଡ଼ିକ ଦ୍ବାରା ମାେ ବିଶ୍ବାସ ତୁମ୍ଭକୁ ଦଖାଇବେି।"
translate sentence into Odia : Yea, a man may say, Thou hast faith, and I have works: shew me thy faith without thy works, and I will shew thee my faith by my works.
james
ତୁମ୍ଭେ ବିଶ୍ବାସ କର ଯେ, କବଳେ ଜଣେ ପରମେଶ୍ବର ଅଛନ୍ତି ; ଭଲ କଥା କିନ୍ତୁ ଭୂତମାନେ ମଧ୍ଯ ଏହା ବିଶ୍ବାସ କରନ୍ତି ଓ ଭୟ ରେ ଥରହର ହୁଅନ୍ତି।
translate sentence into Odia : Thou believest that there is one God; thou doest well: the devils also believe, and tremble.
james
ହେ ମୂର୍ଖ ଲୋକ ! କର୍ମଗୁଡ଼ିକ ବିନା ବିଶ୍ବାସ ଯେ ମୂଲ୍ଯହୀନ ଅଟେ, ଏହାର ପ୍ରମାଣ କ'ଣ ତୁମ୍ଭେ ଦେଖିବାକୁ ଚାହୁଁଛ ?
translate sentence into Odia : But wilt thou know, O vain man, that faith without works is dead?
james
ଅବ୍ରହାମ ଆମ୍ଭର ପିତା। ସେ ନିଜର କର୍ମଗୁଡ଼ିକ ଦ୍ବାରା ପରମେଶ୍ବରଙ୍କ ନିକଟରେ ଧାର୍ମିକ ଭାବେ ଗଣାଗଲେ। ସେ ବଦେୀ ଉପରେ ନିଜ ପୁତ୍ର ଇସ୍ହାକଙ୍କୁ ବଳି ରୂପରେ ପରମେଶ୍ବରଙ୍କଠା ରେ ଉତ୍ସର୍ଗ କଲେ।
translate sentence into Odia : Was not Abraham our father justified by works, when he had offered Isaac his son upon the altar?
james
ଅତଏବ ତୁମ୍ଭେ ଦେଖ ଯେ, ଅବ୍ରହାମଙ୍କର ବିଶ୍ବାସ ଓ କର୍ମ ଏକା ସାଙ୍ଗ ରେ କାମ କରୁଥିଲା। ତାହାଙ୍କ କାମ ଦ୍ବାରା ହିଁ ତାହାଙ୍କର ବିଶ୍ବାସ ସିଦ୍ଧ ହେଲା।
translate sentence into Odia : Seest thou how faith wrought with his works, and by works was faith made perfect?
james
ଏହାଦ୍ବାରା ଶାସ୍ତ୍ରର ସମ୍ପୂର୍ଣ୍ଣ ଅର୍ଥ ପ୍ରକାଶିତ ହୁଏ ଯେ : "ଅବ୍ରହାମ ପରମେଶ୍ବରଙ୍କୁ ବିଶ୍ବାସ କଲେ। ଓ ପରମେଶ୍ବର ଅବ୍ରହାମଙ୍କ ବିଶ୍ବାସକୁ ଗ୍ରହଣ କଲେ। ସହେି ବିଶ୍ବାସ ଅବ୍ରହାମଙ୍କୁ ପରମେଶ୍ବରଙ୍କ ନିକଟରେ ଧାର୍ମିକ କଲା।" "ପରମେଶ୍ବରଙ୍କ ମିତ୍ର" ବୋଲି ଅବ୍ରହାମ ଡ଼କାଗଲେ।
translate sentence into Odia : And the scripture was fulfilled which saith, Abraham believed God, and it was imputed unto him for righteousness: and he was called the Friend of God.
james
ଅତଏବ ତୁମ୍ଭେ ଦେଖ ଯେ, କର୍ମ ଦ୍ବାରା ଜଣେ ଲୋକ ପରମେଶ୍ବରଙ୍କ ନିକଟରେ ଧାର୍ମିକ ହାଇପୋରୁଛି। ସେ କବଳେ ବିଶ୍ବାସ ଦ୍ବାରା ଧାର୍ମିକ ହାଇପୋରିବ ନାହିଁ।
translate sentence into Odia : Ye see then how that by works a man is justified, and not by faith only.
james
ଆଉ ଗୋଟିଏ ଉଦାହରଣ ହେଉଛି, ରାହାବ। ସେ ଜଣେ ବେଶ୍ଯା ଥିଲା। କିନ୍ତୁ ସେ ନିଜ କର୍ମଗୁଡ଼ିକ କାରଣରୁ ପରମେଶ୍ବରଙ୍କ ନିକଟରେ ଧାର୍ମିକା ହେଲା। ସେ ପରମେଶ୍ବରଙ୍କ ଗୁପ୍ତଚରମାନଙ୍କୁ ସାହାୟ୍ଯ କଲା ଓ ସମାନଙ୍କେୁ ନିଜ ଘ ରେ ସ୍ବାଗତ କଲା ଓ ଅନ୍ୟ ବାଟଦଇେ ସମାନଙ୍କେୁ ପଳାୟନ କରିବା ରେ ସାହାୟ୍ଯ କଲା।
translate sentence into Odia : Likewise also was not Rahab the harlot justified by works, when she had received the messengers, and had sent them out another way?
james
ଆତ୍ମା ନ ଥିଲେ ଜଣେ ମନୁଷ୍ଯର ଶରୀରଟି ମୃତ ହାଇଯୋଏ। ସହେିପରି ବିଶ୍ବାସ ବିଷୟ ରେ ମଧ୍ଯ ଏହି କଥାଟି ସତ। କର୍ମ ନ ଥିଲେ ବିଶ୍ବାସ ମୃତ ଅଟେ।
translate sentence into Odia : For as the body without the spirit is dead, so faith without works is dead also.
james
ମାେ ଭାଇ ଓ ଭଉଣୀମାନେ ! ତୁମ୍ଭମାନଙ୍କ ଭିତରୁ ଅନକେ ଶିକ୍ଷକ ହବୋ ଉଚିତ ନୁହେଁ। କାରଣ ତୁମ୍ଭେ ଜାଣ ଯେ, ଆମ୍ଭେ ଶିକ୍ଷକମାନେ, ଅନ୍ୟ ଲୋକମାନଙ୍କ ଅପେକ୍ଷା ଅଧିକ କଠାେର ଭାବରେ ବିଚାରିତ ହବେୁ।
translate sentence into Odia : My brethren, be not many masters, knowing that we shall receive the greater condemnation.
james
ଆମ୍ଭେ ସମସ୍ତେ ଅନକେ ଭୁଲ କରୁ। ଯଦି ଜଣେ ଲୋକ କୌଣସି ଭୁଲ କଥା କହି ନାହିଁ, ତା ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ଯ ସଂୟତ କରିପାରିବ।
translate sentence into Odia : For in many things we offend all. If any man offend not in word, the same is a perfect man, and able also to bridle the whole body.
james
ଘୋଡ଼ାମାନଙ୍କୁ ନିଜ ବଶ ରେ ରଖିବା ପାଇଁ ସମାନଙ୍କେ ମୁହଁ ରେ ଆମ୍ଭେ ଲଗାମ ଲଗାଇଥାଉ। ଆମ୍ଭେ ଏହିପରି ଭାବରେ ସମାନଙ୍କେର ସମ୍ପୂର୍ଣ୍ଣ ଶରୀରକୁ ବଶୀଭୂତ କରିଥାଉ।
translate sentence into Odia : Behold, we put bits in the horses' mouths, that they may obey us; and we turn about their whole body.
james
ସମୁଦ୍ରର ଜାହାଜ କ୍ଷେତ୍ର ରେ ମଧ୍ଯ ସହେିପରି ହାଇେଥାଏ। ଜାହାଜଟି ଆକାର ରେ ବହୁତ ବଡ଼ ଓ ଏହା ପ୍ରବଳ ପବନ ଦ୍ବାରା ଚାଳିତ ହାଇେଥାଏ। କିନ୍ତୁ େଛାଟ ମଙ୍ଗଟି ସହେି ବଡ଼ ଜାହାଜଟିକୁ ନିୟନ୍ତ୍ରିତ କରିଥାଏ। ଯେଉଁ ଲୋକ ଏହି ୟନ୍ତ୍ରଟିକୁ ଚାଳନା କରେ, ସେ ସ୍ଥିର କରେ ଯେ, ଜାହାଜଟି କେଉଁଠାକୁ ୟିବ। ସେ ଲୋକ ଯେଉଁଠାକୁ ଚା ହେଁ, ଜାହାଜଟି ସଠାେକୁ ଯାଏ। ଆମ୍ଭ ଜିହ୍ବା ନିମନ୍ତେ ମଧ୍ଯ ଏହି ବିଷୟ ସମାନ ଅଟେ।
translate sentence into Odia : Behold also the ships, which though they be so great, and are driven of fierce winds, yet are they turned about with a very small helm, whithersoever the governor listeth.
james
ଜିହ୍ବାଟି ଶରୀରର ଏକ ଅତି କ୍ଷୁଦ୍ର ଅଙ୍ଗ, କିନ୍ତୁ ଏହା ଅତ୍ଯଧିକ ମାତ୍ରା ରେ ଗର୍ବ କରିଥାଏ।
translate sentence into Odia : Even so the tongue is a little member, and boasteth great things. Behold, how great a matter a little fire kindleth!
james
ଜିହ୍ବା ହେଉଛି ଏକ େଛାଟ ଅଗ୍ନିଶିଖା ଭଳି। ଯେଉଁ େଛାଟ ଅଗ୍ନି ଶିଖାଟି ଗୋଟିଏ ବଡ଼ ଜଙ୍ଗଲ ରେ ନିଆଁ ଲଗଇେ ଦଇପୋରିବ। ଆମ୍ଭ ଶରୀରର ଅଙ୍ଗଗୁଡ଼ିକ ଭିତ ରେ ଜିହ୍ବା ହେଉଛି ସବୁଠାରୁ ମନ୍ଦ। କିପରି ? ଜିହ୍ବା ଆମ୍ଭ ଶରୀର ମାଧ୍ଯମ ରେ ନିଜର ମନ୍ଦତା ପ୍ରସାର କରେ। ଏହା ଏପରି ଅଗ୍ନି ସୃଷ୍ଟି କରେ ଯେ, ତାହା ସମଗ୍ର ଜୀବନକୁ ପ୍ରଭାବିତ କରେ।
translate sentence into Odia : And the tongue is a fire, a world of iniquity: so is the tongue among our members, that it defileth the whole body, and setteth on fire the course of nature; and it is set on fire of hell.
james
ଜିହ୍ବା ଏହି ଅଗ୍ନିକୁ ନରକରୁ ପାଇଥାଏ। ମଣିଷ ପ୍ରେତ୍ୟକକ ପ୍ରକାର ହିଂସ୍ର ପଶୁ, ପକ୍ଷୀ, ସରୀସୃପ ଓ ମାଛକୁ ବଶବର୍ତ୍ତୀ କରିପା ରେ ଓ କରିଛି ମଧ୍ଯ।
translate sentence into Odia : For every kind of beasts, and of birds, and of serpents, and of things in the sea, is tamed, and hath been tamed of mankind:
james
କିନ୍ତୁ କୌଣସି ମଣିଷ ଜିହ୍ବାକୁ ବଶୀଭୂତ କରିପାରି ନାହିଁ। ଏହା ଅତି ଦୁର୍ଦ୍ଦାନ୍ତ ଓ ମନ୍ଦ ଅଟେ। ଏହା ଏକ ବିଷୟୁକ୍ତ ଘାତକ ଅଟେ।
translate sentence into Odia : But the tongue can no man tame; it is an unruly evil, full of deadly poison.
james
ଗୁଣଗାନ ଓ ଅଭିଶାପ ସହେି ଗୋଟିଏ ମୁହଁରୁ ବାହା ରେ ! ମାେ ଭାଇ ଓ ଭଉଣୀମାନେ, ଏଭଳି ହବୋ ଉଚିତ ନୁହେଁ।
translate sentence into Odia : Out of the same mouth proceedeth blessing and cursing. My brethren, these things ought not so to be.
james
ଗୋଟିଏ ସମାନ ଝରଣାରୁ ଉଭୟ ଭଲ ଓ ମନ୍ଦ ପାଣି କ'ଣ ଝରି ଆସିପା ରେ ? ନା !
translate sentence into Odia : Doth a fountain send forth at the same place sweet water and bitter?
james
ମାେ ଭାଇ ଓ ଭଉଣୀମାନେ, ଡ଼ିମ୍ବିରି ଗଛ ରେ କ'ଣ ଜିତ ଫଳ ଫଳେ ? ନା ! ଦ୍ରାକ୍ଷାଲତା କ'ଣ ଡ଼ିମ୍ବିରି ଉତ୍ପନ୍ନ କରିପା ରେ ? ନା ! ଗୋଟିଏ ଲୁଣିଆ ପାଣିର କୂଅ କବେେ ମିଠା ପାଣି ଦଇପୋ ରେ ନାହିଁ।
translate sentence into Odia : Can the fig tree, my brethren, bear olive berries? either a vine, figs? so can no fountain both yield salt water and fresh.
james
ତୁମ୍ଭମାନଙ୍କ ଭିତ ରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ତା ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦଖାେଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ। ଜ୍ଞାନୀ ଲୋକ ଗର୍ବ କରେ ନାହିଁ।
translate sentence into Odia : Who is a wise man and endued with knowledge among you? let him shew out of a good conversation his works with meekness of wisdom.
james
ଯଦି ତୁମ୍ଭେ ନିହାତି ସ୍ବାର୍ଥପର ଓ ତୁମ୍ଭ୍ ହୃଦୟ ରେ ଈର୍ଷାଭାବ ଅଛି, ତା' ହେଲେ ତୁମ୍ଭର ଗର୍ବ କରିବା ପାଇଁ କିଛି କାରଣ ନାହିଁ। ତୁମ୍ଭର ଅହଂକାର କବଳେ ମିଛ, ଏବଂ ତାହା ସତ୍ଯକୁ ଘାଡ଼ୋଇ ଦିଏ।
translate sentence into Odia : But if ye have bitter envying and strife in your hearts, glory not, and lie not against the truth.
james
ଏହିପ୍ରକାର "ଜ୍ଞାନ" ପରମେଶ୍ବରଙ୍କଠାରୁ ଆ ସେ ନାହିଁ। ମାତ୍ର ଏହି "ଜ୍ଞାନ" ସଂସାରରୁ ଆ ସେ। ଏହା ଆତ୍ମିକ ନୁହେଁ। ଏହା ଶୟତାନଠାରୁ ଆସିଛି।
translate sentence into Odia : This wisdom descendeth not from above, but is earthly, sensual, devilish.
james
ଯେଉଁଠା ରେ ଈର୍ଷାଭାବ ଓ ସ୍ବାର୍ଥପର ମନୋଭାବ ଅଛି, ସହେିଠା ରେ ସମସ୍ତ ପ୍ରକାର ବିଶୃଙ୍ଖଳା ଓ ସମସ୍ତ ପ୍ରକାରର ମନ୍ଦତା ଦଖାଯାେଏ।
translate sentence into Odia : For where envying and strife is, there is confusion and every evil work.
james
କିନ୍ତୁ ପରମେଶ୍ବରଙ୍କଠାରୁ ଆସିଥିବା "ଜ୍ଞାନ" ଏହିପରି : ପ୍ରଥମ ରେ ଏହା ପବିତ୍ର, ଶାନ୍ତିପୂର୍ଣ୍ଣ, ଭଦ୍ର ଓ ପ୍ରସନ୍ନ ଅଟେ। ଯେଉଁମାନେ ଅସୁବିଧା ବା କଷ୍ଟ ରେ ପଡ଼ିଛନ୍ତି, ଏହି ଜ୍ଞାନ ସମାନଙ୍କେୁ ସାହାୟ୍ଯ କରିବା ପାଇଁ ସର୍ବଦା ପ୍ରସ୍ତୁତ ଥାଏ ଓ ଏହା ଅନ୍ୟମାନଙ୍କର ମଙ୍ଗଳ କରେ। ଏହି ଜ୍ଞାନ ସର୍ବଦା ନିରପେକ୍ଷ ଓ ନିଷ୍ଠାପର ଅଟେ।
translate sentence into Odia : But the wisdom that is from above is first pure, then peaceable, gentle, and easy to be intreated, full of mercy and good fruits, without partiality, and without hypocrisy.
james
ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସମାନେେ ଧାର୍ମିକ ଜୀବନଯାପନ ଦ୍ବାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।
translate sentence into Odia : And the fruit of righteousness is sown in peace of them that make peace.
james
ପରମେଶ୍ବରଙ୍କଠା ରେ ସମର୍ପିତ ହୁଅ ତୁମ୍ଭେ କ'ଣ ଜାଣିଛ କି ତୁମ୍ଭମାନଙ୍କ ଭିତ ରେ ଝଗଡ଼ା ଓ ୟୁକ୍ତିତର୍କ କାହିଁକି ହୁଏ ? ତୁମ୍ଭର ଝଗଡ଼ା ଓ ୟୁକ୍ତିତର୍କ ସ୍ବାର୍ଥପର ଇଚ୍ଛାରୁ ଆ ସେ ଓ ତୁମ୍ଭ୍ ମଧିଅରେ ବିବାଦ ସୃଷ୍ଟି କରିଥାଏ ?
translate sentence into Odia : From whence come wars and fightings among you? come they not hence, even of your lusts that war in your members?
james
ତୁମ୍ଭମାନେେ ଅନକେ ବିଷୟ ଇଚ୍ଛା କର, କିନ୍ତୁ ପାଅ ନାହିଁ। ତେଣୁ ତୁମ୍ଭେ ଅନ୍ୟ ଲୋକମାନଙ୍କ ପ୍ରତି ଈର୍ଷାନ୍ବିତ ହାଇେ ସମାନଙ୍କେୁ ହତ୍ଯା କରିଥାଅ। ତଥାପି ତୁମ୍ଭେ ଇଚ୍ଛା କରୁଥିବା ବିଷୟଗୁଡ଼ିକ ପାଇ ପାର ନାହିଁ। ସେଥିପାଇଁ ତୁମ୍ଭେ ତର୍କବିତର୍କ କରିଥାଅ ଓ ବିବାଦ କରିଥାଅ। ଯେ ହତେୁ ତୁମ୍ଭେ ପରମେଶ୍ବରଙ୍କୁ ତୁମ୍ଭର ଦରକାରୀ ବିଷୟଗୁଡ଼ିକ ମାଗି ନ ଥାଅ, ତେଣୁ ତୁମ୍ଭମାନେେ ସଗେୁଡ଼ିକ ପାଇ ନ ଥାଅ।
translate sentence into Odia : Ye lust, and have not: ye kill, and desire to have, and cannot obtain: ye fight and war, yet ye have not, because ye ask not.
james
ବା ଯେତବେେଳେ ତୁମ୍ଭେ ମାଗ, ତାହା ପାଅ ନାହିଁ। କାହିଁକି ? କାରଣ ଯେଉଁ କାରଣରୁ ତୁମ୍ଭେ ମାଗ, ତାହା ଭୁଲ ଥାଏ। ତୁମ୍ଭେ ନିଜର ଅଭିଳାଷ ପାଇଁ ଯେପରି ସଗେୁଡ଼ିକୁ ବ୍ଯବହାର କରିପାର, ସେଥିପାଇଁ ସହେିସବୁ ମାଗିଥାଅ।
translate sentence into Odia : Ye ask, and receive not, because ye ask amiss, that ye may consume it upon your lusts.
james
ଏହାଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ନିକଟରେ ବିଶ୍ବସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ବରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କହେି ଏହି ସଂସାରର ଅଂଶୀ ହବୋ ପାଇଁ ଇଚ୍ଛା କରେ, ତବେେ ସେ ନିଜକୁ ପରମେଶ୍ବରଙ୍କୁ ଶତ୍ରୁ କରି ପକାଏ।
translate sentence into Odia : Ye adulterers and adulteresses, know ye not that the friendship of the world is enmity with God? whosoever therefore will be a friend of the world is the enemy of God.
james
ତୁମ୍ଭେ କ'ଣ ଭାବୁଛ କି ଶାସ୍ତ୍ରର ଅର୍ଥ କିଛି ନାହିଁ ? ଶାସ୍ତ୍ର କୁ ହେ : "ପରମେଶ୍ବର ଆମ୍ଭ ମଧିଅରେ ବାସ କରିବା ପାଇଁ ଯେଉଁ ଆତ୍ମାଙ୍କୁ ଦଇେଛନ୍ତି, ସେ ଆମ୍ଭକୁ ସମ୍ପୂର୍ଣ୍ଣରୂପେ ଅଧିକାର କରିବା ନିମନ୍ତେ ଚାହାଁନ୍ତି।"
translate sentence into Odia : Do ye think that the scripture saith in vain, The spirit that dwelleth in us lusteth to envy?
james
କିନ୍ତୁ ପରମେଶ୍ବର ଆମ୍ଭକୁ ଦଇେଥିବା ଅନୁଗ୍ରହ ଅତି ମହାନ ଅଟେ। ଯେପରି ଶାସ୍ତ୍ର କୁ ହେ : "ପରମେଶ୍ବର ଅହଂକାରୀ ଲୋକମାନଙ୍କର ବିରୋଧୀ, କିନ୍ତୁ ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।"
translate sentence into Odia : But he giveth more grace. Wherefore he saith, God resisteth the proud, but giveth grace unto the humble.
james
ଅତଏବ ନିଜକୁ ପରମେଶ୍ବରଙ୍କଠା ରେ ସମର୍ପିତ କର। ଶୟତାନକୁ ବାଧା ଦିଅ, ତା ହେଲେ ସେ ତୁମ୍ଭଠାରୁ ଦୂ ରଇେ ୟିବ।
translate sentence into Odia : Submit yourselves therefore to God. Resist the devil, and he will flee from you.
james
ପରମେଶ୍ବରଙ୍କ ନିକଟକୁ ଆସ, ତବେେ ସେ ମଧ୍ଯ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭମାନେେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ବର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।
translate sentence into Odia : Draw nigh to God, and he will draw nigh to you. Cleanse your hands, ye sinners; and purify your hearts, ye double minded.
james
ଦୁଃଖି ହୁଅ, ଦୁଃଖ ପ୍ରକାଶ କର ଓ କ୍ରନ୍ଦନ କର ! ତୁମ୍ଭର ହାସ୍ଯକୁ କ୍ରନ୍ଦନ ରେ ବଦଳାଇ ଦିଅ। ତୁମ୍ଭର ପ୍ରଫୁଲତାକୁ ଦୁଃଖ ରେ ବଦଳାଅ।
translate sentence into Odia : Be afflicted, and mourn, and weep: let your laughter be turned to mourning, and your joy to heaviness.
james
ପ୍ରଭୁଙ୍କ ଆଗ ରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ।
translate sentence into Odia : Humble yourselves in the sight of the Lord, and he shall lift you up.
james
ଭାଇ ଓ ଭଉଣୀମାନେ ! ପରସ୍ପର ବିରୁଦ୍ଧ ରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଚାର କରୁଛ ; ତା ହେଲେ ସେ ଯେଉଁ ବ୍ଯବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟ ରେ ଥିବା ଜଣେ ଭାଇର ବିଚାର କର, ତବେେ ତୁମ୍ଭେ ପ୍ରକୃତ ରେ ସେ ପାଳନ କରୁଥିବା ବ୍ଯବସ୍ଥାର ବିଚାର କରୁଛ। ଏବଂ ତୁମ୍ଭେ ଯଦି ବ୍ଯବସ୍ଥାର ବିଚାର କରୁଛ, ତବେେ ତୁମ୍ଭେ ବ୍ଯବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଚାରପତି ହାଇଗେଲ।
translate sentence into Odia : Speak not evil one of another, brethren. He that speaketh evil of his brother, and judgeth his brother, speaketh evil of the law, and judgeth the law: but if thou judge the law, thou art not a doer of the law, but a judge.
james
କବଳେ ପରମେଶ୍ବର ହିଁ ବ୍ଯବସ୍ଥା ରଚନା କରନ୍ତି। ସେ ହେଉଛନ୍ତି ଏକମାତ୍ର ବିଚାରପତି। ସେ କବଳେ ରକ୍ଷା କରିପାରନ୍ତି ଓ ବିନାଶ ମଧ୍ଯ କରିପାରନ୍ତି। ଅତଏବ ଅନ୍ୟ କୌଣସି ଲୋକର ବିଚାର କରିବାର ତୁମ୍ଭ ପକ୍ଷ ରେ ଠିକ୍ ନୁହେଁ।
translate sentence into Odia : There is one lawgiver, who is able to save and to destroy: who art thou that judgest another?
james
ତୁମ୍ଭ ଭିତ ରେ କହେି କହେି କୁହନ୍ତି, "ଆମ୍ଭେ ଆଜି ବା କାଲି କୌଣସି ସହରକୁ ୟିବୁ। ଆମ୍ଭେ ସଠାେରେ ବର୍ଷେ ରହିବୁ ଓ ବ୍ଯବସାୟ କରି ଧନ ଅର୍ଜନ କରିବୁ।" ଶୁଣ ! ଏହି ବିଷୟ ରେ ଚିନ୍ତା କର :
translate sentence into Odia : Go to now, ye that say, To day or to morrow we will go into such a city, and continue there a year, and buy and sell, and get gain:
james
ଅତଏବ ତୁମ୍ଭେ କହିବା ଉଚିତ : "ଯଦି ପରମେଶ୍ବରଙ୍କ ଇଚ୍ଛା ଥାଏ, ଆମ୍ଭେ ଜୀବିତ ରହିବୁ ଓ ଏହା କରିବୁ ବା ତାହା କରିବୁ।"
translate sentence into Odia : For that ye ought to say, If the Lord will, we shall live, and do this, or that.
james
କିନ୍ତୁ ଏବେ ତୁମ୍ଭେ ଅହଂକାର କରି ଗର୍ବ କରୁଛ। ଏହିପ୍ରକାର ଅହଂକାର କରିବା ଅନୁଚିତ ଅଟେ।
translate sentence into Odia : But now ye rejoice in your boastings: all such rejoicing is evil.
james
ଯଦି ଜଣେ ଲୋକ ଭଲ କାମ କରିବାକୁ ଜାଣି ସୁଦ୍ଧା ତାହା କରେ ନାହିଁ, ତା ହେଲେ ସେ ପାପ କରିଥାଏ।
translate sentence into Odia : Therefore to him that knoweth to do good, and doeth it not, to him it is sin.
james
ଧନୀ ଲୋକେ ! ଶୁଣ ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ଯଧିକ କ୍ଲେଶ ତୁମ୍ଭ ଉପରେ ମାଡ଼ି ଆସୁଛି।
translate sentence into Odia : Go to now, ye rich men, weep and howl for your miseries that shall come upon you.
james
ତୁମ୍ଭର ଧନସବୁ ନଷ୍ଟ ହାଇଯୋଇଛି ଓ ମୂଲ୍ଯହୀନ ହାଇେ ପଡ଼ିଛି। ତୁମ୍ଭର ପୋଷାକ ପୋକ ଖାଇ ଯାଇଛନ୍ତି।
translate sentence into Odia : Your riches are corrupted, and your garments are motheaten.
james
ତୁମ୍ଭର ସୁନା ଓ ରୂପା ରେ କଳଙ୍କି ଲାଗି ଯାଇଛି। ଏହା ନଷ୍ଟ ହାଇେ ପ୍ରମାଣ କରୁଛି ଯେ, ତୁମ୍ଭେ ଭୁଲକାର୍ୟ୍ଯ କରିଛ। ସହେି କଳଙ୍କ ତୁମ୍ଭ ଶରୀରକୁ ଅଗ୍ନି ଭଳି ଗ୍ରାସ କରି ଦବେ। ଶଷଦେିନଗୁଡ଼ିକରେ ତୁମ୍ଭେ ନିଜର ଧନ ସଞ୍ଚୟ କରୁଅଛ।
translate sentence into Odia : Your gold and silver is cankered; and the rust of them shall be a witness against you, and shall eat your flesh as it were fire. Ye have heaped treasure together for the last days.
james
ଲୋକେ ତୁମ୍ଭ କ୍ଷତମାନଙ୍କେ ରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସମାନଙ୍କେର ମଜୁରୀ ଦଲେ ନାହିଁ। ସମାନେେ ତୁମ୍ଭ ବିରୁଦ୍ଧ ରେ କ୍ରନ୍ଦନ କରୁଛନ୍ତି। ସମାନେେ ତୁମ୍ଭ ପାଇଁ ଶସ୍ଯ ଆମଦାନୀ କଲେ। ଏବେ ସ୍ବର୍ଗୀୟ ସନୋବାହିନୀ ରେ ପ୍ରଭୁ ସମାନଙ୍କେ ଚିତ୍କାର ଶୁଣିଛନ୍ତି।
translate sentence into Odia : Behold, the hire of the labourers who have reaped down your fields, which is of you kept back by fraud, crieth: and the cries of them which have reaped are entered into the ears of the Lord of sabaoth.
james
ପୃଥିବୀ ରେ ତୁମ୍ଭ ଜୀବନ ବିଳାସପୂର୍ଣ୍ଣ ଥିଲା। ତୁମ୍ଭେ ଯାହା ଇଚ୍ଛା କରିଥିଲ, ତାହା ପୂରଣ କରି ନିଜକୁ ଆନନ୍ଦିତ କଲ। ତୁମ୍ଭେ ବଳି ଦିବସ ପାଇଁ ପ୍ରସ୍ତୁତ ଥିବା ଏକ ପଶୁପରି ନିଜକୁ ମାଟେ କଲ।
translate sentence into Odia : Ye have lived in pleasure on the earth, and been wanton; ye have nourished your hearts, as in a day of slaughter.
james
ଭାଇ ଓ ଭଉଣୀମାନେ, ର୍ଧୈୟ୍ଯ ରଖ, ପ୍ରଭୁ ଯୀଶୁ ଆସିବେ। ସହେି ସମୟ ପର୍ୟ୍ଯନ୍ତ ର୍ଧୈୟ୍ଯ ଧରି ରୁହ।
translate sentence into Odia : Be patient therefore, brethren, unto the coming of the Lord. Behold, the husbandman waiteth for the precious fruit of the earth, and hath long patience for it, until he receive the early and latter rain.
james
ଚାଷୀ ଯେପରି ନିଜ କ୍ଷତରେ ମୂଲ୍ଯବାନ ଶସ୍ଯ ବଢ଼ି ଉଠିବାକୁ ର୍ଧୈୟ୍ଯର ସହିତ ଆଶାରଖି, ଆରମ୍ଭ ଓ ଶଷେ ବର୍ଷା ପଡ଼ିବା ପର୍ୟ୍ଯନ୍ତ ର୍ଧୈୟ୍ଯର ସହିତ ଅପେକ୍ଷା କରେ, ତୁମ୍ଭମାନେେ ସହେିଭଳି ର୍ଧୈୟ୍ଯଶୀଳ ହବୋ ଉଚିତ୍। ନିଜର ଆଶା ଛାଡ଼ି ଦିଅ ନାହିଁ। ପ୍ରଭୁ ଯୀଶୁ ଶୀଘ୍ର ଆସୁଛନ୍ତି।
translate sentence into Odia : Be ye also patient; stablish your hearts: for the coming of the Lord draweth nigh.
james
ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧ ରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଚାରିତ ହବେ। ବିଚାରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି।
translate sentence into Odia : Grudge not one against another, brethren, lest ye be condemned: behold, the judge standeth before the door.
james
ଭାଇ ଓ ଭଉଣୀମାନେ, ପ୍ରଭୁଙ୍କ ପାଇଁ ଭାବବାଣୀ କହିଥିବା ଭାବବାଦୀମାନଙ୍କ ଉଦାହରଣ ଅନୁସରଣ କର। ସମାନେେ ଅନକେ ଯାତନା ସହି ଥିଲେ ହେଁ ର୍ଧୈୟ୍ଯବାନ ଥିଲେ।
translate sentence into Odia : Take, my brethren, the prophets, who have spoken in the name of the Lord, for an example of suffering affliction, and of patience.
james
ଆମ୍ଭେ କହୁଛୁ ଯେ, ଯେଉଁମାନେ ସମାନଙ୍କେର ଅସୁବିଧାଗୁଡ଼ିକୁ ର୍ଧୈୟ୍ଯର ସହିତ ଗ୍ରହଣ କଲେ, ସମାନେେ ବର୍ତ୍ତମାନ ଖୁସି ରେ ଅଛନ୍ତି। ତୁମ୍ଭମାନେେ ଆୟୁବଙ୍କର ର୍ଧୈୟ୍ଯ କଥା ଶୁଣିଛ। ତୁମ୍ଭେ ଜାଣିଛ ଯେ, ଆୟୁବ ସବୁ କଷ୍ଟରୁ ଉତ୍ତୀର୍ଣ୍ଣ ହାଇେ ସାରିଲା ପରେ ପରମେଶ୍ବର ତାହାଙ୍କୁ ସାହାୟ୍ଯ କରିଥିଲେ। ଏହା ଦର୍ଶାଏ ଯେ, ପ୍ରଭୁ କରୁଣା ରେ ପୂର୍ଣ୍ଣ ଓ ଦୟାଳୁ ଅଟନ୍ତି।
translate sentence into Odia : Behold, we count them happy which endure. Ye have heard of the patience of Job, and have seen the end of the Lord; that the Lord is very pitiful, and of tender mercy.
james
ମାେ ଭାଇ ଓ ଭଉଣୀମାନେ ! ମନରେଖ ଯେ କୌଣସି ପ୍ରତିଜ୍ଞା କଲା ବେଳେ ଶପଥ କର ନାହିଁ। ଏହା ଅତି ଗୁରୁତ୍ବପୂର୍ଣ୍ଣ ଅଟେ। ତୁମ୍ଭର କଥାକୁ ସତ୍ଯ ବୋଲି ପ୍ରମାଣିତ କରିବା ପାଇଁ ସ୍ବର୍ଗ, ପୃଥିବୀ ବା ଅନ୍ୟ କିଛିର ନାମ ନିଅ ନାହିଁ। "ତୁମ୍ଭର ହଁ କଥା ହଁ ହେଉ, ଏବଂ ନା କଥା ନା ହେଉ। ଏପରି କଲେ ତୁମ୍ଭେ ଦୋଷୀ ସାବ୍ଯସ୍ତ ହବେ ନାହିଁ।"
translate sentence into Odia : But above all things, my brethren, swear not, neither by heaven, neither by the earth, neither by any other oath: but let your yea be yea; and your nay, nay; lest ye fall into condemnation.
james
ଯଦି କହେି ସଙ୍କଟ ରେ ପଡ଼ିଛି, ତା' ହେଲେ ସେ ପ୍ରାର୍ଥନା କରୁ। ଯଦି କହେି ଖୁସି ଅଛି, ତା ହେଲେ ସେ ଗୀତ ଗାଉ।
translate sentence into Odia : Is any among you afflicted? let him pray. Is any merry? let him sing psalms.
james
ଯଦି ତୁମ୍ଭ ମଧ୍ଯରୁ କହେି ଜଣେ ଅସୁସ୍ଥ ଅଛି, ତବେେ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡ଼ାକିବା ଦରକାର। ସମାନେେ ପ୍ରଭୁଙ୍କ ନାମ ରେ ତାହାଙ୍କୁ ତଲେ ମଖାଇବେ ଓ ତାହାଙ୍କ ପାଇଁ ପ୍ରାର୍ଥନା କରିବେ।
translate sentence into Odia : Is any sick among you? let him call for the elders of the church; and let them pray over him, anointing him with oil in the name of the Lord:
james
ବିଶ୍ବାସ ରେ କରାଯାଇଥିବା ସହେି ପ୍ରାର୍ଥନା ରୋଗୀକୁ ସୁସ୍ଥ କରିଦବେ। ପ୍ରଭୁ ତାହାକୁ ସୁସ୍ଥ କରିବେ। ଯଦି ଏହି ଲୋକଟି ପାପ କରିଥାଏ, ତବେେ ପରମେଶ୍ବର ତାହାକୁ କ୍ଷମା କରିବେ।
translate sentence into Odia : And the prayer of faith shall save the sick, and the Lord shall raise him up; and if he have committed sins, they shall be forgiven him.
james
ତୁମ୍ଭେ କରିଥିବା ପାପଗୁଡ଼ିକୁ ପରସ୍ପର ନିକଟରେ ସ୍ବୀକାର କର। ତା'ପରେ ପରସ୍ପର ପାଇଁ ପ୍ରାର୍ଥନା କର। ପରମେଶ୍ବର ଯେପରି ତୁମ୍ଭକୁ ସୁସ୍ଥ କରିଦିଅନ୍ତି, ସେଥିନିମନ୍ତେ ଏପରି କର। ଜଣେ ଧାର୍ମିକ ଲୋକ ଯେତବେେଳେ ନିରନ୍ତର ପ୍ରାର୍ଥନା କରେ, ସେତବେେଳେ ମହାନ ଘଟଣାମାନ ଘଟିଥାଏ।
translate sentence into Odia : Confess your faults one to another, and pray one for another, that ye may be healed. The effectual fervent prayer of a righteous man availeth much.
james
ଏଲୀୟ ଆମ୍ଭ ଭଳି ଜଣେ ସାଧାରଣ ଲୋକ ଥିଲେ। ସେ ବର୍ଷା ନ ହବୋ ପାଇଁ ପ୍ରାର୍ଥନା କଲେ। ଏବଂ ଭୂମି ଉପରେ ତିନି ବର୍ଷ ଛଅମାସ ଧରି ବର୍ଷା ହେଲା ନାହିଁ
translate sentence into Odia : Elias was a man subject to like passions as we are, and he prayed earnestly that it might not rain: and it rained not on the earth by the space of three years and six months.
james
ତା'ପରେ ଏଲୀୟ ବର୍ଷା ହବୋ ପାଇଁ ପ୍ରାର୍ଥନା କଲେ। ଆକାଶରୁ ବର୍ଷା ହେଲା ଓ ପୃଥିବୀ ରେ ପୁନଃ ଶସ୍ଯ ଉତ୍ପନ୍ନ ହେଲା।
translate sentence into Odia : And he prayed again, and the heaven gave rain, and the earth brought forth her fruit.
james
ମାେ ଭାଇ ଓ ଭଉଣୀମାନେ ! ତୁମ୍ଭ ଭିତରୁ ଯଦି ଜଣେ ସତ୍ଯରୁ ବିଚଳିତ ହାଇଯୋଏ, ତବେେ ଅନ୍ୟ ଜଣେ ତାହାକୁ ସତ୍ଯକୁ ଫରୋଇ ଆଣିବା ପାଇଁ ସାହାୟ୍ଯ କରୁ।
translate sentence into Odia : Brethren, if any of you do err from the truth, and one convert him;
james
ଯୀଶୁଖ୍ରୀଷ୍ଟଙ୍କର ଜଣେ ପ୍ ରରେିତ ପିତରଙ୍କଠାରୁ ପନ୍ତ, ଗାଲାତିଆ, କା'ାଦକିଆ, ଆସିଆ ଓ ବୀଥୂନିଆ ଅଞ୍ଚଳ ରେ ସର୍ବତ୍ର ଛିନ୍ନଭିନ୍ନ ହାଇେଥିବା ପରମେଶ୍ବରଙ୍କ ମନୋନୀତ ଲୋକମାନଙ୍କୁ ପତ୍ର।
translate sentence into Odia : Peter, an apostle of Jesus Christ, to the strangers scattered throughout Pontus, Galatia, Cappadocia, Asia, and Bithynia,
1peter
ପରମେଶ୍ବର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହବୋ ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁଖ୍ରୀଷ୍ଟଙ୍କ ରକ୍ତ ଦ୍ବାରା ପବିତ୍ର ହାଇେ ତୁମ୍ଭେ ଯେପରି ପରମେଶ୍ବରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଚାହିଁଥିଲେ। ଈଶ୍ବରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବତ୍ତୁର୍।
translate sentence into Odia : Elect according to the foreknowledge of God the Father, through sanctification of the Spirit, unto obedience and sprinkling of the blood of Jesus Christ: Grace unto you, and peace, be multiplied.
1peter
ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବର ଧନ୍ଯ ହେଉନ୍ତୁ। ପରମେଶ୍ବରଙ୍କ କରୁଣା ଅପାର, ଓ ଏହି କରୁଣା (କୃପା) ଦ୍ବାରା ସେ ଆମ୍ଭକୁ ଗୋଟିଏ ନୂତନ ଜୀବନ ଦଇେଛନ୍ତି। ଯୀଶୁଖ୍ରୀଷ୍ଟ ମୃତ୍ଯୁରୁ ପୁନର୍ଜୀବିତ ହବୋ ଦ୍ବାରା ଏହି ନୂତନ ଜୀବନ ଆମ୍ଭକୁ ଗୋଟିଏ ଜୀବନ୍ତ ଭରସା ଦଇେଛି।
translate sentence into Odia : Blessed be the God and Father of our Lord Jesus Christ, which according to his abundant mercy hath begotten us again unto a lively hope by the resurrection of Jesus Christ from the dead,
1peter
ପରମେଶ୍ବର ଆପଣା ସନ୍ତାନମାନଙ୍କ ପାଇଁ ରଖିଥିବା ଆଶୀର୍ବାଦ ଆମ୍ଭେ ଏବେ ପାଇବାକୁ ଭରସା କରୁ। ସହେି ଆଶୀର୍ବାଦଗୁଡ଼ିକ ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ। ସହେି ଆଶୀର୍ବାଦଗୁଡ଼ିକ କଦାପି ନଷ୍ଟ ହବେ ନାହିଁ, ବା ଧ୍ବଂସ ପାଇବ ନାହିଁ କିଅବା ସଗେୁଡ଼ିକ ସମାନଙ୍କେର ସୌନ୍ଦର୍ୟ୍ଯ ହରାଇବେ ନାହିଁ।
translate sentence into Odia : To an inheritance incorruptible, and undefiled, and that fadeth not away, reserved in heaven for you,
1peter
ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।
translate sentence into Odia : Who are kept by the power of God through faith unto salvation ready to be revealed in the last time.
1peter
ତେଣୁ ତୁମ୍ଭେ ଆନନ୍ଦିତ ହୁଅ। କିନ୍ତୁ ଏବେ ଅଳ୍ପ ସମୟ ପାଇଁ ଅନକେ ପ୍ରକାରର ସମସ୍ଯା ତୁମ୍ଭକୁ ଦୁଃଖୀ କରୁଥାଇପା ରେ।
translate sentence into Odia : Wherein ye greatly rejoice, though now for a season, if need be, ye are in heaviness through manifold temptations:
1peter
ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।
translate sentence into Odia : That the trial of your faith, being much more precious than of gold that perisheth, though it be tried with fire, might be found unto praise and honour and glory at the appearing of Jesus Christ:
1peter
ତୁମ୍ଭେ ଯୀଶୁଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ଯ ପ୍ ରମେ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ଯ ବିଶ୍ବାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସହେି ଆନନ୍ଦ ମହିମା ରେ ପରିପୂର୍ଣ୍ଣ।
translate sentence into Odia : Whom having not seen, ye love; in whom, though now ye see him not, yet believing, ye rejoice with joy unspeakable and full of glory:
1peter
ତୁମ୍ଭ ବିଶ୍ବାସର ଗୋଟିଏ ଲକ୍ଷ୍ଯ ଅଛି। ତାହା ହେଲେ ଆତ୍ମାର ଉଦ୍ଧାର। ତୁମ୍ଭେ ସହେି ଲକ୍ଷ୍ଯ ଅର୍ଥାତ୍ ଉଦ୍ଧାର ପାଉଛ।
translate sentence into Odia : Receiving the end of your faith, even the salvation of your souls.
1peter
ଭବିଷ୍ଯଦ୍ ବକ୍ତାମାନେ ମନୋୟୋଗ ସହକା ରେ ଅଧ୍ଯୟନ କରି ଏହି ଉଦ୍ଧାର ବିଷୟ ରେ ଜାଣିବା ପାଇଁ ଚେଷ୍ଟା କଲେ। ସହେି ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭ ପ୍ରତି ଆଗତ ଅନୁଗ୍ରହ ବିଷୟ ରେ କହିଥିଲେ।
translate sentence into Odia : Of which salvation the prophets have enquired and searched diligently, who prophesied of the grace that should come unto you:
1peter
ଖ୍ରୀଷ୍ଟଙ୍କ ଆତ୍ମା ସହେି ଭବିଷୃଦ୍ ବକ୍ତାମାନଙ୍କ ଅନ୍ତର ରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହବେ ଓ ତା'ପରେ କିପରି ମହିମା ପ୍ରକାଶିତ ହବେ, ସହେି ବିଷୟ ରେ 'ଆତ୍ମା' କଥା କହୁଥିଲେ। ସହେି ଆତ୍ମା ଯାହା ଦଖାେଉଥିଲେ, ସହେି ଭବିଷ୍ଯଦ୍ ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସମାନେେ ଜାଣିବାକୁ ଚେଷ୍ଟା କଲେ ଯେ କେତବେେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତବେେଳେ ଜଗତର ଅବସ୍ଥା କିପରି ହାଇେଥିବ।
translate sentence into Odia : Searching what, or what manner of time the Spirit of Christ which was in them did signify, when it testified beforehand the sufferings of Christ, and the glory that should follow.
1peter
ସହେି ଭବିଷ୍ଯଦ୍ ବକ୍ତାମାନଙ୍କ ସବୋକାର୍ୟ୍ଯ ସମାନଙ୍କେ ନିଜ ପାଇଁ ନୁହେଁ ବୋଲି ସମାନଙ୍କେୁ ଦଖାଇେ ଦିଆ ହେଲା। ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭର ସବୋ କରୁଥିଲେ। ସମାନେେ ସବୋ କଲା ବେଳେ ଯାହା କହିଥିଲେ ତୁମ୍ଭେ ତାହା ଶୁଣିଛ। ଯେଉଁ ଲୋକମାନେ ତୁମ୍ଭକୁ ସହେି ସୁସମାଚାର କହିଲେ, ସମାନେେ ହିଁ ତାହା କହିଥିଲେ। ସ୍ବର୍ଗରୁ ପଠାଯାଇଥିବା ପବିତ୍ର ଆତ୍ମା ସାହାୟ୍ଯ ରେ ସମାନେେ କହିଥିଲେ। ଯେଉଁ କଥାଗୁଡ଼ିକ ତୁମ୍ଭକୁ କୁହାୟାଇଛି, ସଗେୁଡ଼ିକୁ ସ୍ବର୍ଗଦୂତମାନେ ମଧ୍ଯ ଜାଣିବା ପାଇଁ ବହୁତ ଆଗ୍ରହୀ।
translate sentence into Odia : Unto whom it was revealed, that not unto themselves, but unto us they did minister the things, which are now reported unto you by them that have preached the gospel unto you with the Holy Ghost sent down from heaven; which things the angels desire to look into.
1peter
ଆତ୍ମସଂୟମୀ ହୁଅ ଓ ନିଜ ମନକୁ ସବୋକାର୍ୟ୍ଯ ପାଇଁ ପ୍ରସ୍ତୁତ କର। ଯୀଶୁଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ୍ ପ୍ରତି ବର୍ତ୍ତିବ, ସେଥି ରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ।
translate sentence into Odia : Wherefore gird up the loins of your mind, be sober, and hope to the end for the grace that is to be brought unto you at the revelation of Jesus Christ;
1peter
ଅତୀତ ରେ ତୁମ୍ଭେ ଏହି କଥା ବୁଝି ନ ପାରି, ନିଜ ଇଚ୍ଛା ରେ ସହେି ସବୁ ମନ୍ଦ କାମ କରିଥିଲ କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଆଜ୍ଞାକାରୀ ସନ୍ତାନ ଅଟ। ଅତଏବ ଅତୀତର ମନ୍ଦ ଜୀବନଯାପନ କର ନାହିଁ।
translate sentence into Odia : As obedient children, not fashioning yourselves according to the former lusts in your ignorance:
1peter
ନିଜେ କରୁଥିବା ସମସ୍ତ କାମ ରେ, ପରମେଶ୍ବର ଯେପରି ପବିତ୍ର, ସହେିପରି ପବିତ୍ର ହୁଅ। ପରମେଶ୍ବର ହିଁ ତୁମ୍ଭକୁ ଆହ୍ବାନ କରିଥିଲେ।
translate sentence into Odia : But as he which hath called you is holy, so be ye holy in all manner of conversation;
1peter
ଶାସ୍ତ୍ର ରେ ଲଖାେଅଛି : "ପବିତ୍ର ହୁଅ, କାରଣ ମୁଁ ହେଉଛି ପବିତ୍ର।"
translate sentence into Odia : Because it is written, Be ye holy; for I am holy.
1peter
ତୁମ୍ଭେ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛ ଓ ପିତା ବୋଲି ଡ଼ାକୁଛ। ପରମେଶ୍ବର ପ୍ରେତ୍ୟକକ ଲୋକଙ୍କୁ ତାହାର କାର୍ୟ୍ଯ ଅନୁସାରେ ସମାନ ଭାବରେ ବିଚାର କରନ୍ତି। ତେଣୁ ତୁମ୍ଭେ ଯେ ପର୍ୟ୍ଯନ୍ତ ପୃଥିବୀ ରେ ବଞ୍ଚି ରହିଛ, ତୁମ୍ଭେ ପରମେଶ୍ବରଙ୍କ ପ୍ରତି ଭୟ ରଖି ବଞ୍ଚିବା ଉଚିତ୍।
translate sentence into Odia : And if ye call on the Father, who without respect of persons judgeth according to every man's work, pass the time of your sojourning here in fear:
1peter
ତୁମ୍ଭେ ଜାଣିଛ ଯେ ଅତୀତ ରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସହେିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସପରେି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାଯୀ ଜିନିଷ ବଦଳ ରେ ନୁହେଁ,
translate sentence into Odia : Forasmuch as ye know that ye were not redeemed with corruptible things, as silver and gold, from your vain conversation received by tradition from your fathers;
1peter
ବରଂ ନିର୍ଦ୍ ଦୋଷ ପବିତ୍ର ମଷେଶାବକ ଖ୍ରୀଷ୍ଟଙ୍କର ବହୁମୂଲ୍ଯ ରକ୍ତ ଦ୍ବାରା ତୁମ୍ଭେ କିଣା ହାଇେଅଛ।
translate sentence into Odia : But with the precious blood of Christ, as of a lamb without blemish and without spot:
1peter
ଏବେ, ସତ୍ଯ ପାଳନ ଦ୍ବାରା ତୁମ୍ଭମାନେେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭମାନେେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ଯ ପ୍ ରମେ ଦଖାଇେ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ ରମେ କର।
translate sentence into Odia : Seeing ye have purified your souls in obeying the truth through the Spirit unto unfeigned love of the brethren, see that ye love one another with a pure heart fervently:
1peter
ତୁମ୍ଭେ ପୁନର୍ଜନ୍ମ ଗ୍ରହଣ କରିଛ। ଏହି ନୂତନ ଜୀବନ ମରଣଶୀଳ ବିଷୟରୁ ଆସି ନାହିଁ କିନ୍ତୁ ଯାହା କିଛି କବେେ ମ ରେ ନାହିଁ, ସଠାରୁେ ଆସିଛି। ଯାହା ସବୁଦିନ ପାଇଁ ରୁ ହେ, ପରମେଶ୍ବରଙ୍କ ସହେି ଜୀବନ୍ତ ସୁସମାଚାର ଯୋଗୁଁ ତୁମ୍ଭେ ଆଉ ଥରେ ଜନ୍ମ ଗ୍ରହଣ କରିଛ।
translate sentence into Odia : Being born again, not of corruptible seed, but of incorruptible, by the word of God, which liveth and abideth for ever.
1peter
ଶାସ୍ତ୍ର କୁ ହେ :
translate sentence into Odia : For all flesh is as grass, and all the glory of man as the flower of grass. The grass withereth, and the flower thereof falleth away:
1peter
କିନ୍ତୁ ପରମେଶ୍ବରଙ୍କ ବାକ୍ଯ ଅନନ୍ତକାଳସ୍ଥାଯୀ ଏବଂ ଏହି ଶିକ୍ଷା ତୁମ୍ଭକୁ ଦିଆ ଯାଇଥିଲା।" ୟିଶାଇୟ : -
translate sentence into Odia : But the word of the Lord endureth for ever. And this is the word which by the gospel is preached unto you.
1peter
ଅନ୍ୟ ଲୋକମାନଙ୍କୁ ଆଘାତ କଲାଭଳି କୌଣସି କାମ କର ନାହିଁ। ମିଛ କୁହ ନାହିଁ, ଲୋକଙ୍କୁ ଠକ ନାହିଁ, ଈର୍ଷାନ୍ବିତ ହୁଅ ନାହିଁ, ଲୋକମାନଙ୍କର ନିନ୍ଦା କର ନାହିଁ। ନିଜ ଜୀବନରୁ ଏଗୁଡ଼ିକୁ ଦୂର କର।
translate sentence into Odia : Wherefore laying aside all malice, and all guile, and hypocrisies, and envies, and all evil speakings,
1peter
ନୂତନ ଜନ୍ମଲାଭ କରିଥିବା ଶିଶୁ ଭଳି ହୁଅ। ତୁମ୍ଭ ଆତ୍ମାକୁ ପରିତୃପ୍ତ କରୁଥିବା ବିଶୁଦ୍ଧ ଦୁ' ପାନ ପାଇଁ ତୁମ୍ଭେ ଲାଳାଯିତ ହୁଅ। ଏହାକୁ ପାନ କରିବା ଦ୍ବାରା ତୁମ୍ଭେ ବୃଦ୍ଧି ପାଇବ ଓ ଉଦ୍ଧାର ପାଇବ।
translate sentence into Odia : As newborn babes, desire the sincere milk of the word, that ye may grow thereby:
1peter
ପ୍ରଭୁଙ୍କର ଉତ୍ତମତାର ସ୍ବାଦ ତୁମ୍ଭେ ଚାଖି ସାରିଛ।
translate sentence into Odia : If so be ye have tasted that the Lord is gracious.
1peter
ପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ "ପଥର"। ଜଗତର ଲୋକମାନେ ସହେି ପଥରଟି ଅଗ୍ରାହ୍ଯ କଲେ। କିନ୍ତୁ ପରମେଶ୍ବର ସହେି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ବରଙ୍କ ପାଇଁ ତାହାଙ୍କ ମୂଲ୍ଯ ଅଧିକ।
translate sentence into Odia : To whom coming, as unto a living stone, disallowed indeed of men, but chosen of God, and precious,
1peter
ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।
translate sentence into Odia : Ye also, as lively stones, are built up a spiritual house, an holy priesthood, to offer up spiritual sacrifices, acceptable to God by Jesus Christ.
1peter
ଶାସ୍ତ୍ର କୁ ହେ :
translate sentence into Odia : Wherefore also it is contained in the scripture, Behold, I lay in Sion a chief corner stone, elect, precious: and he that believeth on him shall not be confounded.
1peter
ତୁମ୍ଭ୍ ଭଳି ବିଶ୍ବାସୀମାନଙ୍କ ଲାଗି ସେ ପଥରଟି (ଯୀଶୁ) ଅତି ମୂଲ୍ଯବାନ। କିନ୍ତୁ ଯୀଶୁ ଅବିଶ୍ବାସୀମାନଙ୍କ ଲାଗି :
translate sentence into Odia : Unto you therefore which believe he is precious: but unto them which be disobedient, the stone which the builders disallowed, the same is made the head of the corner,
1peter
ଯେଉଁମାନେ ବିଶ୍ବାସ କରନ୍ତି ନାହିଁ ସମାନଙ୍କେ ଲାଗି :
translate sentence into Odia : And a stone of stumbling, and a rock of offence, even to them which stumble at the word, being disobedient: whereunto also they were appointed.
1peter
କିନ୍ତୁ ତୁମ୍ଭମାନେେ ମନୋନୀତ ଲୋକ ଅଟ। ତୁମ୍ଭମାନେେ ରାଜାଙ୍କର ଯାଜକ। ତୁମ୍ଭମାନେେ ପବିତ୍ର ଜାତି ଅଟ। ତୁମ୍ଭମାନେେ ପରମେଶ୍ବରଙ୍କ ଲୋକ। ପରମେଶ୍ବର କରିଥିବା ଆଶ୍ଚର୍ୟ୍ଯ ଘଟଣାମାନ କହିବା ପାଇଁ ପରମେଶ୍ବର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ୟ୍ଯ ଜନକ ଆଲୋକକୁ ଆଣିଛନ୍ତି।
translate sentence into Odia : But ye are a chosen generation, a royal priesthood, an holy nation, a peculiar people; that ye should shew forth the praises of him who hath called you out of darkness into his marvellous light:
1peter
ଅତୀତ ରେ ତୁମ୍ଭେ ପରମେଶ୍ବରଙ୍କ ଲୋକ ନ ଥିଲ। କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଲୋକ ଅଟ। ଅତୀତ ରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ। କିନ୍ତୁ ଏବେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଅନୁଗ୍ରହ ଲାଭ କରିଛ।
translate sentence into Odia : Which in time past were not a people, but are now the people of God: which had not obtained mercy, but now have obtained mercy.
1peter
ପ୍ରିୟ ମିତ୍ରଗଣ, ତୁମ୍ଭମାନେେ ଏହି ଜଗତ ରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂର ରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧ ରେ ସଂଘର୍ଷ କରନ୍ତି।
translate sentence into Odia : Dearly beloved, I beseech you as strangers and pilgrims, abstain from fleshly lusts, which war against the soul;
1peter
ଅବିଶ୍ବାସୀ ଲୋକମାନେ ତୁମ୍ଭ ଚାରିପଟେ ଅଛନ୍ତି। ସମାନେେ କହି ପାରନ୍ତି ଯେ ତୁମ୍ଭେ ଖରାପ କାର୍ୟ୍ଯ କରୁଛ। ଅତଏବ ଉତ୍ତମ ଜୀବନଯାପନ କର। ତା ହେଲେ ତୁମ୍ଭମାନେେ କରୁଥିବା ଭଲ କାମଗୁଡ଼ିକୁ ସମାନେେ ଦେଖିବେ ଓ ପରମେଶ୍ବରଙ୍କ ଆସିବା ଦିନ ସମାନେ ତାହାଙ୍କୁ ମହିମା ଦବେେ।
translate sentence into Odia : Having your conversation honest among the Gentiles: that, whereas they speak against you as evildoers, they may by your good works, which they shall behold, glorify God in the day of visitation.
1peter
ଏହି ଜଗତ ରେ କ୍ଷମତାପ୍ରାପ୍ତ ଲୋକଙ୍କ ଆଜ୍ଞା ପାଳନ କର। ପ୍ରଭୁଙ୍କ ଲାଗି ଏହା କର। ସର୍ବୋଚ୍ଚ ଶାସନକର୍ତ୍ତା ରାଜାଙ୍କ ଆଜ୍ଞା ପାଳନ କର।
translate sentence into Odia : Submit yourselves to every ordinance of man for the Lord's sake: whether it be to the king, as supreme;
1peter