output
stringlengths
1
10.9k
input
stringclasses
1 value
instruction
stringlengths
34
702
category
stringlengths
3
20
ତାଙ୍କ ପାଖ ରେ ବହୁ ଧନସମ୍ପତ୍ତି ନବୋକୁ ଅଛି। ତାଙ୍କର ରୂପା ଓ ସୁନା ନିଅ।
translate sentence into Odia : Take ye the spoil of silver, take the spoil of gold: for there is none end of the store and glory out of all the pleasant furniture.
nahum
ବର୍ତ୍ତମାନ ନୀନିବୀ ଶୂନ୍ଯ ହାଇେ ଯାଉଛି। ସମସ୍ତ ଜିନିଷ ଲୁଣ୍ଠିତ ଓ ନଗରୀଟି ସମ୍ପୂର୍ଣ୍ଣ ଭାବରେ ଧ୍ବଂସ ହାଇେଛି। ଲୋକମାନେ ସମାନଙ୍କେର ସାହସ ହରାଇଛନ୍ତି। ସମାନଙ୍କେର ହୃଦଯ ଭୟ ରେ ବିଚଳିତ। ସମାନଙ୍କେର ଆଣ୍ଠୁ ଓ ଶରୀର ଥରୁଛି। ସମାନଙ୍କେର ମୁଖମଣ୍ତଳ ଭୟ ରେ ମଳିନ ହାଇୟୋଇଛି।
translate sentence into Odia : She is empty, and void, and waste: and the heart melteth, and the knees smite together, and much pain is in all loins, and the faces of them all gather blackness.
nahum
ସହେି ସିଂହଗୁମ୍ଫା ନୀନିବୀ କେଉଁଠି? ସିଂହ ଏବଂ ସିଂହୀ ସଠାେ ରେ ବାସ କରୁଥିଲେ। ସମାନଙ୍କେର ସିଂହ ଶାବକଗୁଡିକୁ ସଠାେ ରେ ଖାଉଥିଲେ ଏବଂ ଭୟଭୀତ ନଥିଲେ।
translate sentence into Odia : Where is the dwelling of the lions, and the feedingplace of the young lions, where the lion, even the old lion, walked, and the lion's whelp, and none made them afraid?
nahum
ସିଂହ ନୀନିବୀର ରାଜା ତା'ର ଶାବକମାନଙ୍କୁ ଖୁଆଇବା ପାଇଁ ବହୁତ ଶିକାର କଲା ଏବଂ ସିଂହୀ ପାଇଁ ଶିକାର କଲା। ସେ ତା'ର ନୀନିବୀ ଗୁମ୍ଫାକୁ ଶିକାର ରେ ପରିପୂର୍ଣ୍ଣ କଲା! ସେ ତା'ର ଗୁମ୍ଫାକୁ ମାଂସ ରେ ପୂର୍ଣ୍ଣ କଲା।
translate sentence into Odia : The lion did tear in pieces enough for his whelps, and strangled for his lionesses, and filled his holes with prey, and his dens with ravin.
nahum
ସର୍ବଶକ୍ତିମାନ୍ ସଦାପ୍ରଭୁ ପରମେଶ୍ବର କୁହନ୍ତି, "ନୀନିବୀ ଆମ୍ଭେ ତୁମ୍ଭ ବିରୁଦ୍ଧ ରେ ଅଛୁ। ଆମ୍ଭେ ତୁମ୍ଭର ରଥକୁ ଜାଳିଦବୋ ଓ ତୁମ୍ଭର 'ୟୁବକ ସିଂହମାନଙ୍କୁ' ଖଣ୍ତା ରେ ହତ୍ଯା କରିବା। ଆମ୍ଭେ ତୁମ୍ଭମାନଙ୍କର ଶିକାରକୁ ପୃଥିବୀରୁ ଲୋପ କରିଦବୋ। ଲୋକମାନେ ଆଉ କବେେ ମନ୍ଦ ଖବର ତୁମ୍ଭ ଦୂତଠାରୁ ଶୁଣିବେ ନାହିଁ।"
translate sentence into Odia : Behold, I am against thee, saith the LORD of hosts, and I will burn her chariots in the smoke, and the sword shall devour thy young lions: and I will cut off thy prey from the earth, and the voice of thy messengers shall no more be heard.
nahum
ଘାତକମାନଙ୍କର ନଗରୀକୁ ଧିକ୍। ନୀନିବୀ ଏକ ମିଥ୍ଯା ନଗରୀ, ଚୋରି ଓ ମୃତ୍ଯୁ ୟନ୍ତ୍ରଣା ରେ ପରିପୂର୍ଣ୍ଣ ଅଟେ।
translate sentence into Odia : Woe to the bloody city! it is all full of lies and robbery; the prey departeth not;
nahum
ତୁମ୍ଭେ ଗ୍ଭବୁକ ପ୍ରହାରର ଶଦ୍ଦ, ଚକ୍ର ଘୂରିବା ଶଦ୍ଦ, ଘୋଡାର ଟାପୁ ଶଦ୍ଦ ଏବଂ ରଥର ଗ୍ଭଳନା ଶଦ୍ଦ ଶୁଣି ପାରିବ।
translate sentence into Odia : The noise of a whip, and the noise of the rattling of the wheels, and of the pransing horses, and of the jumping chariots.
nahum
ସୈନ୍ଯମାନେ ଅଶ୍ବପୃଷ୍ଠ ରେ ଆକ୍ରମଣ କରୁଛନ୍ତି। ସମାନଙ୍କେର ଖଣ୍ତାଗୁଡିକ ଚକ୍ଚକ୍ କରୁଛି ଏବଂ ସମାନଙ୍କେର ବର୍ଚ୍ଛାଗୁଡିକ ଉଜ୍ଜ୍ବଳ ଦଖାେ ଯାଉଛି। ତେଣୁ ବହୁ ମୃତ ଶରୀର ରହିଛି ଯାହାକୁ ଗଣି ହବେ ନାହିଁ। ଲୋକମାନେ ସହେି ମୃତ ଶରୀର ଉପ ରେ ଝୁଣ୍ଟି ପଡୁଛନ୍ତି।
translate sentence into Odia : The horseman lifteth up both the bright sword and the glittering spear: and there is a multitude of slain, and a great number of carcases; and there is none end of their corpses; they stumble upon their corpses:
nahum
ନୀନିବୀ ରେ ଅତ୍ଯନ୍ତ ଗଣିକା କର୍ମ ପାଇଁ ଏସବୁ ଘଟିଲା। ସେ ଏକ କୁପଥର ଉତ୍ସ ୟିଏ କି ତା'ର ଗଣିକା କାର୍ୟ୍ଯ ପାଇଁ ରାଜ୍ଯକୁ କ୍ରୀତଦାସ କଲା। ସେ ତା'ର ୟାଦୁ ବଳ ରେ ଲୋକମାନଙ୍କୁ ତା'ର କ୍ରୀତଦାସ କରିଛନ୍ତି।
translate sentence into Odia : Because of the multitude of the whoredoms of the wellfavoured harlot, the mistress of witchcrafts, that selleth nations through her whoredoms, and families through her witchcrafts.
nahum
ସର୍ବଶକ୍ତିମାନ୍ ସଦାପ୍ରଭୁ ପରମେଶ୍ବର କୁହନ୍ତି, " ହେ ନୀନିବୀ, ଆମ୍ଭେ ତୁମ୍ଭ ବିରୁଦ୍ଧ ରେ ଅଛୁ। ଆମ୍ଭେ ମୁଖମଣ୍ତଳରୁ ତୁମ୍ଭର ପୋଷାକ ଉେଠଇ ନବୋ। ସମସ୍ତ ଦେଶ ତୁମ୍ଭର ଉଲଗ୍ନ ଶରୀର ଦେଖିବେ। ସହେି ରାଜ୍ଯଗୁଡିକ ତୁମ୍ଭର ଲଜ୍ଜିତରୂପ ଦେଖିବେ।
translate sentence into Odia : Behold, I am against thee, saith the LORD of hosts; and I will discover thy skirts upon thy face, and I will shew the nations thy nakedness, and the kingdoms thy shame.
nahum
ଆମ୍ଭେ କୁତ୍ସିତ ପଦାର୍ଥ ତୁମ୍ଭ ଉପରକୁ ପକାଇବା, ତୁମ୍ଭକୁ ଘୃଣାପୂର୍ଣ୍ଣ ଭାବେ ଆମ୍ଭେ ବ୍ଯବହାର କରିବା। ତୁମ୍ଭକୁ ଲୋକମାନେ ଦେଖି ଉପହାସ କରିବେ।
translate sentence into Odia : And I will cast abominable filth upon thee, and make thee vile, and will set thee as a gazingstock.
nahum
ଯେଉଁମାନେ ତୁମ୍ଭର ଅବସ୍ଥାକୁ ଦେଖିବେ, ସମସ୍ତେ ମର୍ମାହତ ହବେେ ଓ ତୁମ୍ଭଠାରୁ ଦୂ ରଇେ ଯିବେ। ସମାନେେ କହିବେ, 'ନୀନିବୀ ଧ୍ବଂସ ହେଉଛି। କିଏ ତା' ପାଇଁ କାନ୍ଦିବ?' ଆମ୍ଭେ ତୁମ୍ଭକୁ ସାନ୍ତ୍ବନା ଦବୋ ପାଇଁ ଜଣଙ୍କୁ କେଉଁଠାରୁ ପାଇବା?"
translate sentence into Odia : And it shall come to pass, that all they that look upon thee shall flee from thee, and say, Nineveh is laid waste: who will bemoan her? whence shall I seek comforters for thee?
nahum
ହେ ନୀନିବୀ, ତୁମ୍ଭେ କ'ଣ ନୀଳନଦୀ ଉପ ରେ ଅବସ୍ଥିତ ନୋ-ଆମାନେ ଠାରୁ ଭଲ ରେ ଅଛ? ନା, ତୁମ୍ଭେ ତା'ଠାରୁ ଭଲ ରେ ନାହିଁ। ନୋ-ଆମାନେ ଗ୍ଭରିପାଖ ରେ ଜଳ ଥିଲା। ନୋ-ଆମାନେ ନିଜକୁ ରକ୍ଷା କରିବାକୁ ସହେି ଜଳକୁ ବ୍ଯବହାର କରୁଥିଲା। ସେ ତାକୁ ପ୍ରାଚୀର ସଦୃଶ ବ୍ଯବହାର କରୁଥିଲା।
translate sentence into Odia : Art thou better than populous No, that was situate among the rivers, that had the waters round about it, whose rampart was the sea, and her wall was from the sea?
nahum
ଇଥିଓପିଆ ଓ ମିଶର ନୋ-ଆମାନେକୁ ବହୁ ଶକ୍ତି ଦେଉଥିଲେ। ପୂଟୀଯ ଓ ଲୂବୀଯ ତାକୁ ସମର୍ଥନ କରୁଥିଲେ।
translate sentence into Odia : Ethiopia and Egypt were her strength, and it was infinite; Put and Lubim were thy helpers.
nahum
କିନ୍ତୁ ନୋ-ଆମାନେ ପରାଜିତ ହେଲା। ତା'ର ଲୋକମାନେ ବନ୍ଦୀଭାବରେ ଗୋଟିଏ ବିଦେଶକୁ ନିଆଗେଲ। ସୈନ୍ଯମାନେ ରାସ୍ତାର ପ୍ରେତ୍ୟକକ କୋଣ ରେ ତା'ର େଛାଟ ପିଲାମାନଙ୍କୁ ପିଟି ପିଟି ମାରି ଦେଲେ। ଏବଂ ସମାନେେ ତାଙ୍କର ମାନ୍ଯ ପୁରୁଷମାନଙ୍କ ନିମନ୍ତେ ଗୁଳାବାଣ୍ଟ କଲେ, ତାଙ୍କର ବଡ ଲୋକ ସମସ୍ତେ ଶୃଙ୍ଖଳ ରେ ବନ୍ଧା ହେଲେ।
translate sentence into Odia : Yet was she carried away, she went into captivity: her young children also were dashed in pieces at the top of all the streets: and they cast lots for her honourable men, and all her great men were bound in chains.
nahum
ହେ ନୀନିବୀ, ତୁମ୍ଭବେି ଜଣେ ମଦ୍ଯପ ପରି ମଧ୍ଯ ପଡି ରହିବ। ତୁମ୍ଭେ ଲୁଚିବାକୁ ଚେଷ୍ଟା କରିବ। ତୁମ୍ଭେ ଶତୃଠାରୁ ରକ୍ଷା ପାଇବାକୁ ଗୋଟିଏ ନିରାପଦ ସ୍ଥାନ ଖାଜେିବ।
translate sentence into Odia : Thou also shalt be drunken: thou shalt be hid, thou also shalt seek strength because of the enemy.
nahum
କିନ୍ତୁ ନୀନିବୀ, ତୁମ୍ଭର ସମସ୍ତ ସୁଦୃଢ ସ୍ଥାନଗୁଡିକ ଡିମିରି ଗଛ ସଦୃଶ ହବେ। ନୂଆ ଡିମିରି ପାଚିବ। ଜଣେ ଲୋକ ଆସିବ ଏବଂ ଗଛକୁ ହଲାଇବ ଏବଂ ଡିମିରି ଫଳ ତା'ର ପାଟି ରେ ପଡିବ।
translate sentence into Odia : All thy strong holds shall be like fig trees with the firstripe figs: if they be shaken, they shall even fall into the mouth of the eater.
nahum
ନୀନିବୀ, ତୁମ୍ଭର ଲୋକମାନେ ସ୍ତ୍ରୀଲୋକ ସଦୃଶ। ତୁମ୍ଭ ଦେଶର ଫାଟକଗୁଡିକ ଶତୃସୈନ୍ଯ ପ୍ରବେଶ କରିବାକୁ ସମ୍ପୂର୍ଣ୍ଣ ଉନ୍ମୁକ୍ତ। ଫାଟକଗୁଡିକରେ ଲାଗିଥିବା କାଠର ଦଣ୍ତଗୁଡିକ ଅଗ୍ନି ପୋଡି଼ ଦଇେଛି।
translate sentence into Odia : Behold, thy people in the midst of thee are women: the gates of thy land shall be set wide open unto thine enemies: the fire shall devour thy bars.
nahum
ଅବରୋଧ ସମୟ ନିମନ୍ତେ ପାଣି କାଢି ଆଣ। ଇଟା ତିଆରି କରିବାକୁ ମାଟି ରଖ, ସେଥି ରେ ଚୂନ ମିଶାଅ, ଇଟା ତିଆରି ପାଇଁ ସହେି କାଦୁଅକୁ ନିଅ। ତୁମ୍ଭମାନଙ୍କର ଦୁର୍ଗଗୁଡିକ ଶକ୍ତିଶାଳୀ କର।
translate sentence into Odia : Draw thee waters for the siege, fortify thy strong holds: go into clay, and tread the morter, make strong the brickkiln.
nahum
ତୁମ୍ଭେ ସହେି ସବୁ କାମ କରିପାରିବ। କିନ୍ତୁ ଅଗ୍ନି ତଥାପି ତୁମ୍ଭକୁ ସମ୍ପୂର୍ଣ୍ଣଭାବେ ଧ୍ବଂସ କରିବ। ଖଣ୍ତା ତୁମ୍ଭକୁ ହତ୍ଯା କରିବ, ତୁମ୍ଭର ଜମି ରେ ଦଳେ ପଙ୍ଗପାଳ ସଦୃଶ ଦଖାେଯିବେ ୟିଏକି ଆସିବ ଏବଂ ସବୁ ଖାଇ ଦବେେ।
translate sentence into Odia : There shall the fire devour thee; the sword shall cut thee off, it shall eat thee up like the cankerworm: make thyself many as the cankerworm, make thyself many as the locusts.
nahum
ତୁମ୍ଭର ବହୁ ବ୍ଯବସାଯୀ ଅଛନ୍ତି। ସମାନେେ ଆକାଶ ତାରା ସଦୃଶ ଅଗଣିତ ଏବଂ ସମାନେେ ପଙ୍ଗପାଳ ସଦୃଶ। ସମାନେେ ସବୁ ଶଷେ ହବୋ ପର୍ୟ୍ଯନ୍ତ ଖାଆନ୍ତି ଏବଂ ପ ରେ ସମାନେେ ସହେି ସ୍ଥାନ ଛାଡନ୍ତି।
translate sentence into Odia : Thou hast multiplied thy merchants above the stars of heaven: the cankerworm spoileth, and fleeth away.
nahum
ତୁମ୍ଭର ସରକାରୀ କର୍ମଗ୍ଭରୀମାନେ ମଧ୍ଯ ପଙ୍ଗପାଳ ସଦୃଶ। ତୁମ୍ଭମାନଙ୍କର ରାଜପୁତ୍ରମାନେ ଝିଣ୍ଟିକା ପରି। ସମାନେେ ଶୀତଦିନ ରେ କାନ୍ଥ ରେ ବାସ କରନ୍ତି। କିନ୍ତୁ ଯେତବେେଳେ ସୂର୍ୟ୍ଯ ଉପରକୁ ଉଠନ୍ତି ଏବଂ ପଥର ଉଷ୍ମ ହୁଏ, ସହେି ପଙ୍ଗପାଳମାନେ ଉଡି ପଳାନ୍ତି। ଏବଂ କହେି ଜାଣନ୍ତି ନାହିଁ ସମାନେେ କେଉଁ ଆଡକୁ ୟାଇଛନ୍ତି।
translate sentence into Odia : Thy crowned are as the locusts, and thy captains as the great grasshoppers, which camp in the hedges in the cold day, but when the sun ariseth they flee away, and their place is not known where they are.
nahum
ହେ ଅଶୂରର ରାଜା, ତୁମ୍ଭର ମଷେପାଳକମାନେ ଶାଇେ ପଡିଲେ। ସହେି ଶକ୍ତିଶାଳୀ ଲୋକମାନେ ଶାଇେଛନ୍ତି। ବର୍ତ୍ତମାନ ତୁମ୍ଭ ଲୋକମାନେ ପର୍ବତ ଉପ ରେ ବିଛଇେ ହାଇେ ୟାଇଛନ୍ତି। ସଠାେ ରେ ସମାନଙ୍କେୁ ଫରୋଇ ଆଣିବାକୁ କହେି ଲୋକ ନାହାଁନ୍ତି।
translate sentence into Odia : Thy shepherds slumber, O king of Assyria: thy nobles shall dwell in the dust: thy people is scattered upon the mountains, and no man gathereth them.
nahum
ହେ ନୀନିବୀ, ତୁମ୍ଭେ ଭୟଙ୍କର ଭାବରେ କ୍ଷତ ବିକ୍ଷତ ହାଇେଛ। କିଛି ତୁମ୍ଭର କ୍ଷତକୁ ଆରୋଗ୍ୟ କରିପାରିବ ନାହିଁ। ଯେ କହେି ତୁମ୍ଭ ବିଷଯ ରେ ସଂବାଦ ଶୁଣେ ସମାନେେ ତାଳି ମାରନ୍ତି। ସମାନେେ ସମସ୍ତେ ଖୁସି ହୁଅନ୍ତି କାରଣ ସମାନେେ ସମସ୍ତେ ତୁମ୍ଭମାନଙ୍କର ଭୂଲ ଯୋଗୁ ସର୍ବଦା ପିଡୀତ ହେଉଛନ୍ତି।
translate sentence into Odia : There is no healing of thy bruise; thy wound is grievous: all that hear the bruit of thee shall clap the hands over thee: for upon whom hath not thy wickedness passed continually?
nahum
ସେ ତାଙ୍କୁ କହିଲେ, " ଦୌଡିକରି ୟାଅ ଏବଂ ସହେି ୟୁବକଙ୍କୁ କୁହ!
translate sentence into Odia : And said unto him, Run, speak to this young man, saying, Jerusalem shall be inhabited as towns without walls for the multitude of men and cattle therein:
zechariah
ମୁଁ ପୁଣି ଉର୍ଦ୍ଧ୍ବକୁ ଦୃଷ୍ଟି କଲି ଓ ଏକ ଉଡନ୍ତା ନଳାକାର ପୁସ୍ତକ ଦେଖିଲି।
translate sentence into Odia : Then I turned, and lifted up mine eyes, and looked, and behold a flying roll.
zechariah
ଦେଶର ଲୋକମାନଙ୍କୁ ଏବଂ ଯାଜକମାନଙ୍କୁ ଏହି କଥା କୁହ, ତୁମ୍ଭେ ଯେତବେେଳେ ପଞ୍ଚମ ଓ ସପ୍ତମ ମାସ ରେ ଉପବାସ ଓ ବିଳାପ କଲ, ସହେି ସତୁରି ବର୍ଷ ରେ ସତ ରେ କ'ଣ ତୁମ୍ଭେ ଆମ୍ଭ ପାଇଁ ଉପବାସ କରିଥିଲ? zechariah Yea, every pot in Jerusalem and in Judah shall be holiness unto the LORD of hosts: and all they that sacrifice shall come and take of them, and seethe therein: and in that day there shall be no more the Canaanite in the house of the LORD of hosts. ସମସ୍ତ ଜଳପାତ୍ର ୟିରୁଶାଲମ ଓ ଯିହୁଦା ରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ପାଇଁ ପବିତ୍ର ହବେ।" ନବୈେଦ୍ଯ ବଳିଦାନ ପ୍ରଦାନ କରୁଥିବା ସମସ୍ତ ଲୋକ ଆସିବେ ଏବଂ ସମାନଙ୍କେଠାରୁ ଜଳପାତ୍ର ନବେେ ଏବଂ ବଳିଦାନର ମାଂସ ରନ୍ଧନ କରିବେ।
translate sentence into Odia : Speak unto all the people of the land, and to the priests, saying, When ye fasted and mourned in the fifth and seventh month, even those seventy years, did ye at all fast unto me, even to me?
zechariah
ସଦାପ୍ରଭୁ କୁହନ୍ତି, "ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଟୁବାକ୍ଯ ପ୍ରଯୋଗ କରୁଛ।"
translate sentence into Odia : Your words have been stout against me, saith the LORD. Yet ye say, What have we spoken so much against thee?
malachi
ଅରାମ ଅମ୍ମୀନାଦାବଙ୍କ ବାପା।
translate sentence into Odia : And Aram begat Aminadab; and Aminadab begat Naasson; and Naasson begat Salmon;
matthew
ସମାନେେ ନିଜ ନିଜ ପାପ ସ୍ବୀକାର କଲେ। ଯୋହନ ୟର୍ଦ୍ଦନ ନଦୀ ରେ ସମାନଙ୍କେ ବାପ୍ତିସ୍ମ ଦେଲେ।
translate sentence into Odia : And were baptized of him in Jordan, confessing their sins.
matthew
ଭବଷ୍ଯଦ୍ବକ୍ତା ୟିଶାଇୟଙ୍କ ମାଧ୍ଯମ ରେ ପ୍ରଭୁ ପରମେଶ୍ବର ଯାହା କହିଥିଲେ, ତାହା ପୂର୍ଣ୍ଣ ହବୋ ପାଇଁ ଯୀଶୁ ଏଭଳି କରିଥିଲେ।
translate sentence into Odia : That it might be fulfilled which was spoken by Esaias the prophet, saying,
matthew
ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ୟ୍ଯ କରି କଷ୍ଟ ସହୁଥିବା ଲୋକମାନେ ଧନ୍ଯ; କାରଣ ସ୍ବର୍ଗରାଜ୍ଯ ସହେିମାନଙ୍କର।
translate sentence into Odia : Blessed are they which are persecuted for righteousness' sake: for theirs is the kingdom of heaven.
matthew
ଯଦି ତୁମ୍ଭର ଡାହାଣ ହାତଟି ତୁମ୍ଭ ପାପର କାରଣ ହୁଏ, ତାକୁ କାଟି ଫିଙ୍ଗି ଦିଅ। କାରଣ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ନର୍କ ରେ ପଡିବା ଅପେକ୍ଷା ଶରୀରର ଗୋଟିଏ ଅଙ୍ଗ ନଷ୍ଟ ହାଇଯେିବା ଭଲ।
translate sentence into Odia : And if thy right hand offend thee, cut it off, and cast it from thee: for it is profitable for thee that one of thy members should perish, and not that thy whole body should be cast into hell.
matthew
କିନ୍ତୁ ମୁଁ ତୁମ୍ଭକୁ କହୁଛି ଯେ, ଆଦୌ ପ୍ରତିଜ୍ଞା କରନାହିଁ। ସ୍ବର୍ଗର ନାମ ରେ ପ୍ରତିଜ୍ଞା କର ନାହିଁ, କାରଣ ତାହା ପରମେଶ୍ବରଙ୍କ ସିଂହାସନ।
translate sentence into Odia : But I say unto you, Swear not at all; neither by heaven; for it is God's throne:
matthew
ଯଦି କହେି ତୁମ୍ଭକୁ କିଛି ମାଗେ, ତବେେ ତାହା ତାହାକୁ ଦିଅ। କହେି ଯଦି ତୁମ୍ଭଠାରୁ ଧାର ନବୋକୁ ଇଚ୍ଛାକରେ, ତବେେ ତା ହକେୁ ମନା କରନାହିଁ।
translate sentence into Odia : Give to him that asketh thee, and from him that would borrow of thee turn not thou away.
matthew
କିନ୍ତୁ ଯୀଶୁ ତାହାକୁ କହିଲେ, " ମାରେ ଅନୁସରଣ କର। ମରିଯାଇଥିବା ଲୋକମାନେ ଏହି ମୃତ ଲୋକଙ୍କୁ କବର ଦିଅନ୍ତୁ।"
translate sentence into Odia : But Jesus said unto him, Follow me; and let the dead bury their dead.
matthew
କେତକେ ଯିହୂଦୀ ଧର୍ମଶାସ୍ତ୍ରୀ ଏହା ଶୁଣିଲେ। ସମାନେେ ନିଜ ନିଜ ଭିତ ରେ କୁହାକୁହି ହେଲେ, "ଏ ଲୋକଟି ଏମିତି କଥା କହୁଛି, ସତେ ଯେପରି ସେ ନିଜେ ପରମେଶ୍ବର। ଏହାଦ୍ବାରା ସେ ପରମେଶ୍ବରଙ୍କ ନିନ୍ଦା କରୁଛି।"
translate sentence into Odia : And, behold, certain of the scribes said within themselves, This man blasphemeth.
matthew
ଯୀଶୁ ବୁଲିପଡି ତାହାକୁ ଚାହିଁଲେ। ଯୀଶୁ କହିଲେ, "ଝିଅ, ସାହାସ ଧର। ତୁମ୍ଭର ବିଶ୍ବାସ ତୁମ୍ଭକୁ ସୁସ୍ଥ କରି ଦଇେଛି।" ସଙ୍ଗେସଙ୍ଗେ ସେ ସ୍ତ୍ରୀ ଲୋକଟି ସୁସ୍ଥ ହାଇଗେଲା।
translate sentence into Odia : But Jesus turned him about, and when he saw her, he said, Daughter, be of good comfort; thy faith hath made thee whole. And the woman was made whole from that hour.
matthew
ଯୀଶୁ ନଗର-ନଗର ଓ ଗାଁ ଗାଁ ଯାତ୍ରା କରିବାକୁ ଲାଗିଲେ। ସେ ବାଟରେ ଯିହୂଦୀ ପ୍ରାର୍ଥନା ଗୃହମାନଙ୍କ ରେ ଉପଦେଶ ଦେଲେ, ଓ ପରମେଶ୍ବରଙ୍କ ରାଜ୍ଯର ସୁସମାଗ୍ଭର ପ୍ରଗ୍ଭର କଲେ। ସେ ଲୋକଙ୍କର ସବୁ ପ୍ରକାର ରୋଗ ଓ ଅସୁସ୍ଥତାକୁ ସୁସ୍ଥ କରି ଦେଲେ।
translate sentence into Odia : And Jesus went about all the cities and villages, teaching in their synagogues, and preaching the gospel of the kingdom, and healing every sickness and every disease among the people.
matthew
ଏହି ଲୋକମାନଙ୍କ ବିଷୟ ରେ ମୁଁ କ'ଣ କହିବି। ସମାନେେ କେଉଁ ପ୍ରକାରର? ସମାନେେ ବଜାର ରେ ବସିଥିବା ପାଲାମାନଙ୍କ ଭଳି। ସେ ପିଲାମାନେ ଅନ୍ୟ ପିଲାମାନଙ୍କୁ ଡାକି କୁହନ୍ତି: matthew How much then is a man better than a sheep? Wherefore it is lawful to do well on the sabbath days. ମଣିଷତ ନିଶ୍ଚିତ ଭାବରେ ଗୋଟିଏ ମେଣ୍ଢାଠାରୁ ଅଧିକ ମହତ୍ତ୍ବପୂର୍ଣ୍ଣ। ତେଣୁ ମାଶାଙ୍କେ ବ୍ଯବସ୍ଥା ବିଶ୍ରାମ ଦିବସ ରେ ଭଲ କାମ କରିବାକୁ ଅନୁମତି ଦଇେଥାଏ।
translate sentence into Odia : But whereunto shall I liken this generation? It is like unto children sitting in the markets, and calling unto their fellows,
matthew
ତୁମ୍ଭର ଯଦି କାନ ଅଛି, ତବେେ ଶୁଣ।"
translate sentence into Odia : Who hath ears to hear, let him hear.
matthew
ତୁମ୍ଭେ ତାହା କାହିଁକି ବୁଝି ପାରୁନ? ମୁଁ ତୁମ୍ଭକୁ ସାବଧାନ ରହିବାକୁ ଏବଂ ଫାରୂଶୀ ଓ ସାଦ୍ଦୂକୀମାନଙ୍କର କୁପ୍ରଭାବରୁ ଦୂର ରେ ରହିବାକୁ କହୁଛି।"
translate sentence into Odia : How is it that ye do not understand that I spake it not to you concerning bread, that ye should beware of the leaven of the Pharisees and of the Sadducees?
matthew
ସେ ସମୟରୁ ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିବାକୁ ଲାଗିଲେ ଯେ ସେ ନିଶ୍ଚିତ ଭାବରେ ୟିରୂଶାଲମକୁ ଯିବେ। ସଠାେରେ ଯିହୂଦୀ ନେତା, ପ୍ରମୁଖ ଯାଜକ ଓ ଧର୍ମଶାସ୍ତ୍ରୀମାନଙ୍କ ଦ୍ବାରା ସେ ଅନକେ ଯାତନା ପାଇବେ ଓ ବଧକରି ଦିଆଯିବେ। ସେ ମୃତ୍ଯୁରୁ ତୃତୀୟ ଦିନ ପୁନର୍ଜୀବିତ ହବେେ।
translate sentence into Odia : From that time forth began Jesus to shew unto his disciples, how that he must go unto Jerusalem, and suffer many things of the elders and chief priests and scribes, and be killed, and be raised again the third day.
matthew
ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କର ଭାଇ ଯୋହନଙ୍କୁ ସାଙ୍ଗ ରେ ନେଲେ ଓ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସଠାେରେ ସମାନେେ ସମସ୍ତେ ଥିଲେ।
translate sentence into Odia : And after six days Jesus taketh Peter, James, and John his brother, and bringeth them up into an high mountain apart,
matthew
ଏହା ଦେଖି ପିତର ଯୀଶୁଙ୍କୁ କହିଲେ, " ହେ ପ୍ରଭୁ, ଭଲ ହେଲା ଯେ, ଆମ୍ଭେ ଏଠା ରେ ଅଛୁ। ଆପଣ ଚାହିଁଲେ ମୁଁ ଏଠା ରେ ତିନୋଟି ତମ୍ବୁ ଟାଣି ଦବେି। ସେଥିରୁ ଗୋଟିଏ ଆପଣଙ୍କ ପାଇଁ, ଗୋଟିଏ ମାଶାଙ୍କେ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।"
translate sentence into Odia : Then answered Peter, and said unto Jesus, Lord, it is good for us to be here: if thou wilt, let us make here three tabernacles; one for thee, and one for Moses, and one for Elias.
matthew
ଏହିଭଳି ଭାବରେ ବର୍ତ୍ତମାନ ଯେଉଁ ଲୋକ ସର୍ବଶଷେ ରେ ଅଛନ୍ତି, ଭବିଷ୍ଯତ ରେ ସମାନେେ ପ୍ରଥମ ସ୍ଥାନ ପାଇବେ। ଏବଂ ଯେଉଁଲୋକମାନେ ବର୍ତ୍ତମାନ ପ୍ରଥମ ସ୍ଥାନ ରେ ଅଛନ୍ତି, ସମାନେେ ଭବିଷ୍ଯତ ରେ ଶଷେ ସ୍ଥାନ ପାଇବେ।
translate sentence into Odia : So the last shall be first, and the first last: for many be called, but few chosen.
matthew
ଭବିଷ୍ଯଦ୍ବକ୍ତା ଯାହା କହିଥିଲେ, ତାହା ସଫଳ ହବୋ ପାଇଁ ଏସବୁ ଘଟିଲା। ଭବିଷ୍ଯଦ୍ବକ୍ତା କହିଥିଲେ:
translate sentence into Odia : All this was done, that it might be fulfilled which was spoken by the prophet, saying,
matthew
ସିୟୋନ ନଗରୀକୁ କୁହ: ' ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି। ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚ଼ଢ଼ି ଆସୁଛନ୍ତି। ହଁ, ଗୋଟିଏ ଗଧଛୁଆ ଉପରେ ଚ଼ଢ଼ିଛନ୍ତି, ସହେି ଛୁଆ ଏକ ସ୍ତନ୍ଯପାଯୀ ଗଧରୁ ଜନ୍ମ ହାଇେଛି।'ଜିଖରିୟ
translate sentence into Odia : Tell ye the daughter of Sion, Behold, thy King cometh unto thee, meek, and sitting upon an ass, and a colt the foal of an ass.
matthew
ଚ଼ାକରମାନେ ନଗର ରାସ୍ତାଗୁଡ଼ିକୁ ଗଲେ। ଭଲ ଲୋକ ହେଉ ବା ମନ୍ଦ ଲୋକ ହେଉ, ସମାନେେ ଯାହାକୁ ପାଇଲେ ତାକୁ ବିବାହ ଭୋଜିକୁ ଡ଼ାକିଆଣିଲେ। ବିବାହ ଭବନ ଅତିଥିମାନଙ୍କ ଦ୍ବାରା ପୁରିଗଲା।
translate sentence into Odia : So those servants went out into the highways, and gathered together all as many as they found, both bad and good: and the wedding was furnished with guests.
matthew
ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖ ରେ ଯାହା ଅଛି, ତାର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ଯ ଦଶ ଭାବରୁ ଏକ ଭାଗ ତୁମ୍ଭେ ପରମେଶ୍ବରଙ୍କୁ ଦେଉଛ, କିନ୍ତୁ ତୁମ୍ଭମାନେେ ନିୟମର ଅଧିକ ନ୍ଯାୟ, ଦୟା ଓ ବିଶ୍ବାସ ଭଳି ମହତ୍ତ୍ବପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚ଼ିତ। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ଯ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚ଼ିତ। matthew And as he sat upon the mount of Olives, the disciples came unto him privately, saying, Tell us, when shall these things be? and what shall be the sign of thy coming, and of the end of the world? ପରେ ଯେତବେେଳେ ଯୀଶୁ ଜୀତ ପର୍ବତ ଉପରେ ବସି ଥିଲେ, ତାହାଙ୍କର ଶିଷ୍ଯମାନେ ସେ ଏକାନ୍ତ ରେ ଥିବା ସମୟରେ ତାହାଙ୍କ ପାଖକୁ ଆସିଲେ। ସମାନେେ ପଚ଼ାରିଲେ, ଆମ୍ଭକୁ କୁହନ୍ତୁ, ଏସବୁ ଘଟଣା କବେେ ଘଟିବ? କେଉଁ ସଙ୍କତେ ଦଖାଇବେ ଯେ ଆପଣଙ୍କ ପୁନର୍ବାର ଆସିବ ଓ ଜଗତର ଅନ୍ତ ହବୋ ସମୟ ହେଲାଣି?"
translate sentence into Odia : Woe unto you, scribes and Pharisees, hypocrites! for ye pay tithe of mint and anise and cummin, and have omitted the weightier matters of the law, judgment, mercy, and faith: these ought ye to have done, and not to leave the other undone.
matthew
ମୁଁ ତୁମ୍ଭମାନଙ୍କୁ ଏକଥା ଏଥିପାଇଁ କହୁଛି ଯେ, ଅନକେ ଲୋକ ମାେ ନାମ ରେ ଆସିବେ ଓ କହିବେ 'ମୁଁ ନିଜେ ଖ୍ରୀଷ୍ଟ,' ଓ ସମାନେେ ଅନକେ ଲୋକଙ୍କୁ ପଥଭ୍ରଷ୍ଟ କରିବେ।
translate sentence into Odia : For many shall come in my name, saying, I am Christ; and shall deceive many.
matthew
ଯେଉଁ ମହିଳାମାନେ ଗର୍ଭବତୀ ଥିବେ, କି ଯାହା କୋଳ ରେ ଶିଶୁଟିଏ ଥିବ ସମାନେେ ଏହି ସମୟରେ ବହୁତ କଷ୍ଟ ଭୋଗିବେ।
translate sentence into Odia : And woe unto them that are with child, and to them that give suck in those days!
matthew
ପରମେଶ୍ବର ଏହି ବିପଦପୂର୍ଣ୍ଣ ସମୟକୁ କମଇେ ଦବୋକୁ ସ୍ଥିର କରିଛନ୍ତି। ନ ହେଲେ କହେି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ବର ଯେଉଁମାନଙ୍କୁ ବାଛିଛନ୍ତି, କବଳେ ସହେିମାନଙ୍କ ପାଇଁ ସହେି ସମୟକୁ କମଇେ ଦଇେଛନ୍ତି।
translate sentence into Odia : And except those days should be shortened, there should no flesh be saved: but for the elect's sake those days shall be shortened.
matthew
ମାଲିକ ତାକୁ କଠିନ ଶାସ୍ତି ଦବେେ। ସେ ତାକୁ କପଟୀଲୋକଙ୍କ ସହିତ ଯେଉଁଠା ରେ ଲୋକମାନେ କାନ୍ଦନ୍ତି ଓ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରନ୍ତି ସହେି ସ୍ଥାନକୁ ପଠାଇ ଦବେେ।
translate sentence into Odia : And shall cut him asunder, and appoint him his portion with the hypocrites: there shall be weeping and gnashing of teeth.
matthew
ଏକଥା ଶୁଣି ସବୁ ଝିଅଯାକ ଉଠି ପଡ଼ିଲେ ନିଜ ନିଜ ଦୀପ ସଜାଡ଼ିବାକୁ ଲାଗିଲେ। matthew But when his disciples saw it, they had indignation, saying, To what purpose is this waste? ଯୀଶୁଙ୍କ ଶିଷ୍ଯମାନେ ଏହା ଦେଖି ଅତ୍ଯନ୍ତ ରାଗିଗଲେ। ସମାନେେ କହିଲେ, ଏତେ ଅପବ୍ଯୟ କାହିଁକି?
translate sentence into Odia : Then all those virgins arose, and trimmed their lamps.
matthew
ତା'ପରେ ସେ ଅଗଣାରୁ ବାହାରି ଆସିଲେ। ଫାଟକ ପାଖ ରେ ଆଉଜଣେ ଦାସୀ ତାହାଙ୍କୁ ଦେଖି ପକାଇ ସଠାେରେ ଥିବା ସମସ୍ତ ଲୋକଙ୍କୁ କହିଲା, "ଏ ଲୋକ ନାଜରିତୀୟ ଯୀଶୁଙ୍କ ସହିତ ଥିଲା।"
translate sentence into Odia : And when he was gone out into the porch, another maid saw him, and said unto them that were there, This fellow was also with Jesus of Nazareth.
matthew
ସହେି ସମୟରେ ଦୁଇଜଣ ଡ଼କାୟତଙ୍କୁ ମଧ୍ଯ ଯୀଶୁଙ୍କ ପାଖ ରେ କୃଶ ରେ ଚଢ଼ଇେ ଦିଆଗଲା। ଜଣକୁ ତାହାଙ୍କ ଡ଼ାହାଣ ପଟେ ଓ ଆର ଜଣକୁ ବାମ ପଟେ।
translate sentence into Odia : Then were there two thieves crucified with him, one on the right hand, and another on the left.
matthew
ରୋମୀୟ ସନୋଧ୍ଯକ୍ଷ ଓ ଯୀଶୁଙ୍କୁ ଜଗି ରହିଥିବା ସୈନ୍ଯମାନେ ଭୂମିକମ୍ପ ଓ ଅନ୍ୟସବୁ ଘଟଣାମାନ ଘଟୁଥିବା ଦେଖିଲେ, ସମାନେେ ବହୁତ ଭୟ କଲେ ଓ ସମାନେେ କହିଲେ, " ସେ ପ୍ରକୃତ ରେ ପରମେଶ୍ବରଙ୍କ ପୁତ୍ର ଥିଲେ।"
translate sentence into Odia : Now when the centurion, and they that were with him, watching Jesus, saw the earthquake, and those things that were done, they feared greatly, saying, Truly this was the Son of God.
matthew
ମଗ୍ଦଲିନୀ ମରିୟମ ଓ ମରିୟମ ନାମକ ଅନ୍ୟ ସ୍ତ୍ରୀଲୋକ ଜଣକ ସଠାେରେ କବର ଆଗ ରେ ବସି ରହିଥିଲେ।
translate sentence into Odia : And there was Mary Magdalene, and the other Mary, sitting over against the sepulchre.
matthew
ଯୀଶୁ ତାହାଙ୍କ ବିଛଣା ନିକଟକୁ ଗଲେ। ଯୀଶୁ ତାହାଙ୍କ ହାତ ଧରି ତାହାଙ୍କୁ ଠିଆ ହାବା ରେ ସାହାୟ୍ଯ କଲେ। ତାହାଙ୍କର ଜ୍ବର ଛାଡିଗଲା ଓ ସେ ସୁସ୍ଥ ହାଇଗେଲେ। ତା'ପରେ ସେ ସମାନଙ୍କେର ପରିଚର୍ୟ୍ଯା କରିବାକୁ ଲାଗିଲେ।
translate sentence into Odia : And he came and took her by the hand, and lifted her up; and immediately the fever left her, and she ministered unto them.
mark
ଯୀଶୁ ଅନକେ ଲୋକଙ୍କୁ ସୁସ୍ଥ କଲେ। ତେଣୁ ସବୁ ରୋଗୀମାନେ ତାହାଙ୍କୁ ଛୁଇଁବା ପାଇଁ ତାହାଙ୍କ ଆଡକୁ ମାଡି ଆସୁଥିଲେ।
translate sentence into Odia : For he had healed many; insomuch that they pressed upon him for to touch him, as many as had plagues.
mark
ଯୀଶୁ ପୁଣି କହିଲେ, "ପରମେଶ୍ବରଙ୍କ ରାଜ୍ଯ, ଜମି ରେ ବୀଜ ବୁଣୁଥିବା ଲୋକଟିଏ ଭଳି।
translate sentence into Odia : And he said, So is the kingdom of God, as if a man should cast seed into the ground;
mark
ଶିଷ୍ଯମାନେ ସଠାରୁେ ଅନ୍ୟ ସ୍ଥାନକୁ ଚାଲିଗଲେ। ସମାନେେ ଘାଷେଣା କଲେ ଯେ ଲୋକମାନେ ଅନୁତାପ କରନ୍ତୁ। ହୃଦୟ ପରିବର୍ତ୍ତନ କରନ୍ତୁ।
translate sentence into Odia : And they went out, and preached that men should repent.
mark
ସମସ୍ତ ଶିଷ୍ଯମାନେ ଯମେିତି ତାହାଙ୍କୁ ଦେଖିଲେ ସମାନେେ ଡରିଗଲେ। ଯୀଶୁ ତୁରନ୍ତ ସମାନଙ୍କେୁ କହିଲେ, "ସାହାସ ଧର। ଇଏ ମୁଁ, ଭୟ କର ନାହିଁ।"
translate sentence into Odia : For they all saw him, and were troubled. And immediately he talked with them, and saith unto them, Be of good cheer: it is I; be not afraid.
mark
ଜଣେ ସ୍ତ୍ରୀଲୋକ ଯୀଶୁ ଆସିଥିବା ଖବର ଶୁଣି ପାରିଲା। ତା'ର ଝିଅ ଦହେ ରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା। ତେଣୁ ସେ ସଙ୍ଗେ ସଙ୍ଗେ ଯୀଶୁଙ୍କ ପାଖକୁ ଆସି ତାହାଙ୍କ ପାଦ ତଳେ ପଡିଗଲା।
translate sentence into Odia : For a certain woman, whose young daughter had an unclean spirit, heard of him, and came and fell at his feet:
mark
ଯଦି ତୁମ୍ଭ ଭିତରୁ କହେି ମହତ୍ତ୍ବପୂର୍ଣ୍ଣ ହବୋକୁ ଚାହୁଁଥାଏ, ତବେେ ସେ ତୁମ୍ଭ ସମସ୍ତଙ୍କର ଜଣେ କ୍ରୀତଦାସ ଭଳି ସବୋ କରୁ।
translate sentence into Odia : And whosoever of you will be the chiefest, shall be servant of all.
mark
ସନ୍ଧ୍ଯା ହାଇଗେଲା। ସନ୍ଧ୍ଯା ହବୋରୁ ଯୀଶୁ ଓ ତାହାଙ୍କ ଶିଷ୍ଯମାନେ ନଗରରୁ ବାହାରି ଚାଲିଗଲେ।
translate sentence into Odia : And when even was come, he went out of the city.
mark
ଏଣୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ ତୁମ୍ଭମାନେେ ପ୍ରାର୍ଥନା କଲା ବେଳେ ଯାହା ମାଗୁଛ, ବିଶ୍ବାସ କର ଯେ, ତାହା ତୁମ୍ଭକୁ ମିଳିଯାଇଛି ତବେେ ପ୍ରକୃତ ରେ ତାହା ତୁମ୍ଭେ ପାଇବ।
translate sentence into Odia : Therefore I say unto you, What things soever ye desire, when ye pray, believe that ye receive them, and ye shall have them.
mark
ଯୀଶୁ ଉତ୍ତର ଦେଲେ, "ମୁଁ ତୁମ୍ଭମାନଙ୍କୁ ଗୋଟିଏ ପ୍ରଶ୍ନ ପଚାରିବି। ମାେ ପ୍ରଶ୍ନର ଉତ୍ତର ଦେଲେ ମୁଁ ତୁମ୍ଭମାନଙ୍କୁ କହିବି ଯେ କେଉଁ ଅଧିକାର ରେ ମୁଁ ଏସବୁ କାର୍ୟ୍ଯ କରୁଛି।
translate sentence into Odia : And Jesus answered and said unto them, I will also ask of you one question, and answer me, and I will tell you by what authority I do these things.
mark
ଯିହୂଦୀ ନେତାମାନେ ଯୀଶୁଙ୍କ ପ୍ରଶ୍ନ ଉପରେ ଆଲୋଚନା କଲେ। ସମାନେେ କୁହାକୁହି ହେଲେ, "ଆମ୍ଭମାନେେ ଯଦି କହିବା ଯେ, ' ଯୋହନଙ୍କ ବାପ୍ତିସ୍ମ ପରମେଶ୍ବରଙ୍କ ଠାରୁ ଆସିଥିଲା', ତବେେ ଯୀଶୁ କହିବେ, ' ତବେେ ତୁମ୍ଭମାନେେ ଯୋହନଙ୍କୁ କାହିଁକି ବିଶ୍ବାସ କଲ ନାହିଁ?'
translate sentence into Odia : And they reasoned with themselves, saying, If we shall say, From heaven; he will say, Why then did ye not believe him?
mark
ପରେ ଯେତବେେଳେ ଦ୍ରାକ୍ଷା ତୋଳିବା ବଳେ ଆସିଲା, ସେତବେେଳେ ସେ ତାହାଙ୍କର ଜଣେ ଚାକରକୁ ଦ୍ରାକ୍ଷାରୁ ତାହାଙ୍କର ନିଜ ଭାଗ ଆଣିବା ପାଇଁ କୃଷକମାନଙ୍କ ପାଖକୁ ପଠାଇଲା।
translate sentence into Odia : And at the season he sent to the husbandmen a servant, that he might receive from the husbandmen of the fruit of the vineyard.
mark
ଯୀଶୁ ସମାନଙ୍କେ ଚାଲବାଜି ବୁଝିଗଲେ। ସେ ସମାନଙ୍କେୁ ପଚାରିଲେ, "ତୁମ୍ଭମାନେେ ମାେତେ ଭଲ କଥା କହି କାହିଁକି ଫାନ୍ଦ ରେ ପକାଇବାକୁ ଚେଷ୍ଟା କରୁଛ? ମାେ ପାଖକୁ ରୂପା ଟଙ୍କାଟିଏ ଆଣ, ମୁଁ ତାକୁ ଦେଖେ।"
translate sentence into Odia : Shall we give, or shall we not give? But he, knowing their hypocrisy, said unto them, Why tempt ye me? bring me a penny, that I may see it.
mark
ମୁଁ ତୁମ୍ଭକୁ ଯାହା କହୁଛି, ସମସ୍ତଙ୍କୁ ସହେି ଏକା କଥା କହୁଛି ଯେ ସର୍ବଦା ପ୍ରସ୍ତୁତ ରୁହ।"
translate sentence into Odia : And what I say unto you I say unto all, Watch.
mark
ସେ ଚାକରାଣୀଟି ପୁଣି ପିତରଙ୍କୁ ଦେଖି ସଠାେରେ ଠିଆ ହାଇେଥିବା ଲୋକମାନଙ୍କୁ କହିବାକୁ ଲାଗିଲା, "ଏ ଲୋକଟି ସମାନଙ୍କେ ମଧ୍ଯରୁ ଜଣେ।"
translate sentence into Odia : And a maid saw him again, and began to say to them that stood by, This is one of them.
mark
ମରିୟମ ଯୀଶୁଙ୍କୁ ଦେଖି ସାରିବା ପରେ ତାହାଙ୍କ ଶିଷ୍ଯମାନଙ୍କ ପାଖକୁ ଯାଇ ଏ ବିଷୟ କହିଲେ। ସେତବେେଳକେୁ ଶିଷ୍ଯମାନେ ଶାେକରେ ବୁଡି ଯାଇଥିଲେ ଓ ବିଳାପ କରୁଥିଲେ।
translate sentence into Odia : And she went and told them that had been with him, as they mourned and wept.
mark
ଏହା ପରେ ଦୁଇଜଣ ଶିଷ୍ଯ ପଡିଆ ମଧିଅରେ ଯାଉଥିବା ସମୟରେ ଯୀଶୁ ସମାନଙ୍କେ ନିକଟରେ ଅନ୍ୟ ଏକ ରୂପରେ ଦଖାେ ଦେଲେ।
translate sentence into Odia : After that he appeared in another form unto two of them, as they walked, and went into the country.
mark
ପରେ ଯେତବେେଳେ ଏଗାର ଜଣ ପ୍ ରରେିତ ଖାଉଥିଲେ, ସତେିକି ବେଳେ ଯୀଶୁ ସମାନଙ୍କେୁ ଦଖାେ ଦେଲେ। ସେ ସମାନଙ୍କେୁ ସମାନଙ୍କେର ଅବିଶ୍ବାସ ଓ ମନର ଜଡତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ଯୁରୁ ପୁନରୁତ୍ଥାନ ହାଇେଛନ୍ତି ବୋଲି ଦେଖିଥିଲେ ସମାନଙ୍କେୁ ଏହି ଶିଷ୍ଯମାନେ ବିଶ୍ବାସ କରି ନଥିଲେ।
translate sentence into Odia : Afterward he appeared unto the eleven as they sat at meat, and upbraided them with their unbelief and hardness of heart, because they believed not them which had seen him after he was risen.
mark
ସଠାେରେ ଶୟତାନ ଚାଳିଶ ଦିନ ପର୍ୟ୍ଯନ୍ତ ତାହାଙ୍କର ପରୀକ୍ଷା ନଲୋ। ସହେି ଦିନମାନଙ୍କ ରେ ଯୀଶୁ କିଛି ନଖାଇ ନପିଇ ରହିଲେ। ସହେି ଦିନତକ ସରିୟିବା ପରେ ଯୀଶୁଙ୍କୁ ବଡ ଭୋକ ଲାଗିଲା।
translate sentence into Odia : Being forty days tempted of the devil. And in those days he did eat nothing: and when they were ended, he afterward hungered.
luke
ଥରେ ବିଶ୍ରାମବାର ରେ ଯୀଶୁ ଶସ୍ଯ କ୍ଷେତ୍ର ଦଇେ ଯାଉଥିଲେ। ତାହାଙ୍କର ଶିଷ୍ଯମାନେ କେତକେ ଶସ୍ଯ ଛିଣ୍ଡାଇଲେ ଓ ତାହାକୁ ଦୁଇ ହାତ ରେ ଦଳିଲେ ଏବଂ ଖାଇଲେ।
translate sentence into Odia : And it came to pass on the second sabbath after the first, that he went through the corn fields; and his disciples plucked the ears of corn, and did eat, rubbing them in their hands.
luke
ତାନ ନିଜ ଶତୃକୁ ଭଲ ପାଅ। ଲୋକଙ୍କର ଉପକାର କର ଓ ଫରେି ପାଇବାର କୌଣସି ଆଶା ନରଖି ଟଙ୍କା ଧାର ଦିଅ। ଏହା କଲେ ତୁମ୍ଭମାନଙ୍କୁ ପ୍ରଚୁର ପୁରସ୍କାର ମିଳିବ। ତୁମ୍ଭମାନେେ ସର୍ବୋପରିସ୍ଥ ପରମେଶ୍ବରଙ୍କର ସନ୍ତାନ ହବେ। କାରଣ ସେ କପଟୀ ଏବଂ ଦୁଷ୍ଟ ଲୋକମାନଙ୍କ ପ୍ରତି ମଧ୍ଯ ଦୟଶୀଳ ଅଟନ୍ତି।
translate sentence into Odia : But love ye your enemies, and do good, and lend, hoping for nothing again; and your reward shall be great, and ye shall be the children of the Highest: for he is kind unto the unthankful and to the evil.
luke
ଯୀଶୁ ଡଙ୍ଗାରୁ ବାହାରକୁ ବାହାରିବା ସମୟରେ ଜଣେ ଲୋକ ନଗରରୁ ଯୀଶୁଙ୍କ ପାଖକୁ ଆସିଲା। ଏହି ଲୋକଟି ଦହେ ରେ ଭୂତଟିଏ ପ୍ରବେଶ କରିଥିଲା। ଅନକେ ଦିନ ଧରି ସେ ଲୁଗା ପିନ୍ଧୁ ନଥିଲା କି ଘ ରେ ମଧ୍ଯ ରହୁନଥିଲା। ସେ କବର ସ୍ଥାନ ରେ ରହୁଥିଲା।
translate sentence into Odia : And when he went forth to land, there met him out of the city a certain man, which had devils long time, and ware no clothes, neither abode in any house, but in the tombs.
luke
ତା'ପରେ ଭୂତମାନେ ଲୋକଟି ଦହରେୁ ବାହାରି ଆସିଲେ ଓ ଘୁଷୁରିମାନଙ୍କ ଦହକେୁ ଚାଲିଗଲେ। ଦଳକଯାକ ଘୁଷୁରି ସହେି ପାହାଡ ଉପରୁ ହ୍ରଦ ଭିତରକୁ ଦୌଡିଗଲେ ଓ ସମସ୍ତେ ବୁଡିଗଲେ।
translate sentence into Odia : Then went the devils out of the man, and entered into the swine: and the herd ran violently down a steep place into the lake, and were choked.
luke
ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି ଯେ ତୁମ୍ଭମାନଙ୍କ ଭିତରୁ ଏଠା ରେ ଠିଆ ହାଇେଥିବା କେତକେ ଲୋକ ମୃତ୍ଯୁ ପୂର୍ବରୁ ପରମେଶ୍ବରଙ୍କ ରାଜ୍ଯ ଦେଖିବେ।"
translate sentence into Odia : But I tell you of a truth, there be some standing here, which shall not taste of death, till they see the kingdom of God.
luke
ସାଙ୍ଗ ରେ ଟଙ୍କା, ଥଳି, ୟୋତା କିଛି ହେଲେ ନିଅନାହିଁ। ରାସ୍ତା ରେ କାହାରି ସହିତ କଥାବାର୍ତ୍ତା ହବୋ ପାଇଁ ଅଟକି ୟିବ ନାହିଁ।
translate sentence into Odia : Carry neither purse, nor scrip, nor shoes: and salute no man by the way.
luke
ଆମ୍ଭର ପାଦ ରେ ଲାଗିଥିବା ଏହି ଧୂଳିତକ ମଧ୍ଯ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ଏହିଠା ରେ ଝାଡି ଦଇେ ଯାଉଛୁ।' ତଥାପି ମନରେଖ, 'ପରମେଶ୍ବରଙ୍କ ରାଜ୍ଯ ଖୁବ ଶୀଘ୍ର ଆସୁଛି।'
translate sentence into Odia : Even the very dust of your city, which cleaveth on us, we do wipe off against you: notwithstanding be ye sure of this, that the kingdom of God is come nigh unto you.
luke
ଯେତବେେଳେ କୌଣସି ଲୋକ ତୁମ୍ଭମାନଙ୍କ କଥା ଶୁଣେ, ସେ ପ୍ରକୃତ ରେ ମାେ କଥା ଶୁଣେ। ଯେତବେେଳେ ଜଣେ ତୁମ୍ଭମାନଙ୍କୁ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତ ରେ ମାେତେ ଗ୍ରହଣ କରିବାକୁ ମନା କରିଦିଏ ଏବଂ ଯେତବେେଳେ ଜଣେ ମାେତେ ଗ୍ରହଣ କରିବାକୁ ମନା କରେ, ସେ ପ୍ରକୃତ ରେ ମାେତେ ପଠାଇଥିବା ପରମେଶ୍ବରଙ୍କୁ ଗ୍ରହଣ କରିବାକୁ ମନା କରିଦିଏ।
translate sentence into Odia : He that heareth you heareth me; and he that despiseth you despiseth me; and he that despiseth me despiseth him that sent me.
luke
ତା'ପରଦିନ ଶମିରୋଣୀୟ ଲୋକ ଜଣକ ଦୁଇଟି ରୂପାମୁଦ୍ରା ବାହାର କଲେ। ସେ ତାହା ପ୍ରାନ୍ଥଶାଳାର ଦାଯିତ୍ବ ରେ ଥିବା ଲୋକଟିକୁ ଦଇେ କହିଲେ, 'ଏହି ଆହତ ଲୋକଟିର ଯତ୍ନ ନବେ। ତା' ପାଇଁ ଯଦି ଆଉ ଅଧିକ ଟଙ୍କା ଖର୍ଚ୍ଚ ହୁଏ, ମୁଁ ଫରେିଲା ବେଳେ ତୁମ୍ଭକୁ ସତକେ ପରିଶାଧେ କରି ଦବେି।"
translate sentence into Odia : And on the morrow when he departed, he took out two pence, and gave them to the host, and said unto him, Take care of him; and whatsoever thou spendest more, when I come again, I will repay thee.
luke
ଆମ୍ଭମାନେେ ଆବଶ୍ଯକ କରୁଥିବା ଖାଦ୍ୟ ଆମ୍ଭକୁ ଦିଅ।
translate sentence into Odia : Give us day by day our daily bread.
luke
ଜଣେ ସବେକ ଏକା ସଙ୍ଗ ରେ ଦୁଇଜଣ ମାଲିକଙ୍କ ସବୋ କରିପାରିବ ନାହିଁ। ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ଶ୍ରଦ୍ଧା କରିବ। କିମ୍ବା ସେ ଜଣକ ପ୍ରତି ବିଶ୍ବସ୍ତ ରହିବ ଓ ଅନ୍ୟ ଜଣକୁ ବଖାେତିର କରିବ। ତୁମ୍ଭମାନେେ ଏକା ବେଳେ ପରମେଶ୍ବର ଓ ଧନ ଦୁହିଁଙ୍କ ସବୋକରି ପାରିବ ନାହିଁ।
translate sentence into Odia : No servant can serve two masters: for either he will hate the one, and love the other; or else he will hold to the one, and despise the other. Ye cannot serve God and mammon.
luke
ସହେିଭଳି ମୁଁ ତୁମ୍ଭମାନଙ୍କୁ ଯାହା କହିଛି ସଗେୁଡିକ ଘଟିବ। ଏହିସବୁ ଘଟଣା ଘଟିବା ଦେଖିଲେ ତୁମ୍ଭମାନେେ ଜାଣି ପାରିବ ଯେ, ପରମେଶ୍ବରଙ୍କ ରାଜ୍ଯ ନିକଟ ହାଇଗେଲାଣି।
translate sentence into Odia : So likewise ye, when ye see these things come to pass, know ye that the kingdom of God is nigh at hand.
luke
ସମାନେେ କହିଲେ, " ତବେେ ଆମ୍ଭର ବର୍ତ୍ତମାନ ଆଉ ସାକ୍ଷୀ କ'ଣ ଦରକାର? ଆମ୍ଭେ ତ ନିଜେ ତାହାଙ୍କ ମୁହଁରୁ ଏହା ଶୁଣିଲୁ।"
translate sentence into Odia : And they said, What need we any further witness? for we ourselves have heard of his own mouth.
luke
ସୈନ୍ଯମାନେ ଯୀଶୁଙ୍କୁ ମାରିଦବୋ ପାଇଁ ନଇଗେଲେ। ଠିକ୍ ସହେି ସମୟରେ ଜଣେ ଲୋକ ପଲ୍ଲୀଗ୍ରାମରୁ ଫରେି ନଗର ଭିତରକୁ ଆସୁଥିଲା। ତା'ର ନାମ ଥିଲା ଶିମାନେ। ଶିମାନେ କୁରୀଣ ନଗରର ଲୋକ ଥିଲା। ସୈନ୍ଯମାନେ ଯୀଶୁଙ୍କ କୃଶ ବହନ କରି ଯୀଶୁଙ୍କ ପଛ ରେ ୟିବାକୁ ଶିମାନେକୁ ବାଧ୍ଯ କଲେ।
translate sentence into Odia : And as they led him away, they laid hold upon one Simon, a Cyrenian, coming out of the country, and on him they laid the cross, that he might bear it after Jesus.
luke
ତା'ପରେ ସହେି ଅପରାଧୀଟି ଯୀଶୁଙ୍କୁ କହିଲା, "ଯୀଶୁ, ଆପଣ ଯେତବେେଳେ ରାଜା ଭାବରେ ଆପଣଙ୍କ ଶାସନ ଆରମ୍ଭ କରିବେ, ସେତବେେଳେ ମାେତେ ମନେ ପକାଇବେ।"
translate sentence into Odia : And he said unto Jesus, Lord, remember me when thou comest into thy kingdom.
luke
ଯେଉଁ ଗାଁକୁ ସମାନଙ୍କେର ୟିବାକୁ ଥିଲା, ସମାନେେ ସେ ଗାଁକୁ ପାଖ ରେ ପହଞ୍ଚିଗଲେ। ଯୀଶୁ ସମାନଙ୍କେ ସହିତ ଏଭଳି ବ୍ଯବହାର କଲେ, ପ୍ରକୃତ ରେ ଯେପରି ତାହାଙ୍କର ଆଗକୁ ୟିବାକୁ ଦରକାର ଅଛି।
translate sentence into Odia : And they drew nigh unto the village, whither they went: and he made as though he would have gone further.
luke
ସମାନେେ ଯୀଶୁଙ୍କୁ ଖଣ୍ଡେ ରନ୍ଧା ମାଛ ଦେଲେ।
translate sentence into Odia : And they gave him a piece of a broiled fish, and of an honeycomb.
luke
ବହୁତ ଅସୁସ୍ଥ ଲୋକେ ପୋଖରୀ ପାଖ ମଣ୍ଡପଗୁଡିକରେ ପଡିରହୁଥିଲେ। ସମାନଙ୍କେ ମଧ୍ଯରୁ କେତକେ ଅନ୍ଧ, େଛାଟା ଓ ପକ୍ଷାଘାତଗ୍ରସ୍ତ ରୋଗୀ ଥିଲେ।
translate sentence into Odia : In these lay a great multitude of impotent folk, of blind, halt, withered, waiting for the moving of the water.
john
ମୁଁ ତୁମ୍ଭକୁ ସତ୍ଯ କହୁଛି, ଗୋଟିଏ ଗୁରୁତ୍ବପୂର୍ଣ୍ଣ ସମୟ ଆସୁଛି। ସେ ସମୟ ଆସି ଗଲାଣି ା ପାପ ଦ୍ବାରା ମୃତ ଲୋକମାନେ ଈଶ୍ବରଙ୍କ ପୁତ୍ରଙ୍କର ସ୍ବର ଶୁଣିବେ। ପୁତ୍ରଙ୍କର ସ୍ବର ଶୁଣି ଗ୍ରହଣ କରିଥିବା ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।
translate sentence into Odia : Verily, verily, I say unto you, The hour is coming, and now is, when the dead shall hear the voice of the Son of God: and they that hear shall live.
john
ସମାନେେ ସମାନଙ୍କେର ସମାଧିରୁ ବାହାରିବେ। ଜୀବନ ରେ ସତ୍ କାର୍ୟ୍ଯ କରିଥିବା ଲୋକମାନେ ଉଠିବେ ଓ ଅନନ୍ତ ଜୀବନ ପାଇବେ। କିନ୍ତୁ କୁକାର୍ୟ୍ଯ କରିଥିବା ଲୋକମାନେ ଦୋଷୀ ଭାବରେ ବିଚାରିତ ହବୋ ପାଇଁ ଉଠିବେ।
translate sentence into Odia : And shall come forth; they that have done good, unto the resurrection of life; and they that have done evil, unto the resurrection of damnation.
john
ସମାନେେ ଆହୁଲା ମାରି ପ୍ରାୟ ପାଞ୍ଚ କି ଛଅ କି ଲୋମିଟର ପର୍ୟ୍ଯନ୍ତ ଗଲେ। ତା'ପରେ ସମାନେେ ଯୀଶୁଙ୍କୁ ଦେଖିଲେ। ସେ ପାଣି ଉପରେ ଚାଲୁଥିଲେ। ସେ ଡଙ୍ଗା ଆଡକୁ ଆସୁଥିଲେ। ଶିଷ୍ଯମାନେ ଡରି ଗଲେ।
translate sentence into Odia : So when they had rowed about five and twenty or thirty furlongs, they see Jesus walking on the sea, and drawing nigh unto the ship: and they were afraid.
john
କିନ୍ତୁ ସେତବେେଳେ ତିବିରିଆରୁ କେତକେ ଡଙ୍ଗା ଆସିଲା। ଲୋକମାନେ ଯେଉଁ ସ୍ଥାନ ରେ ପୂର୍ବଦିନ ଖାଇଥିଲେ ସଠାେରେ ଡଙ୍ଗାଗୁଡିକ ଆସି ରହିଲା। ସହେି ସ୍ଥାନ ରେ ପ୍ରଭୁ ଯୀଶୁ ଧନ୍ଯବାଦ ଦବୋ ପରେ ସମାନେେ ରୋଟୀ ଖାଇଥିଲେ।
translate sentence into Odia : (Howbeit there came other boats from Tiberias nigh unto the place where they did eat bread, after that the Lord had given thanks:)
john