output
stringlengths
1
10.9k
input
stringclasses
1 value
instruction
stringlengths
34
702
category
stringlengths
3
20
ସହେି ସମୟରେ ଲୋକମାନେ ମରଣ ଚାହିଁଲେ, କିନ୍ତୁ ମରିପାରିବେ ନାହିଁ। ମରଣ ଖାଜେିବା ସତ୍ତ୍ବେ ମରଣ ସମାନଙ୍କେୁ ମିଳିବ ନାହିଁ।
translate sentence into Odia : And in those days shall men seek death, and shall not find it; and shall desire to die, and death shall flee from them.
revelation
ସହେି ପଙ୍ଗପାଳମାନେ ୟୁଦ୍ଧ ପାଇଁ ସୁସଜ୍ଜିତ ଅଶ୍ବପରି ଥିଲେ। ସମାନଙ୍କେର ମସ୍ତକ ସୁବର୍ଣ୍ଣ ମୁକୁଟ ଭଳି ଦଖାଯାେଉଥିବା କିଛି ଥିଲା। ସମାନଙ୍କେର ମୁହଁ ମଣିଷ ପରି ଥିଲା।
translate sentence into Odia : And the shapes of the locusts were like unto horses prepared unto battle; and on their heads were as it were crowns like gold, and their faces were as the faces of men.
revelation
ସ୍ତ୍ରୀମାନଙ୍କର କେଶ ପରି ସମାନଙ୍କେର କେଶ ଥିଲା। ସମାନଙ୍କେର ଦାନ୍ତ ସିଂହ ଦାନ୍ତ ପରି ଥିଲା।
translate sentence into Odia : And they had hair as the hair of women, and their teeth were as the teeth of lions.
revelation
ସମାନେେ ଛାତି ରେ ଲୁହାର ସାଞ୍ଜୁ ପିନ୍ଧିଲା ଭଳି ଦିଶୁଥିଲେ। ସମାନଙ୍କେର ଡ଼ଣୋର ଶବ୍ଦ ୟୁଦ୍ଧକୁ ଦୌଡ଼ୁଥିବା ଅନକେ ଘାଡ଼ୋ ଓ ରଥର ଶବ୍ଦ ଭଳି ଥିଲା।
translate sentence into Odia : And they had breastplates, as it were breastplates of iron; and the sound of their wings was as the sound of chariots of many horses running to battle.
revelation
ବିଛାର ନାହୁଡ଼ ଭଳି ସମାନଙ୍କେ ଲାଙ୍ଗୁଡ଼ ରେ ନାହୁଡ଼ ଥିଲା। ପାଞ୍ଚମାସ ପର୍ୟ୍ଯନ୍ତ ଲୋକମାନଙ୍କୁ ୟନ୍ତ୍ରଣା ଦବୋ ପାଇଁ ସମାନଙ୍କେୁ ଯେଉଁ କ୍ଷମତା ଦିଆଯାଇଥିଲା, ତାହା ସମାନଙ୍କେ ଲାଙ୍ଗୁଡ଼ ରେ ଥିଲା।
translate sentence into Odia : And they had tails like unto scorpions, and there were stings in their tails: and their power was to hurt men five months.
revelation
ପାତାଳସ୍ଥ ସହେି ଅତଳ ଗହ୍ବରର ଦୂତ ପଙ୍ଗପାଳମାନଙ୍କର ରାଜା ଥିଲେ। ତାହାଙ୍କର ନାମ ଏବ୍ରୀ ଭାଷା ରେ 'ଅବଦ୍ଦୋନ୍' ଓ ଗ୍ରୀକ୍ ଭାଷା ରେ 'ଅପଲିଯୋନ' (ବିନାଶକ) ଥିଲା।
translate sentence into Odia : And they had a king over them, which is the angel of the bottomless pit, whose name in the Hebrew tongue is Abaddon, but in the Greek tongue hath his name Apollyon.
revelation
ପ୍ରଥମ କ୍ଲେଶଟି ଶଷେ ହାଇଗେଲା, ଏହାପରେ ଆହୁରି ଦୁଇଟି ବଡ଼ କ୍ଲେଶ ଆସିବ।
translate sentence into Odia : One woe is past; and, behold, there come two woes more hereafter.
revelation
ତା'ପରେ ଷଷ୍ଠ ସ୍ବର୍ଗଦୂତ ତୂରୀ ବଜାଇଲେ। ମୁଁ ପରମେଶ୍ବରଙ୍କ ସମ୍ମୁଖ ରେ ଥିବା ସୁନା ବଦେୀର ଚାରି ଶୃଙ୍ଗ ମଧ୍ଯରୁ ଗୋଟିଏ ସ୍ବର ଶୁଣିଲି।
translate sentence into Odia : And the sixth angel sounded, and I heard a voice from the four horns of the golden altar which is before God,
revelation
ଏହି ସ୍ବର ତୂରୀ ଧରିଥିବା ଷଷ୍ଠ ଦୂତଙ୍କୁ କହିଲା, "ଫରାତ୍ ମହାନଦୀ ରେ ବନ୍ଧା ହାଇେ ରହିଥିବା ଗ୍ଭରି ଜଣ ସ୍ବର୍ଗଦୂତଙ୍କୁ ମୁକ୍ତ କରିଦିଅ।"
translate sentence into Odia : Saying to the sixth angel which had the trumpet, Loose the four angels which are bound in the great river Euphrates.
revelation
ତେଣୁ ଯେଉଁ ଚାରି ଜଣ ଦୂତଙ୍କୁ ପୃଥିବୀର ଏକ ତୃତୀଯାଂଶ ଲୋକମାନଙ୍କର ପ୍ରାଣନାଶ କରିବାକୁ ସହେି ଘଣ୍ଟା, ଦିନ, ମାସ ଓ ସହେି ବର୍ଷ ପର୍ୟ୍ଯନ୍ତ ପ୍ରସ୍ତୁତ କରି ରଖାଯାଇଥିଲା, ସମାନଙ୍କେୁ ମୁକ୍ତ କରାଗଲା।
translate sentence into Odia : And the four angels were loosed, which were prepared for an hour, and a day, and a month, and a year, for to slay the third part of men.
revelation
ଅଶ୍ବାରୋହୀ ସୈନ୍ଯ କୋଡ଼ିଏ କୋଟି ବୋଲି ମୁଁ ଶୁଣିବାକୁ ପାଇଲି।
translate sentence into Odia : And the number of the army of the horsemen were two hundred thousand thousand: and I heard the number of them.
revelation
ମାେ ଦର୍ଶନ ରେ ମୁଁ ଅଶ୍ବ ଓ ଅଶ୍ବାରୋହୀମାନଙ୍କୁ ଦେଖିଲି। ସମାନେେ ନୀଳକାନ୍ତ ମଣି ତୁଲ୍ଯ ଲୋହିତ, ନୀଳକାନ୍ତ ମଣି ତୁଲ୍ଯ ନୀଳ ଓ ଗନ୍ଧକ ପରି ହଳଦିଆ ବର୍ଣ୍ଣର ସାଞ୍ଜୁ ଛାତି ରେ ପିନ୍ଧିଥିଲେ। ଅଶ୍ବମାନଙ୍କର ମୁଣ୍ଡ ସିଂହର ମୁଣ୍ଡ ପରି ଦଖାଯାେଉଥିଲା। ସମାନଙ୍କେ ମୁଖରୁ ଅଗ୍ନି, ଧୂଆଁ ଓ ଗନ୍ଧକ ବାହାରୁଥିଲା।
translate sentence into Odia : And thus I saw the horses in the vision, and them that sat on them, having breastplates of fire, and of jacinth, and brimstone: and the heads of the horses were as the heads of lions; and out of their mouths issued fire and smoke and brimstone.
revelation
ସମାନଙ୍କେ ମୁହଁରୁ ବାହାରୁଥିବା ଏହି ତିନୋଟି ମହାମାରୀ ଅଗ୍ନି, ଧୂଆଁ ଓ ଗନ୍ଧକ ହତେୁ ମନୁଷ୍ଯ ଜାତିର ଏକ ତୃତୀଯାଂଶ ପ୍ରାଣ ହରାଇଲେ।
translate sentence into Odia : By these three was the third part of men killed, by the fire, and by the smoke, and by the brimstone, which issued out of their mouths.
revelation
ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ବାରା ପ୍ରାଣ ହରାଇ ନ ଥିଲେ, ସମାନେେ ତଥାପି ସମାନଙ୍କେର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସମାନେେ ତହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ଯ ନିଜକୁ ଦୂ ରଇେ ଦେଲେ ନାହିଁ। ସମାନେେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠ ରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଚାଲିପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ।
translate sentence into Odia : And the rest of the men which were not killed by these plagues yet repented not of the works of their hands, that they should not worship devils, and idols of gold, and silver, and brass, and stone, and of wood: which neither can see, nor hear, nor walk:
revelation
ତା'ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ବର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ବାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶାେଭା ପାଉଥିଲା। ତାହାଙ୍କର ମୁଖ ସୂର୍ୟ୍ଯଙ୍କ ପରି ଉଜ୍ଜ୍ବଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା।
translate sentence into Odia : And I saw another mighty angel come down from heaven, clothed with a cloud: and a rainbow was upon his head, and his face was as it were the sun, and his feet as pillars of fire:
revelation
ସହେି ଦୂତଙ୍କ ହାତ ରେ ଗୋଟିଏ କ୍ଷୁଦ୍ର ଖୋଲା ଚର୍ମପତ୍ର ଥିଲା। ସେ ତାହାଙ୍କର ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ସ୍ଥଳଭାଗ ଉପରେ ରଖିଥିଲେ।
translate sentence into Odia : And he had in his hand a little book open: and he set his right foot upon the sea, and his left foot on the earth,
revelation
ମୁଁ ଏହା ଲେଖିବାକୁ ପ୍ରସ୍ତୁତ ହଲିେ। ସେତବେେଳେ ମାେତେ ଆକାଶବାଣୀ ଶୁଭିଲା, "ସାତ ବଜ୍ର ଯାହା କହିଲେ, ତାହା ଲେଖ ନାହିଁ। ସଗେୁଡ଼ିକ ଗୁପ୍ତ ରଖ।"
translate sentence into Odia : And when the seven thunders had uttered their voices, I was about to write: and I heard a voice from heaven saying unto me, Seal up those things which the seven thunders uttered, and write them not.
revelation
ତା'ପରେ ସହେି ସ୍ବର୍ଗଦୂତ ଯକେି ସମୁଦ୍ର ଓ ପୃଥିବୀ ଉପରେ ପାଦଦଇେ ଠିଆ ହାଇେଥିବାର ମୁଁ ଦେଖିଲି, ସେ ତାହାଙ୍କ ଦକ୍ଷିଣ ହସ୍ତ ସ୍ବର୍ଗକୁ ଉଠାଇଲେ।
translate sentence into Odia : And the angel which I saw stand upon the sea and upon the earth lifted up his hand to heaven,
revelation
ଯେ ନିତ୍ଯଜୀବିତ, ଯେ ଆକାଶ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ଏବଂ ପୃଥିବୀ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ସୃଷ୍ଟି କରିଛନ୍ତି, ତାହାଙ୍କ ନାମ ରେ ସହେି ସ୍ବର୍ଗଦୂତ ଶପଥକରି କହିଲେ, "ଆଉ ଅଧିକ ବିଳମ୍ବ ହବେ ନାହିଁ।
translate sentence into Odia : And sware by him that liveth for ever and ever, who created heaven, and the things that therein are, and the earth, and the things that therein are, and the sea, and the things which are therein, that there should be time no longer:
revelation
କିନ୍ତୁ ସପ୍ତମ ଦୂତ ସହେି ଦିନମାନଙ୍କ ରେ ତୂରୀ ବଜାନ୍ତେ ପରମେଶ୍ବର ଆପଣା ସବେକ ଭବିଷ୍ଯତ୍ ବକ୍ତାମାନଙ୍କୁ କହିଥିବା ବାକ୍ଯ ଅନୁସାରେ ତାହାଙ୍କର ଗୁପ୍ତ ଯୋଜନା ସମ୍ପୂର୍ଣ୍ଣ ହବେ।"
translate sentence into Odia : But in the days of the voice of the seventh angel, when he shall begin to sound, the mystery of God should be finished, as he hath declared to his servants the prophets.
revelation
ତା'ପରେ ମୁଁ ସହେି ସ୍ବର ସ୍ବର୍ଗରୁ ପୁଣି ଥରେ ଶୁଣିଲି। ସେ ସ୍ବର ମାେତେ କହିଲା, "ଯାଅ ଓ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହାଇେଥିବା ଦୂତଙ୍କ ହାତରୁ ଖାେଲା ଚର୍ମପତ୍ରଟି ନିଅ।"
translate sentence into Odia : And the voice which I heard from heaven spake unto me again, and said, Go and take the little book which is open in the hand of the angel which standeth upon the sea and upon the earth.
revelation
ତେଣୁ ମୁଁ ଦୂତଙ୍କ ପାଖକୁ ଯାଇ କ୍ଷୁଦ୍ର ଚର୍ମପତ୍ରଟି ମାଗିଲି। ସେ ମାେତେ କହିଲେ, "ଏହାକୁ ନିଅ ଓ ଏହା ଖାଅ। ଏହା ତୁମ୍ଭ ପଟେକୁ ଖଟା ଲାଗିବ, କିନ୍ତୁ ତୁମ୍ଭ ମୁହଁକୁ ମହୁ ପରି ମିଠା ଲାଗିବ।"
translate sentence into Odia : And I went unto the angel, and said unto him, Give me the little book. And he said unto me, Take it, and eat it up; and it shall make thy belly bitter, but it shall be in thy mouth sweet as honey.
revelation
ତେଣୁ ମୁଁ ତାହାଙ୍କ ହସ୍ତରୁ କ୍ଷୁଦ୍ର ଚର୍ମପତ୍ର ନଲେି ଓ ଖାଇଲି। ମାେ ପାଟିକୁ ତାହା ମିଠା ଲାଗିଲା, କିନ୍ତୁ ଯେତବେେଳେ ମୁଁ ଏହାକୁ ଢ଼ୋକିଲି, ପଟେ ରେ ଏହା ଖଟା ଲାଗିଲା।
translate sentence into Odia : And I took the little book out of the angel's hand, and ate it up; and it was in my mouth sweet as honey: and as soon as I had eaten it, my belly was bitter.
revelation
ତା'ପରେ ସମାନେେ ମାେତେ କହିଲେ, "ଅନକେ ଦେଶ, ଜାତି, ଭାଷା ଓ ରାଜାମାନଙ୍କ ବିଷୟ ରେ ତୁମ୍ଭକୁ ଆହୁରି ଭବିଷ୍ଯଦ୍ ବାଣୀ କହିବାକୁ ପଡ଼ିବ।"
translate sentence into Odia : And he said unto me, Thou must prophesy again before many peoples, and nations, and tongues, and kings.
revelation
ତା'ପରେ ମାେତେ ବୁଲାବାଡ଼ି ଲମ୍ବର ଗୋଟିଏ ମାପଦଣ୍ଡ ଦିଆଗଲା। ମାେତେ କୁହାଗଲା, "ଯାଅ ପରମେଶ୍ବରଙ୍କର ମନ୍ଦିର, ବଦେୀକୁ ମାପ, ଏବଂ ସଠାେରେ ଉପାସନା କରୁଥିବା ଲୋକମାନଙ୍କର ସଂଖ୍ଯା ଗଣନା କର।
translate sentence into Odia : And there was given me a reed like unto a rod: and the angel stood, saying, Rise, and measure the temple of God, and the altar, and them that worship therein.
revelation
କିନ୍ତୁ ମନ୍ଦିରର ବାହାର ଅଗଣା ମାପ ନାହିଁ। ତାହାକୁ ସହେିପରି ଛାଡ଼ି ଦିଅ, କାରଣ ତାହା ଅଣୟିହୁଦୀୟ ଦେଶଗୁଡ଼ିକର ଲୋକମାନଙ୍କୁ ଦିଆଯାଇଛି। ସହେି ଲୋକମାନେ ବଯାଳିଶମାସ ପର୍ୟ୍ଯନ୍ତ ପବିତ୍ର ନଗରକୁ ପଦଦଳିତ କରିବେ।
translate sentence into Odia : But the court which is without the temple leave out, and measure it not; for it is given unto the Gentiles: and the holy city shall they tread under foot forty and two months.
revelation
ମୁଁ ମାରଦେୁଇ ସାକ୍ଷୀଙ୍କୁ କ୍ଷମତା ଦବେି। ସମାନେେ 12 60 ଦିନ ପର୍ୟ୍ଯନ୍ତ ଅଖା ପିନ୍ଧି ଭବିଷ୍ଯଦ୍ ବାଣୀ କହିବେ।"
translate sentence into Odia : And I will give power unto my two witnesses, and they shall prophesy a thousand two hundred and threescore days, clothed in sackcloth.
revelation
ଏହି ଦୁଇ ସାକ୍ଷୀ ହେଉଛନ୍ତି, ପୃଥିବୀ ରେ ପ୍ରଭୁଙ୍କ ସମ୍ମୁଖ ରେ ଠିଆ ହାଇେଥିବା ଦୁଇ ବୀଜ ବୃକ୍ଷ ଓ ଦୁଇ ଦୀପରୁଖା।
translate sentence into Odia : These are the two olive trees, and the two candlesticks standing before the God of the earth.
revelation
ଯଦି କହେି ସମାନଙ୍କେର କ୍ଷତି କରିବାକୁ ଚା ହେଁ, ତା' ହେଲ ସମାନଙ୍କେର ମୁହଁରୁ ବାହାରୁଥିବା ଅଗ୍ନି ସମାନଙ୍କେୁ ଧ୍ବଂସ କରିବ। ଯଦି କୌଣସି ଲୋକ ସମାନଙ୍କେର କ୍ଷତି କରିବାକୁ ଚେଷ୍ଟା କରେ, ସେ ଏହିପରିଭାବେ ମୃତ୍ଯୁ ଭୋଗ କରିବ।
translate sentence into Odia : And if any man will hurt them, fire proceedeth out of their mouth, and devoureth their enemies: and if any man will hurt them, he must in this manner be killed.
revelation
ଏହି ଦୁଇଜଣ ଭବିଷ୍ଯଦ୍ ବାଣୀ କହିବା ବେଳେ ଯେପରି ବର୍ଷା ନ ହୁଏ, ସେଥିନିମନ୍ତେ ଆକାଶକୁ ରୁଦ୍ଧ କରିବା ନିମନ୍ତେ ସମାନଙ୍କେର କ୍ଷମତା ଅଛି। ଜଳକୁ ରକ୍ତ ରେ ପରିଣତ କରିବାର କ୍ଷମତା ସମାନଙ୍କେର ଅଛି। ପୃଥିବୀକୁ ପ୍ରେତ୍ୟକକ ପ୍ରକାରର ମହାମାରୀ ଦ୍ବାରା କଷ୍ଟ ଦବୋର କ୍ଷମତା ସମାନଙ୍କେର ଅଛି। ସମାନେେ ସମାନଙ୍କେର ନିଜ ଇଚ୍ଛା ଅନୁସାରେ ଯେତେଥର ଚାହିଁବେ, ସତେଥର ଏହା କରି ପାରିବେ।
translate sentence into Odia : These have power to shut heaven, that it rain not in the days of their prophecy: and have power over waters to turn them to blood, and to smite the earth with all plagues, as often as they will.
revelation
ସମାନଙ୍କେର ସାକ୍ଷ୍ଯ ଦବୋ ସମୟ ସରିୟିବା ପରେ ସହେି ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ସେ ସମାନଙ୍କେୁ ପରାସ୍ତ କରି ହତ୍ଯା କରିବ।
translate sentence into Odia : And when they shall have finished their testimony, the beast that ascendeth out of the bottomless pit shall make war against them, and shall overcome them, and kill them.
revelation
ଏହି ଦୁଇ ସାକ୍ଷୀଙ୍କର ଶରୀର ମହାନଗରୀର ରାସ୍ତା ରେ ପଡ଼ିରହିବ। ଏହି ନଗରର ନାମ 'ସଦୋମ' ଓ 'ମିସର'। ନଗରର ନାମଗୁଡ଼ିକର ବିଶଷେ ଅର୍ଥ ରହିଛି। ଏହି ନଗର ରେ ସମାନଙ୍କେର ପ୍ରଭୁଙ୍କୁ ମଧ୍ଯ କ୍ରୁଶ ରେ ଚଢ଼ାଇ ମାରି ଦିଆଯାଇଥିଲା।
translate sentence into Odia : And their dead bodies shall lie in the street of the great city, which spiritually is called Sodom and Egypt, where also our Lord was crucified.
revelation
ସାଢ଼େ ତିନିଦିନ ପର୍ୟ୍ଯନ୍ତ ସମସ୍ତ ମଣିଷ ଜାତି, ସମସ୍ତ ଗୋଷ୍ଠୀ, ସମସ୍ତ ଭାଷା ଏବଂ ସମସ୍ତ ରାଷ୍ଟ୍ରର ଲୋକମାନେ ସମାନଙ୍କେର ଶବ ଦେଖିବେ। କିନ୍ତୁ ସମାନେେ ସମାନଙ୍କେର ସମାଧିସ୍ଥ ହବୋକୁ ଦବେେ ନାହିଁ।
translate sentence into Odia : And they of the people and kindreds and tongues and nations shall see their dead bodies three days and an half, and shall not suffer their dead bodies to be put in graves.
revelation
ସମାନଙ୍କେର ମୃତ୍ଯୁ ରେ ପୃଥିବୀର ଲୋକେ ଖୁସି ହବେେ। ସମାନେେ ଭୋଜି କରିବେ ଓ ପରସ୍ପର ଭିତ ରେ ଉପହାର ଦିଆନିଆ କରିବେ। ସମାନେେ ଏପରି କରିବେ, କାରଣ ଏହି ଦୁଇଜଣ ସାକ୍ଷୀ ପୃଥିବୀବାସୀଙ୍କୁ ବହୁତ ୟନ୍ତ୍ରଣା ଦଇେଥିଲେ।
translate sentence into Odia : And they that dwell upon the earth shall rejoice over them, and make merry, and shall send gifts one to another; because these two prophets tormented them that dwelt on the earth.
revelation
କିନ୍ତୁ ସାଢ଼େ ତିନି ଦିନ ପରେ ପରମେଶ୍ବରଙ୍କଠାରୁ ଜୀବନୀ ଶକ୍ତି ସହେି ଦୁଇଜଣ ଭବିଷ୍ଯଦ୍ ବକ୍ତାଙ୍କ ଭିତ ରେ ପ୍ରବେଶ କଲା। ସମାନେେ ସମାନଙ୍କେର ପାଦ ରେ ଉଠି ଠିଆ ହେଲେ। ସମାନଙ୍କେୁ ଦେଖିବା ଲୋକମାନେ ବହୁତ ଭୟ କଲେ।
translate sentence into Odia : And after three days and an half the Spirit of life from God entered into them, and they stood upon their feet; and great fear fell upon them which saw them.
revelation
ତା'ପରେ ସହେି ଦୁଇଜଣ ସାକ୍ଷୀ ସ୍ବର୍ଗରୁ ଆସୁଥିବା ଗୋଟିଏ ଉଚ୍ଚ ସ୍ବର ଶୁଣିପାରିଲେ, "ଏଠାକୁ ଉଠି ଆସ।" ଏହା ଶୁଣି ଦୁଇ ଜଣ ଭବିଷ୍ଯଦ୍ ବକ୍ତା ମେଘ ଦ୍ବାରା ସ୍ବର୍ଗକୁ ଗଲେ। ଏହା ସମାନଙ୍କେର ଶତ୍ରୁମାନେ ଦେଖୁଥିଲେ।
translate sentence into Odia : And they heard a great voice from heaven saying unto them, Come up hither. And they ascended up to heaven in a cloud; and their enemies beheld them.
revelation
ଠିକ୍ ସହେି ସମୟରେ ଏକ ମହା ଭୂମିକମ୍ପ ହେଲା। ନଗରର ଏକ ଦଶମାଂଶ ନଷ୍ଟ ହାଇଗେଲା। ସାତ ହଜାର ଲୋକ ପ୍ରାଣ ହରାଇଲେ। ପ୍ରାଣ ହରାଇ ନ ଥିବା ଲୋକମାନେ ଅଧିକ ଭୟ କଲେ। ସମାନେେ ସ୍ବର୍ଗର ପରମେଶ୍ବରଙ୍କୁ ଗୌରବ ଦେଲେ।
translate sentence into Odia : And the same hour was there a great earthquake, and the tenth part of the city fell, and in the earthquake were slain of men seven thousand: and the remnant were affrighted, and gave glory to the God of heaven.
revelation
ଦ୍ବିତୀୟ କ୍ଲେଶ ଦୂର ହେଲା। ତୃତୀୟ କ୍ଲେଶଟି ଖୁବ୍ ଶୀଘ୍ର ଆସୁଛି।
translate sentence into Odia : The second woe is past; and, behold, the third woe cometh quickly.
revelation
ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ବର୍ଗ ରେ ଉଚ୍ଚ ସ୍ବରମାନ ଶୁଣାଗଲା। ସମାନେେ କହିଲେ,
translate sentence into Odia : And the seventh angel sounded; and there were great voices in heaven, saying, The kingdoms of this world are become the kingdoms of our Lord, and of his Christ; and he shall reign for ever and ever.
revelation
ସହେି ପ୍ରାଚୀନମାନେ କହିଲେ :
translate sentence into Odia : Saying, We give thee thanks, O LORD God Almighty, which art, and wast, and art to come; because thou hast taken to thee thy great power, and hast reigned.
revelation
ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କୋରଧ କରିଥିଲେ, କିନ୍ତୁ ବର୍ତ୍ତମାନ ତୁମ୍ଭ କୋରଧର ସମୟ ଉପସ୍ଥିତ, ମୃତମାନଙ୍କର ବିଚାର ସମୟ ଆସିଛି ; ତୁମ୍ଭ ସବେକମାନଙ୍କୁ ଭବିଷ୍ଯତ୍ ବକ୍ତାମାନଙ୍କୁ ପୁରସ୍କାର ଦବୋର ସମୟ ଆସିଛି, ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରେତ୍ୟକକଙ୍କୁ ପୁରସ୍କାର ଦବୋର ସମୟ ଆସିଛି। ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହାଇେଛି।"
translate sentence into Odia : And the nations were angry, and thy wrath is come, and the time of the dead, that they should be judged, and that thou shouldest give reward unto thy servants the prophets, and to the saints, and them that fear thy name, small and great; and shouldest destroy them which destroy the earth.
revelation
ତା'ପରେ ସ୍ବର୍ଗ ରେ ପରମେଶ୍ବରଙ୍କ ମନ୍ଦିର ଖାଲିଗେଲା ଓ ସହେି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦଖାଗେଲା। ଏହି ପବିତ୍ର ସିନ୍ଦୁକରେ ସହେି ଚୁକ୍ତି ଥିଲା, ଯାହାକୁ ପରମେଶ୍ବର ଲୋକମାନଙ୍କୁ ଦଇେଥିଲେ। ତା'ପରେ ସଠାେରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।
translate sentence into Odia : And the temple of God was opened in heaven, and there was seen in his temple the ark of his testament: and there were lightnings, and voices, and thunderings, and an earthquake, and great hail.
revelation
ତା'ପରେ ସ୍ବର୍ଗ ରେ ଏକ ବିଚିତ୍ର ଚିହ୍ନ ଦଖାଗେଲା। ମୁଁ ଜଣେ ନାରୀଙ୍କୁ ସୂର୍ୟ୍ଯଙ୍କୁ ବସ୍ତ୍ରରୂପେ ଧାରଣ କରିବାର ଦେଖିଲି। ଚନ୍ଦ୍ର ତାହାଙ୍କ ପାଦତଳେ ଥିଲେ। ତାହାଙ୍କ ମସ୍ତକରେ ବାରଟି ନକ୍ଷତ୍ରର ମୁକୁଟ ଥିଲା।
translate sentence into Odia : And there appeared a great wonder in heaven; a woman clothed with the sun, and the moon under her feet, and upon her head a crown of twelve stars:
revelation
ସହେି ନାରୀ ଜଣକ ଗର୍ଭବତୀ ଥିଲେ। ପ୍ରସବ ବଦନୋ ରେ ସେ ଚିତ୍କାର କଲେ। ତାହାଙ୍କର ପ୍ରସବ କରିବା ସମୟ ହାଇଯୋଇଥିଲା।
translate sentence into Odia : And she being with child cried, travailing in birth, and pained to be delivered.
revelation
ସ୍ବର୍ଗ ରେ ଅନ୍ୟ ଏକ ଚିହ୍ନ ଦଖାଗେଲା। ସଠାେରେ ଗୋଟିଏ ବିରାଟ ଲାଲ ରଙ୍ଗର ସାପ ମୁଁ ଦେଖିଲି। ତା'ର ସାତାଟେି ମୁଣ୍ଡ ଥିଲା ଓ ପ୍ରତି ମୁଣ୍ଡ ରେ ସାତାଟେି ମୁକୁଟ ଥିଲା। ତା'ର ଦଶଟି ଶିଙ୍ଗ ମଧ୍ଯ ଥିଲା।
translate sentence into Odia : And there appeared another wonder in heaven; and behold a great red dragon, having seven heads and ten horns, and seven crowns upon his heads.
revelation
ତାହାର ଲାଙ୍ଗୁଳ ଆକାଶର ତାରାଗଣ ମଧ୍ଯରୁ ଏକତୃତୀଯାଂଶ ତାରାକୁ ଟାଣିଆଣି ପୃଥିବୀ ରେ ନିକ୍ଷପେ କଲା। ସହେି ସାପ, ପ୍ରସବ କରିବାକୁ ଯାଇଥିବା ସହେି ନାରୀଙ୍କ ସାମନା ରେ ଠିଆ ହାଇେ ରହିଲା। ତାହାଙ୍କର ସନ୍ତାନ ଜନ୍ମ ହବୋ ମାତ୍ ରେ ତାହାକୁ ଖାଇବା ଉଦ୍ଦେଶ୍ଯ ରେ ସେ ପ୍ରସ୍ତୁତ ହାଇଗେଲା।
translate sentence into Odia : And his tail drew the third part of the stars of heaven, and did cast them to the earth: and the dragon stood before the woman which was ready to be delivered, for to devour her child as soon as it was born.
revelation
ସହେି ନାରୀ ଗୋଟିଏ ପୁତ୍ର ଶିଶୁକୁ ଜନ୍ମ ଦେଲେ। ସେ ସମଗ୍ର ରାଷ୍ଟ୍ରଗୁଡ଼ିକୁ ଗୋଟିଏ ଲୌହଦଣ୍ଡ ରେ ଶାସନ କରିବେ। ତା'ର ଶିଶୁଙ୍କୁ ପରମେଶ୍ବରଙ୍କ ସିଂହାସନ ପାଖକୁ ଉଠାଇ ନିଆଗଲା।
translate sentence into Odia : And she brought forth a man child, who was to rule all nations with a rod of iron: and her child was caught up unto God, and to his throne.
revelation
ସହେି ସ୍ତ୍ରୀଲୋକଟି, ପରମେଶ୍ବର ତା' ପାଇଁ ପ୍ରସ୍ତୁତ କରି ରଖିଥିବା ମରୁଭୂମିର ଗୋଟିଏ ସ୍ଥାନକୁ ଚାଲିଗଲା। ସଠାେରେ ତା'ର ଯତ୍ନ 1260 ଦିନ ପର୍ୟ୍ଯନ୍ତ ନିଆୟିବ।
translate sentence into Odia : And the woman fled into the wilderness, where she hath a place prepared of God, that they should feed her there a thousand two hundred and threescore days.
revelation
ଏହିପରି ସମୟରେ ସ୍ବର୍ଗ ରେ ୟୁଦ୍ଧ ହେଲା। ମୀଖାଯଲେ ଓ ତାହାଙ୍କର ଦୂତଗଣ ସହେି ସାପ ଓ ତାହାର ଦୂତମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ। ସାପ ତା'ର ଦୂତମାନଙ୍କ ସହତ ପ୍ରତିୟୁଦ୍ଧ କଲା।
translate sentence into Odia : And there was war in heaven: Michael and his angels fought against the dragon; and the dragon fought and his angels,
revelation
କିନ୍ତୁ ବିଶାଳ ସାପ ଅଧିକ ବଳଶାଳୀ ନ ଥିବାରୁ ସେ ଓ ତାହାର ଦୂତମାନେ ପରାସ୍ତ ହେଲେ ଓ ସ୍ବର୍ଗ ରେ ସ୍ଥାନ ହରାଇଲେ।
translate sentence into Odia : And prevailed not; neither was their place found any more in heaven.
revelation
ବିଶାଳ ସାପକୁ ସ୍ବର୍ଗରୁ ପୃଥିବୀ ରେ ନିକ୍ଷପେ କରାଗଲା। ( ସହେି ବିଶାଳ ସାପ ହେଉଛି ସହେି ଅତୀତର ପୁରୁଣା ସାପ, ଯାହାକୁ ଶୟତାନ କୁହାୟାଏ। ସେ ପୃଥିବୀ ବାସୀଙ୍କୁ ଭୁଲ ରାସ୍ତା ରେ ନିଏ। ସାପକୁ ତା'ର ଦୂତମାନଙ୍କ ସହିତ ସଦଳବଳ ରେ ପୃଥିବୀ ରେ ନିକ୍ଷପେ କରାଗଲା।
translate sentence into Odia : And the great dragon was cast out, that old serpent, called the Devil, and Satan, which deceiveth the whole world: he was cast out into the earth, and his angels were cast out with him.
revelation
ତା'ପରେ ମୁଁ ସ୍ବର୍ଗ ରେ ଗୋଟିଏ ଉଚ୍ଚ ଧ୍ବନି ଏହା କହିବାର ଶୁଣିଲି, "ବର୍ତ୍ତମାନ ଆମ୍ଭ ପରମେଶ୍ବରଙ୍କ ବିଜୟ, କ୍ଷମତା, ଓ ରାଜତ୍ବର ସମୟ ଉପସ୍ଥିତ। ତାହାଙ୍କର ଖ୍ରୀଷ୍ଟଙ୍କ ଶାସନ କରିବା ଅଧିକାର ସମୟ ମଧ୍ଯ ଉପସ୍ଥିତ ହାଇେଛି। କାରଣ ଆମ୍ଭମାନଙ୍କର ଭାଇମାନଙ୍କ ଅଭିଯୋଗକାରୀକୁ ବାହା ରେ ନିକ୍ଷପେ କରାଯାଇଛି। ସେ ଦିନରାତି ଆମ୍ଭ ପରମେଶ୍ବରଙ୍କ ସମ୍ମୁଖ ରେ ଆମ୍ଭ ଭାଇମାନଙ୍କ ବିଷୟ ରେ ଅଭିଯୋଗ କରୁଥିଲା।
translate sentence into Odia : And I heard a loud voice saying in heaven, Now is come salvation, and strength, and the kingdom of our God, and the power of his Christ: for the accuser of our brethren is cast down, which accused them before our God day and night.
revelation
ଆମ୍ଭ ଭାଇମାନେ ମଷେଶାବକଙ୍କ ରକ୍ତ ଦ୍ବାରା ଓ ସମାନଙ୍କେର ପ୍ରଚାର ଦ୍ବାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସମାନେେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ଯୁ ଭୋଗ କରିଥିଲେ।
translate sentence into Odia : And they overcame him by the blood of the Lamb, and by the word of their testimony; and they loved not their lives unto the death.
revelation
ତେଣୁ ହେ ସ୍ବର୍ଗ ଓ ସ୍ବର୍ଗବାସୀଗଣ, ଆନନ୍ଦ ଉଲ୍ଲାସ କର। କିନ୍ତୁ ହାୟ ! ଏହା ପୃଥିବୀ ଓ ସମୁଦ୍ର ପାଇଁ ଅତ୍ଯନ୍ତ ଖରାପ ସମୟ, ଯେ ହତେୁ ସମୟ ଅତି ଅଳ୍ପ, ବୋଲି ଜାଣି ଶୟତାନ ଭୀଷଣ କୋର୍ଧ ରେ ପୂର୍ଣ୍ଣ ହାଇେ ତୁମ୍ଭମାନଙ୍କ ମଧ୍ଯକୁ ଓହ୍ଲାଇ ଯାଇଅଛି।
translate sentence into Odia : Therefore rejoice, ye heavens, and ye that dwell in them. Woe to the inhabiters of the earth and of the sea! for the devil is come down unto you, having great wrath, because he knoweth that he hath but a short time.
revelation
ବିଶାଳ ସାପ ନିଜକୁ ପୃଥିବୀ ରେ ନିକ୍ଷପେ ହବୋର ଦେଖିଲା। ତେଣୁ ସେ ପୁତ୍ର ସନ୍ତାନ ଜାତ କରିଥିବା ନାରୀ ପେଛ ପେଛ ଦୌଡ଼ିଲା।
translate sentence into Odia : And when the dragon saw that he was cast unto the earth, he persecuted the woman which brought forth the man child.
revelation
କିନ୍ତୁ ସହେି ନାରୀକୁ ବୃହତ୍ ଉତ୍କ୍ରୋଶ ପକ୍ଷୀର ଦୁଇଟି ପକ୍ଷ ଦିଆଗଲା। ତେଣୁ ସେ ମରୁଭୂମିରେ ତା'ପାଇଁ ପ୍ରସ୍ତୁତ ହାଇେଥିବା ସ୍ଥାନକୁ ଉଡ଼ିଯାଇ ପାରିଲା। ସଠାେରେ ସାପଠାରୁ ସୁରକ୍ଷା ପାଇଁ ସାଢ଼େ ତିନି ବର୍ଷ ପର୍ୟ୍ଯନ୍ତ ତାହାଙ୍କର ଯତ୍ନ ନିଆୟିବ।
translate sentence into Odia : And to the woman were given two wings of a great eagle, that she might fly into the wilderness, into her place, where she is nourished for a time, and times, and half a time, from the face of the serpent.
revelation
ତା'ପରେ ସାପ ନିଜ ମୁଖରୁ ନଦୀ ପରି ପାଣି ବାହାର କଲା। ସେ ସହେି ନାରୀର ପଛପଟରୁ ଜଳ ଛାଡ଼ିଲା ୟଦ୍ଦ୍ବାରା ସେ ଜଳ ସୋର୍ତ ଦ୍ବାରା ତାହାକୁ ଭସାଇ ନଇେପାରିବ।
translate sentence into Odia : And the serpent cast out of his mouth water as a flood after the woman, that he might cause her to be carried away of the flood.
revelation
କିନ୍ତୁ ପୃଥିବୀ ସହେି ସ୍ତ୍ରୀକୁ ସାହାୟ୍ଯ କଲା। ପୃଥିବୀ ତା'ର ମୁଖ ଖାଲିେଲା ଓ ବିଶାଳ ସାପ ମୁଖରୁ ବାହାରି ଆସୁଥିବା ନଦୀକୁ ଗିଳି ଦଲୋ।
translate sentence into Odia : And the earth helped the woman, and the earth opened her mouth, and swallowed up the flood which the dragon cast out of his mouth.
revelation
ତେଣୁ ସାପ ସହେି ନାରୀ ଉପରେ ଭୀଷଣ ରାଗିଗଲା। ସେ ତା'ର ଅନ୍ୟ ପିଲାମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ବାହାରିଲା। ଯେଉଁମାନେ ପରମେଶ୍ବରଙ୍କର ଆଜ୍ଞାଗୁଡ଼ିକ ପାଳନ କରନ୍ତି ଓ ଯୀଶୁଙ୍କ ବିଷୟ ରେ ସାକ୍ଷ୍ଯ ଦିଅନ୍ତି ସହେିମାନେ ତାହାଙ୍କର ସନ୍ତାନ। ସହେି ବିଶାଳ ସାପ ଯାଇ ସମୁଦ୍ର କୂଳ ରେ ଠିଆ ହେଲା।
translate sentence into Odia : And the dragon was wroth with the woman, and went to make war with the remnant of her seed, which keep the commandments of God, and have the testimony of Jesus Christ.
revelation
ତା'ପରେ ମୁଁ ଗୋଟିଏ ପଶୁକୁ ସମୁଦ୍ର ଭିତରୁ ଉପରକୁ ଆସିବାର ଦେଖିଲି। ଏହାର ଦଶଟି ଶିଙ୍ଗ ଓ ସାତାଟେି ମୁଣ୍ଡ ଥିଲା। ପ୍ରେତ୍ୟକକ ଶିଙ୍ଗ ରେ ଗୋଟିଏ ଗୋଟିଏ ମୁକୁଟ ଥିଲା। ପ୍ରେତ୍ୟକକ ମସ୍ତକରେ ପରମେଶ୍ବରଙ୍କୁ ନିନ୍ଦା କରୁଥିବା ଖରାପ ନାମ ସବୁ ଲଖାଯାେଇଥିଲା।
translate sentence into Odia : And I stood upon the sand of the sea, and saw a beast rise up out of the sea, having seven heads and ten horns, and upon his horns ten crowns, and upon his heads the name of blasphemy.
revelation
ଏହି ପଶୁ ଚିତାବାଘ ଭଳି ଥିଲା। କିନ୍ତୁ ତା'ର ପାଦ ଭାଲୁ ପରି ଓ ପାଟି ସିଂହ ପରି ଥିଲା। ସହେି ବିଶାଳ ସାପ ସମୁଦ୍ରକୂଳ ରେ ରହି ତା'ର ସମସ୍ତ କ୍ଷମତା, ସିଂହାସନ ଓ ମହାନ ଅଧିକାର ତାହାକୁ ଦଲୋ।
translate sentence into Odia : And the beast which I saw was like unto a leopard, and his feet were as the feet of a bear, and his mouth as the mouth of a lion: and the dragon gave him his power, and his seat, and great authority.
revelation
ଲୋକାମନେ ସହେି ସାପକୁ ପୂଜା କଲେ, କାରଣ ସେ ତା'ର କ୍ଷମତା ପଶୁକୁ ଦାନ କରିଦଇେଥିଲା। ଲୋକମାନେ ସହେି ପଶୁକୁ ମଧ୍ଯ ପୂଜା କଲେ। ସମାନେେ କହିଲେ, "ଏହି ପଶୁ ଭଳି ଶକ୍ତିଶାଳୀ କିଏ ଅଛି ? ତା' ବିରୁଦ୍ଧ ରେ କିଏ ୟୁଦ୍ଧ କରିପାରିବ ?"
translate sentence into Odia : And they worshipped the dragon which gave power unto the beast: and they worshipped the beast, saying, Who is like unto the beast? who is able to make war with him?
revelation
ସହେି ପଶୁକୁ ଗର୍ବ କରିବା ପାଇଁ ଓ ଖରାପ କଥା କହିବା ପାଇଁ ଅନୁମତି ଦିଆଗଲା। ତାକୁ ବଯାଳିଶମାସ ପର୍ୟ୍ଯନ୍ତ ତା'ର କ୍ଷମତା ପ୍ରଯୋଗ କରିବା ପାଇଁ ଅନୁମତି ଦିଆଗଲା।
translate sentence into Odia : And there was given unto him a mouth speaking great things and blasphemies; and power was given unto him to continue forty and two months.
revelation
ସହେି ପଶୁ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଥା କହିବା ପାଇଁ ମୁହଁ ଖାଲିେଲା। ସେ ପରମେଶ୍ବରଙ୍କର ନାମ ବିରୁଦ୍ଧ ରେ, ତାହାଙ୍କର ବାସସ୍ଥଳୀ ବିରୁଦ୍ଧ ରେ ଓ ଯେଉଁମାନେ ସ୍ବର୍ଗ ରେ ରହୁଥିଲେ, ସମାନଙ୍କେ ବିରୁଦ୍ଧ ରେ ଖରାପ କଥାମାନ କହିଲା।
translate sentence into Odia : And he opened his mouth in blasphemy against God, to blaspheme his name, and his tabernacle, and them that dwell in heaven.
revelation
ତାହାକୁ ପରମେଶ୍ବରଙ୍କ ପବିତ୍ ରେଲାକ ବିରୁଦ୍ଧ ରେ ୟୁଦ୍ଧ କରି ସମାନଙ୍କେୁ ପରାସ୍ତ କରିବାର କ୍ଷମତା ଦିଆଗଲା। ତାହାକୁ ପୃଥିବୀର ସବୁ ଗୋଷ୍ଠୀ, ଜାତି, ପ୍ରଜାତି ଓ ଦେଶଗୁଡ଼ିକ ଉପରେ ଶାସନ କରିବାକୁ କ୍ଷମତା ଦିଆଗଲା।
translate sentence into Odia : And it was given unto him to make war with the saints, and to overcome them: and power was given him over all kindreds, and tongues, and nations.
revelation
ପୃଥିବୀ ରେ ରହୁଥିବା ସମସ୍ତ ଲୋକମାନେ ସହେି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମଷେଶାବକଙ୍କ ଜୀବନ ପୁସ୍ତକରେ ଲଖାେ ହାଇନୋହିଁ। ଏହି ମଷେଶାବକଙ୍କୁ ବଧ କରାଯାଇଥିଲା।
translate sentence into Odia : And all that dwell upon the earth shall worship him, whose names are not written in the book of life of the Lamb slain from the foundation of the world.
revelation
ଯାହାର ଶୁଣିବା ନିମନ୍ତେ କାନ ଅଛି, ସେ ଏହାକୁ ଶୁଣିବା ଉଚିତ୍।
translate sentence into Odia : If any man have an ear, let him hear.
revelation
ଯେଉଁ ବ୍ଯକ୍ତିର ବନ୍ଦୀ ହବୋର ଅଛି, ତବେେ ସେ ବନ୍ଦୀ ହବେ। ଯେଉଁ ବ୍ଯକ୍ତିର ମୃତ୍ଯୁ ଖଣ୍ଡା ଦ୍ବାରା ହବୋର ଅଛି, ତବେେ ସେ ଲୋକ ଖଣ୍ଡା ରେ ମୃତ୍ଯୁବରଣ କରିବ। ଏହି ସମୟରେ, ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କର ର୍ଧୈୟ୍ଯ ଓ ବିଶ୍ବାସ ରହିବା ଉଚିତ।
translate sentence into Odia : He that leadeth into captivity shall go into captivity: he that killeth with the sword must be killed with the sword. Here is the patience and the faith of the saints.
revelation
ତା'ପରେ ମୁଁ ଅନ୍ୟ ଏକ ପଶୁକୁ ପୃଥିବୀ ଉପରକୁ ଆସିବାର ଦେଖିଲି। ତା'ର ମଷେ ପରି ଦୁଇଟି ଶିଙ୍ଗ ଥିଲା, କିନ୍ତୁ ସେ ଏକ ସାପ ଭଳି ଭୟଙ୍କର କଥା କହୁଥିଲା।
translate sentence into Odia : And I beheld another beast coming up out of the earth; and he had two horns like a lamb, and he spake as a dragon.
revelation
ଏହି ପଶୁ ପ୍ରଥମପଶୁ ସାମନା ରେ ଠିଆ ହେଲା ଓ ପ୍ରଥମପଶୁଠା ରେ ଥିବା ସମସ୍ତ କ୍ଷମତା ଭଳି କ୍ଷମତା ବ୍ଯବହାର କଲା। ସେ ପ୍ରଥମପଶୁକୁ ପୂଜା କରିବା ପାଇଁ ସମଗ୍ର ପୃଥିବୀବାସୀଙ୍କୁ ବାଧ୍ଯ କଲା। ସହେି ପ୍ରଥମପଶୁର ମାରାତ୍ମକ କ୍ଷତ ସୁସ୍ଥ ହାଇଯୋଇଥିଲା।
translate sentence into Odia : And he exerciseth all the power of the first beast before him, and causeth the earth and them which dwell therein to worship the first beast, whose deadly wound was healed.
revelation
ଏହି ଦ୍ବିତୀୟ ପଶୁ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ କରେ। ଲୋକମାନେ ଦେଖୁଥିଲା ବେଳେ ସେ ଆକାଶରୁ ପୃଥିବୀ ଉପରେ ଅଗ୍ନିବର୍ଷା କଲେ।
translate sentence into Odia : And he doeth great wonders, so that he maketh fire come down from heaven on the earth in the sight of men,
revelation
ଦ୍ବିତୀୟ ପଶୁ ପୃଥିବୀର ଲୋକଙ୍କୁ ବୋକା ବନାଏ। ଆଶ୍ଚର୍ୟ୍ଯ କାର୍ୟ୍ଯ ଦଖାେଏ। ସେ ଯେଉଁ କ୍ଷମତା ପାଇଥିଲା, ତା ସହିତ ସେ ପ୍ରଥମ ପଶୁକୁ ରକ୍ଷା କରିବା ପାଇଁ ଏହି ସବୁ ଆଶ୍ଚର୍ୟ୍ଯକର୍ମମାନ କଲେ। ଦ୍ବିତୀୟ ପଶୁ ପ୍ରଥମ ପଶୁକୁ ସମ୍ମାନ ଦବୋ ପାଇଁ ପୃଥିବୀର ଲୋକମାନଙ୍କୁ ଗୋଟିଏ ମୂର୍ତ୍ତି ତିଆରି କରିବା ପାଇଁ ଆଦେଶ ଦଲୋ। ଏହି ପଶୁ ଖଣ୍ଡା ରେ ଆଘାତ ପାଇ ସୁଦ୍ଧା ମରି ନ ଥିଲା।
translate sentence into Odia : And deceiveth them that dwell on the earth by the means of those miracles which he had power to do in the sight of the beast; saying to them that dwell on the earth, that they should make an image to the beast, which had the wound by a sword, and did live.
revelation
ଦ୍ବିତୀୟ ପଶୁକୁ ପ୍ରଥମ ପଶୁର ପ୍ରତିମାକୁ ଜୀବନ ଦବୋ ପାଇଁ କ୍ଷମତା ଦିଆ ଯାଇଥିଲା। ତା'ପରେ ସହେି ପ୍ରତିମା କଥା କହିବ ଓ ଯେଉଁମାନେ ତାହାକୁ ପୂଜା ନ କରିବେ, ସେ ସମାନଙ୍କେୁ ମୃତ୍ଯୁଦଣ୍ଡର ଆଦେଶ ଦବେ।
translate sentence into Odia : And he had power to give life unto the image of the beast, that the image of the beast should both speak, and cause that as many as would not worship the image of the beast should be killed.
revelation
ଦ୍ବିତୀୟ ପଶୁ ସବୁ ଲୋକମାନଙ୍କୁ ବଡ଼ ଓ ସାନ, ଧନୀ ଓ ଗରିବ, ସ୍ବାଧୀନ ଓ ପରାଧୀନ ନିର୍ବିଶଷେ ରେ ସମସ୍ତଙ୍କୁ ସମାନଙ୍କେ ଦକ୍ଷିଣ ହାତ ରେ କିମ୍ବା ସମାନଙ୍କେ କପାଳ ରେ ଗୋଟିଏ ଚିହ୍ନ ଧାରଣ କରିବା ପାଇଁ ବାଧ୍ଯ କଲା।
translate sentence into Odia : And he causeth all, both small and great, rich and poor, free and bond, to receive a mark in their right hand, or in their foreheads:
revelation
ଯେଉଁ ମନୁଷ୍ଯ ସହେି ପଶୁର ନାମ କିମ୍ବା ତାହାର ନାମର ସଂଖ୍ଯା ଧାରଣ କରି ନ ଥିବ, ସେ କୌଣସି ଜିନିଷ କିଣାବିକା କରିପାରିବ ନାହିଁ।
translate sentence into Odia : And that no man might buy or sell, save he that had the mark, or the name of the beast, or the number of his name.
revelation
ଯେଉଁ ଲୋକର ବୁଦ୍ଧି ଅଛି, ସେ ପଶୁର ସଂଖ୍ଯାର ଅର୍ଥକୁ ଠିକରୂପେ ଦଇପୋରିବ। ଏଥିପାଇଁ ବୁଦ୍ଧି ଆବଶ୍ଯକ କାରଣ ଏହିସଂଖ୍ଯା ଗୋଟିଏ ମନୁଷ୍ଯର ସଂଖ୍ଯା। ତାହାର ସଂଖ୍ଯା ହେଉଛି 666।
translate sentence into Odia : Here is wisdom. Let him that hath understanding count the number of the beast: for it is the number of a man; and his number is Six hundred threescore and six.
revelation
ତା'ପରେ ମୁଁ ମାେ ସମ୍ମୁଖ ରେ ମଷେଶାବକଙ୍କୁ ଦେଖିଲି। ସେ ସିୟୋନ ପର୍ବତ ଉପରେ ଠିଆ ହାଇେଥିଲେ। ତାହାଙ୍କ ସହିତ 1,44,000 ଲୋକ ଥିଲେ। ସମାନଙ୍କେ କପାଳ ରେ ମଷେଶାବକ ଓ ତାହାଙ୍କ ପରମପିତାଙ୍କ ନାମ ଲଖାେଥିଲା।
translate sentence into Odia : And I looked, and, lo, a Lamb stood on the mount Sion, and with him an hundred forty and four thousand, having his Father's name written in their foreheads.
revelation
ଏହି ଲୋକମାନେ ସିଂହାସନ ସମ୍ମୁଖ ରେ ଚାରିଜଣ ଜୀବନ୍ତ ପଶୁଙ୍କ ସମ୍ମୁଖ ରେ ଓ ପ୍ରାଚୀନମାନଙ୍କ ସମ୍ମୁଖ ରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କବଳେ 1,44,000 ଜଣ ଲୋକମାନଙ୍କ ଛଡ଼ା କହେି ହେଲେ ଏହି ଗୀତ ଶିଖି ପାରିଲେ ନାହିଁ।
translate sentence into Odia : And they sung as it were a new song before the throne, and before the four beasts, and the elders: and no man could learn that song but the hundred and forty and four thousand, which were redeemed from the earth.
revelation
ଏହି 1,44,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ଯଭିଚାରପାପ କରିନାହାଁନ୍ତି। ସମାନେେ ନିଜକୁ କୁମାରୀକନ୍ଯା ତୁଲ୍ଯ ପବିତ୍ର କରି ରଖିଛନ୍ତି। ମଷେଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସମାନେେ ତାହାଙ୍କର ଅନୁସରଣ କରନ୍ତି। ଏହି 1,44,000 ଜଣ ମନୁଷ୍ଯଜାତି ମଧ୍ଯରୁ ମୁକ୍ତି ପାଇଛନ୍ତି। ସମାନେେ ପରମେଶ୍ବର ଓ ମଷେଶାବକଙ୍କ ଉଦ୍ଦେଶ୍ଯ ରେ ପ୍ରଥମଫଳ ସ୍ବରୂପେ ଉତ୍ସର୍ଗରକୃତ ହାଇେଛନ୍ତି।
translate sentence into Odia : These are they which were not defiled with women; for they are virgins. These are they which follow the Lamb whithersoever he goeth. These were redeemed from among men, being the firstfruits unto God and to the Lamb.
revelation
ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶ ରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦବୋପାଇଁ ସହେି ସ୍ବର୍ଗଦୂତଙ୍କ ପାଖ ରେ ଏକ ଅନନ୍ତକାଳୀନ ସୁସମାଚାର ଥିଲା।
translate sentence into Odia : And I saw another angel fly in the midst of heaven, having the everlasting gospel to preach unto them that dwell on the earth, and to every nation, and kindred, and tongue, and people,
revelation
ସହେି ସ୍ବର୍ଗଦୂତ ଉଚ୍ଚ ସ୍ବର ରେ କହିଲେ, "ପରମେଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ବରଙ୍କ ଦ୍ବାରା ଲୋକମାନଙ୍କୁ ବିଚାର କରିବା ସମୟ ଉପସ୍ଥିତ। ପରମେଶ୍ବରଙ୍କର ଉପାସନା କର। ସେ ସ୍ବର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।"
translate sentence into Odia : Saying with a loud voice, Fear God, and give glory to him; for the hour of his judgment is come: and worship him that made heaven, and earth, and the sea, and the fountains of waters.
revelation
ତା'ପରେ ଦ୍ବିତୀୟ ଦୂତ ଜଣକ, ପ୍ରଥମ ସ୍ବର୍ଗଦୂତଙ୍କୁ ଅନୁସରଣ କରି କହିଲେ, " ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିର ଲୋକଙ୍କୁ ଲୋଭ ଦଖାଇେ ଭ୍ରଷ୍ଟାଚାର କାମ ଓ ପରମେଶ୍ବରଙ୍କ କୋର୍ଧ ରୂପକ ସୁରା ପାନ କରାଇଛି, ସେ ନଷ୍ଟ ହାଇଯୋଇଛି।"
translate sentence into Odia : And there followed another angel, saying, Babylon is fallen, is fallen, that great city, because she made all nations drink of the wine of the wrath of her fornication.
revelation
ତା'ପରେ ତୃତୀୟଦୂତ ଜଣକ, ଅନ୍ୟ ଦୁଇଜଣ ଦୂତଙ୍କୁ ଉଚ୍ଚ ସ୍ବର ରେ ଅନୁସରଣ କରି କହିଲେ, "ଯଦି କହେି ଲୋକ ସହେି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରେ ଓ ତା' ନିଜ କପାଳ ରେ ଓ ହାତ ରେ ତା'ର ଚିହ୍ନ ଧାରଣ କରେ,
translate sentence into Odia : And the third angel followed them, saying with a loud voice, If any man worship the beast and his image, and receive his mark in his forehead, or in his hand,
revelation
ସହେି ଲୋକ ପରମେଶ୍ବରଙ୍କ କୋର୍ଧର ସୁରା ପାନ କରିବ। ଏହି ସୁରା ପରମେଶ୍ବରଙ୍କ କୋର୍ଧର ପାତ୍ର ରେ ଅମିଶ୍ରିତ ଭାବେ ଢ଼ଳା ହାଇେଛି। ସେ ପବିତ୍ର ଦୂତଗଣ ଓ ମଷେଶାବକଙ୍କ ସମ୍ମୁଖ ରେ ଜ୍ବଳନ୍ତ ଗନ୍ଧକରେ ୟନ୍ତ୍ରଣା ପାଇବ।
translate sentence into Odia : The same shall drink of the wine of the wrath of God, which is poured out without mixture into the cup of his indignation; and he shall be tormented with fire and brimstone in the presence of the holy angels, and in the presence of the Lamb:
revelation
ସମାନଙ୍କେ ୟନ୍ତ୍ରଣାର ଧୂଆଁ ସବୁବଳେ ପାଇଁ ଉଠୁଥିବ। ସମାନଙ୍କେୁ ୟନ୍ତ୍ରଣାରୁ ଦିନରାତି କବେେ ହେଲେ ଆରାମ ମିଳିବ ନାହିଁ, କାରଣ ସମାନେେ ସହେି ପଶୁକୁ ଓ ତାହାର ପ୍ରତିମାକୁ ପୂଜା କରିଛନ୍ତି ଓ ତାହାର ନାମର ଚିହ୍ନ ଧାରଣ କରିଛନ୍ତି।
translate sentence into Odia : And the smoke of their torment ascendeth up for ever and ever: and they have no rest day nor night, who worship the beast and his image, and whosoever receiveth the mark of his name.
revelation
ଏହାର ଅର୍ଥ ହେଉଛି ଯେ, ପରମେଶ୍ବରଙ୍କର ପବିତ୍ର ଲୋକମାନେ ର୍ଧୈୟ୍ଯବାନ୍ ହୁଅନ୍ତୁ। ସମାନେେ ପରମେଶ୍ବରଙ୍କର ଆଜ୍ଞା ମାନିବା ଓ ଯୀଶୁଙ୍କ ପାଖ ରେ ବିଶ୍ବାସ ରଖୁଥିବା ଉଚିତ୍।
translate sentence into Odia : Here is the patience of the saints: here are they that keep the commandments of God, and the faith of Jesus.
revelation
ତା'ପରେ ମୁଁ ଗୋଟିଏ ସ୍ବର ସ୍ବର୍ଗରୁ ଶୁଣିଲି। ସହେି ସ୍ବର କହିଲା, "ଏହା ଲେଖିରଖ : ବର୍ତ୍ତମାନଠାରୁ ପ୍ରଭୁଙ୍କଠା ରେ ବିଶ୍ବାସ ରଖି ଯେଉଁମାନେ ମୃତ୍ଯୁବରଣ କରନ୍ତି, ସମାନେେ ଧନ୍ଯ।"
translate sentence into Odia : And I heard a voice from heaven saying unto me, Write, Blessed are the dead which die in the Lord from henceforth: Yea, saith the Spirit, that they may rest from their labours; and their works do follow them.
revelation
ତା'ପରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ। ସେ ମେଘ ଉପରେ ବସିଥିବା ବ୍ଯକ୍ତିଙ୍କୁ ଡ଼ାକି କହିଲେ, "ଦାଆ ଲଗାଇ ଶସ୍ଯ ଅମଳ କର, କାରଣ ଶସ୍ଯ ଅମଳର ସମୟ ହାଇେ ଗଲାଣି। ପୃଥିବୀର ଫଳ ପାଚିଗଲାଣି।"
translate sentence into Odia : And another angel came out of the temple, crying with a loud voice to him that sat on the cloud, Thrust in thy sickle, and reap: for the time is come for thee to reap; for the harvest of the earth is ripe.
revelation
ତେଣୁ ମେଘ ଉପରେ ୟିଏ ବସିଥିଲେ, ସେ ପୃଥିବୀର ଶସ୍ଯ ରେ ଦାଆ ଲଗାଇଲେ। ଏହିପରି ପୃଥିବୀର ଶସ୍ଯ କଟାଗଲା।
translate sentence into Odia : And he that sat on the cloud thrust in his sickle on the earth; and the earth was reaped.
revelation
ତା'ପରେ ଆଉ ଜଣେ ସ୍ବର୍ଗ ଦୂତ ସ୍ବର୍ଗର ମନ୍ଦିର ଭିତରୁ ଆସିଲେ। ତାହାଙ୍କର ମଧ୍ଯ ଗୋଟିଏ ଧାରୁଆ ଦାଆ ଥିଲା।
translate sentence into Odia : And another angel came out of the temple which is in heaven, he also having a sharp sickle.
revelation
ତା'ପରେ ଆଉ ଜଣେ ସ୍ବର୍ଗଦୂତ ବଦେୀରୁ ଆସିଲେ। ସହେି ଦୂତଙ୍କର ଅଗ୍ନି ଉପରେ କ୍ଷମତା ଥିଲା। ସେ ଧାରୁଆ ଦାଆ ଧରିଥିବା ଦୂତଙ୍କୁ ଉଚ୍ଚସ୍ବର ରେ ଡ଼ାକି କହିଲେ, "ପୃଥିବୀର ଅଙ୍ଗୁର ପନ୍େଥାଗୁଡ଼ିକ ଦାଆ ବ୍ଯବହାର କରି କାଟି ପକାଅ, କାରଣ ଦ୍ରାକ୍ଷା ପାଚିଗଲାଣି।"
translate sentence into Odia : And another angel came out from the altar, which had power over fire; and cried with a loud cry to him that had the sharp sickle, saying, Thrust in thy sharp sickle, and gather the clusters of the vine of the earth; for her grapes are fully ripe.
revelation
ତା'ପରେ ସ୍ବର୍ଗଦୂତ ପୃଥିବୀ ଉପରେ ନିଜର ଦାଆ ବୁଲାଇଲେ ଓ ପୃଥିବୀରୁ ଦ୍ରାକ୍ଷାଗୁଡ଼ିକୁ ଏକାଠି କଲେ। ସେ ପରମେଶ୍ବରଙ୍କର କୋରଧ ରୂପ ଦ୍ରାକ୍ଷାପଷୋ କୁଣ୍ଡ ରେ ସଗେୁଡ଼ିକୁ ପକାଇ ଦେଲେ।
translate sentence into Odia : And the angel thrust in his sickle into the earth, and gathered the vine of the earth, and cast it into the great winepress of the wrath of God.
revelation
ନଗର ବାହା ରେ ଦ୍ରାକ୍ଷା ଫଳ ସବୁ ସହେି ଦ୍ରାକ୍ଷାପଷୋ କୁଣ୍ଡ ରେ ଚିପୁଡ଼ା ହେଲା। ସହେି ଦ୍ରାକ୍ଷାକୁଣ୍ଡରୁ ରକ୍ତ ବୋହିଲା। ଏହା ଘୋଡ଼ାମାନଙ୍କ ଲଗାମ ପର୍ୟ୍ଯନ୍ତ ଉପରକୁ ଉଠି 300 କି ଲୋମିଟର ପର୍ୟ୍ଯନ୍ତ ରକ୍ତ ଷୋର୍ତ ହାଇେ ବହିବା ରେ ଲାଗିଲା।
translate sentence into Odia : And the winepress was trodden without the city, and blood came out of the winepress, even unto the horse bridles, by the space of a thousand and six hundred furlongs.
revelation
ଏହାପରେ ମୁଁ ସ୍ବର୍ଗ ରେ ଗୋଟିଏ ବଡ଼ ଓ ଆଶ୍ଚର୍ୟ୍ଯ ଜନକ ଲକ୍ଷଣ ଦେଖିଲି। ସଠାେରେ ସାତଜଣ ଦୂତ ସମାନଙ୍କେ ହାତ ରେ ସାତାଟେି ଶଷେ ମହାମାରୀ ଧରିଥିଲେ। ଏହା ଘଟିବା ପରେ ପରମେଶ୍ବରଙ୍କ କୋରଧର ସମାପ୍ତି ଘଟିବ।
translate sentence into Odia : And I saw another sign in heaven, great and marvellous, seven angels having the seven last plagues; for in them is filled up the wrath of God.
revelation
ସମାନେେ ପରମେଶ୍ବରଙ୍କର ସବେକ ମାଶାଙ୍କେର ଓ ମଷେଶାବକଙ୍କର ଗୀତ ବୋଲୁଥିଲେ :
translate sentence into Odia : And they sing the song of Moses the servant of God, and the song of the Lamb, saying, Great and marvellous are thy works, Lord God Almighty; just and true are thy ways, thou King of saints.
revelation
ହେ ପ୍ରଭୁ ! କିଏ ତୁମ୍ଭକୁ ଭୟ ନ କରିବ ? ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ। କାରଣ କବଳେ ତୁମ୍ଭେ ହିଁ ପବିତ୍ର ; ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ। କାରଣ ତୁମ୍ଭେ ହିଁ ନ୍ଯାୟବନ୍ତ ଏହା ଜଗତେ ବିଦିତ।"
translate sentence into Odia : Who shall not fear thee, O Lord, and glorify thy name? for thou only art holy: for all nations shall come and worship before thee; for thy judgments are made manifest.
revelation
ଏହାପରେ ମୁଁ ସ୍ବର୍ଗ ରେ ପରମେଶ୍ବରଙ୍କ ଉପସ୍ଥିତିର ପବିତ୍ର ସ୍ଥାନର ମନ୍ଦିର ଖାେଲା ହାଇେଥିବାର ଦେଖିଲି।
translate sentence into Odia : And after that I looked, and, behold, the temple of the tabernacle of the testimony in heaven was opened:
revelation
ସହେି ମନ୍ଦିର ଭିତରୁ ସାତଜଣ ଦୂତ ସାତାଟେି ମହାମାରୀଗୁଡ଼ିକୁ ଧରି ବାହରି ଆସିଲେ। ସମାନେେ ଶୁଦ୍ଧ, ଉଜ୍ଜ୍ବଳ, ମସୀନା, ଶୁଭ୍ର ବସ୍ତ୍ର ପିନ୍ଧିଥିଲେ। ସମାନଙ୍କେ ବକ୍ଷ ରେ ସୁବର୍ଣ୍ଣ ବନ୍ଧନୀ ଥିଲା।
translate sentence into Odia : And the seven angels came out of the temple, having the seven plagues, clothed in pure and white linen, and having their breasts girded with golden girdles.
revelation
ତା'ପରେ ଚାରି ଜୀବିତ ପ୍ରାଣୀମାନଙ୍କ ମଧ୍ଯରୁ ଜଣେ ପ୍ରାଣୀ ସାତଦୂତଙ୍କୁ ସାତାଟେି ସୁବର୍ଣ୍ଣ ପାତ୍ର ଦେଲେ। ସହେି ପାତ୍ର ନିତ୍ଯଜୀବୀ ପରମେଶ୍ବରଙ୍କର କୋରଧ ରେ ପରିପୂର୍ଣ୍ଣ ଥିଲା।
translate sentence into Odia : And one of the four beasts gave unto the seven angels seven golden vials full of the wrath of God, who liveth for ever and ever.
revelation
ସହେି ମନ୍ଦିର ପରମେଶ୍ବରଙ୍କ ଗୌରବ ଓ କ୍ଷମତାର ଧୂଆଁ ରେ ଭର୍ତ୍ତି ହାଇଗେଲା। ସାତଜଣ ଦୂତଙ୍କର ସାତାଟେି ମହାମାରୀ ଶଷେ ନ ହବୋ ପର୍ୟ୍ଯନ୍ତ କୌଣସି ଲୋକ ମନ୍ଦିର ରେ ପ୍ରବେଶ କରିପାରିଲେ ନାହିଁ।
translate sentence into Odia : And the temple was filled with smoke from the glory of God, and from his power; and no man was able to enter into the temple, till the seven plagues of the seven angels were fulfilled.
revelation