output
stringlengths
1
10.9k
input
stringclasses
1 value
instruction
stringlengths
34
702
category
stringlengths
3
20
ଯେଉଁମାନେ ତୁମ୍ଭମାନଙ୍କୁ ଭୁଲ ପଥରେ କଢ଼ାଇ ନବୋକୁ ଚେଷ୍ଟା କରୁଛନ୍ତି, ସମାନଙ୍କେ ବିଷୟ ରେ ମୁଁ ତୁମ୍ଭମାନଙ୍କୁ ଏହି କଥା ଲେଖୁଛି।
translate sentence into Odia : These things have I written unto you concerning them that seduce you.
1john
ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶଷେ ଦାନ ଦଇେଛନ୍ତି, ତାହା ତୁମ୍ଭଠା ରେ ଏପର୍ୟ୍ଯନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନବୋ ଆବଶ୍ଯକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସହେି ଦାନ ତୁମ୍ଭକୁ ସମସ୍ତ ବିଷୟ ରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦଇେଥିବା ସହେି ଦାନ ସତ୍ଯ ଅଟେ, ମିଥ୍ଯା ନୁହେଁ। ତେଣୁ ତାହାଙ୍କର ସହେି ଦାନର ଶିକ୍ଷାନୁସା ରେ ତୁମ୍ଭମାନେେ ଖ୍ରୀଷ୍ଟଙ୍କଠା ରେ ଆଉ ଜୀବନଯାପନ କର।
translate sentence into Odia : But the anointing which ye have received of him abideth in you, and ye need not that any man teach you: but as the same anointing teacheth you of all things, and is truth, and is no lie, and even as it hath taught you, ye shall abide in him.
1john
ସେ ଧାର୍ମିକ ବୋଲି ତୁମ୍ଭେ ଜାଣିଛ। ତେଣୁ ତୁମ୍ଭେ ଏହା ମଧ୍ଯ ଜାଣିରଖ ଯେ, ଧର୍ମାଚରଣ କରୁଥିବା ସମସ୍ତ ବ୍ଯକ୍ତି ପରମେଶ୍ବରଙ୍କର ସନ୍ତାନ ଅଟନ୍ତି।
translate sentence into Odia : If ye know that he is righteous, ye know that every one that doeth righteousness is born of him.
1john
ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ବରଙ୍କର ସନ୍ତାନ, କିନ୍ତୁ ଭବିଷ୍ଯତ ରେ ଆମ୍ଭେ କ'ଣ ହବୋ ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହାଇଯେିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସହେି ରୂପରେ ଦେଖିବା।
translate sentence into Odia : Beloved, now are we the sons of God, and it doth not yet appear what we shall be: but we know that, when he shall appear, we shall be like him; for we shall see him as he is.
1john
ଖ୍ରୀଷ୍ଟ ପବିତ୍ର। ଯେ କହେି ଖ୍ରୀଷ୍ଟଙ୍କଠା ରେ ଆଶା ରେଖ, ସେ ଖ୍ରୀଷ୍ଟଙ୍କ ଭଳି ନିଜକୁ ପବିତ୍ର ରେଖ।
translate sentence into Odia : And every man that hath this hope in him purifieth himself, even as he is pure.
1john
ଯେଉଁ ଲୋକ ପାପ କରେ, ସେ ପରମେଶ୍ବରଙ୍କର ନିୟମ ଭାଙ୍ଗେ। କାରଣ ନିୟମର ଲଙ୍ଘନ ହେଉଛି ପାପ।
translate sentence into Odia : Whosoever committeth sin transgresseth also the law: for sin is the transgression of the law.
1john
ତୁମ୍ଭେ ତ ଜାଣିଛ, ଲୋକମାନଙ୍କର ପାପ ଦୂର କରିବା ପାଇଁ ଖ୍ରୀଷ୍ଟ ସଂସାରକୁ ଆସିଥିଲେ। ତାହାଙ୍କ ଭିତ ରେ କୌଣସି ପାପ ନାହିଁ।
translate sentence into Odia : And ye know that he was manifested to take away our sins; and in him is no sin.
1john
ତାହାଙ୍କଠା ରେ ରହୁଥିବା ଲୋକ ପାପ କରେ ନାହିଁ। ପାପ କରୁଥିବା ଲୋକ ଖ୍ରୀଷ୍ଟଙ୍କୁ କଦାପି ଜାଣି ନାହିଁ କି ବୁଝି ପାରି ନାହିଁ।
translate sentence into Odia : Whosoever abideth in him sinneth not: whosoever sinneth hath not seen him, neither known him.
1john
ପ୍ରିୟ ପିଲାମାନେ, କହେି ତୁମ୍ଭମାନଙ୍କୁ ମନ୍ଦ ପଥରେ ୟିବା ପାଇଁ ନ ଭୁଲାଉ। ଖ୍ରୀଷ୍ଟ ଧାର୍ମିକ ଅଟନ୍ତି। ତେଣୁ ଯେକହେି ଖ୍ରୀଷ୍ଟଙ୍କ ପରି ଉତ୍ତମ ହବୋକୁ ଇଚ୍ଛା କରେ, ସେ ଉଚିତ କର୍ମ କରୁ।
translate sentence into Odia : Little children, let no man deceive you: he that doeth righteousness is righteous, even as he is righteous.
1john
ଶୟତାନ ଆରମ୍ଭରୁ ପାପ କରି ଆସୁଅଛି। ଯେଉଁ ଲୋକ ପାପ କରେ, ସେ ଶୟତାନର ଅଟେ। ତେଣୁ ଶୟତାନର ପାପ କାମକୁ ଧ୍ବଂସ କରିବା ପାଇଁ ପରମେଶ୍ବରଙ୍କର ପୁତ୍ର ଏହି ସଂସାରକୁ ଆସିଛନ୍ତି।
translate sentence into Odia : He that committeth sin is of the devil; for the devil sinneth from the beginning. For this purpose the Son of God was manifested, that he might destroy the works of the devil.
1john
ପରମେଶ୍ବରଙ୍କର ସନ୍ତାନ ହବୋ ଲୋକ ଆଉ ପାପ କରେ ନାହିଁ, କାରଣ ଯେଉଁ ନୂଆ ଜୀବନ ପରମେଶ୍ବର ସହେି ଲୋକକୁ ଦିଅନ୍ତି, ତାହା ତା'ଠା ରେ ଥାଏ। ତେଣୁ ସେ ଆଉ ପାପ କରିପା ରେ ନାହିଁ ଯେ ହତେୁ ସେ ପରମେଶ୍ବରଙ୍କର ସନ୍ତାନ ହାଇେସାରିଥାଏ।
translate sentence into Odia : Whosoever is born of God doth not commit sin; for his seed remaineth in him: and he cannot sin, because he is born of God.
1john
ତେଣୁ କେଉଁମାନେ ପରମେଶ୍ବର ସନ୍ତାନ ଓ କେଉଁମାନେ ଶୟତାନର ସନ୍ତାନ, ତାହା ତୁମ୍ଭମାନେେ ଜାଣି ପାରିବ। ଯେଉଁମାନେ ସତ୍କର୍ମ କରନ୍ତି ନାହିଁ, ସମାନେେ ପରମେଶ୍ବରଙ୍କର ସନ୍ତାନ ନୁହଁନ୍ତି, ଯେ କହେି ନିଜ ଭାଇକୁ ପ୍ ରମେ କରେ ନାହିଁ, ସେ ମଧ୍ଯ ଈଶ୍ବରଙ୍କର ସନ୍ତାନ ନୁହେଁ।
translate sentence into Odia : In this the children of God are manifest, and the children of the devil: whosoever doeth not righteousness is not of God, neither he that loveth not his brother.
1john
ତୁମ୍ଭମାନେେ ଆରମ୍ଭରୁ ଏହି ଶିକ୍ଷା ଶୁଣିଛ, ଆମ୍ଭର ପରସ୍ପରକୁ ନିଶ୍ଚୟ ପ୍ ରମେ କରିବା ଉଚିତ।
translate sentence into Odia : For this is the message that ye heard from the beginning, that we should love one another.
1john
ଭାଇ ଓ ଭଉଣୀମାନେ, ଯଦି ଜଗତ ତୁମ୍ଭକୁ ଘୃଣା କରେ, ତବେେ ଆଶ୍ଚର୍ୟ୍ଯ ହୁଅ ନାହିଁ।
translate sentence into Odia : Marvel not, my brethren, if the world hate you.
1john
ଆମ୍ଭେ ଜାଣୁ ଯେ, ଆମ୍ଭେ ମୃତ୍ଯୁର ସୀମା ପାରି ହାଇେ ଜୀବନ ରେ ପ୍ରବେଶ କରିଛୁ, କାରଣ ଆମ୍ଭେ ନିଜ ଭାଇ ଓ ଭଉଣୀମାନଙ୍କୁ ପ୍ ରମେ କରୁ। ଯେଉଁ ଲୋକ ପ୍ ରମେ କରେ ନାହିଁ, ସେ ମୃତ୍ଯୁ ସୀମା ମଧିଅରେ ଥାଏ।
translate sentence into Odia : We know that we have passed from death unto life, because we love the brethren. He that loveth not his brother abideth in death.
1john
ନିଜ ଭାଇକୁ ଘୃଣା କରୁଥିବା ପ୍ରେତ୍ୟକକ ଲୋକ ନିଜେ ହତ୍ଯାକାରୀ ଅଟେ। ତୁମ୍ଭେ ତ ଜାଣିଛ ଯେ, କୌଣସି ହତ୍ଯାକାରୀଠା ରେ ଅନନ୍ତ ଜୀବନ ନାହିଁ।
translate sentence into Odia : Whosoever hateth his brother is a murderer: and ye know that no murderer hath eternal life abiding in him.
1john
ଯୀଶୁ ଆମ୍ଭମାନଙ୍କ ପାଇଁ ନିଜ ଜୀବନ ଦଇେଛନ୍ତି। ଏଥିରୁ ପ୍ରକୃତ ପ୍ ରମେ କ'ଣ, ତାହା ଆମ୍ଭେ ଜାଣିଛୁ। ଆମ୍ଭେ ମଧ୍ଯ ନିଜ ଭାଇମାନଙ୍କ ପାଇଁ ଜୀବନ ଦାନ କରିବା ଉଚିତ।
translate sentence into Odia : Hereby perceive we the love of God, because he laid down his life for us: and we ought to lay down our lives for the brethren.
1john
ଯେଉଁ ବିଶ୍ବାସୀ ଜଗତର ସମସ୍ତ ଧନ ରେ ଧନୀ, କିନ୍ତୁ ନିଜ ଭାଇକୁ ଅଭାବ ଅବସ୍ଥା ରେ ଦେଖି ମଧ୍ଯ ତାହାକୁ ସାହାୟ୍ଯ କରେ ନାହିଁ, ତା' ହୃଦୟ ରେ ପରମେଶ୍ବରଙ୍କର ପ୍ ରମେ ନାହିଁ।
translate sentence into Odia : But whoso hath this world's good, and seeth his brother have need, and shutteth up his bowels of compassion from him, how dwelleth the love of God in him?
1john
ପ୍ରିୟ ପିଲାମାନେ, ଆମ୍ଭର ପ୍ ରମେ କବଳେ ଶବ୍ଦ ଓ କଥା ମଧିଅରେ ସୀମିତ ରହିବା ଉଚିତ ନୁହେଁ। ମାତ୍ର ଏହା ସତ୍ଯପ୍ ରମେ ହବୋ ଆବଶ୍ଯକ ଓ ଆଚରଣ ରେ ଆମ୍ଭେ ଏହା ଦଖାଇବୋ ଉଚିତ।
translate sentence into Odia : My little children, let us not love in word, neither in tongue; but in deed and in truth.
1john
ଏହିପରି ଭାବରେ ଆମ୍ଭେ ସତ୍ଯମାର୍ଗ ରେ ଅଛୁ ବୋଲି ଜାଣିପାରିବା। ପୁଣି ଯଦି କୌଣସି ବିଷୟ ରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ତବେେ ମଧ୍ଯ ଆମ୍ଭମାନେେ ପରମେଶ୍ବରଙ୍କ ଛାମୁ ରେ ଶାନ୍ତ ରହିପାରିବା, କାରଣ ପରମେଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।
translate sentence into Odia : And hereby we know that we are of the truth, and shall assure our hearts before him. For if our heart condemn us, God is greater than our heart, and knoweth all things.
1john
ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ପରମେଶ୍ବରଙ୍କ ଛାମୁ ରେ ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଭରସା ଅଛି।
translate sentence into Odia : Beloved, if our heart condemn us not, then have we confidence toward God.
1john
ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସହେି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ।
translate sentence into Odia : And whatsoever we ask, we receive of him, because we keep his commandments, and do those things that are pleasing in his sight.
1john
ପରମେଶ୍ବରଙ୍କର ଏହା ଆଦେଶ : ତାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ନାମ ରେ ଆମ୍ଭମାନେେ ବିଶ୍ବାସ କରିବା ଓ ପରସ୍ପରକୁ ଭଲ ପାଇବା।
translate sentence into Odia : And this is his commandment, That we should believe on the name of his Son Jesus Christ, and love one another, as he gave us commandment.
1john
ଯେଉଁ ଲୋକ ତାହାଙ୍କ ଆଦେଶଗୁଡ଼ିକ ପାଳନ କରେ, ସେ ପରମେଶ୍ବରଙ୍କଠା ରେ ରୁ ହେ ଓ ପରମେଶ୍ବର ସହେି ଲୋକଠା ରେ ରୁହନ୍ତି। ପରମେଶ୍ବର ଯେ ଆମ୍ଭମାନଙ୍କଠା ରେ ବାସ କରନ୍ତି, ତାହା ଆମ୍ଭମାନେେ କିପରି ଜାଣିବା ? ପରମେଶ୍ବରଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ବାରା ଆମ୍ଭମାନେେ ତାହା ଜାଣିପାରିବା।
translate sentence into Odia : And he that keepeth his commandments dwelleth in him, and he in him. And hereby we know that he abideth in us, by the Spirit which he hath given us.
1john
ପ୍ରିୟ ବନ୍ଧୁମାନେ, ଏ ଜଗତର ଚାରିଆଡ଼େ ବହୁତ ଭଣ୍ଡ ଭାବବାନୀ ବର୍ତ୍ତମାନ ଅଛନ୍ତି। ତେଣୁ ପ୍ରେତ୍ୟକକ ଆତ୍ମାକୁ ବିଶ୍ବାସ କର ନାହିଁ, ବରଂ ସମାନେେ ପରମେଶ୍ବରଙ୍କଠାରୁ ଆଗତ କି ନା, ଏହା ପରୀକ୍ଷା କରି ଦେଖ।
translate sentence into Odia : Beloved, believe not every spirit, but try the spirits whether they are of God: because many false prophets are gone out into the world.
1john
ଏହି ପ୍ରକା ରେ ତୁମ୍ଭମାନେେ ପରମେଶ୍ବରଙ୍କର ଆତ୍ମାକୁ ଚିହ୍ନିପାରିବ : ଏକ ଆତ୍ମା କହିବ ଯେ, "ମୁଁ ବିଶ୍ବାସ କରେ ଯେ ଯୀଶୁ ହିଁ ଖ୍ରୀଷ୍ଟ ଅଟନ୍ତି ଓ ସେ ଏ ଜଗତକୁ ମନୁଷ୍ଯ ରୂପ ଧାରଣ କରି ଆସିଥିଲେ," ସହେି ଆତ୍ମା ପରମେଶ୍ବରଙ୍କଠାରୁ ଆଗତ।
translate sentence into Odia : Hereby know ye the Spirit of God: Every spirit that confesseth that Jesus Christ is come in the flesh is of God:
1john
ପିଲାମାନେ !ତୁମ୍ଭମାନେେ ପରମେଶ୍ବରଙ୍କର ଅଟ। ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧିଅରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠା ରେ ଥିବା ଶୟତାନଠାରୁ ମଧ୍ଯ ମହାନ୍।
translate sentence into Odia : Ye are of God, little children, and have overcome them: because greater is he that is in you, than he that is in the world.
1john
ସହେି ଲୋକମାନେ ଜଗତର ଅଟନ୍ତି। ସେଥିପାଇଁ ସମାନଙ୍କେର କଥାଗୁଡ଼ିକ ଜାଗତିକ ଅଟେ। ଏବଂ ଜଗତ ସମାନଙ୍କେ କଥା ଶୁଣେ।
translate sentence into Odia : They are of the world: therefore speak they of the world, and the world heareth them.
1john
କିନ୍ତୁ ଆମ୍ଭେସବୁ ପରମେଶ୍ବରଙ୍କର। ତେଣୁ ପରମେଶ୍ବରଙ୍କୁ ଜାଣିଥିବା ଲୋକ ଆମ୍ଭ କଥା ଶୁଣେ। ଯେଉଁ ଲୋକ ପରମେଶ୍ବରଙ୍କର ନୁହେଁ, ସେ ଆମ୍ଭ କଥା ଶୁଣେ ନାହିଁ। ଏହିପରି ଭାବରେ ଆମ୍ଭେ ସତ୍ଯମୟ ଆତ୍ମା ଓ ଲୋକମାନଙ୍କୁ ବିଭ୍ରାନ୍ତ କରୁଥିବା ଆତ୍ମାକୁ ଚିହ୍ନି ପାରିବା।
translate sentence into Odia : We are of God: he that knoweth God heareth us; he that is not of God heareth not us. Hereby know we the spirit of truth, and the spirit of error.
1john
ଯେଉଁ ଲୋକ ପ୍ ରମେ କରେ ନାହିଁ, ସେ ପରମେଶ୍ବରଙ୍କୁ ଜାଣେ ନାହିଁ, କାରଣ ପରମେଶ୍ବର ତ ପ୍ ରମେ।
translate sentence into Odia : He that loveth not knoweth not God; for God is love.
1john
ଏହିପରି ଭାବରେ ପରମେଶ୍ବର ଆମ୍ଭକୁ ତାହାଙ୍କ ପ୍ ରମେ ଦଖାଇେଛନ୍ତି। ସେ ତାହାଙ୍କର ଏକମାତ୍ର ପୁତ୍ରକୁ ଏ ଜଗତକୁ ପଠାଇଛନ୍ତି। ଯେପରି ଆମ୍ଭେ ତାହାଙ୍କ ମାଧ୍ଯମ ରେ ଜୀବନ ପାଇପାରିବା।
translate sentence into Odia : In this was manifested the love of God toward us, because that God sent his only begotten Son into the world, that we might live through him.
1john
ଆମ୍ଭମାନେେ ଯେ ପରମେଶ୍ବରଙ୍କୁ ପ୍ ରମେ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ ରମେ କଲେ, ଏହା ହେଉଛି ପ୍ରକୃତ ପ୍ ରମେ। ପୁଣି ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ବରୂପ କରି ପଠାଇଲେ :
translate sentence into Odia : Herein is love, not that we loved God, but that he loved us, and sent his Son to be the propitiation for our sins.
1john
ଏହାଦ୍ବାରା ଆମ୍ଭପ୍ରତି ପରମେଶ୍ବରଙ୍କ ମହାନ୍ ପ୍ ରମେ ପ୍ରକାଶ ପାଏ। ତେଣୁ ପ୍ରିୟ ବନ୍ଧୁମାନେ, ଆମ୍ଭମାନେେ ମଧ୍ଯ ପରସ୍ପରକୁ ନିଶ୍ଚୟ ପ୍ ରମେ କରିବା।
translate sentence into Odia : Beloved, if God so loved us, we ought also to love one another.
1john
ଆମ୍ଭେ ଜାଣୁ ଯେ, ଆମ୍ଭେ ସବୁ ପରମେଶ୍ବରଙ୍କଠା ରେ ରହିଛୁ ଓ ସେ ଆମ୍ଭଠା ରେ ଅଛନ୍ତି। ଆମ୍ଭେ ଏହା ଜାଣୁ, କାରଣ ପରମେଶ୍ବର ଆମ୍ଭମାନଙ୍କୁ ତାଙ୍କର ପବିତ୍ର ଆତ୍ମାଙ୍କୁ ଦଇେଛନ୍ତି।
translate sentence into Odia : Hereby know we that we dwell in him, and he in us, because he hath given us of his Spirit.
1john
ଆମ୍ଭମାନେେ ଦେଖିଅଛୁ ଯେ ପରମେଶ୍ବର ଜଗତର ଉଦ୍ଧାର ପାଇଁ ଯେ ନିଜର ପୁତ୍ରଙ୍କୁ ପଠାଇଛନ୍ତି, ଆମ୍ଭମାନେେ ଏଥିର ସାକ୍ଷୀ। ବର୍ତ୍ତମାନ ମଧ୍ଯ ଆମ୍ଭେ ସହେି ସାକ୍ଷ୍ଯ ଦେଉଅଛୁ।
translate sentence into Odia : And we have seen and do testify that the Father sent the Son to be the Saviour of the world.
1john
ଯଦି କହେି ବିଶ୍ବାସ କରେ ଯେ, "ଯୀଶୁ ପରମେଶ୍ବରଙ୍କର ପୁତ୍ର ଅଟନ୍ତି," ତବେେ ପରମେଶ୍ବର ତାଠା ରେ ରହନ୍ତି ଓ ସେ ମଧ୍ଯ ପରମେଶ୍ବରଙ୍କଠା ରେ ରହେ।
translate sentence into Odia : Whosoever shall confess that Jesus is the Son of God, God dwelleth in him, and he in God.
1john
ତେଣୁ ଆମ୍ଭେ ପରମେଶ୍ବରଙ୍କ ପ୍ ରମେକୁ ଜାଣିଛୁ ଓ ତହିଁରେ ଭରସା ରଖିଛୁ।
translate sentence into Odia : And we have known and believed the love that God hath to us. God is love; and he that dwelleth in love dwelleth in God, and God in him.
1john
ଯଦି ଆମ୍ଭେ ପରମେଶ୍ବରଙ୍କ ପ୍ ରମେ ରେ ସ୍ଥିର ହାଇେ ରହୁ, ତବେେ ତାହାର ବିଚାର ଦିନ ରେ ଆମ୍ଭମାନେେ ଭରସାୟୁକ୍ତ ହାଇେ ନିର୍ଭୟ ରେ ରହିପାରିବା। ଏହି ଜଗତ ରେ ଆମ୍ଭମାନେେ ତାହାଙ୍କ (ଖ୍ରୀଷ୍ଟଙ୍କ) ଭଳି ହାଇେଥିବାରୁ, ନିର୍ଭୟ ରେ ରହିପାରିବା।
translate sentence into Odia : Herein is our love made perfect, that we may have boldness in the day of judgment: because as he is, so are we in this world.
1john
ପ୍ ରମେ ରେ ଭୟ ନ ଥାଏ। ବରଂ ପରମେଶ୍ବର ଦତ୍ତ ସିଦ୍ଧ ପ୍ ରମେ ଭୟକୁ ଦୂର କରିଦିଏ। ଭୟ ସହିତ ଦଣ୍ଡର ସମ୍ପର୍କ ଥାଏ। ତେଣୁ ଯାହାର ଭୟ ଅଛି, ଈଶ୍ବରଙ୍କ ପ୍ ରମେ ତାହାଠା ରେ ସିଦ୍ଧ ହାଇେ ନାହିଁ।
translate sentence into Odia : There is no fear in love; but perfect love casteth out fear: because fear hath torment. He that feareth is not made perfect in love.
1john
ପରମେଶ୍ବର ଆମ୍ଭକୁ ପ୍ରଥମେ ପ୍ ରମେ କରିବାରୁ ଆମ୍ଭମାନେେ ତାହାଙ୍କୁ ପ୍ ରମେ କରିଲୁା
translate sentence into Odia : We love him, because he first loved us.
1john
ଯଦି କହେି କ ହେ "ମୁଁ ପରମେଶ୍ବରଙ୍କୁ ପ୍ ରମେ କରେ," କିନ୍ତୁ ନିଜ ଭାଇକୁ ଘୃଣା କରେ, ତବେେ ସେ ହେଉଛି ମିଥ୍ଯାବାଦୀ, କାରଣ ଯେଉଁ ଲୋକ ତାହାର ଦେଖିଥିବା ଭାଇକୁ ଭଲ ପାଏ ନାହିଁ, ତବେେ ଯେଉଁ ପରମେଶ୍ବରଙ୍କୁ ସେ କବେେ ଦେଖି ନାହିଁ, ତାହାଙ୍କୁ ପ୍ ରମେ କରି ପାରିବ ନାହିଁ।
translate sentence into Odia : If a man say, I love God, and hateth his brother, he is a liar: for he that loveth not his brother whom he hath seen, how can he love God whom he hath not seen?
1john
ଏହି ଆଜ୍ଞା ଆମ୍ଭେ ପରମେଶ୍ବରଙ୍କଠାରୁ ପାଇଛୁ ଯେ ଯେକହେି ପରମେଶ୍ବରଙ୍କୁ ପ୍ ରମେ କରେ, ସେ ନିଜ ଭାଇକୁ ମଧ୍ଯ ପ୍ ରମେ କରେ।
translate sentence into Odia : And this commandment have we from him, That he who loveth God love his brother also.
1john
ଯୀଶୁ ହେଉଛନ୍ତି ଖ୍ରୀଷ୍ଟ ବୋଲି ଯେଉଁମାନେ ବିଶ୍ବାସ କରନ୍ତି, ସମାନେେ ପରମେଶ୍ବରଙ୍କର ସନ୍ତାନ ଅଟନ୍ତି। ପରମ ପିତାଙ୍କୁ ପ୍ ରମେ କରୁଥିବା ବ୍ଯକ୍ତି ତାହାଙ୍କର ସନ୍ତାନମାନଙ୍କୁ ମଧ୍ଯ ପ୍ ରମେ କରେ।
translate sentence into Odia : Whosoever believeth that Jesus is the Christ is born of God: and every one that loveth him that begat loveth him also that is begotten of him.
1john
ଆମ୍ଭେ ପରମେଶ୍ବରଙ୍କ ସନ୍ତାନମାନଙ୍କୁ ପ୍ ରମେ କରୁ ବୋଲି କିପରି ଜାଣିପାରୁ? ଆମ୍ଭେ ପରମେଶ୍ବରଙ୍କୁ ପ୍ ରମେ କରୁ ଓ ତାହାଙ୍କର ଆଜ୍ଞା ପାଳନ କରୁଥିବାରୁ ଜାଣିପାରୁ ଯେ, ଆମ୍ଭେ ପରମେଶ୍ବରଙ୍କ ସନ୍ତାନ ଅଟୁ।
translate sentence into Odia : By this we know that we love the children of God, when we love God, and keep his commandments.
1john
କାରଣ ପରମେଶ୍ବରଙ୍କୁ ପ୍ ରମେ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା। ଆଉ ତାହାଙ୍କ ଆଜ୍ଞା ସବୁ ଅତିଶୟ କଠିନ ନୁହେଁ।
translate sentence into Odia : For this is the love of God, that we keep his commandments: and his commandments are not grievous.
1john
ଯେଉଁ ବ୍ଯକ୍ତି ପରମେଶ୍ବରଙ୍କ ସନ୍ତାନ, ଜଗତକୁ ଜୟ କରିବା ନିମନ୍ତେ ତାହାର କ୍ଷମତା ଅଛି।
translate sentence into Odia : For whatsoever is born of God overcometh the world: and this is the victory that overcometh the world, even our faith.
1john
ଆମ୍ଭର ବିଶ୍ବାସ ଦ୍ବାରା ଆମ୍ଭେ ଜଗତକୁ ଜିତିଛୁ। ଆମ୍ଭର ବିଶ୍ବାସ ଜଗତକୁ ଜୟ କରେ। ଯେଉଁ ଲୋକ ବିଶ୍ବାସ କରେ ଯେ ଯୀଶୁ ପରମେଶ୍ବରଙ୍କ ପୁତ୍ର, ସେ ଜଗତ ରେ ବିଜଯୀ ହୁଏ।
translate sentence into Odia : Who is he that overcometh the world, but he that believeth that Jesus is the Son of God?
1john
ୟିଏ ଏ ସଂସାରକୁ ଆସିଲେ, ସେ ହେଉଛନ୍ତି ଯୀଶୁଖ୍ରୀଷ୍ଟ। ଯୀଶୁଖ୍ରୀଷ୍ଟ ଆମ୍ଭ ପାଖକୁ ଜଳ ଓ ରକ୍ତ345 ସହିତ ଆସିଥିଲେ। କବଳେ ଜଳ ନୁହେଁ, ମାତ୍ର ଜଳ ଓ ରକ୍ତ ଉଭୟ ସହିତ ଯୀଶୁ ଆସିଥିଲେ। ସହେି ଆତ୍ମା ଆମ୍ଭମାନଙ୍କ ନିକଟରେ ଏହି ସତ୍ଯ ସାକ୍ଷ୍ଯ ଦେଲେ। ଆତ୍ମା ହିଁ ସତ୍ଯ।
translate sentence into Odia : This is he that came by water and blood, even Jesus Christ; not by water only, but by water and blood. And it is the Spirit that beareth witness, because the Spirit is truth.
1john
ଯୀଶୁଙ୍କ ବିଷୟ ରେ ଆମ୍ଭକୁ ତିନିଜଣ ସାକ୍ଷ୍ଯ ଦିଅନ୍ତି ;
translate sentence into Odia : For there are three that bear record in heaven, the Father, the Word, and the Holy Ghost: and these three are one.
1john
ପବିତ୍ର ଆତ୍ମା, ଜଳ ଓ ରକ୍ତ। ଏହି ତିନିଜଣଙ୍କ ସାକ୍ଷ୍ଯ ଏକ ଅଟେ।
translate sentence into Odia : And there are three that bear witness in earth, the Spirit, and the water, and the blood: and these three agree in one.
1john
ଯେ ତବେଳେ ଲୋକମାନେ ସତ୍ଯକଥା କହନ୍ତି, ଆମ୍ଭେ ତାହା ବିଶ୍ବାସ କରିଥାଉ। କିନ୍ତୁ ପରମେଶ୍ବର ଯାହା କହନ୍ତି, ତାହା ତ ଅଧିକ ବିଶ୍ବାସ ୟୋଗ୍ଯ। ପରମେଶ୍ବର ତାହାଙ୍କ ପୁତ୍ରଙ୍କ ବିଷୟ ରେ ସତ୍ଯ ସାକ୍ଷ୍ଯ ଦିଅନ୍ତି।
translate sentence into Odia : If we receive the witness of men, the witness of God is greater: for this is the witness of God which he hath testified of his Son.
1john
ପରମେଶ୍ବର ଏହା କହନ୍ତି : ପରମେଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦଇେଛନ୍ତି ଓ ସେ ଜୀବନ ତାହାଙ୍କ ପୁତ୍ରଙ୍କଠା ରେ ଅଛି।
translate sentence into Odia : And this is the record, that God hath given to us eternal life, and this life is in his Son.
1john
ୟିଏ ପୁତ୍ରଙ୍କୁ ପାଇଅଛି ସେ ଜୀବନ ପାଇଅଛି। କିନ୍ତୁ ଯେ ପରମେଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ପାଇ ନାହିଁ।
translate sentence into Odia : He that hath the Son hath life; and he that hath not the Son of God hath not life.
1john
ହେ ପରମେଶ୍ବରଙ୍କ ପୁତ୍ରଙ୍କ ନାମ ରେ ବିଶ୍ବାସ କରୁଥିବା ଲୋକମାନେ, ତୁମ୍ଭମାନେେ ଯେପରି ଜାଣ ଯେ, ତୁମ୍ଭମାନେେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
translate sentence into Odia : hese things have I written unto you that believe on the name of the Son of God; that ye may know that ye have eternal life, and that ye may believe on the name of the Son of God.
1john
ଆମ୍ଭେ ନିଃସନ୍ଦହେ ରେ ତାହାଙ୍କ ନିକଟକୁ ଆସିବା କାରଣ ତାହାଙ୍କଠା ରେ ଆମ୍ଭର ଏହି ଭରସା ଅଛି ଯେ ଯେତବେେଳେ ଆମ୍ଭେ ତାହାଙ୍କ ଇଚ୍ଛା ଅନୁଯାଯୀ ତାହାଙ୍କ କୌଣସି ବିଷୟ ମାଗୁ ସେ ଆମ୍ଭର ପ୍ରାର୍ଥନା ଶୁଣନ୍ତି।
translate sentence into Odia : And this is the confidence that we have in him, that, if we ask any thing according to his will, he heareth us:
1john
ପ୍ରେତ୍ୟକକ ସମୟରେ ସେ ଆମ୍ଭର ମାଗୁଣି ଶୁଣନ୍ତି। ତେଣୁ ଆମ୍ଭେ ତାହାଙ୍କୁ ଯାହା ମାଗୁ, ତାହା ସେ ଦବେେ ବୋଲି ଜାଣୁ।
translate sentence into Odia : And if we know that he hear us, whatsoever we ask, we know that we have the petitions that we desired of him.
1john
ଯଦି କହେି ନିଜ ଭାଇକୁ କିମ୍ବା ଭଉଣୀକୁ ଏଭଳି ପାପ କରୁଥିବାର ଦେଖେ ଆଉ ସହେି ପାପ ମୃତ୍ଯୁଜନକ, ତବେେ ସେ ପାପ କରୁଥିବା ନିଜ ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ରାର୍ଥନା କରିବା ଉଚିତ। ତହିଁରେ ପରମେଶ୍ବର ସମାନଙ୍କେୁ ଜୀବନ ପ୍ରଦାନ କରିବେ। ମୁଁ ଏପରି ଲୋକମାନଙ୍କ ବିଷୟ ରେ କହୁଛି, ଯେଉଁମାନେ ଏପରି ପାପରେ ଲିପ୍ତ ଅଛନ୍ତି ଯାହା ସମାନଙ୍କେୁ ଅନନ୍ତ ମୃତ୍ଯୁ ପାଖକୁ ନଇେ ଯାଇପାରିବ ନାହିଁ। ଏପରି ପାପ ମଧ୍ଯ ଅଛି, ଯାହାର ପରିଣାମ ମୃତ୍ଯୁ ଅଟେ। ମୁଁ ତୁମ୍ଭମାନଙ୍କୁ ସପରେି ପାପ ବିଷୟ ରେ ପ୍ରାର୍ଥନା କରିବା ପାଇଁ କହୁ ନାହିଁ।
translate sentence into Odia : If any man see his brother sin a sin which is not unto death, he shall ask, and he shall give him life for them that sin not unto death. There is a sin unto death: I do not say that he shall pray for it.
1john
ସମସ୍ତ ମନ୍ଦ କାମ ପାପ ଅଟେ। କିନ୍ତୁ ଏପରି ପାପ କାମ ମଧ୍ଯ ଅଛି ଯାହା ଅନନ୍ତ ମୃତ୍ଯୁ ଆଡ଼କୁ ନଇଯାେଏ ନାହିଁ।
translate sentence into Odia : All unrighteousness is sin: and there is a sin not unto death.
1john
ଆମ୍ଭେ ଜାଣୁ ଯେ, ପରମେଶ୍ବରଙ୍କର ସନ୍ତାନ ହାଇେଥିବା ବ୍ଯକ୍ତି ଆଉ ପାପରେ ଲିପ୍ତ ରହେ ନାହିଁ। ବରଂ ପରମେଶ୍ବରଙ୍କ ପୁତ୍ର ତାହାକୁ ରକ୍ଷା କରନ୍ତି ଏବଂ ପାପାତ୍ମା ତା'ର କିଛି କ୍ଷତି କରିପା ରେ ନାହିଁ।
translate sentence into Odia : We know that whosoever is born of God sinneth not; but he that is begotten of God keepeth himself, and that wicked one toucheth him not.
1john
ଆମ୍ଭେ ଜାଣୁ, ଯେ ଆମ୍ଭେ ପରମେଶ୍ବରଙ୍କର ଅଟୁ ମାତ୍ର ସମଗ୍ର ଜଗତ ଶୟତାନର ନିୟନ୍ତ୍ରଣ ରେ ଅଛି।
translate sentence into Odia : And we know that we are of God, and the whole world lieth in wickedness.
1john
ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।
translate sentence into Odia : And we know that the Son of God is come, and hath given us an understanding, that we may know him that is true, and we are in him that is true, even in his Son Jesus Christ. This is the true God, and eternal life.
1john
ତେଣୁ ପ୍ରିୟ ପିଲାମାନେ, ତୁମ୍ଭମାନେେ ସବୁ ନିଜ ନିଜକୁ ଭଣ୍ଡ ଦବେତାମାନଙ୍କଠାରୁ ଦୂର ରେ ରଖ।
translate sentence into Odia : Little children, keep yourselves from idols. Amen.
1john
ପ୍ରିୟ ବନ୍ଧୁ, ମୁଁ ଜାଣେ, ତୁମ୍ଭର ଆତ୍ମା କୁଶଳ ରେ ଅଛି। ତେଣୁ ମୁଁ ପ୍ରାର୍ଥନା କରେ, ତୁମ୍ଭେ ସବୁ ଦୃଷ୍ଟିରୁ ଭଲ ରେ ଥିବ। ତୁମ୍ଭର ଉତ୍ତମ ସ୍ବାସ୍ଥ୍ଯ ପାଇଁ ମୁଁ ପ୍ରାର୍ଥନା କରୁଛି।
translate sentence into Odia : The elder unto the wellbeloved Gaius, whom I love in the truth.Beloved, I wish above all things that thou mayest prosper and be in health, even as thy soul prospereth.
3john
ଖ୍ରୀଷ୍ଟ ରେ କେତକେ ଭାଇମାନେ ଏଠାକୁ ଆସିଲେ ଓ ସତ୍ଯ ପ୍ରତି ତୁମ୍ଭର ବିଶ୍ବସ୍ତତା ସମ୍ପର୍କ ରେ କହିଲେ। ସମାନେେ ମାେତ କହିଲେ ଯେ ତୁମ୍ଭେ ଅବିରତ ସତ୍ଯ ପଥ ଅନୁସରଣ କରୁଛ। ଏହା ଶୁଣି ମୁଁ ଅତ୍ଯନ୍ତ ଆନନ୍ଦିତ ହଲିେ।
translate sentence into Odia : For I rejoiced greatly, when the brethren came and testified of the truth that is in thee, even as thou walkest in the truth.
3john
ସହେି ଭାଇମାନେ, ତୁମ୍ଭର ପ୍ ରମେ ସମ୍ବନ୍ଧ ରେ ମଣ୍ଡଳୀକୁ କହିଛନ୍ତି। ଦୟାକରି ତୁମ୍ଭେ ସମାନଙ୍କେୁ ସମାନଙ୍କେର ଯାତ୍ରା ରେ ସାହାୟ୍ଯ କର। ତୁମ୍ଭେ ସମାନଙ୍କେୁ ଏପରି ସାହାୟ୍ଯ କର, ଯେପରି ତାହା ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବ।
translate sentence into Odia : Which have borne witness of thy charity before the church: whom if thou bring forward on their journey after a godly sort, thou shalt do well:
3john
ସହେି ଭାଇମାନେ ଖ୍ରୀଷ୍ଟଙ୍କର ସବୋ ପାଇଁ ଭ୍ରମଣ କରନ୍ତି। ସମାନେେ ବିଶ୍ବାସ ନ କରୁଥିବା ଲୋକମାନଙ୍କଠାରୁ କିଛି ଗ୍ରହଣ କରନ୍ତି ନାହିଁ।
translate sentence into Odia : Because that for his name's sake they went forth, taking nothing of the Gentiles.
3john
ତେଣୁ ଆମ୍ଭେ ସହେି ଭାଇମାନଙ୍କୁ ସାହାୟ୍ଯ କରିବା ଉଚିତ। ଆମ୍ଭେ ତାହାଙ୍କୁ ସାହାୟ୍ଯ କରିବା ଦ୍ବାରା ଆମ୍ଭେ ସତ୍ଯ ନିମନ୍ତେ ସମାନଙ୍କେର କାର୍ୟ୍ଯ ରେ ଭାଗୀଦାର ହାଇପୋରିବା।
translate sentence into Odia : We therefore ought to receive such, that we might be fellowhelpers to the truth.
3john
ମୁଁ ମଣ୍ଡଳୀକୁ ଗୋଟିଏ ପତ୍ର ଲେଖିଥିଲି। କିନ୍ତୁ ଦିୟତ୍ରଫା ଆମ୍ଭ କଥା ଶୁଣିବା ପାଇଁ ରାଜି ନୁହେଁ। ସେ ସର୍ବଦା ସଠାେରେ ନେତା ହାଇେ ରହିବା ପାଇଁ ଚା ହେଁ।
translate sentence into Odia : I wrote unto the church: but Diotrephes, who loveth to have the preeminence among them, receiveth us not.
3john
ମୁଁ ସଠାରୁେ ଆସିଲେ, ଦିୟତ୍ରିଫାର କାର୍ୟ୍ଯ ବିଷୟ ରେ କଥାବାର୍ତ୍ତା କରିବି। ସେ ଆମ୍ଭମାନଙ୍କ ବିଷୟ ରେ ମିଥ୍ଯା ଓ ମନ୍ଦ କଥାମାନ କହୁଛି। ଏହାଛଡ଼ା, ସେ ଖ୍ରୀଷ୍ଟଙ୍କ ପାଇଁ ସବୋ କରୁଥିବା ଭାଇମାନଙ୍କୁ ମଧ୍ଯ ସାହାୟ୍ଯ କରୁ ନାହିଁ। ଯେଉଁମାନେ ସହେି ଭାଇମାନଙ୍କୁ ସାହାୟ୍ଯ କରିବାକୁ ଚାହାଁନ୍ତି, ସମାନଙ୍କେୁ ମଧ୍ଯ ସେ ମନା କରୁଛି। ସେ ସମାନଙ୍କେୁ ମଣ୍ଡଳୀରୁ ବାହାର କରିଦିଏ।
translate sentence into Odia : Wherefore, if I come, I will remember his deeds which he doeth, prating against us with malicious words: and not content therewith, neither doth he himself receive the brethren, and forbiddeth them that would, and casteth them out of the church.
3john
ମାରେ ପ୍ରିୟ ବନ୍ଧୁ, ମନ୍ଦ ବିଷୟକୁ ଅନୁସରଣ କର ନାହିଁ, କିନ୍ତୁ ଉତ୍ତମ ବିଷୟର ଅନୁଗାମୀ ହୁଅ। ଉତ୍ତମ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କ ପାଖରୁ ଆସିଥାଏ। କିନ୍ତୁ ମନ୍ଦ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କୁ କବେେ ଦେଖି ନାହିଁ।
translate sentence into Odia : Beloved, follow not that which is evil, but that which is good. He that doeth good is of God: but he that doeth evil hath not seen God.
3john
ଦୀମୀତ୍ରିୟଙ୍କ ବିଷୟ ରେ ସମସ୍ତେ ଭଲକଥା କହନ୍ତି। ସମାନେେ ଯାହା କହନ୍ତି, ସତ୍ଯ ଏଥିର ସାକ୍ଷ୍ଯ ଦିଏ। ଆମ୍ଭେ ମଧ୍ଯ ତାହା ବିଷୟ ରେ ଭଲକଥା କହୁ, ଏବଂ ତୁମ୍ଭେ ଜାଣ ଯେ ଆମ୍ଭର ସାକ୍ଷ୍ଯ ସତ୍ଯ ଅଟେ।
translate sentence into Odia : Demetrius hath good report of all men, and of the truth itself: yea, and we also bear record; and ye know that our record is true.
3john
ମାରେ ତୁମ୍ଭକୁ କହିବା ପାଇଁ ବହୁତ ବିଷୟ ଅଛି। କିନ୍ତୁ ମୁଁ ତାହା କାଳି ଏବଂ କଲମ ରେ ଲେଖିବା ପାଇଁ ଚାହୁଁ ନାହିଁ।
translate sentence into Odia : I had many things to write, but I will not with ink and pen write unto thee:
3john
ମାରେ ତୁମ୍ଭ ସହିତ ଶୀଘ୍ର ଦଖାେ ହବେ ବୋଲି ଆଶା କରୁଛି। ସେତବେେଳେ ଆମ୍ଭେ ଏକାଠି ହାଇେ କଥା ହବୋ। ତୁମ୍ଭ ପ୍ରତି ଶାନ୍ତି ହେଉ। ମାରେ ଏଠା ରେ ଥିବା ବନ୍ଧୁମାନେ ତୁମ୍ଭ ପାଖକୁ ସମାନଙ୍କେର ପ୍ ରମେ ଜଣାଉଛନ୍ତି। ଦୟାକରି ଆମ୍ଭର ପ୍ ରମେ ସଠାେରେ ଥିବା ପ୍ରେତ୍ୟକକ ବନ୍ଧୁଙ୍କୁ ଜଣାଇବ।
translate sentence into Odia : But I trust I shall shortly see thee, and we shall speak face to face. Peace be to thee. Our friends salute thee. Greet the friends by name.
3john
ଏହା ଯୀଶୁଖ୍ରୀଷ୍ଟଙ୍କର ପ୍ରକାଶିତ ବାକ୍ଯ ଯାହା ଯାହା ଶୀଘ୍ର ଘଟିବ, ସେ ବିଷୟ ରେ ତାହାଙ୍କ ସବେକମାନଙ୍କୁ ଦଖାଇବୋ ପାଇଁ ପରମେଶ୍ବର ଯୀଶୁଙ୍କୁ ଏସବୁ ଦଇେଥିଲେ। ଖ୍ରୀଷ୍ଟ ତାହାଙ୍କର ଦୂତଙ୍କୁ ଏସବୁ ଦଖାଇବୋ ପାଇଁ ତାହାଙ୍କ ଦାସ ଯୋହନଙ୍କ ନିକଟକୁ ପାଇଲେ।
translate sentence into Odia : The Revelation of Jesus Christ, which God gave unto him, to shew unto his servants things which must shortly come to pass; and he sent and signified it by his angel unto his servant John:
revelation
ଯୋହନ ଯାହା ସବୁ ଦେଖିଲେ, ତାହାର ସାକ୍ଷ୍ଯ ସେ ଦେଲେ ଓ ପରମେଶ୍ବରଙ୍କର ଏହି ସତ୍ଯ ବାକ୍ଯ ଯୀଶୁଖ୍ରୀଷ୍ଟଙ୍କ ଦ୍ବାରା ଯୋହନଙ୍କୁ କୁହାଗଲା।
translate sentence into Odia : Who bare record of the word of God, and of the testimony of Jesus Christ, and of all things that he saw.
revelation
ଯେଉଁ ଲୋକମାନେ ପରମେଶ୍ବରଙ୍କ ଏହି ବାକ୍ଯ ପଢ଼ନ୍ତି, ଓ ଯେଉଁ ଲୋକମାନେ ଏହି ଭାବବାଣୀକୁ ଶୁଣନ୍ତି ଓ ଏଥି ରେ ଲଖାେଥିବା ବିଷୟଗୁଡ଼ିକୁ ପାଳନ କରନ୍ତି, ସମାନେେ ଧନ୍ଯ। କାରଣ ସମୟ ନିକଟବର୍ତ୍ତୀ।
translate sentence into Odia : Blessed is he that readeth, and they that hear the words of this prophecy, and keep those things which are written therein: for the time is at hand.
revelation
ଏସିଆ ପ୍ରଦେଶର ସାତାଟେି ମଣ୍ଡଳୀକୁ ମୁଁ, ଯୋହନ, ଏହା ଲେଖୁଅଛି : ଯେଉଁ ଈଶ୍ବର ଅତୀତ ରେ ଥିଲେ, ବର୍ତ୍ତମାନ ଅଛନ୍ତି ଓ ଭବିଷ୍ଯତ୍ ରେ ଆସୁଛନ୍ତି ଏବଂ ତାହାଙ୍କ ସିଂହାସନ ସମ୍ମୁଖ ରେ ଥିବା ସପ୍ତ ଆତ୍ମାଙ୍କଠାରୁ ଓ ଯୀଶୁଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କୁ ପ୍ରାପ୍ତ ହେଉ।
translate sentence into Odia : John to the seven churches which are in Asia: Grace be unto you, and peace, from him which is, and which was, and which is to come; and from the seven Spirits which are before his throne;
revelation
ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।
translate sentence into Odia : And from Jesus Christ, who is the faithful witness, and the first begotten of the dead, and the prince of the kings of the earth. Unto him that loved us, and washed us from our sins in his own blood,
revelation
ଯୀଶୁ ଆମ୍ଭମାନଙ୍କୁ ଗୋଟିଏ ରାଜ୍ଯ ସ୍ବରୂପ କରିଛନ୍ତି ଓ ସେ ଆମ୍ଭମାନଙ୍କୁ ତାହାଙ୍କ ପିତା ପରମେଶ୍ବରଙ୍କର ସବୋ ରେ ଯାଜକ ରୂପେ ନିୟୁକ୍ତ କରିଛନ୍ତି। ତାହାଙ୍କର ଗୌରବ ଓ ପରାକ୍ରମ ୟୁଗେ ୟୁଗେ ହେଉ। ଆମେନ୍।
translate sentence into Odia : And hath made us kings and priests unto God and his Father; to him be glory and dominion for ever and ever. Amen.
revelation
ଦେଖ, ଯୀଶୁ ମେଘମାଳା ରେ ଆସୁଅଛନ୍ତି। ପ୍ରେତ୍ୟକକ ଲୋକର ଚକ୍ଷୁ ତାହାଙ୍କୁ ଦେଖିବ ଏପରିକି ତାହାଙ୍କୁ ବିଦ୍ଧ କରିଥିବା ଲୋକମାନେ ମଧ୍ଯ ତାହାଙ୍କୁ ଦେଖିବେ। ଏ ପୃଥିବୀର ସବୁ ଜାତିର ଲୋକମାନେ ତାହାଙ୍କ ଆଗମନ ରେ ଉଚ୍ଚସ୍ବର ରେ ରୋଦନ କରିବେ। ହଁ, ଏହା ଘଟିବ। ଆମେନ୍।
translate sentence into Odia : Behold, he cometh with clouds; and every eye shall see him, and they also which pierced him: and all kindreds of the earth shall wail because of him. Even so, Amen.
revelation
ପ୍ରଭୁ ପରମେଶ୍ବର କହନ୍ତି, ମୁଁ "ଆରମ୍ଭ ଓ ଶଷେ" ("ଆଲ୍ଫା" ଓ "ଓମଗୋ") ମୁଁ ବର୍ତ୍ତମାନ ଅଛି, ଅତୀତ ରେ ଥିଲି ଓ ଭବିଷ୍ଯତ୍ ରେ ମଧ୍ଯ ରହିଥିବି। ମୁଁ ସର୍ବଶକ୍ତିମାନ।"
translate sentence into Odia : I am Alpha and Omega, the beginning and the ending, saith the Lord, which is, and which was, and which is to come, the Almighty.
revelation
ଯୀଶୁଙ୍କ ଦୁଃଖ ଭୋଗ ରାଜ୍ଯ ଓ ର୍ଧୈୟ୍ଯ ରେ ତୁମ୍ଭମାନଙ୍କର ସହଭାଗୀ ଭାଇ ମୁଁ ଯୋହନ, ପରମେଶ୍ବରଙ୍କ ବାକ୍ଯ ପ୍ରଚାର ଓ ଯୀଶୁଙ୍କର ସାକ୍ଷୀ ହବୋ ହତେୁ ନିର୍ବାସିତ ହାଇେ ପାତ୍ମ ଦ୍ବୀପରେ ଥିଲି କାରଣ ମୁଁ ପରମେଶ୍ବରଙ୍କର ବାକ୍ଯ ପ୍ରଚାର କଲି। ମୁଁ ଯୀଶୁଙ୍କ ବିଷୟ ରେ ସାକ୍ଷ୍ଯ ଦଲେି।
translate sentence into Odia : I John, who also am your brother, and companion in tribulation, and in the kingdom and patience of Jesus Christ, was in the isle that is called Patmos, for the word of God, and for the testimony of Jesus Christ.
revelation
ପ୍ରଭୁଙ୍କ ଦିନ ରେ ପବିତ୍ର ଆତ୍ମା ମାେତେ ସମ୍ପୂର୍ଣ୍ଣରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।
translate sentence into Odia : I was in the Spirit on the Lord's day, and heard behind me a great voice, as of a trumpet,
revelation
ସହେି ସ୍ବର ମାେତେ କହିଲା, "ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତାଟେି ମଣ୍ଡଳୀ ଏଫିସ, ସ୍ମର୍ଣ୍ଣା, ପର୍ଗମ, ଥିୟତୀର ସାର୍ଦ୍ଦୀ, ଫିଲାଦଲଫେିଆ ଓ ଲାଓଦିକିଆକୁ ପଠାଅ।
translate sentence into Odia : Saying, I am Alpha and Omega, the first and the last: and, What thou seest, write in a book, and send it unto the seven churches which are in Asia; unto Ephesus, and unto Smyrna, and unto Pergamos, and unto Thyatira, and unto Sardis, and unto Philadelphia, and unto Laodicea.
revelation
ମୁଁ ବୁଲିପଡ଼ି ଦେଖିବାକୁ ଚାହିଁଲି ଯେ, କିଏ ମାେତେ ଏହିକଥା କହୁଛନ୍ତି। ମୁଁ ଯେତବେେଳେ ବୁଲିପଡ଼ିଲି, ସେତବେେଳେ ସାତାଟେି ସୁନାର ଦୀପରୁଖା ଦେଖିଲି।
translate sentence into Odia : And I turned to see the voice that spake with me. And being turned, I saw seven golden candlesticks;
revelation
ସହେି ସାତାଟେି ସୁନାର ଦୀପରୁଖା ମଝି ରେ: "ମନୁଷ୍ଯ ପୁତ୍ରଙ୍କ ପରି" ଜଣେ ଠିଆ ହାଇେଛନ୍ତି। ସେ ଗୋଟିଏ ଲମ୍ବା ପୋଷାକ ପିନ୍ଧିଥିଲେ। ସେ ତାହାଙ୍କ ଛାତି ରେ ଗୋଟିଏ ସୁନାର ପଟୁକା ପିନ୍ଧିଲେ।
translate sentence into Odia : And in the midst of the seven candlesticks one like unto the Son of man, clothed with a garment down to the foot, and girt about the paps with a golden girdle.
revelation
ତାହାଙ୍କ ମୁଣ୍ଡ ଓ ବାଳ ଶୁଭ୍ର ପଶମ ଓ ହିମ ପରି ଶୁଭ୍ର ଥିଲା। ତାହାଙ୍କ ଆଖି ଅଗ୍ନିଶିଖା ପରି ଦଖାଯାେଉଥିଲା।
translate sentence into Odia : His head and his hairs were white like wool, as white as snow; and his eyes were as a flame of fire;
revelation
ତାହାଙ୍କ ପାଦ ଯେପରି, ପିତ୍ତଳ ନିଆଁ ଭାଟି ରେ ଦଖାଯାେଏ ସହେିପରି ଶୁଦ୍ଧ ଦଖାଯାେଉଥିଲା। ତାହାଙ୍କ ସ୍ବର ବନ୍ଯାଜଳର ଗର୍ଜନ ଭଳି ଥିଲା।
translate sentence into Odia : And his feet like unto fine brass, as if they burned in a furnace; and his voice as the sound of many waters.
revelation
ସେ ତାହାଙ୍କ ଡାହାଣ ହାତ ରେ ସାତାଟେି ନକ୍ଷତ୍ର ଧରିଥିଲେ। ତାହାଙ୍କ ମୁଖ ଭିତରୁ ତୀକ୍ଷ୍ଣ ଦୁଇଧାର ୟୁକ୍ତ ଖଡ୍ଗ ବାହାରି ଆସିଲା। ସେ ମଧ୍ଯାହ୍ନ ସୂର୍ୟ୍ଯଭଳି ତଜେୋମୟ ଦଖାଯାେଉଥିଲେ।
translate sentence into Odia : And he had in his right hand seven stars: and out of his mouth went a sharp twoedged sword: and his countenance was as the sun shineth in his strength.
revelation
ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମାେ ଉପରେ ଆପଣା ଡ଼ାହାଣ ହାତ ରଖି ସେ କହିଲେ, "ଭୟ କର ନାହିଁ। ମୁଁ ପ୍ରଥମ ଓ ଶଷେ।"
translate sentence into Odia : And when I saw him, I fell at his feet as dead. And he laid his right hand upon me, saying unto me, Fear not; I am the first and the last:
revelation
ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବଳେ ପାଇଁ ଜୀବିତ ହାଇେଅଛି। ମାେ ପାଖ ରେ ମୃତ୍ଯୁ ଓ ପାତାଳର ଚାବି ରହିଛି।
translate sentence into Odia : I am he that liveth, and was dead; and, behold, I am alive for evermore, Amen; and have the keys of hell and of death.
revelation
ତେଣୁ ତୁମ୍ଭେ ଦେଖିଥିବା କଥା ଲେଖ। ବର୍ତ୍ତମାନ ଯାହା ଘଟୁଛି ଓ ଭବିଷ୍ଯତ୍ ରେ ଯାହା ଘଟିବ, ସେ ସବୁ ଲେଖ।
translate sentence into Odia : Write the things which thou hast seen, and the things which are, and the things which shall be hereafter;
revelation
ମାରେ ଡ଼ାହାଣ ହାତ ରେ ଯେଉଁ ସାତାଟେି ନକ୍ଷତ୍ର ଦେଖିଲ, ତାହାର ଓ ସାତଟି ସୁନାର ଦୀପରୁଖାର ନିଗୂଢ଼ ଅର୍ଥ ଏହିପରି ଅଟେ : ସାତ ଦୀପରୁଖା ହେଉଛି ସାତାଟେି ମଣ୍ଡଳୀ। ସାତ ନକ୍ଷତ୍ର ହେଉଛନ୍ତି ସାତାଟେି ମଣ୍ଡଳୀର ଦୂତ।"
translate sentence into Odia : The mystery of the seven stars which thou sawest in my right hand, and the seven golden candlesticks. The seven stars are the angels of the seven churches: and the seven candlesticks which thou sawest are the seven churches.
revelation
ଏଫିସ ନଗରର ମଣ୍ଡଳୀର ଦୂତଙ୍କୁ ଏହା ଲେଖ :
translate sentence into Odia : Unto the angel of the church of Ephesus write; These things saith he that holdeth the seven stars in his right hand, who walketh in the midst of the seven golden candlesticks;
revelation
ମୁଁ ତୁମ୍ଭର କାର୍ୟ୍ଯ ଜାଣେ, ତୁମ୍ଭେ ଯେ କଠିନ ପରିଶ୍ରମ କର ଓ ଅସୀମ ର୍ଧୈୟ୍ଯଧରି ରଖିଥାଅ। ତୁମ୍ଭେ ଯେ ମନ୍ଦ ଲୋକଙ୍କୁ ଗ୍ରହଣ କର ନାହିଁ, ଏହା ମଧ୍ଯ ମୁଁ ଜାଣେ। ଯେଉଁମାନେ ପ୍ରକୃତ ରେ ପ୍ ରରେିତ ନ ହେଲେ ହେଁ ନିଜକୁ ପ୍ ରରେିତ ବୋଲି କହନ୍ତି ; ସମାନଙ୍କେୁ ତୁମ୍ଭେ ପରୀକ୍ଷା କରିଛ ଏବଂ ସମାନେେ ଯେ ମିଥ୍ଯାବାଦୀ ଅଟନ୍ତି, ଏହା ତୁମ୍ଭେ ଚିହ୍ନି ପାରିଛ।
translate sentence into Odia : I know thy works, and thy labour, and thy patience, and how thou canst not bear them which are evil: and thou hast tried them which say they are apostles, and are not, and hast found them liars:
revelation
ମୁଁ ଜାଣେ ତୁମ୍ଭର ବହୁତ ର୍ଧୈୟ୍ଯ ଅଛି କାରଣ ତୁମ୍ଭେ ମାେ ନାମ ନିମନ୍ତେ କଷ୍ଟ ସହିଛି ଓ ଏସବୁ କରିବା ରେ ତୁମ୍ଭେ କ୍ଲାନ୍ତ ହାଇେ ପଡ଼ିନାହଁ।
translate sentence into Odia : And hast borne, and hast patience, and for my name's sake hast laboured, and hast not fainted.
revelation
କିନ୍ତୁ ତୁମ୍ଭ ବିରୁଦ୍ଧ ରେ ମାରେ ଏହି କଥା ଅଛି : ତୁମ୍ଭର ଆରମ୍ଭ ରେ ଯେଉଁ ପ୍ ରମେ ଥିଲା, ତୁମ୍ଭେ ସହେି ପ୍ ରମେ ହରାଇଛ।
translate sentence into Odia : Nevertheless I have somewhat against thee, because thou hast left thy first love.
revelation
ତେଣୁ କେଉଁଠାରୁ ତୁମ୍ଭର ପତନର ଆରମ୍ଭ ହାଇେଅଛି, ତାହା ମନେ ପକାଅ। ହୃଦୟ ପରିବର୍ତ୍ତନ କରି ଅନୁତାପ କର ଓ ପୂର୍ବରୁ କରୁଥିବା କାର୍ୟ୍ଯଗୁଡ଼ିକ କର। ତୁମ୍ଭେ ଯଦି ବଦଳିବ ନାହିଁ ତବେେ ମୁଁ ଆସି ତୁମ୍ଭର ଦୀପରୁଖାକୁ ତା'ର ସ୍ଥାନରୁ ଅଲଗା କରି ଦବେି।
translate sentence into Odia : Remember therefore from whence thou art fallen, and repent, and do the first works; or else I will come unto thee quickly, and will remove thy candlestick out of his place, except thou repent.
revelation
ତୁମ୍ଭେ କେତକେ ଉତ୍ତମ କାର୍ୟ୍ଯ କରୁଛି। ତୁମ୍ଭେ ନିକଲାୟତୀୟମାନଙ୍କର କାର୍ୟ୍ଯ କଳାପକୁ ଘୃଣା କର। ମୁଁ ମଧ୍ଯ ସମାନଙ୍କେର କାର୍ୟ୍ଯକୁ ଘୃଣା କରେ।
translate sentence into Odia : But this thou hast, that thou hatest the deeds of the Nicolaitanes, which I also hate.
revelation
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।"
translate sentence into Odia : He that hath an ear, let him hear what the Spirit saith unto the churches; To him that overcometh will I give to eat of the tree of life, which is in the midst of the paradise of God.
revelation