output
stringlengths
1
10.9k
input
stringclasses
1 value
instruction
stringlengths
34
702
category
stringlengths
3
20
ଅଶୂରର ରାଜା ସନ୍ ହରେୀବ ତାଙ୍କର ସନୋଧ୍ଯକ୍ଷଙ୍କୁ ଏକ ବିଶାଳ ସୈନ୍ଯବାହିନୀ ଦଇେ ଲାଖୀଶଠାରୁ ୟିରୁଶାଲମକୁ ହିଜକିଯ ରାଜା ନିକଟକୁ ପଠାଇଲା। ଆଉ ସେ ରଜକର କ୍ଷେତ୍ର ପଥସ୍ଥିତ ଉପର ପୁଷ୍କରିଣୀର ନାକ ନିକଟରେ ଠିଆ ହେଲା।
translate sentence into Odia : And the king of Assyria sent Rabshakeh from Lachish to Jerusalem unto king Hezekiah with a great army. And he stood by the conduit of the upper pool in the highway of the fuller's field.
isaiah
ତୁମ୍ଭମାନେେ ୟିରୁଶାଲମକୁ ଦୟାପୂର୍ଣ୍ଣ ମଧୁର ବାକ୍ଯ କୁହ। "ତାହାର ସଂଗ୍ରାମ ଶଷେ ହାଇେଛି ଓ ତାହାର ପାପକୁ କ୍ଷମା କରାୟାଇଛି।' ସେ ନିଜର ପାପପାଇଁ ସଦାପ୍ରଭୁଙ୍କଠାରୁ ଦୁଇଗୁଣ ଦଣ୍ଡ ପାଇଅଛି ବୋଲି ପ୍ରଚାର କର।
translate sentence into Odia : Speak ye comfortably to Jerusalem, and cry unto her, that her warfare is accomplished, that her iniquity is pardoned: for she hath received of the LORD's hand double for all her sins.
isaiah
ସେ ସମାନଙ୍କେ ପଶ୍ଚାଧାବନ କରେ ଓ ନିରାପଦ ରେ ଅଗ୍ରସର ହୁଏ। ସେ କବେେ ନ ୟାଇଥିବା ପଥରେ ବିଭିନ୍ନ ସ୍ଥାନକୁ ୟାଏ।
translate sentence into Odia : He pursued them, and passed safely; even by the way that he had not gone with his feet.
isaiah
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
translate sentence into Odia : Fear thou not; for I am with thee: be not dismayed; for I am thy God: I will strengthen thee; yea, I will help thee; yea, I will uphold thee with the right hand of my righteousness.
isaiah
ମୁଁ ସଦାପ୍ରଭୁ ଓ ତାହାହିଁ ମାରେ ନାମ। ମାରେ ପ୍ରଶଂସା ଓ ମହିମା ମୁଁ ସହେି ଖାଦେିତ ପ୍ରତିମାଗଣକୁ ଦବେି ନାହିଁ। isaiah I will say to the north, Give up; and to the south, Keep not back: bring my sons from far, and my daughters from the ends of the earth; ଆମ୍ଭେ ଉତ୍ତର ଦିଗକୁ କହିବା ଛାଡ଼ି ଦିଅ ଓ ଦକ୍ଷିଣ ଦିଗକୁ କହିବା ସମାନଙ୍କେୁ ଅଟକାଅ ନାହିଁ। ଆମ୍ଭର ପୁତ୍ରଗଣଙ୍କୁ ଦୂରରୁ ଓ କନ୍ଯାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ। isaiah For my name's sake will I defer mine anger, and for my praise will I refrain for thee, that I cut thee not off. ମାତ୍ର ଆମ୍ଭେ ନିଜର ପ୍ରଶଂସା ପାଇଁ କୋର୍ଧ ସମ୍ବରଣ କରିବା। ଏଥିପାଇଁ ତୁମ୍ଭକୁ ଉଚ୍ଛନ୍ନ କରିବା ନାହିଁ। ତୁମ୍ଭେ ଆମ୍ଭର କ୍ଷାନ୍ତ ଯୋଗୁଁ ପ୍ରଶଂସା କରିବ। isaiah There is no peace, saith the LORD, unto the wicked. ମାତ୍ର ସଦାପ୍ରଭୁ କୁହନ୍ତି, ଦୁଷ୍ଟ ଲୋକମାନଙ୍କର ଶାନ୍ତି ନାହିଁ।"
translate sentence into Odia : I am the LORD: that is my name: and my glory will I not give to another, neither my praise to graven images.
isaiah
ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ଯ ରେ ଅବଧାନ କର ; ହେ ଆମ୍ଭର ଦେଶୀଯ ଲୋକମାନେ, ଆମ୍ଭ କଥା ରେ କର୍ଣ୍ଣପାତ କର। ଆମ୍ଭଠାରୁ ଏକ ବ୍ଯବସ୍ଥା ନିର୍ଗତ ହବେ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା। isaiah And they shall build the old wastes, they shall raise up the former desolations, and they shall repair the waste cities, the desolations of many generations. ସମାନେେ ପୁରାତନ ଧ୍ବସ୍ତ ବିଧ୍ବସ୍ତ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ। ପୂର୍ବକାଳର ନଷ୍ଟ ସ୍ଥାନସବୁ ଉଠାଇବେ, ଆଉ ସମାନେେ ବିନଷ୍ଟ ଓ ଅନକେ ପୁରୁଷ ପରମ୍ପରାର ନଷ୍ଟ ନଗର ସବୁକୁ ନୂତନ କରି ଗଢ଼ିବେ।
translate sentence into Odia : Hearken unto me, my people; and give ear unto me, O my nation: for a law shall proceed from me, and I will make my judgment to rest for a light of the people.
isaiah
ହେ ସଦାପ୍ରଭୁ, ଅତ୍ଯନ୍ତ କ୍ରୋଧିତ ହୁଅ ନାହିଁ କି ଆମ୍ଭମାନଙ୍କର ପାପକୁ ଚିରକାଳ ମନରେଖ ନାହିଁ। ଆମ୍ଭମାନେେ ବିନତି କରୁଛୁ, ଆମ୍ଭପ୍ରତି ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ସନ୍ତାନ।
translate sentence into Odia : Be not wroth very sore, O LORD, neither remember iniquity for ever: behold, see, we beseech thee, we are all thy people.
isaiah
ସଦାପ୍ରଭୁ ଏହା କୁହନ୍ତି, "ଏହା ଶାନ୍ତି ରୂପେ ତା'ର ଜଳପୂର୍ଣ୍ଣ ଝରଣା ଆଡ଼କୁ ବହିବ। ଜାତିଗଣର ଧନ ସମ୍ପତ୍ତି ଗୋଟିଏ ପରିପୂର୍ଣ୍ଣ ଝରଣା ସଦୃଶ, ତୁମ୍ଭେ ସବେକ ହବେ ଏବଂ ଗୋଟିଏ ଅଣ୍ଟା ରେ ବହନ ହବେ।
translate sentence into Odia : For thus saith the LORD, Behold, I will extend peace to her like a river, and the glory of the Gentiles like a flowing stream: then shall ye suck, ye shall be borne upon her sides, and be dandled upon her knees.
isaiah
ଏଣୁ ତୁମ୍ଭ ବିଷଯ ରେ ଆମ୍ଭେ କହିଅଛୁ, ହେ ଯିରିମିୟ, ତୁମ୍ଭେ ଅଣ୍ଟାଭିଡ଼ି ଛିଡ଼ା ହୁଅ। ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁଅଛୁ, ତାହା ସମାନଙ୍କେୁ କୁହ। ସମାନଙ୍କେ ପାଇଁ ଉଦବିଗ୍ନ ହୁଅ ନାହିଁ। ତୁମ୍ଭେ ସମାନଙ୍କେ ପାଇଁ ଭୟଭୀତ ହେଲେ ଆମ୍ଭେ ସମାନଙ୍କେ ସାକ୍ଷାତ ରେ ତୁମ୍ଭକୁ ଉଦବିଗ୍ନ କରିବା।
translate sentence into Odia : Thou therefore gird up thy loins, and arise, and speak unto them all that I command thee: be not dismayed at their faces, lest I confound thee before them.
jeremiah
ଆଉ ଏବେ ଶୀହାରରେ ଜଳପାନ କରିବାକୁ ତୁମ୍ଭେ ମିଶରର ପଥରେ କାହିଁକି ଯାଉଅଛ ? ଅଥବା ଫରାତ୍ ନଦୀର ଜଳପାନ ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ ?
translate sentence into Odia : And now what hast thou to do in the way of Egypt, to drink the waters of Sihor? or what hast thou to do in the way of Assyria, to drink the waters of the river?
jeremiah
ଆମ୍ଭେ ବୃଥା ରେ ତୁମ୍ଭ ସନ୍ତାନଗଣଙ୍କୁ ଦଣ୍ଡ ଦଇେଅଛୁ। ମାତ୍ର ଏହାର ଫଳ କିଛି ହେଲା ନାହିଁ। କାରଣ ତୁମ୍ଭମାନେେ ଠିକ୍ ବାଟକୁ ଫରେିଲ ନାହିଁ। ତୁମ୍ଭମାନେେ ତୁମ୍ଭ ଖଡ୍ଗ ରେ ତୁମ୍ଭର ଭବିଷ୍ଯଦବକ୍ତାଗଣଙ୍କୁ ହତ୍ଯା କରିଅଛ। ଆଉ ଭୟଙ୍କର ସିଂହ ତୁଲ୍ଯ ସମାନଙ୍କେୁ ଗ୍ରାସ କରିଅଛ।
translate sentence into Odia : In vain have I smitten your children; they received no correction: your own sword hath devoured your prophets, like a destroying lion.
jeremiah
ଉପପର୍ବତସମୂହ ରେ ପ୍ରତିମା ପୂଜା ନିର୍ବୋଧତା ଥିଲା। ପର୍ବତମାନଙ୍କର ଉପରିସ୍ଥ କୋଳାହଳ ଜନିତ ସମାରୋହ ବ୍ଯର୍ଥ ଥିଲେ। ମାତ୍ର ଏହା ନିଶ୍ଚିତ ଯେ ପରମେଶ୍ବର ସଦାପ୍ରଭୁଙ୍କଠା ରେ ଇଶ୍ରାୟେଲର ପରିତ୍ରାଣ ଅଛି।
translate sentence into Odia : Truly in vain is salvation hoped for from the hills, and from the multitude of mountains: truly in the LORD our God is the salvation of Israel.
jeremiah
ହେ ସୁନ୍ଦରୀ ଓ ସୁକୁମାରୀ ସିୟୋନ କନ୍ଯା, ଆମ୍ଭେ ତୁମ୍ଭକୁ ଧ୍ବଂସ କରିବା।
translate sentence into Odia : I have likened the daughter of Zion to a comely and delicate woman.
jeremiah
ଆଉ ସୂର୍ୟ୍ଯ, ଚନ୍ଦ୍ର ଓ ଆକାଶ ପୃଥିବୀରୁ ଯେଉଁ ନକ୍ଷତ୍ରଗଣଙ୍କୁ ସମାନେେ ଭଲ ପାଇ ଅଛନ୍ତି, ଯେଉଁମାନଙ୍କର ସବୋ କରିଅଛନ୍ତି, ଯେଉଁମାନଙ୍କର ପଶ୍ଚାତଗାମୀ ହାଇେ ଅଛନ୍ତି, ଯେଉଁମାନଙ୍କର ଅନ୍ବଷେଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସମାନଙ୍କେ ଆଗ ରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ। ଆଉ ସେ ଅସ୍ଥିସବୁ ଏକତ୍ରୀତ ହାଇେ କବର ରେ ପୋତା ହବେ ନାହିଁ। ସେସବୁ ଭୂମିରେ ପଡ଼ି ଖତ ତୁଲ୍ଯ ହବେ।
translate sentence into Odia : And they shall spread them before the sun, and the moon, and all the host of heaven, whom they have loved, and whom they have served, and after whom they have walked, and whom they have sought, and whom they have worshipped: they shall not be gathered, nor be buried; they shall be for dung upon the face of the earth.
jeremiah
ପୁଣି ଆମ୍ଭେ ସଦାପ୍ରଭୁ ୟିରୁଶାଲମକୁ ଢ଼ିପି ଓ ଶୃଗାଳମାନଙ୍କ ବାସସ୍ଥାନ ରେ ପରିଣତ କରିବା। ଆଉ ଆମ୍ଭେ ଯିହୁଦାର ନଗରସମୂହକୁ ନିର୍ଜନ ଧ୍ବଂସସ୍ଥାନ କରିବା।
translate sentence into Odia : And I will make Jerusalem heaps, and a den of dragons; and I will make the cities of Judah desolate, without an inhabitant.
jeremiah
ହେ ଇଶ୍ରାୟେଲ ବଂଶ ସଦାପ୍ରଭୁଙ୍କ ବାକ୍ଯ ଶୁଣ।
translate sentence into Odia : Hear ye the word which the LORD speaketh unto you, O house of Israel:
jeremiah
ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦମନ କର। ମାତ୍ର ସୁବିବଚେନା ରେ ତାହା କର। କୋର୍ଧ ରେ ତାହା କର ନାହିଁ, ଯଦି ତୁମ୍ଭେ ଏପରି କର ତବେେ ଆମ୍ଭେ ଧ୍ବଂସ ହାଇଯେିବୁ।
translate sentence into Odia : O LORD, correct me, but with judgment; not in thine anger, lest thou bring me to nothing.
jeremiah
ତୁମ୍ଭମାନେେ ସବୁ ଶୁଣ ଓ କର୍ଣ୍ଣପାତ କର, ଅହଙ୍କାର କର ନାହିଁ। କାରଣ ସଦାପ୍ରଭୁ ଏହା କହି ଅଛନ୍ତି।
translate sentence into Odia : Hear ye, and give ear; be not proud: for the LORD hath spoken.
jeremiah
ହେ ପରମେଶ୍ବର, ତୁମ୍ଭେ ଇଶ୍ରାୟେଲର ଆଶା ଓ ତୁମ୍ଭେ ସଙ୍କଟ ସମୟରେ ତ୍ରାଣକର୍ତ୍ତା! ମାତ୍ର ତୁମ୍ଭେ ବର୍ତ୍ତମାନ ଦେଶ ମଧିଅରେ ପ୍ରବାସୀ ତୁଲ୍ଯ ଓ ଗୋଟିଏ ରାତ୍ରି ଅତିବାହିତ କରୁଥିବା ପଥିକ ତୁଲ୍ଯ ହେଉଅଛି।
translate sentence into Odia : O the hope of Israel, the saviour thereof in time of trouble, why shouldest thou be as a stranger in the land, and as a wayfaring man that turneth aside to tarry for a night?
jeremiah
ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତି, ଦୃଢ଼ ଦୁର୍ଗ ଓ ବିପଦ ରେ ମାରେ ଆଶ୍ରଯ ସ୍ବରୂପ। ପୃଥିବୀର ସମସ୍ତ ପ୍ରାନ୍ତରରୁ ନାନା ଦେଶୀଯମାନେ ତୁମ୍ଭ ନିକଟକୁ ଆସି କହିବେ, "ଆମ୍ଭମାନଙ୍କର ପୂର୍ବପୁରୁଷମାନେ କବଳେ ମିଥ୍ଯା ଅର୍ଥାତ୍ ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।"
translate sentence into Odia : O LORD, my strength, and my fortress, and my refuge in the day of affliction, the Gentiles shall come unto thee from the ends of the earth, and shall say, Surely our fathers have inherited lies, vanity, and things wherein there is no profit.
jeremiah
ହେ ସଦାପ୍ରଭୁ, ମାେ ପ୍ରତି କର୍ଣ୍ଣପାତ କର ଏବଂ ମାେ ସହିତ ୟୁକ୍ତି କରୁଥିବା ଲୋକମାନଙ୍କର କଥା ଶୁଣ।
translate sentence into Odia : Give heed to me, O LORD, and hearken to the voice of them that contend with me.
jeremiah
ଆମ୍ଭେ ସହେି ଭବିଷ୍ଯଦବକ୍ତାମାନଙ୍କୁ ପଠାଇ ନ ଥିଲୁ। ତଥାପି ସମାନେେ ଆପେ ଆପେ ଧାଇଁଲେ। ଆମ୍ଭେ ସମାନଙ୍କେୁ କିଛି ବାକ୍ଯ ପ୍ରଦାନ କରି ନ ଥିଲୁ। ମାତ୍ର ସମାନେେ ଆମ୍ଭ ନାମ ରେ ଭବିଷ୍ଯଦବାକ୍ଯ ପ୍ରଚାର କଲେ।
translate sentence into Odia : I have not sent these prophets, yet they ran: I have not spoken to them, yet they prophesied.
jeremiah
ତା'ପ ରେ ଇଦୋମ, ମାଯାେବ ଓ ଅମ୍ମାନରେ ସନ୍ତାନଗଣକୁ ସହେି ପାତ୍ରକୁ ପାନ କରାଇଲି।
translate sentence into Odia : Edom, and Moab, and the children of Ammon,
jeremiah
ଆଉ ସୋରର ସମସ୍ତ ରାଜାଙ୍କୁ, ସୀଦୋନର ସମସ୍ତ ରାଜାଙ୍କୁ ଓ ସମୁଦ୍ରପାରସ୍ଥ ଦ୍ବୀପର ସମସ୍ତ ରାଜାଙ୍କୁ ତାହା ପାନ କରାଇଲି।
translate sentence into Odia : And all the kings of Tyrus, and all the kings of Zidon, and the kings of the isles which are beyond the sea,
jeremiah
ପୁଣି ଯେଉଁ ଦେଶ ଓ ରାଜ୍ଯ ସହେି ବାବିଲର ରାଜା ନବୂଖଦନିତ୍ସରର ଦାସ୍ଯକର୍ମ କରିବେ ନାହିଁ ଓ ବାବିଲ ରାଜାର ୟୁଆଳି ତଳେ ଆପଣା ଆପଣା ବକେ ରଖିବେ ନାହିଁ, ସଦାପ୍ରଭୁ କହନ୍ତି,"ଆମ୍ଭେ ସେ ଦେଶକୁ ତାହାର ହସ୍ତ ରେ ସଂହାର ନ କରିବା ପର୍ୟ୍ଯନ୍ତ ଆମ୍ଭର ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ବାରା ଦଣ୍ଡ ଦବୋ।
translate sentence into Odia : And it shall come to pass, that the nation and kingdom which will not serve the same Nebuchadnezzar the king of Babylon, and that will not put their neck under the yoke of the king of Babylon, that nation will I punish, saith the LORD, with the sword, and with the famine, and with the pestilence, until I have consumed them by his hand.
jeremiah
କୋଲାଯର ପୁତ୍ର ଆହାବ ଓ ମା ସଯରେ ପୁତ୍ର ସିଦିକିଯ ଆମ୍ଭ ନାମ ରେ ତୁମ୍ଭମାନଙ୍କ ନିକଟରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି। ତେଣୁ ସମାନଙ୍କେ ବିଷଯ ରେ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ଆମ୍ଭେ ବାବିଲର ରାଜା ନବୂଖଦନିତ୍ସର ନିକଟକୁ ସମାନଙ୍କେୁ ପଠାଇବୁ। ଆଉ ସେ ସମସ୍ତ ଲୋକଙ୍କ ସମ୍ମୁଖ ରେ ସମାନଙ୍କେୁ ବଧ କରିବ। jeremiah Thus saith the LORD; Refrain thy voice from weeping, and thine eyes from tears: for thy work shall be rewarded, saith the LORD; and they shall come again from the land of the enemy. ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ କ୍ରନ୍ଦନରୁ ନିବୃତ୍ତ ହୁଅ ଓ ଚକ୍ଷୁରୁ ଲୋତକ ବନ୍ଦ କର। କାରଣ ତୁମ୍ଭେ ତୁମ୍ଭର କର୍ମାନୁସା ରେ ପୁରସ୍କୃତ ହବେ।" ଆଉ ସଦାପ୍ରଭୁ କହନ୍ତି, "ତୁମ୍ଭମାନେେ ଶତ୍ରୁ ଦେଶରୁ ଫରେିଆସିବ।
translate sentence into Odia : Thus saith the LORD of hosts, the God of Israel, of Ahab the son of Kolaiah, and of Zedekiah the son of Maaseiah, which prophesy a lie unto you in my name; Behold, I will deliver them into the hand of Nebuchadrezzar king of Babylon; and he shall slay them before your eyes;
jeremiah
ପୁଣି ଯିହୁଦା ଓ ତାହାର ନଗର ସୁବ ରେ କୃଷକମାନେ ଓ ପଲ ନଇେ ଭ୍ରମଣକାରୀମାନେ ଏକତ୍ର ଶାନ୍ତି ରେ ବାସ କରିବେ। jeremiah Then came the word of the LORD unto Jeremiah, saying, ଅନନ୍ତର ସଦାପ୍ରଭୁଙ୍କର ବାକ୍ଯ ଯିରିମିୟଙ୍କ ନିକଟରେ ଉପସ୍ଥିତ ହେଲା। jeremiah And Jeremiah said unto the house of the Rechabites, Thus saith the LORD of hosts, the God of Israel; Because ye have obeyed the commandment of Jonadab your father, and kept all his precepts, and done according unto all that he hath commanded you: ତେଣୁ ଯିରିମିୟ ରେଖବୀଯ ବଂଶକୁ କହିଲେ, ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, 'ତୁମ୍ଭମାନେେ ନିଜ ପୂର୍ବପୁରୁଷ ୟିହୋନାଦବର ଆଜ୍ଞା ମାନିଅଛ, ତାହାର ବିଧାନସବୁ ପାଳନ କରିଅଛ ଓ ତୁମ୍ଭମାନଙ୍କ ପ୍ରତି ତାହାର ସମସ୍ତ ଆଜ୍ଞା ପ୍ରମାଣେ କାର୍ୟ୍ଯ କରିଅଛ।
translate sentence into Odia : And there shall dwell in Judah itself, and in all the cities thereof together, husbandmen, and they that go forth with flocks.
jeremiah
ଏଣୁ ସମାନେେ ଯିରିମିୟଙ୍କୁ ନଇେ ପ୍ରହରୀ ପ୍ରାଙ୍ଗଣସ୍ଥିତ ମଲିଯ ରାଜପୁତ୍ରର କୂପ ରେ ପକାଇ ଦେଲେ। ସମାନେେ ରଜ୍ଜୁ ରେ ଯିରିମିୟଙ୍କୁ କୂପ ମଧ୍ଯକୁ ଓହ୍ଲାଇ ଦେଲେ। ପୁଣି ସହେି କୂପ ରେ ଜଳ ନ ଥିଲା, କବଳେ ପଙ୍କ ଥିଲା। ଯିରିମିୟ ସହେି ପଙ୍କ ରେ ନିମଗ୍ନ ହେଲେ।
translate sentence into Odia : Then took they Jeremiah, and cast him into the dungeon of Malchiah the son of Hammelech, that was in the court of the prison: and they let down Jeremiah with cords. And in the dungeon there was no water, but mire: so Jeremiah sunk in the mire.
jeremiah
ଅଥବା ତୁମ୍ଭେ ଶାଫନର ପୌତ୍ର, ଅହୀକାମର ପୁତ୍ର ଗଦଲିଯ ନିକଟକୁ ଫରେିୟାଅ। ବାବିଲର ରାଜା ତାକୁ ଯିହୁଦାର ଶାସନକର୍ତ୍ତା ରୂପେ ନିୟୁକ୍ତ କରିଅଛି। ତୁମ୍ଭେ ତାଙ୍କ ସହିତ ବାସ କର କିଅବା ଯେ କୌଣସି ସ୍ଥାନକୁ ୟିବାକୁ ଇଚ୍ଛା କରୁଛ ସେ ସ୍ଥାନକୁ ୟାଅ।"
translate sentence into Odia : Now while he was not yet gone back, he said, Go back also to Gedaliah the son of Ahikam the son of Shaphan, whom the king of Babylon hath made governor over the cities of Judah, and dwell with him among the people: or go wheresoever it seemeth convenient unto thee to go. So the captain of the guard gave him victuals and a reward, and let him go.
jeremiah
ଆମ୍ଭେ କ'ଣ ଦେଖୁଅଛୁ ? ସମାନେେ ଉଦବିଗ୍ନ ହାଇେ ପଛକୁ ଫରେୁଛନ୍ତି। ସମାନଙ୍କେର ବୀରଗଣ ପରାସ୍ତ ହାଇେଛନ୍ତି ଓ ପଛକୁ ନ ଚାହିଁ ଶୀଘ୍ର ଶୀଘ୍ର ପଳାଯନ କରୁଛନ୍ତି। ସମାନଙ୍କେ ଚତୁର୍ଦ୍ଦିଗ ରେ ଆଶଙ୍କା ଭରି ୟାଇଛି। ସଦାପ୍ରଭୁ ଏହିସବୁ କହନ୍ତି।
translate sentence into Odia : Wherefore have I seen them dismayed and turned away back? and their mighty ones are beaten down, and are fled apace, and look not back: for fear was round about, saith the LORD.
jeremiah
ହେ ମିଶରର ଅନୂଢ଼ା କନ୍ଯା, ତୁମ୍ଭେ ଗିଲିଯଦଠାରୁ ଔଷଧ ନିଅ। ମାତ୍ର ତୁମ୍ଭେ ଯାହା ଔଷଧ ନେଲେ ମଧ୍ଯ ତାହା ବ୍ଯର୍ଥ ହବେ, ତୁମ୍ଭେ ଆରୋଗ୍ୟ ହବେ ନାହିଁ।
translate sentence into Odia : Go up into Gilead, and take balm, O virgin, the daughter of Egypt: in vain shalt thou use many medicines; for thou shalt not be cured.
jeremiah
ସମାନଙ୍କେ ଜନ୍ମଭୂମିରେ ଲୋକମାନେ କହିବେ, 'ଫାରୋ କବଳେ ଜଣେ ଅହଙ୍କାରୀ, ୟିଏ କି ଉତ୍ତମ ସୁଯୋଗ ହାତଛଡ଼ା କରନ୍ତି।"'
translate sentence into Odia : They did cry there, Pharaoh king of Egypt is but a noise; he hath passed the time appointed.
jeremiah
ମାୟୋବକୁ ଉଡ଼ି ପଳାଇବା ପାଇଁ ପକ୍ଷ ଦିଅ, ତାହାର ସମସ୍ତ ନଗର ଧ୍ବଂସ ପାଇବ ଓ ତା' ମଧିଅରେ କହେି ବାସ କରିବେ ନାହିଁ।
translate sentence into Odia : Give wings unto Moab, that it may flee and get away: for the cities thereof shall be desolate, without any to dwell therein.
jeremiah
ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ସହେି ସମୟରେ ତାହାର ୟୁବକଗଣ ତାହାର ଛକରେ ମୃତ ହାଇେ ପତିତ ହବେେ। ଆଉ ସମସ୍ତ ଯୋଦ୍ଧା ମୃତ୍ଯୁବରଣ କରିବେ।"
translate sentence into Odia : Therefore her young men shall fall in her streets, and all the men of war shall be cut off in that day, saith the LORD of hosts.
jeremiah
ସମାନେେ କଲଦୀଯମାନଙ୍କର ସମସ୍ତ ଲୁଣ୍ଠନ କରିବେ। ସଦାପ୍ରଭୁ କହନ୍ତି, ସମାନେେ ନିଜର ସନ୍ତାଷେ ଅନୁସାରେ ଲୁଣ୍ଠନ କରିବେ।"
translate sentence into Odia : And Chaldea shall be a spoil: all that spoil her shall be satisfied, saith the LORD.
jeremiah
ହେ ଜଳରାଶି ନିକଟରେ ବାସ କରୁଥିବା ଓ ଧନ ସମ୍ପଦ ରେ ଐଶ୍ବର୍ୟ୍ଯଶାଳୀ ବାବିଲ, ତୁମ୍ଭର ଅନ୍ତିମ କାଳ ଉପସ୍ଥିତ ଓ ତୁମ୍ଭର ଧ୍ବଂସ ହବୋର ସମୟ ଆସିୟାଇଛି।
translate sentence into Odia : O thou that dwellest upon many waters, abundant in treasures, thine end is come, and the measure of thy covetousness.
jeremiah
ସୈନ୍ଯାଧିପତି ସଦାପ୍ରଭୁ ଆପଣା ନାମ ରେ ଏହି ଶପଥ କରିଅଛନ୍ତି, " ହେ ବାବିଲ, ଆମ୍ଭେ ତୁମ୍ଭକୁ ପଙ୍ଗପାଳ ସଦୃଶ ଶତ୍ରୁ ସୈନ୍ଯ ରେ ପୂର୍ଣ୍ଣ କରିବା। ଆଉ ସମାନେେ ତୁମ୍ଭ ବିରୁଦ୍ଧ ରେ ବିଜଯର ଜଯକାର କରିବେ।"
translate sentence into Odia : The LORD of hosts hath sworn by himself, saying, Surely I will fill thee with men, as with caterpillers; and they shall lift up a shout against thee.
jeremiah
ଯେତବେେଳେ ସେ ଭୟଙ୍କର ଶବ୍ଦ କରନ୍ତି, ସେତବେେଳେ ଆକାଶର ଜଳରାଶି ଗର୍ଜନ କରନ୍ତି। ସେ ସମଗ୍ର ପୃଥିବୀ ଉପ ରେ ମେଘ ସୃଷ୍ଟି କରିଛନ୍ତି। ସେ ମେଘ ସହିତ ବିଜୁଳି ପଠାନ୍ତି ଓ ତାଙ୍କ ଭଣ୍ଡାର ଘରୁ ବାଯୁ ପ୍ରବାହ କରନ୍ତି।
translate sentence into Odia : When he uttereth his voice, there is a multitude of waters in the heavens; and he causeth the vapours to ascend from the ends of the earth: he maketh lightnings with rain, and bringeth forth the wind out of his treasures.
jeremiah
ଯିହୁଦାର ଶାସକ ସିଦିକିଯଙ୍କ ରାଜତ୍ବର ଚତୁର୍ଥ ବର୍ଷ ରେ ମହ ସଯରେ ପୌତ୍ର, ନେଶଯର ପୁତ୍ର ସରାଯ ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, ସେ ସମୟରେ ଯିରିମିୟ ସରାଯକୁ ଏହି ବାର୍ତ୍ତା ଦଇେଥିଲା। ସରାଯ ଜଣେ ପଦାଧିକାରୀ ଥିଲେ।
translate sentence into Odia : The word which Jeremiah the prophet commanded Seraiah the son of Neriah, the son of Maaseiah, when he went with Zedekiah the king of Judah into Babylon in the fourth year of his reign. And this Seraiah was a quiet prince.
jeremiah
ସଦାପ୍ରଭୁ ପ୍ରଚଣ୍ଡ କୋର୍ଧ ରେ ଇଶ୍ରାୟେଲର ସମସ୍ତ ଶକ୍ତି କାଟି ପକାଇଛନ୍ତି। ସେ ଶତ୍ରୁ ସମ୍ମୁଖରୁ ତାଙ୍କର ଦକ୍ଷିଣ ହସ୍ତ ପଛକୁ ଟାଣି ନଇେଛନ୍ତି। ସେ ଅଗ୍ନିଶିଖା ପରି ଯାକୁବକୁ ଜଳାଇଛନ୍ତି ଓ ତାହା ଚତୁର୍ଦ୍ଦିଗ ରେ ଥିବା ସବୁକିଛି ଗ୍ରାସ କରିଛି।
translate sentence into Odia : He hath cut off in his fierce anger all the horn of Israel: he hath drawn back his right hand from before the enemy, and he burned against Jacob like a flaming fire, which devoureth round about.
lamentations
ସଦାପ୍ରଭୁ ଯାହାର କାନ୍ଧ ରେ ୟୁଆଳି ରଖନ୍ତି, ସେ ଏକାକୀ ନୀରବ ରେ ବସିରହୁ।
translate sentence into Odia : He sitteth alone and keepeth silence, because he hath borne it upon him.
lamentations
ପରମେଶ୍ବର ସମସ୍ତ ମଙ୍ଗଳ ଓ ଅମଙ୍ଗଳର ସର୍ବୋପରିସ୍ଥ ଆଜ୍ଞାଦାତା।
translate sentence into Odia : Out of the mouth of the most High proceedeth not evil and good?
lamentations
ଦେଖ, ସୁବର୍ଣ୍ଣ କିପରି ମଳିନ ହାଇେଅଛି। ଅତ୍ଯନ୍ତ ନିର୍ମଳ ସୁବର୍ଣ୍ଣ କିପରି ବିକୃତ ହାଇେଅଛି। ପବିତ୍ର ସ୍ଥାନର ରତ୍ନସବୁ ରାଜ ରାସ୍ତା ରେ ବିକ୍ଷିପ୍ତ ହାଇେ ପଡ଼ିଅଛି।
translate sentence into Odia : How is the gold become dim! how is the most fine gold changed! the stones of the sanctuary are poured out in the top of every street.
lamentations
ଅନନ୍ତର ସଦାପ୍ରଭୁଙ୍କର ହସ୍ତ ମାେ ଉପ ରେ ଅଧିଷ୍ଠାନ କଲା, ସହେିଠା ରେ ସେ ମାେତେ କହିଲେ, "ତୁମ୍ଭେ ଉଠି ପଦା ଭୂମିକୁ ବାହାରି ୟାଅ। ଆମ୍ଭେ ସହେିଠା ରେ ତୁମ୍ଭ ସହିତ କଥାବାର୍ତ୍ତା କରିବା।"
translate sentence into Odia : And the hand of the LORD was there upon me; and he said unto me, Arise, go forth into the plain, and I will there talk with thee.
ezekiel
ପୁଣି ତୁମ୍ଭେ ଅଳ୍ପ ପରିମାଣର କେଶ ନଇେ ଆପଣା ବସ୍ତ୍ରାଞ୍ଚଳ ରେ ବାନ୍ଧିବ।
translate sentence into Odia : Thou shalt also take thereof a few in number, and bind them in thy skirts.
ezekiel
ଆଉ ଆମ୍ଭେ ସମାନଙ୍କେଠାରୁ ଆପଣା ମୁଖ ଫରୋଇବା। ସମାନେେ ଆମ୍ଭର ନିବୃତସ୍ଥାନ ଅପବିତ୍ର କରିବେ। ଆଉ ଡ଼କାଯତମାନେ ତାହା ମଧିଅରେ ପ୍ରବେଶ କରି ତାହା ଅପବିତ୍ର କରିବେ।
translate sentence into Odia : My face will I turn also from them, and they shall pollute my secret place: for the robbers shall enter into it, and defile it.
ezekiel
ତା'ପ ରେ ଆମ୍ଭେ ଦେଖିଲୁ, ସେ ଏକ ହସ୍ତ ପରି ଜଣାଯାଉଥିବା କିଛି ବିସ୍ତାର କରି ମାରେକେଶ ଧରିଲେ। ତା'ପ ରେ ପବନ ମାେତେ ଉଠାଇ ନଲୋ, ପୃଥିବୀ ଓ ଆକାଶର ମଧ୍ଯବର୍ତ୍ତୀ ସ୍ଥାନ ରେ ରଖି ଦଲୋ। ଏବଂ ପରମେଶ୍ବରଙ୍କର ଦର୍ଶନକ୍ରମେ ୟିରୁଶାଲମର ଭିତର ପ୍ରାଙ୍ଗଣର ଉତ୍ତରାମୁଖୀ ପ୍ରବେଶ ସ୍ଥାନର ଦ୍ବାର ନିକଟକୁ ମାେତେ ଆଣିଲେ। ସଠାେ ରେ ଏକ ମୂର୍ତ୍ତି ଥିଲା, ଯାହା ପରମେଶ୍ବରଙ୍କର କୋରଧର କାରଣ ହେଲା।
translate sentence into Odia : And he put forth the form of an hand, and took me by a lock of mine head; and the spirit lifted me up between the earth and the heaven, and brought me in the visions of God to Jerusalem, to the door of the inner gate that looketh toward the north; where was the seat of the image of jealousy, which provoketh to jealousy.
ezekiel
ମନୁଷ୍ଯର ହାତପରି ଦଖାଯାେଉଥିବା କିଛି ଗୋଟେ କିରୂବତୂତମାନଙ୍କ ପକ୍ଷତଳେ ଦଖାଗେଲା।
translate sentence into Odia : And there appeared in the cherubims the form of a man's hand under their wings.
ezekiel
ତା'ପ ରେ ପରମେଶ୍ବର କହିଲେ, "କିନ୍ତୁ ଯେଉଁମାନଙ୍କର ହୃଦଯ ଘୃଣ୍ଯ ଓ କଳୁଷିତ ମୂର୍ତ୍ତିଗୁଡ଼ିକୁ ଅନୁସରଣ କରେ, ଆମ୍ଭେ ସମାନଙ୍କେୁ ସମାନଙ୍କେର କୁକର୍ମ ଅନୁସାରେ ଦଣ୍ଡିତ କରିବା।" ସଦାପ୍ରଭୁ ମାରେ ପ୍ରଭୁ ଏହା କହିଛନ୍ତି।
translate sentence into Odia : But as for them whose heart walketh after the heart of their detestable things and their abominations, I will recompense their way upon their own heads, saith the Lord GOD.
ezekiel
ଇଶ୍ରାୟେଲର ଭବିଷ୍ଯଦବକ୍ତା ଯେଉଁମାନେ ୟିରୁଶାଲମ ବିଷଯ ରେ ଭବିଷ୍ଯଦବାକ୍ଯ ପ୍ରଚାର କଲେ ଓ ଶାନ୍ତି ନ ଥିଲେ ହେଁ ତାହା ନିମନ୍ତେ ଶାନ୍ତିର ଦର୍ଶନ ପାଆନ୍ତି। ଏହା ମାରେ ପ୍ରଭୁ ସଦାପ୍ରଭୁ କହିଛନ୍ତି।
translate sentence into Odia : To wit, the prophets of Israel which prophesy concerning Jerusalem, and which see visions of peace for her, and there is no peace, saith the Lord GOD.
ezekiel
ଏବଂ ଏପରି ନୋହ, ଦାନିୟେଲ ଓ ଆୟୁବ ଯଦି ଏହି ତିନି ପୁରୁଷ ଆମ୍ଭେ, ତବେେ ସମାନେେ ସମାନଙ୍କେର ଧାର୍ମିକତା ଦ୍ବାରା ନିଜର ପ୍ରାଣ ରକ୍ଷା କରିଥାନ୍ତେ, କିନ୍ତୁ ସମାନେେ ଦେଶକୁ ରକ୍ଷା କରିପାରି ନ ଥାନ୍ତେ।" ଏହା ସଦାପ୍ରଭୁ, ମାରେ ପ୍ରଭୁ କହିଛନ୍ତି।
translate sentence into Odia : Though these three men, Noah, Daniel, and Job, were in it, they should deliver but their own souls by their righteousness, saith the Lord GOD.
ezekiel
କିନ୍ତୁ ତୁମ୍ଭେ କୁହ, 'ସଦାପ୍ରଭୁ ନ୍ଯାଯପୂର୍ଣ୍ଣ ନୁହଁନ୍ତି।' ହେ ଇଶ୍ରାୟେଲର ପୁତ୍ରଗଣ, ଶୁଣ, ମୁଁ ନ୍ଯାଯ ଅଟେ। କିନ୍ତୁ ତୁମ୍ଭମାନେେ ୟିଏ ନ୍ଯାଯ ନୁହଁ। ezekiel And it came to pass in the seventh year, in the fifth month, the tenth day of the month, that certain of the elders of Israel came to enquire of the LORD, and sat before me. ଅନନ୍ତର ସପ୍ତମ ବାର୍ଷିକ ପଞ୍ଚମ ମାସର ଦଶମ ଦିନ ରେ ଇଶ୍ରାୟେଲ ବଂଶୀଯ ପ୍ରାଚୀନବର୍ଗଙ୍କ ମଧ୍ଯରୁ କେତେ ଜଣ ସଦାପ୍ରଭୁଙ୍କ ପରାମର୍ଶ ନିମନ୍ତେ ଆସି ମାେ ସମ୍ମୁଖ ରେ ବସିଲେ। ezekiel Son of man, speak unto the elders of Israel, and say unto them, Thus saith the Lord GOD; Are ye come to enquire of me? As I live, saith the Lord GOD, I will not be enquired of by you. ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲ ପ୍ରାଚୀନବର୍ଗଙ୍କୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ତେଣୁ ତୁମ୍ଭମାନେେ ମାେ ବିଷଯ ରେ ତଦାରଖ କରିବାକୁ ଆସିଅଛ ? ମୁଁ ଜୀବିତ ଥିବା ପର୍ୟ୍ଯନ୍ତ ତୁମ୍ଭମାନଙ୍କୁ କିଛି ପଚାରିବାକୁ ଦବେି ନାହିଁ।'
translate sentence into Odia : Yet ye say, The way of the LORD is not equal. Hear now, O house of Israel; Is not my way equal? are not your ways unequal?
ezekiel
ତୁମ୍ଭମାନେେ କହୁଛ, ଆସ ଆମ୍ଭମାନେେ ଅନ୍ୟ ଦେଶୀଯମାନଙ୍କ ପରି ହବୋ, ଗୋଷ୍ଠୀଯମାନଙ୍କ ପରି ହବୋ, ଯେଉଁମାନେ କାଠ ଓ ପଥରର ପୂଜା କରନ୍ତି। ତୁମ୍ଭମାନଙ୍କର ମନ ରେ ଉଠୁଥିବା ଏହି ଇଚ୍ଛା କବେେ ପୂରଣ ହବେ ନାହିଁ।"'
translate sentence into Odia : And that which cometh into your mind shall not be at all, that ye say, We will be as the heathen, as the families of the countries, to serve wood and stone.
ezekiel
ସମାନଙ୍କେ କଟୀ ରେ ଅଣ୍ଟାବିନ୍ଧା ଥିଲା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା। ସମାନେେ ସମସ୍ତେ କଲଦୀଯ ଦେଶଜାତ ବାବିଲୋନୀଯମାନଙ୍କ ରୂପ ବିଶିଷ୍ଟ ଅଧିପତିଗଣର ତୁଲ୍ଯ ଥିଲେ।
translate sentence into Odia : Girded with girdles upon their loins, exceeding in dyed attire upon their heads, all of them princes to look to, after the manner of the Babylonians of Chaldea, the land of their nativity:
ezekiel
ତୁମ୍ଭେ ମତ୍ତ ହାଇେ ଶାେକରେ ଆତୁର ହବେ। ତୁମ୍ଭର ଭଗିନୀ ଶମରିଯାର ପରିପୂର୍ଣ୍ଣ ହେଲାପରି ତୁମ୍ଭର ପାତ୍ର ଧ୍ବଂସ ଓ ବିନାଶ ରେ ପରିପୂର୍ଣ୍ଣ ହବେ।
translate sentence into Odia : Thou shalt be filled with drunkenness and sorrow, with the cup of astonishment and desolation, with the cup of thy sister Samaria.
ezekiel
ଏବଂ ଠିକ୍ ସହେି ଦିନ ସମାନେେ ପ୍ରତିମାଗଣ ଉଦ୍ଦେଶ୍ଯ ରେ ଆପଣା ସନ୍ତାନମାନଙ୍କୁ ବଧ କରିଥିଲେ। ସମାନେେ ମାରେ ମନ୍ଦିରର ଅଗଣାକୁ କଳୁଷିତ କରିବା ପାଇଁ ଆସିଥିଲେ।
translate sentence into Odia : For when they had slain their children to their idols, then they came the same day into my sanctuary to profane it; and, lo, thus have they done in the midst of mine house.
ezekiel
ଖାଲି ହଣ୍ଡାକୁ ଜ୍ବଳନ୍ତ ଅଙ୍କାର ଉପ ରେ ରଖ। ତହିଁରେ ହଣ୍ଡା ଉତ୍ତପ୍ତ ହବେ ଓ ପିତ୍ତଳ ଉତ୍ତପ୍ତ ଦଗ୍ଧ ହବେ। ତେଣୁ ଅ େଶୗଚ ତରଳି ୟିବ ଓ କଳଙ୍କ ଉଭଇୟିବେ।
translate sentence into Odia : Then set it empty upon the coals thereof, that the brass of it may be hot, and may burn, and that the filthiness of it may be molten in it, that the scum of it may be consumed.
ezekiel
ସମୁଦ୍ର ଉପକୂଳବର୍ତ୍ତୀ ବହୁ ଲୋକଙ୍କ ସହିତ ବାଣିଜ୍ଯ କରୁଥିବା, 'ସମୁଦ୍ରର ଦ୍ବାର' ସୋରକୁ କୁହ : ' ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ।
translate sentence into Odia : And say unto Tyrus, O thou that art situate at the entry of the sea, which art a merchant of the people for many isles, Thus saith the Lord GOD; O Tyrus, thou hast said, I am of perfect beauty.
ezekiel
ଏବଂ ମୁଁ ମିଶରୀଯମାନଙ୍କୁ ନାନା ଗୋଷ୍ଠୀ ମଧିଅରେ ଓ ନାନା ଦେଶ ରେ ସମାନଙ୍କେୁ ଛିନ୍ନଭିନ୍ନ କରିବି।
translate sentence into Odia : And I will scatter the Egyptians among the nations, and will disperse them through the countries.
ezekiel
ଯେତବେେଳେ ଫାରୋ ଜୀବିତ ଥିଲେ, ମୁଁ ତାକୁ ଭୟ କରିବା ପାଇଁ ଲୋକମାନଙ୍କୁ ତିଆରି କଲି। କିନ୍ତୁ ବର୍ତ୍ତମାନ ସେ ଓ ତା'ର ଲୋକମାନଙ୍କୁ ସମସ୍ତ ଅସୁନ୍ନତ ଲୋକ ଓ ଖଡ୍ଗ ରେ ନିହତ ଲୋକମାନଙ୍କ ମଧିଅରେ ରଖାୟିବ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।
translate sentence into Odia : For I have caused my terror in the land of the living: and he shall be laid in the midst of the uncircumcised with them that are slain with the sword, even Pharaoh and all his multitude, saith the Lord GOD.
ezekiel
ପରମେଶ୍ବର କହିଲେ, "ଆଉ ମୁଁ ତୁମ୍ଭମାନଙ୍କୁ ସକଳ ଅ େଶୗଚରୁ ପରିତ୍ରାଣ କରିବି ଓ ମୁଁ ଶସ୍ଯକୁ ଆହ୍ବାନ କରି ଉତ୍ପାଦନ ବୃଦ୍ଧି କରିବି। ତୁମ୍ଭମାନଙ୍କ ଉପ ରେ ଦୁର୍ଭିକ୍ଷ ଆଣିବି ନାହିଁ।
translate sentence into Odia : I will also save you from all your uncleannesses: and I will call for the corn, and will increase it, and lay no famine upon you.
ezekiel
ଏବଂ ତୁମ୍ଭେ ସହେି ପାପାର୍ଥକ ବଳି ବୃଷଭକୁ ନଇେ ପବିତ୍ର ସ୍ଥାନର ବାହା ରେ ମନ୍ଦିରର ନିରୂପିତ ସ୍ଥାନ ରେ ତାହା ଦଗ୍ଧ କରିବ।
translate sentence into Odia : Thou shalt take the bullock also of the sin offering, and he shall burn it in the appointed place of the house, without the sanctuary.
ezekiel
ବିବାଦ ଉପସ୍ଥିତ ହେଲେ ସମାନେେ ବିଚାରପତି ଭାବରେ ବିଚାର କରିବେ। ମାରେ ସମସ୍ତ ଶାସନ ବିଧି ଅନୁସାରେ ସମାନେେ ବିଚାର ନିଷ୍ପତ୍ତି କରିବେ ଏବଂ ସମାନେେ ମାରେ ନିରୂପିତ ସମସ୍ତ ପର୍ବ ରେ ମାରେ ବ୍ଯବସ୍ଥା ଓ ମାରେ ବିଧିସବୁ ପାଳନ କରିବେ। ଆଉ ସମାନେେ ମାରେ ବିଶ୍ରାମ ଦିନଗୁଡ଼ିକ ପବିତ୍ର ରଖିବା ଉଚିତ୍।
translate sentence into Odia : And in controversy they shall stand in judgment; and they shall judge it according to my judgments: and they shall keep my laws and my statutes in all mine assemblies; and they shall hallow my sabbaths.
ezekiel
ପୁଣି ଯାଜକ ଶୁଚି ହେଲା ପ ରେ ଗଣିତ ହବୋ ପାଇଁ ସାତଦିନ ଅପେକ୍ଷା କରିବ।
translate sentence into Odia : And after he is cleansed, they shall reckon unto him seven days.
ezekiel
ଯେତବେେଳେ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣ, ତୁମ୍ଭମାନେେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭମାନେେ ପୂଜା ନକର ତବେେ ତୁମ୍ଭମାନଙ୍କୁ ଜ୍ବଳନ୍ତ ଅଗ୍ନି କୁମ୍ତ ରେ ଫିଙ୍ଗା ୟିବ। ଆଉ ଏପରି କୌଣସି ଦବେତା ନାହିଁନ୍ତି ଯେ କି ମାଠାରୁେ ତୁମ୍ଭମାନଙ୍କୁ ଉଦ୍ଧାର କରିବ।"
translate sentence into Odia : Now if ye be ready that at what time ye hear the sound of the cornet, flute, harp, sackbut, psaltery, and dulcimer, and all kinds of musick, ye fall down and worship the image which I have made; well: but if ye worship not, ye shall be cast the same hour into the midst of a burning fiery furnace; and who is that God that shall deliver you out of my hands?
daniel
ଏଣୁ ମୁଁ ନବୂଖଦ୍ନିତ୍ସର ସହେି ସ୍ବର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି। କାରଣ ତାଙ୍କର ସମସ୍ତ କ୍ରିଯା ସତ୍ଯ ଓ ତାଙ୍କର ପଥ ସବୁ ନ୍ଯାର୍ୟ୍ଯ। ଆଉ ସେ ଗର୍ବୀମାନଙ୍କୁ ବିନଯୀ କରନ୍ତି।
translate sentence into Odia : Now I Nebuchadnezzar praise and extol and honour the King of heaven, all whose works are truth, and his ways judgment: and those that walk in pride he is able to abase.
daniel
ତା'ପ ରେ ସମାନେେ ରାଜାଙ୍କୁ ଉତ୍ତର ଦେଲେ, " ହେ ମହାରାଜ, ନିର୍ବାସିତ ୟିହୁଦି ସନ୍ତାନଗଣ ମଧିଅରେ ଜଣେ ବ୍ଯକ୍ତି ଦାନିୟେଲ, ସେ ଆପଣଙ୍କୁ କି ଆପଣଙ୍କ ସ୍ବାକ୍ଷରିତ ନିଷଧେ ପତ୍ରକୁ ମାନ୍ଯ କରେ ନାହିଁ। ସେ ଏବେ ମଧ୍ଯ ଦିନ ରେ ତିନିଥର ତା'ର ପରମେଶ୍ବରକୁ ପ୍ରାର୍ଥନା କରୁଛି।"
translate sentence into Odia : Then answered they and said before the king, That Daniel, which is of the children of the captivity of Judah, regardeth not thee, O king, nor the decree that thou hast signed, but maketh his petition three times a day.
daniel
ପୁଣି ମୁଁ ଦେଖିଲି, ଗ୍ଭରି ଭିନ୍ନ ପ୍ରକାରର ବୃହତ୍ ପଶୁ ସମୁଦ୍ରରୁ ଉଠି ଆସିଲେ।
translate sentence into Odia : And four great beasts came up from the sea, diverse one from another.
daniel
ମାତ୍ର ବିଗ୍ଭର ସଭା ବସିବ ଓ ରାଜାଙ୍କର କତ୍ତୃର୍ତ୍ବ କାଢି ନିଆୟିବ ଓ ରାଜ୍ଯ ସମ୍ପୂର୍ଣ୍ଣ ଭାବରେ ବିନାଶ ହବେ। daniel I saw the ram pushing westward, and northward, and southward; so that no beasts might stand before him, neither was there any that could deliver out of his hand; but he did according to his will, and became great. ମୁଁ ଲକ୍ଷ୍ଯ କଲି ସହେି ମଷେ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପଲେି ମାଡି ଯାଉଛି। ଆଉ କୌଣସି ପଶୁ ତାହା ସମ୍ମୁଖ ରେ ଠିଆ ହାଇପୋରୁ ନଥିଲେ ଏବଂ ଆଉ କହେି ତା'ଠାରୁ ରକ୍ଷା ପାଇ ପାରିଲେ ନାହିଁ। ତେଣୁ ସେ ନିଜ ଇଚ୍ଛାନୁସା ରେ କର୍ମ କରି ନିଜର ବଡିମା ପ୍ରକାଶ କରି ଶକ୍ତିଶାଳୀ ହେଲା। daniel And his power shall be mighty, but not by his own power: and he shall destroy wonderfully, and shall prosper, and practise, and shall destroy the mighty and the holy people. ସେ ବଳ ରେ ଅତି ପରାକ୍ରମୀ ହବେ। ମାତ୍ର ତାହାର ନିଜ ବଳ ରେ ନୁହେଁ। ସେ ଭୟଙ୍କର ବିନାଶର କାରଣ ହବେ ଓ ଶକ୍ତିଶାଳୀ ହାଇେ ସ୍ବେଚ୍ଛାଗ୍ଭରୀ ଭାବରେ କାର୍ୟ୍ଯ କରିବ। ଆଉ ସେ ପରାକ୍ରମୀ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ। daniel Yet heard I the voice of his words: and when I heard the voice of his words, then was I in a deep sleep on my face, and my face toward the ground. ସେତବେେଳେ ମୁଁ ତାଙ୍କର ବାକ୍ଯର ସ୍ବର ଶୁଣିଲି, ଆଉ ଯେତବେେଳେ ସହେି ବାକ୍ଯର ରବ ଶୁଣିଲି, ମୁଁ ମୁହଁ ମାଡି ଗଭୀର ନିଦ୍ରା ରେ ଶାଇଗେଲି। daniel And they that understand among the people shall instruct many: yet they shall fall by the sword, and by flame, by captivity, and by spoil, many days. ଲୋକମାନଙ୍କ ମଧିଅରେ ଯେଉଁମାନେ ଜ୍ଞାନୀ, ସମାନେେ ଅନକଙ୍କେୁ ଉପଦେଶ ଦବେେ। ତଥାପି ବହୁଦିନ ପର୍ୟ୍ଯନ୍ତ ସମାନେେ ଖଡ୍ଗ ରେ, ଅଗ୍ନି ଶିଖା ରେ, ବନ୍ଦୀ ଅବସ୍ଥା ରେ ଓ ଲୁଟ ରେ ପତିତ ହବେେ। daniel Thus shall he do in the most strong holds with a strange god, whom he shall acknowledge and increase with glory: and he shall cause them to rule over many, and shall divide the land for gain. ସେ ବିଦେଶୀଯ ଦବେତା ଶକ୍ତିର ଦବେତାର ସାହାୟ୍ଯ ରେ, ମଜ୍ବୁତ୍ ଦୁର୍ଗର ପ୍ରତିକୂଳ ରେ କାର୍ୟ୍ଯ କରିବ। ଯେ କହେି ତାକୁ ସ୍ବୀକାର କରିବ ସେ ତାହାର ଗୌରବ ବୃଦ୍ଧି କରିବ ଓ ଅନକଙ୍କେ ଉପ ରେ ସମାନଙ୍କେୁ କତ୍ତୃର୍ତ୍ବ ପଦ ଦବେ ଓ ଟଙ୍କା ପରିବର୍ତେ ଭୂମି ବିଭାଗ କରିବ। daniel And many of them that sleep in the dust of the earth shall awake, some to everlasting life, and some to shame and everlasting contempt. ପୁଣି ଯେଉଁମାନେ ମୃତ ଓ କବର ପ୍ରାପ୍ତ ସମାନଙ୍କେ ମଧ୍ଯରୁ ଅନକେ ଜାଗି ଉଠିବେ। କେତକେ ଅନନ୍ତ ଜୀବନ, କେତକେ ଲଜ୍ଜା ଓ କେତକେ ଚିର ଅପମାନ ଭୋଗ ପାଇଁ ଉଠିବେ। hosea And I will destroy her vines and her fig trees, whereof she hath said, These are my rewards that my lovers have given me: and I will make them a forest, and the beasts of the field shall eat them. ଆମ୍ଭେ ତା'ର ଦ୍ରାକ୍ଷାଲତାଗୁଡିକୁ ଓ ଡିମିରି ଗଛଗୁଡିକୁ ନଷ୍ଟ କରିଦବୋ। ସେ କହିଲା, 'ମରେ ପ୍ ରମେିକମାନେ ମାେତେ ଏସବୁ ଜିନିଷ ଦଇେଥିଲେ।' କିନ୍ତୁ ଆମ୍ଭେ ତା'ର ବଗିଗ୍ଭକୁ ବଦଳାଇ ଅନାବନା ଗଛ ରେ ଜଙ୍ଗଲ କରିଦବୋ। ବନ୍ଯପଶୁମାନେ ଆସି ସହେି ଗଛରୁ ଖାଇବେ। hosea And as troops of robbers wait for a man, so the company of priests murder in the way by consent: for they commit lewdness. ଡକାଯତମାନଙ୍କ ପରି ସମାନେେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଅପେକ୍ଷା କରନ୍ତି। ସହେିପରି, ଯାଜକଙ୍କ ଦଳ ଶିଖିମକୁ ଯାଉଥିବା ଲୋକମାନଙ୍କୁ ରାସ୍ତା ରେ ଅପେକ୍ଷା କରନ୍ତି ଓ ସମାନଙ୍କେୁ ଆକ୍ରମଣ କରନ୍ତି। ସମାନେେ ଏକତ୍ରୀତ ହାଇେ ମନ୍ଦ କାର୍ୟ୍ଯ କରିବାକୁ ଯୋଜନା କରନ୍ତି। hosea They sacrifice flesh for the sacrifices of mine offerings, and eat it; but the LORD accepteth them not; now will he remember their iniquity, and visit their sins: they shall return to Egypt. ଇଶ୍ରାୟେଲୀୟମାନେ ବଳିଦାନକୁ ଭଲ ପାଆନ୍ତି। ସେ ମାଂସ ଅର୍ପଣ କରି ତାକୁ ଭକ୍ଷଣ କରନ୍ତି। ସଦାପ୍ରଭୁ ସମାନଙ୍କେର ବଳିଦାନକୁ ଗ୍ରହଣ କରନ୍ତି ନାହିଁ। ସେ ସମାନଙ୍କେର ପାପକୁ ମନେ ରଖନ୍ତି। ଏଥିପାଇଁ ସେ ସମାନଙ୍କେୁ ଦଣ୍ତ ଦବେେ ଏବଂ ସମାନେେ ବନ୍ଦୀ ଭାବରେ ମିଶରକୁ ପ୍ ରରେିତ ହବେେ। joel For, behold, in those days, and in that time, when I shall bring again the captivity of Judah and Jerusalem, ହଁ ଦେଖ, ସହେି ସମୟରେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ଆମ୍ଭେ ବନ୍ଦୀ ଅବସ୍ଥାରୁ ଉଦ୍ଧାର କରିବା।
translate sentence into Odia : But the judgment shall sit, and they shall take away his dominion, to consume and to destroy it unto the end.
daniel
ସୂର୍ୟ୍ଯ ଚନ୍ଦ୍ର ଅନ୍ଧକାରମଯ ହବେେ ଏବଂ ତାରକାଗଣ କିରଣ ଦବୋ ବନ୍ଦ କରି ଦବେେ।
translate sentence into Odia : The sun and the moon shall be darkened, and the stars shall withdraw their shining.
joel
ତେଣୁ ଆମ୍ଭେ ହସାଯଲଙ୍କେ ଗୃହ ନିକଟକୁ ଅଗ୍ନି ପ୍ ରରଣେ କରିବା। ଏବଂ ସହେି ଅଗ୍ନି ବିନହଦଦଙ୍କ ବିରାଟ ଅଟ୍ଟାଳିକାକୁ ଧ୍ବଂସ କରିବ।
translate sentence into Odia : But I will send a fire into the house of Hazael, which shall devour the palaces of Benhadad.
amos
ତୁମ୍ଭେ ଅସ୍ଦୋଦର ଓ ମିଶର ରାଜପ୍ରାସାଦ ରେ ଏହି ବାର୍ତ୍ତା ଘାଷେଣା କର, "ଶମରିଯାର ପର୍ବତମାଳା ଶିଖରକୁ ଆସ ଏବଂ ସଠାେକାର କୋଳାହଳ ଓ ଦଙ୍ଗାକୁ ଦେଖ। ସମାନେେ ଅନ୍ୟ ଲୋକମାନଙ୍କ ପ୍ରତି ବହୁତ ନିଷ୍ଠୁର ଅଟନ୍ତି।
translate sentence into Odia : Publish in the palaces at Ashdod, and in the palaces in the land of Egypt, and say, Assemble yourselves upon the mountains of Samaria, and behold the great tumults in the midst thereof, and the oppressed in the midst thereof.
amos
ପଙ୍ଗପାଳ ଦଳ ରାଜ୍ଯର ସମସ୍ତ ତୃଣ ଖାଇଗଲେ। ତା'ପ ରେ ମୁଁ କହିଲି, " ହେ ମାରେ ପ୍ରଭୁ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି। ଆମ୍ଭମାନଙ୍କୁ କ୍ଷମା କର। ଯାକୁବ କବେେ ତିଷ୍ଠିବ ନାହିଁ। କାରଣ ସେ ଅତି କ୍ଷୁଦ୍ର।"
translate sentence into Odia : And it came to pass, that when they had made an end of eating the grass of the land, then I said, O Lord GOD, forgive, I beseech thee: by whom shall Jacob arise? for he is small.
amos
ତୁମ୍ଭର ଗର୍ବ ତୁମ୍ଭକୁ ପ୍ରତାରଣା କରିଛି। ତୁମ୍ଭେ ପର୍ବତର ସହେି ଗୁମ୍ଫା ଗୁଡିକରେ ବାସ କର। ତୁମ୍ଭେ ସହେି ଉଚ୍ଚ ସ୍ଥାନ ରେ ରୁହ। ତେଣୁ ତୁମ୍ଭେ ନିଜକୁ କହିଥାଅ, ' ମାେତେ କହେି ଭୂମି ଉପରକୁ ଆଣି ପାରିବେ ନାହିଁ।"'
translate sentence into Odia : The pride of thine heart hath deceived thee, thou that dwellest in the clefts of the rock, whose habitation is high; that saith in his heart, Who shall bring me down to the ground?
obadiah
ଯେତବେେଳେ ଲୋକମାନେ ଏହା ଦେଖିଲେ ସମାନେେ ଭୟଭୀତ ହାଇେ ପଡିଲେ ଏବଂ ସଦାପ୍ରଭୁଙ୍କୁ ଉପାସନା କଲେ। ସମାନେେ ସଦାପ୍ରଭୁଙ୍କୁ ବଳି ଦେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ମାନସିକ କରି ଶପଥ କଲେ।
translate sentence into Odia : Then the men feared the LORD exceedingly, and offered a sacrifice unto the LORD, and made vows.
jonah
ମୁଁ ସମୁଦ୍ରର ତଳ ଦେଶ ରେ ଥିଲି ଯେଉଁଠାରୁ ପର୍ବତ ଆରମ୍ଭ ହାଇେଛି। ମୁଁ ଭାବିଲି ମୁଁ ଚିରଦିନ ପାଇଁ ସହେି ବନ୍ଦୀଶାଳା ରେ ତାଲା ପଡି ରହିଲି। କିନ୍ତୁ ମାରେ ସଦାପ୍ରଭୁ ମାେତେ କବରରୁ ବାହାର କରି ଆଣିଲେ। ହେ ପରମେଶ୍ବର, ତୁମ୍ଭେ ମାେତେ ପୁନର୍ବାର ଜୀବନ ଦଲେ।
translate sentence into Odia : I went down to the bottoms of the mountains; the earth with her bars was about me for ever: yet hast thou brought up my life from corruption, O LORD my God.
jonah
ଅନ୍ୟ ଗୋଷ୍ଠୀର ଲୋକମାନେ ସମାନଙ୍କେର ନିଜର ଦବେତାମାନଙ୍କୁ ଅନୁସରଣ କରିବେ। କିନ୍ତୁ ଆମ୍ଭମାନେେ ଚିରକାଳ ସଦାପ୍ରଭୁ ପରମେଶ୍ବରଙ୍କର ଅନୁଗାମୀ ହବୋ।
translate sentence into Odia : For all people will walk every one in the name of his god, and we will walk in the name of the LORD our God for ever and ever.
micah
ଏହି ପୁସ୍ତକ ଇଲକୋଶୀଯ ନାହୂମଙ୍କର ଦର୍ଶନ ଅଟେ। ଏହା ନୀନିବୀ ନଗର ସମ୍ବନ୍ଧ ରେ ଏକ ଦୁଃଖବାର୍ତ୍ତା ଅଟେ।
translate sentence into Odia : The burden of Nineveh. The book of the vision of Nahum the Elkoshite.
nahum
ସଦାପ୍ରଭୁ ଇର୍ଷାପରାଯଣ ଏବଂ ପ୍ରତିଶାଧେ ପରାଯଣ। ସେ କୋରଧାନ୍ବିତ ହାଇେ ପ୍ରତିଶୋଧ ନିଅନ୍ତି। ତାଙ୍କର ବିରୁଦ୍ଧାଚରଣ କରୁଥିବା ଲୋକମାନଙ୍କ ଉପ ରେ ସେ ପ୍ରତି ଶାଧେ ନିଅନ୍ତି। ସେ ତାଙ୍କର ଶତୃମାନଙ୍କ ଉପ ରେ ରାଗନ୍ତି।
translate sentence into Odia : God is jealous, and the LORD revengeth; the LORD revengeth, and is furious; the LORD will take vengeance on his adversaries, and he reserveth wrath for his enemies.
nahum
ସଦାପ୍ରଭୁ କଦାପି ଶୀଘ୍ର ରାଗନ୍ତି ନାହିଁ। ସଦାପ୍ରଭୁ ଅତି ଶକ୍ତିଶାଳୀ। ସେ ଦୋଷୀକୁ ଦଣ୍ତ ନଦଇେ କବେେ ଛାଡିବେ ନାହିଁ। ସେ ଯେଉଁଠାକୁ ୟାଆନ୍ତି ସଠାେ ରେ ଘୂର୍ଣ୍ଣିବାତ୍ଯା ଓ ଝଡ ସୃଷ୍ଟି ହୁଏ। ସଦାପ୍ରଭୁ ଗତି କଲା ବେଳେ ତାଙ୍କ ପାଦ ରେ ମେଘଗୁଡିକ ଧୂଳି ସ୍ବରୂପ ଉେଠ।
translate sentence into Odia : The LORD is slow to anger, and great in power, and will not at all acquit the wicked: the LORD hath his way in the whirlwind and in the storm, and the clouds are the dust of his feet.
nahum
ସଦାପ୍ରଭୁ ଅତି କର୍କଶ ଭାବରେ ସମୁଦ୍ରକୁ ଗାଳି ଦବେେ ଏବଂ ସମୁଦ୍ର ଶୁଖିୟିବ। ସେ ନଦୀଗୁଡିକୁ ମଧ୍ଯ ଶୁଖାଇ ଦିଅନ୍ତି। ବାଶନ୍ ଓ କର୍ମିଲ ଶୁଷ୍କ ପଡିବ। ଏବଂ ଲିବା ନୋନର ଫୁଲଗୁଡିକ ମଉଳି ଯିବେ।
translate sentence into Odia : He rebuketh the sea, and maketh it dry, and drieth up all the rivers: Bashan languisheth, and Carmel, and the flower of Lebanon languisheth.
nahum
ସଦାପ୍ରଭୁ ଆସିବେ ଏବଂ ପର୍ବତଗୁଡିକ ଭୟ ରେ ଥରିବେ ଏବଂ ପାହାଡଗୁଡିକ ତରଳି ଯିବେ। ସଦାପ୍ରଭୁଙ୍କ ଆଗମନ ରେ ପୃଥିବୀ ମଧ୍ଯ ଭୟ ରେ ଥରିବ। ବିଶ୍ବର ସମସ୍ତ ବ୍ଯକ୍ତି ଭୟ ରେ ଥରିବେ।
translate sentence into Odia : The mountains quake at him, and the hills melt, and the earth is burned at his presence, yea, the world, and all that dwell therein.
nahum
ସଦାପ୍ରଭୁଙ୍କ କୋର୍ଧ ବିରୁଦ୍ଧ ରେ କହେି ତିଷ୍ଠି ପାରିବେ ନାହିଁ। ତାଙ୍କର ଭୟଙ୍କର କୋର୍ଧକୁ କହେି ସହ୍ଯ କରିପାରିବେ ନାହିଁ। ତାଙ୍କର କୋରଧ ଅଗ୍ନି ସଦୃଶ ଜଳି ଉଠିବ। ତାଙ୍କର ଆଗମନ ରେ ପଥରଗୁଡିକ ଖଣ୍ତ ଖଣ୍ତ ହାଇଯେିବ।
translate sentence into Odia : Who can stand before his indignation? and who can abide in the fierceness of his anger? his fury is poured out like fire, and the rocks are thrown down by him.
nahum
ସଦାପ୍ରଭୁ ସର୍ବମଙ୍ଗଳମଯ। ଦୁଃଖ ସମୟରେ ସେ ହେଉଛନ୍ତି ଏକମାତ୍ର ନିରାପଦ ସ୍ଥାନ। ୟିଏ ତାଙ୍କଠା ରେ ଆଶ୍ରଯ ନିଏ, ସେ ତା'ର ଯତ୍ନ ନିଅନ୍ତି।
translate sentence into Odia : The LORD is good, a strong hold in the day of trouble; and he knoweth them that trust in him.
nahum
କିନ୍ତୁ, ସେ ତାଙ୍କର ଶତୃମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ। ବନ୍ଯାଜଳ ପରି ସମାନେେ ଧୋଇ ହାଇଯେିବେ। ସେ ଅନ୍ଧକାର ରେ ଶତୃମାନଙ୍କୁ ଗୋଡ଼ାଇବେ।
translate sentence into Odia : But with an overrunning flood he will make an utter end of the place thereof, and darkness shall pursue his enemies.
nahum
ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧ ରେ କାହିଁକି ଷଡୟନ୍ତ୍ର କରୁଛ? ସେ ସମ୍ପୂର୍ଣ୍ଣ ରୂପେ ତୁମ୍ଭକୁ ଧ୍ବଂସ କରିବେ, ତେଣୁ ତୁମ୍ଭେ ପୁନର୍ବାର ଏହା କରିବ ନାହିଁ।
translate sentence into Odia : What do ye imagine against the LORD? he will make an utter end: affliction shall not rise up the second time.
nahum
ତୁମ୍ଭମାନେେ ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହାଇଯେିବ, ଏକ ଛନ୍ଦାଛନ୍ଦି ହାଇେଥିବା କଣ୍ଟାବୁଦା ପରି ଯାହା ଶୀଘ୍ର ପୋଡି଼ୟାଏ। ତୁମ୍ଭମାନେେ ମଦ୍ଯପମାନଙ୍କ ପରି ହବେ। ତୁମ୍ଭମାନେେ ଶୁଖିଲା କଟା ଘାସର ଖୁଣ୍ଟା ତୁଲ୍ଯ ଗ୍ରାସିତ ହବେ।
translate sentence into Odia : For while they be folden together as thorns, and while they are drunken as drunkards, they shall be devoured as stubble fully dry.
nahum
ଜଣେ ୟିଏ କି ସଦାପ୍ରଭୁଙ୍କ ବିରୁଦ୍ଧ ରେ ମନ୍ଦ ଯୋଜନା କରିବାକୁ ଉପଦେଶ ଦବେ, ସପରେି ଲୋକ ତୁମ୍ଭମାନଙ୍କ ମଧ୍ଯରୁ ବାହାରି ୟାଇଛି।
translate sentence into Odia : There is one come out of thee, that imagineth evil against the LORD, a wicked counsellor.
nahum
ସଦାପ୍ରଭୁ ଯିହୁଦାକୁ ଏହିସବୁ କଥା କହିଲେ, "ଅଶୂରୀଯର ଲୋକମାନେ ଅତି ବଳଶାଳୀ, ସମାନଙ୍କେର ବହୁ ସୈନ୍ଯ ଅଛନ୍ତି। କିନ୍ତୁ ସମାନେେ ସମସ୍ତେ ନିହତ ହାଇେ ଶଷେ ହବେେ। ହେ ମାରେ ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଦୁଃଖ ଦଲେୁ କିନ୍ତୁ ଆଉ ଅଧିକ ଦୁଃଖ ଦବୋନାହିଁ।
translate sentence into Odia : Thus saith the LORD; Though they be quiet, and likewise many, yet thus shall they be cut down, when he shall pass through. Though I have afflicted thee, I will afflict thee no more.
nahum
ଆମ୍ଭେ ତୁମ୍ଭମାନଙ୍କର ବକରେେ ଥିବା ଅଶୂରୀଯର ୟୁଆଳୀକୁ କାଢିନବୋ, ଏବଂ ଆମ୍ଭେ ତୁମ୍ଭର ଶିକୁଳିକୁ ଛିଣ୍ତାଇ ଦବୋ।"
translate sentence into Odia : For now will I break his yoke from off thee, and will burst thy bonds in sunder.
nahum
ହେ ଅଶୂରର ରାଜା, ସଦାପ୍ରଭୁ ତୁମ୍ଭମାନଙ୍କ ବିଷଯ ରେ ଏହି ଆଦେଶ ଦେଲେ। "ତୁମ୍ଭର ନାମ ରଖିବା ପାଇଁ ତୁମ୍ଭମାନଙ୍କର କହେି ବଂଶଧର ରହିବେ ନାହିଁ। ତୁମ୍ଭମାନଙ୍କ କାରୁକାର୍ୟ୍ଯ ପିତୁଳାଗୁଡିକ ଓ ଧାତୁର ମୂର୍ତ୍ତିଗୁଡିକ ଯାହା କି ତୁମ୍ଭ ଦବେତାଙ୍କ ମନ୍ଦିର ରେ ଅଛି ସହେି ସବୁକୁ ଆମ୍ଭେ ଧ୍ବଂସ କରିବା। ଆମ୍ଭେ ତୁମ୍ଭମାନଙ୍କ ପାଇଁ କବର ପ୍ରସ୍ତୁତ କରୁଛୁ କାରଣ ତୁମ୍ଭମାନେେ ଭ୍ରଷ୍ଟ ହାଇେଛ।
translate sentence into Odia : And the LORD hath given a commandment concerning thee, that no more of thy name be sown: out of the house of thy gods will I cut off the graven image and the molten image: I will make thy grave; for thou art vile.
nahum
ହେ ଯିହୁଦା ଗ୍ଭହଁ! ପର୍ବତ ଆଡକୁ ଗ୍ଭହଁ। ଜଣେ ଦୂତ ଉତ୍ତମ ସନ୍ଦେଶ ଆଣି ଆସୁଛନ୍ତି। ସେ କୁହନ୍ତି, ଶାନ୍ତି ଆସିଛି। ହେ ୟୁହୁଦା, ତୁମ୍ଭର ଉତ୍ସବ ପାଳନ କର। ତୁମ୍ଭର ଶପଥ ପୂର୍ଣ୍ଣ କର। ସହେି ମନ୍ଦ ଲୋକ ଆଉ ଆସିବେ ନାହିଁ। ସମାନେେ ତୁମ୍ଭମାନଙ୍କୁ ପୁନର୍ବାର ଆକ୍ରମଣ କରିପାରିବେ ନାହିଁ। କାହିଁକି ସମାନେେ ଆକ୍ରମଣ କରିପାରିବେ ନାହିଁ? କାରଣ ସହେି ମନ୍ଦ ଲୋକମାନେ ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ପାଇଛନ୍ତି।
translate sentence into Odia : Behold upon the mountains the feet of him that bringeth good tidings, that publisheth peace! O Judah, keep thy solemn feasts, perform thy vows: for the wicked shall no more pass through thee; he is utterly cut off.
nahum
କହେି ଜଣେ ତୁମ୍ଭମାନଙ୍କୁ ଛିନ୍ନଛତ୍ର କରିବାକୁ ଆସୁଛି। ତେଣୁ ତୁମ୍ଭ ସୁଦୃଢ ସ୍ଥାନଗୁଡିକୁ ଜଗ। ରାସ୍ତାଗୁଡିକ ଉପ ରେ ଦୃଷ୍ଟି ରଖ। ୟୁଦ୍ଧ ପାଇଁ ସଜ ହୁଅ ଏବଂ ନିଜର ପାରୁ ପର୍ୟ୍ଯନ୍ତ ନିଜକୁ ସଜାଗ ରଖ।
translate sentence into Odia : He that dasheth in pieces is come up before thy face: keep the munition, watch the way, make thy loins strong, fortify thy power mightily.
nahum
ସଦାପ୍ରଭୁ ଯାକୁବର ଶାେଭା ପୂର୍ଣ୍ଣ ପ୍ରତିଷ୍ଠା କରିଛନ୍ତି, ଯାହାକି ଇଶ୍ରାୟେଲର ଶାେଭା ସଦୃଶ। ଶତୃ ସମାନଙ୍କେୁ ଧ୍ବଂସ କଲେ ଓ ସମାନଙ୍କେର ଦ୍ରାକ୍ଷାଲତା ସବୁ ନଷ୍ଟ କଲେ।
translate sentence into Odia : For the LORD hath turned away the excellency of Jacob, as the excellency of Israel: for the emptiers have emptied them out, and marred their vine branches.
nahum
ସହେି ସୈନ୍ଯମାନଙ୍କର ମାହେରଗୁଡିକ ଲାଲ। ସମାନଙ୍କେର ପୋଷାକ ଅତି ଲାଲ। ସମାନଙ୍କେର ରଥଗୁଡିକ ୟୁଦ୍ଧ ପାଇଁ ଧାଡି ରେ ପ୍ରସ୍ତୁତ ହାଇେ ରହିଛି, ସଗେୁଡିକ ଅଗ୍ନିଶିଖା ପରି ଉଜ୍ଜ୍ବଳ ଦଖାେ ଯାଉଛି। ସମାନଙ୍କେର ବର୍ଚ୍ଛାସବୁ ଉେତ୍ତାଳିତ।
translate sentence into Odia : The shield of his mighty men is made red, the valiant men are in scarlet: the chariots shall be with flaming torches in the day of his preparation, and the fir trees shall be terribly shaken.
nahum
ଅଶ୍ବଗ୍ଭଳିତ ରଥଗୁଡିକ ରାସ୍ତା ରେ ଧାଉଁଛନ୍ତି। ସମାନେେ ଖାେଲାଛକରେ ଏଣତେଣେେ ଭିଡ କରୁଛନ୍ତି। ସଗେୁଡିକ ମଶାଲପରି ଓ ବିଜୁଳି ପରି ଦଖାଯାେଉଛି।
translate sentence into Odia : The chariots shall rage in the streets, they shall justle one against another in the broad ways: they shall seem like torches, they shall run like the lightnings.
nahum
ସେ ତାଙ୍କର ଅଧିକାରୀମାନଙ୍କୁ ଆଦେଶ ଦିଅନ୍ତି। ଯେତବେେଳେ ସମାନେେ ଆଗକୁ ଗତି କରନ୍ତି, ସମାନେେ ଝୁଣ୍ଟି ପଡନ୍ତି। ସମାନେେ କାନ୍ଥ ନିକଟକୁ ୟାଆନ୍ତି ଏବଂ ସମାନଙ୍କେର ଢାଲଗୁଡିକ ଠିକ୍ କରନ୍ତି।
translate sentence into Odia : He shall recount his worthies: they shall stumble in their walk; they shall make haste to the wall thereof, and the defence shall be prepared.
nahum
ନଦୀର ଫାଟକଗୁଡିକ ଖାେଲା ଅଛି ଏବଂ ରାଜପ୍ରାସାଦ ଭାସି ଯାଉଛି,
translate sentence into Odia : The gates of the rivers shall be opened, and the palace shall be dissolved.
nahum
ରାଣୀ ଶତୃମାନଙ୍କ ଦ୍ବାରା ଧରା ପଡିଛନ୍ତି ଓ ଦୂରକୁ ନିଆ ହାଇେଛନ୍ତି। ଏବଂ ତାଙ୍କର ଦାସୀମାନେ ଦୁଃଖ ରେ କପୋତ ପରି କ୍ରନ୍ଦନ କରୁଛନ୍ତି। ସମାନେେ ସମାନଙ୍କେର ଦୁଃଖ ଜଣାଇବାକୁ ଛାତିକୁ ପ୍ରହାର କରୁଛନ୍ତି।
translate sentence into Odia : And Huzzab shall be led away captive, she shall be brought up, and her maids shall lead her as with the voice of doves, tabering upon their breasts.
nahum
ନୀନିବୀ ଏକ ପୁଷ୍କରଣୀ ସଦୃଶ ଯାହାର ଜଳ ବାହାରି ଯାଉଛି। ଲୋକମାନେ, "ଦୌଡୁଛନ୍ତି ଏବଂ ତାହା ବନ୍ଦ କରିବାକୁ ଚିତ୍କାର କରୁଛନ୍ତି!" କିନ୍ତୁ କହେି ମଧ୍ଯ ସମାନଙ୍କେର କ୍ରନ୍ଦନକୁ ଧ୍ଯାନ ଦେଉ ନାହାନ୍ତି।
translate sentence into Odia : But Nineveh is of old like a pool of water: yet they shall flee away. Stand, stand, shall they cry; but none shall look back.
nahum